Tag Archives: Home Middle

ମାଓବାଦୀଙ୍କ ଭାରତ ବନ୍ଦ, ଟ୍ରେନ୍‌ ଲାଇନ୍‌ ଉଡାଇଲେ…

ରାଞ୍ଚି,୨୦।୧୧: ମାଓବାଦୀଙ୍କ ୨୪ ଘଣ୍ଟିଆ ଭାରତ ବନ୍ଦ ଶୁକ୍ରବାର ମଧ୍ୟ ରାତ୍ରରୁ ଆରମ୍ଭ ହୋଇଛି। ମାଓବାଦୀ ନେତା ପ୍ରଶାନ୍ତ ବୋଷ ଏବଂ ତାଙ୍କ ସ୍ତ୍ରୀ ଶୀଲା ମରାଣ୍ଡିଙ୍କ ଗିରଫକୁ ବିରୋଧ କରି ମାଓବାଦୀ ସଂଗଠନ ପକ୍ଷରୁ ଏହି ବନ୍ଦ ଠାକରା...

ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୩୦୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ...

ମାଷ୍ଟରଷ୍ଟ୍ରୋକ୍‌ ନା ପରାଜୟ ଭୟ

ନୂଆଦିଲ୍ଲୀ,୨୦।୧୧: ଗୁରୁନାନକ ଦେବଙ୍କ ୫୫୨ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅପ୍ରତ୍ୟାଶିତ ଘୋଷଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଯେଉଁ କୃଷି ଆଇନକୁ ନେଇ ଏତେ ତୁମ୍ବିତୋଫାନ ହେଲା, ୭୦୦ରୁ ଊର୍ଦ୍ଧ୍ୱ କୃଷକଙ୍କ ଜୀବନ ଚାଲିଗଲା ତାକୁ ନେଇ ହଠାତ୍‌...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୩୯ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଆନ୍ଧ୍ରରେ ବର୍ଷା ବିତ୍ପାତ: ୧୭ ମୃତ

ତିରୁପତି, ୨୦।୧୧: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଛି। ରୟାଲସୀମା ଅନ୍ତର୍ଗତ ୪ ଜିଲାରେ ବର୍ଷା ଓ ବନ୍ୟାରେ ଶୁକ୍ରବାର ୧୭ ଜଣଙ୍କ ମୃତ୍ୟୁ ଘଟିବା ସହ ଶତାଧିକ ନିଖୋଜ ହୋଇଯାଇଛନ୍ତି। ଚେୟେରୁ...

କରୋନା ଲଢେଇରେ ଆମେରିକା ନେଲା ବଡ ପଦକ୍ଷେପ, ଟିକାର ବୁଷ୍ଟର ଡୋଜକୁ ମିଳିଲା ମଞ୍ଜୁରୀ

ୱାଶିଂଟନ,୨୦ ।୧୧: ବୟସ୍କ ବା ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କ ପାଇଁ ଆମେରିକା କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜକୁ ମଞ୍ଜୁରୀ ପ୍ରଦାନ କରିଛି । ଟିକା ନିର୍ମାଣକାରୀ କମ୍ପାନୀ ଫାଇଜର ଓ ମର୍ଡନା ପକ୍ଷରୁ ଏହି ସୂଚନା ଦିଆଯାଇଛି...

ପଞ୍ଜାବରେ ବଦଳିଲା ରାଜନୈତିକ ସମିକରଣ: ଭାଜପା ହୋଇପାରେ ଗେମ ଚେଞ୍ଜର, ୭୭ ଆସନରେ ପଡିପାରେ ପ୍ରଭାବ

ଚଣ୍ଡିଗଡ,୨୦ ।୧୧: ଗୁରୁପର୍ବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିନେବା ଘୋଷଣା କରିବା ପରେ ପଞ୍ଜାବ ରାଜନୀତିର ସମିକରଣ ବଦଳି ଯିବା ପରି ଲକ୍ଷ୍ୟ କରାଯାଇଛି । ଆଗାମୀ ୨୦୨୨ରେ ହେବାକୁ ଥିବା...

ସିରିଜ ଜିତିଲା ଟିମ୍‌ ଇଣ୍ଡିଆ

ରାଞ୍ଚି,୧୯।୧୧: ଚଳିତ ଟି୨୦ ବିଶ୍ୱକପରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ଟିମ୍‌ ଇଣ୍ଡିଆ ସ୍ବଦେଶରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୨-୦ରେ ଜିତି ନେଇଛି। ସ୍ଥାନୀୟ ଜେଏସ୍‌ସିଏ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭...

ବଢିଲା ବାୟୁସେନାର ଶକ୍ତି

ଝାନ୍‌ସୀ,୧୯ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭାରତୀୟ ବାୟୁସେନାକୁ ହିନ୍ଦୁସ୍ତାନ ଏରୋନଟିକ୍ସ ଦ୍ୱାରା ନିର୍ମିତ ହାଲୁକା କମ୍ବାକ୍ଟ ହେଲିକପ୍ଟର ପ୍ରଦାନ କରିଛନ୍ତି । ଡିଆରଡିଓ ଦ୍ୱାରା ଡିଜାଇନ ଓ ବିଇଏଲ ଦ୍ୱାରା ନିର୍ମିତ ଉନ୍ନତ ଇଲେକ୍‌ଟ୍ରୋନିକ ୱାରଫେୟାର ଶୁଟ୍...

ରାଜ୍ୟରେ ୨୪୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୪୨ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଚାଷୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ପ୍ରଧାନମନ୍ତ୍ରୀ ମୋଦି: କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶକୁ ସମ୍ବୋଧିତ କରିଛନ୍ତି। ଦେବ ଦୀପାବଳି ଏବଂ ଗୁରୁ ନାନକ ଦେବ ଜୀଙ୍କର ପବିତ୍ର ପ୍ରକାଶ ପର୍ବର ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି...

ଆଜି ଦେଶକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୯।୧୧:ଉତ୍ତରପ୍ରଦେଶ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶକୁ ସମ୍ବୋଧିତ କରିବେ। ସେ ସକାଳ ନଅଟା ବେଳେ ଦେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁ ନାନକ ପ୍ରକାଶ ପର୍ବ ଅବସରରେ ପିଏମ୍‌ଓ କାର୍ଯ୍ୟାଳୟ ଦ୍ୱାରା ଏହି ବିଷୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri