Tag Archives: Home Middle

ଆଜି ପୁଣି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୧୯।୫(ଅସମାପିକା ସାହୁ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରବିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚତ୍ ରାଜଭବନରେ ରହିବେ। ୨୦ ତାରିଖ ସକାଳେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ବଡ଼ଦାଣ୍ଡରେ...

ବିଜେଡି ଛାଡ଼ିଲେ ସମୀର ଦାଶ

ଭୁବନେଶ୍ୱର,୧୯।୫: ବିଜେଡିରୁ ଇସ୍ତଫା ଦେଇଛନ୍ତି ନିମାପଡ଼ା ବିଧାୟକ ସମୀର ଦାଶ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ଭିଡିଓ ଜାରି କରି ସୂଚନା ଦେଇଛନ୍ତି । ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫାପତ୍ର ପଠାଇଛନ୍ତି।...

ପ୍ଲେ ଅଫ୍‌ରେ ଆରସିବି

ବେଙ୍ଗାଲୁରୁ,୧୮ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚକୁ ୨୭ ରନ୍‌ରେ ଜିତି ନାଟକୀୟ ଢଙ୍ଗରେ ପ୍ଲେ ଅଫ୍‌ରେ ପ୍ରବେଶ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଟସ୍‌ ହାରି ବ୍ୟାଟିଂ କରିଥିବା ଆରସିବ ଅଧିନାୟକ ଫାଫ୍‌ ଡୁ...

POK ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ; ପାକିସ୍ତାନକୁ ନେଇ ଗର୍ଜିଲେ ଶାହା…

ଝାନ୍‌ସୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ପୁଣିଥରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ନେଇ ବଡ଼ ବୟାନ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ପିଓକେ ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ ବୋଲି ଶନିବାର ବୁନ୍ଦେଲଖଣ୍ଡର...

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ଏଏପି ସୁପ୍ରିମୋ। ଏପରିକି ରବିବାର ଦଳର ସମସ୍ତ...

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଯେଉଁଥିରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଚା ’ବିକାଳିର ପୁଅ ଦଶ...

ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପ୍ରଥମେ ନିଜ ରାଜ୍ୟକଥା ଚିନ୍ତା କରନ୍ତୁ । ସେ କହିଛନ୍ତି, ଭାଜପାର ମୁଖ୍ୟମନ୍ତ୍ରୀ...

ଆସିଲା ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ, ଶରୀରର ୪ ସ୍ଥାନରେ ରହିଛି କ୍ଷତଚିହ୍ନ

ନୂଆଦିଲ୍ଲୀ,୧୮।୫: ଆମ୍‌ ଆଦମୀ ପାର୍ଟୀ ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ ସାମ୍ନାକୁ ଆସିଛି। ମେ’ ୧୩ରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଆବାସରେ ତାଙ୍କ ଉପରେ ହୋଇଥିବା କଥିତ ଆକ୍ରମଣ ପରେ ତାଙ୍କ ମୁହଁ ଏବଂ ଗୋଡ଼ରେ କ୍ଷତଚିହ୍ନ ରହିଛି। ଏମ୍ସର...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ ସାମିଲ ହୋଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।...

ପାଣ୍ଡିଆନ ଦେଲେ ବଡ଼ ପ୍ରତିଶ୍ରୁତି, ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ

ପୁରୀ,୧୮।୫: ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ପୁରୀ ବାସିନ୍ଦାଙ୍କ ଆଶୀର୍ବାଦ ହେଲେ ଏଠାରୁ ବିଜେଡିର...

ସ୍ବାତୀ ମାଲିଓ୍ବାଲଙ୍କୁ ମାଡ ମାରିବା ଘଟଣା: ବୈଭବ କୁମାରଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ବିବାଦ ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସମେତ ଏଏପି ଦଳର ମୁଣ୍ଡବିନ୍ଧାର କାରଣ ସାଜିଛି। ତେବେ ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ...

Video: ସ୍ବାତୀ ମାଲିଓ୍ବାଲଙ୍କୁ ଧକ୍କା ଦେଇଥିଲେ ମହିଳା ସିକ୍ୟୁରିଟି ଗାର୍ଡ, ଆଉ ଏକ ନୂଆ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ସ୍ବାତୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ବାସଭବନରୁ ବାହାରୁଥିବା ଦେଖାଯାଇଛି। ଏହାରି ଭିତରେ ମହିଳା ସିକ୍ୟୁରିଟି ଗାର୍ଡ ଜଣକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri