Tag Archives: Home Middle

କୁରେଭର ଏୟାର ଷ୍ଟ୍ରିପ୍‌ ଚାଇନାର ମୁକାବିଲା ପାଇଁ ହେବ ଗୁରୁତ୍ୱପୂର୍ଣ୍ଣ…

ଲକ୍ଷ୍ନୌ,୧୬।୧୧: ଚାଇନାର ମୁକାବିଲା କରିବା ପାଇଁ ଉତ୍ତରପ୍ରଦେଶର କୁରେଭର ଏୟାରଷ୍ଟ୍ରିପ ଭାରତୀୟ ବାୟୁସେନା ପାଇଁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ। ଯୋଜନାବଦ୍ଧ ଭାବେ ବାୟୁସେନା ଏଭଳି କରିଛି। ଜରୁରୀକାଳୀନ ସ୍ଥିତିରେ ଏହାରେ ଯୁଦ୍ଧ ବିମାନ ଅବତରଣ କରିପାରିବ। ଏଠାରେ ଅବତରଣ କରିଥିବା...

ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୧୬ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତରପ୍ରଦେଶକୁ ବଡ ଉପହାର ଦେଇଛନ୍ତି । ୩୪୦ କିଲୋମିଟର ଲମ୍ବା ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍‌ଘାଟନ କରିଛନ୍ତି ମୋଦି । ଉଦ୍‌ଘାଟନ ପାଇଁ ମୋଦି ସି-୧୩୦ ହରକ୍ୟୁଲେସ ଏୟାର କ୍ରାପ୍ଟରେ ଆସି...

ତିରୁପତି ତିରୁମାଲା ମନ୍ଦିରର ଦୈନିକ ନିର୍ଘଣ୍ଟରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୬।୧୧: ଦକ୍ଷିଣ ଭାରତର ପ୍ରସିଦ୍ଧ ମନ୍ଦିର ତିରୁପତି ତିରୁମାଲାର ଦୈନିକ ନିର୍ଘଣ୍ଟରେ ହସ୍ତକ୍ଷେପ କରିବାକୁ ସୁପ୍ରିମ୍‌କୋର୍ଟ. ମନା କରିଛନ୍ତି। କୋର୍ଟ କହିଛନ୍ତି ମନ୍ଦିରରେ ଆରତି କିପରି ହେବ, ନଡ଼ିଆ କିପରି ଭଙ୍ଗା ହେବ ତାହା ଧାର୍ଯ୍ୟ କରିବା ଶୀର୍ଷକୋର୍ଟଙ୍କ କାର୍ଯ୍ୟ...

୨୦ ବର୍ଷରେ ୧,୮୮୮ ହାଜତ ମୃତ୍ୟୁ, ୨୬ ପୋଲିସ ଦୋଷୀ ସାବ୍ୟସ୍ତ…

ନୂଆଦିଲ୍ଲୀ,୧୬।୧୧: ଦେଶରେ ଗତ ୨୦ ବର୍ଷ ମଧ୍ୟରେ ୧,୮୮୮ ହାଜତ ମୃତ୍ୟୁ ଘଟଣା ଘଟିଛି। ତେବେ ଏସବୁ ଘଟଣାରେ ମାତ୍ର ୨୬ ଜଣ ପୋଲିସ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ନ୍ୟାଶନାଲ କ୍ରାଇମ୍‌ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ବାର୍ଷିକ ରିପୋର୍ଟରେ ଏସମ୍ପର୍କରେ...

ତେଜସ୍‌ର ବଢ଼ିବ ଶକ୍ତି, ସାମିଲ ହେବ ହାମର କ୍ଷେପଣାସ୍ତ୍ର…

ନୂଆଦିଲ୍ଲୀ,୧୬।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭର ଭାରତ ଦୃଷ୍ଟିକୋଣକୁ ଦୃଷ୍ଟିରେ ରଖି ଦେଶର ପ୍ରତିରକ୍ଷା କ୍ଷମତାକୁ ବୃଦ୍ଧି କରିବା ଲାଗି ବାୟୁସେନାରେ ଫ୍ରାନ୍ସ ନିର୍ମିତ ହାମର କ୍ଷେପଣାସ୍ତ୍ରକୁ ସାମିଲ କରାଯିବା ଲାଗି ଯୋଜନା କରାଯାଇଛି। ଏନେଇ ଫ୍ରାନ୍ସ୍‌କୁ ଅର୍ଡର ମଧ୍ୟ...

ବିଏସ୍‌ଏଫ୍‌ କ୍ଷମତା ବୃଦ୍ଧି ବିରୋଧରେ ପଶ୍ଚିମବଙ୍ଗ ବିଧାନସଭାରେ ପ୍ରସ୍ତାବ ଆଗତ…

କୋଲକାତା,୧୬।୧୧: ପଞ୍ଜାବ ପରେ ପଶ୍ଚିମବଙ୍ଗ ମଧ୍ୟ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିଏସଏଫର ପରିସର ବୃଦ୍ଧି ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଛି। ପଶ୍ଚିମବଙ୍ଗରେ ବିଏସଏଫର ଅଧିକାରୀକ କ୍ଷେତ୍ରକୁ ୧୫ କିଲୋମିଟରରୁ ୫୦ କିଲୋମିଟରକୁ ବୃଦ୍ଧି କରିବାକୁ କେନ୍ଦ୍ରର...

ଭାଲ୍ୟୁ ଆଡ଼ିଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ଅଡିଟ୍‌ ..

ନୂଆଦିଲ୍ଲୀ,୧୬।୧୧: ଦେଶରେ ଅଡିଟ୍‌ ଏବେ ଭାଲ୍ୟୁ ଆଡ଼ିଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ସିଏଜି ମୁଖ୍ୟାଳୟ ପରିସରରେ ଅଡିଟ ଦିବସ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ...

ଚାଇନା ସବୁଠୁ ଧନୀ ଦେଶ, ପଛରେ ପଡ଼ିଲା ଆମେରିକା…

ବେଜିଂ,୧୬।୧୧: ଆମେରିକାକୁ ପଛରେ ପକାଇ ଚାଇନା ପୃଥିବୀର ସବୁଠୁ ଧନୀ ଦେଶ ପାଲଟିଛି। ଏହି ଲକ୍ଷ୍ୟ ହାସଲ କରିବାକୁ ଚାଇନାକୁ ୨୦ ବର୍ଷ ଲାଗିଛି। ମ୍ୟାନେଜମେଣ୍ଟ କନସଲଟାଣ୍ଟ ମୈକିନ୍ସ୍‌ ଆଣ୍ଡ କମ୍ପାନୀର ଅନୁସନ୍ଧାନ ଶାଖା ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ...

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୬।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ତଳେ ରହିଛି। ଏହି ସମୟରେ ୮ ହଜାର୮୬୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ...

ସି-୧୩୦ଜେ ସୁପର ହରକ୍ୟୁଲେସ ଏୟାରକ୍ରାପ୍ଟରୁ ଲ୍ୟାଣ୍ଡ କରି ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୬ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୩୪୧ କିଲୋମିଟର ଲମ୍ବା ପୂର୍ବାଞ୍ଚଳ ଏକ୍ସପ୍ରେସୱେର ଉଦଘାଟନ ପାଇଁ ଉତ୍ତରପ୍ରଦେଶ ଆସୁଛନ୍ତି । ମୋଦି ଲାକହିଡ ମୋର୍ଟିନ ସି-୧୩୦ ହରକ୍ୟୁଲେସ ଏୟାରକ୍ରାପ୍ଟରୁ ଦିନ ୧ଟା ୩୦ ମିନିଟରେ ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଅବତରଣ...

୩୨ ଜଣଙ୍କ ମୃତ୍ୟୁ ପରେ ହଟିପାରେ ମଦ ଉପରୁ କଟକଣା

ପାଟଣା,୧୫।୧୧: ମଦ ବ୍ୟାନ ହେବା ପରଠାରୁ ବିହାରରେ ଅପରାଧ ହାର କମିଛି। ଏଥିଯୋଗୁ ମୁଁ ଏବେ ବି ମଦ ବିରୋଧରେ ଅଛି ବୋଲି କହିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ଚଳିତ ମାସରେ ମୁଜାଫରନଗରରେ ବିଷାକ୍ତ ମଦ ଘଟଣାରେ ୩୨...

ରାତିରେ ହେବ ପୋଷ୍ଟମର୍ଟମ

ନୂଆଦିଲ୍ଲୀ,୧୫।୧୧: ଦେଶରେ ପ୍ରଚଳିତ ମୃତଦେହ ବ୍ୟବଚ୍ଛେଦ ଆଇନରେ ବଡ଼ ପରିର୍ତ୍ତନ କରାଯାଇଛି। ପୂର୍ବରୁ ରହିଥିବା ନିୟମ ଅନୁଯାୟୀ ସନ୍ଧ୍ୟା ୫ଟା ପରେ ଓ ସୂର୍ଯ୍ୟାସ୍ତ ପୂର୍ବରୁ ମୃତଦେହ ବ୍ୟବଚ୍ଛେଦ କରାଯାଉ ନ ଥିଲା। ଏହାକୁ ସଂଶୋଧିତ କରାଯାଇଛି। ସଂଶୋଧିତ ନିୟମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri