Tag Archives: Home Middle

ରେଲୱେ କର୍ମଚାରୀଙ୍କୁ ବୋନସ: କୃଷକଙ୍କ ପାଇଁ ୧ ଲକ୍ଷ କୋଟି ଟଙ୍କାର ଯୋଜନା…

ନୂଆଦିଲ୍ଲୀ,୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଅନେକ ବଡ ଯୋଜନା ଅନୁମୋଦନ ମିଳିଛି। ଦୀପାବଳି ପୂର୍ବରୁ କୃଷକଙ୍କ ଆୟ ବୃଦ୍ଧି ପାଇଁ ଦୁଇଟି ବଡ ଯୋଜନା ଅନୁମୋଦନ ହୋଇଥିବାବେଳେ ରେଳ...

ମରାଠୀ, ବେଙ୍ଗଲୀ ସମେତ ଏହି ସବୁ ଭାଷାକୁ ମିଳିଲା ଶାସ୍ତ୍ରୀୟ ଭାଷା ମାନ୍ୟତା

ନୂଆଦିଲ୍ଲୀ,୩।୧୦: କେନ୍ଦ୍ର ସରକାର ଗୁରୁବାର ମରାଠୀ ଏବଂ ବଙ୍ଗାଳୀ ସମେତ ଆଉ ପାଞ୍ଚଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିଛନ୍ତି। ଶାସ୍ତ୍ରୀୟ ଭାଷା ଭାବରେ ମାନ୍ୟତା ପାଇଥିବା ପାଞ୍ଚଟି ଭାଷା ହେଉଛି ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ...

ବୈବାହିକ ବଳାତ୍କାରର ଅପରାଧୀକରଣକୁ ବିରୋଧ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୩।୧୦: ସୁପ୍ରିମକୋର୍ଟରେ ବୈବାହିକ ବଳାତ୍କାରକୁ ଅପରାଧୀକରଣ କରିବାକୁ ବିରୋଧ କରିଛନ୍ତି କେନ୍ଦ୍ର ସରକାର। ଅନ୍ୟାନ୍ୟ “ଉପଯୁକ୍ତ ପରିକଳ୍ପିତ ଦଣ୍ଡବିଧାନ ବ୍ୟବସ୍ଥା” ଥିବାରୁ ବୈବାହିକ ବଳାତ୍କାରକୁ ଅପରାଧୀକରଣ କରିବାର କୌଣସି ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସୁପ୍ରିମକୋର୍ଟଙ୍କୁ କହିଛନ୍ତି। କେନ୍ଦ୍ର କହିଛି...

କେକ୍‌ ଖାଇଲେ ହୋଇପାରେ କ୍ୟାନ୍ସର: ସତର୍କ କରାଇଲା ଫୁଡ୍ ସେଫ୍‌ଟି ଅଥରିଟି

ବେଙ୍ଗାଲୁରୁ,୩।୧୦: ବଜାରରେ ମିଳୁଥିବା ଭଳିକି ଭଳି କେକ୍‌ ଖାଇଲେ ହୋଇପାରେ କ୍ୟାନ୍ସର। ବିଶେଷ କରି ସ୍ଥାନୀୟ ବେକେରୀ ମାନଙ୍କରେ ପ୍ରସ୍ତୁତ କେକ୍‌ରେ ଏହି ବିପଦ ଅଧିକ ରହିଛି। ନିକଟରେ କର୍ଣ୍ଣାଟକର ଖାଦ୍ୟ ନିୟାମକ ଦ୍ୱାରା କେକ୍ ନମୁନାରେ କର୍କଟ ସୃଷ୍ଟି...

ଓଡ଼ିଶାରେ ହେବ ଶିଳ୍ପ ହବ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିଥିଲେ। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ। ହାଇକମିଶନର, ବାଣିଜ୍ୟ କମିଶନର...

ଆସିଲା ବାଘ ଗଣନାର ପ୍ରଥମ ରିପୋର୍ଟ: ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ): ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି। ଏନ୍‌ଟିସିଏ ଦ୍ୱାରା ଫେବୃଆରୀରେ ପ୍ରକାଶିତ ରିପୋର୍ଟ ଅନୁସାରେ, ୨୦୨୨ରେ ରାଜ୍ୟରେ ୫୬୮ ଓ ୨୦୧୮ରେ...

ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଓଡ଼ିଶାରେ ପୁଞ୍ଜି ବିନିଯୋଗ ନେଇ…

ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରିଛନ୍ତି। ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା ଚାଲିଛି। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ...

ମନମୋହନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବଦ୍ରି ପାତ୍ର, କହିଲେ…

ଭୁବନେଶ୍ୱର,୩ା୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଥିବାବେଳେ ବଦ୍ରି ଆଜି ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବଦ୍ରି କହିଛନ୍ତି, ଯଦି ତାକତ ଅଛି ବିଜେଡି ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ,...

ବବିଙ୍କ ବଡ଼ ନିଷ୍ପତ୍ତି, ରାଜନୀତିରେ ହଲଚଲ…

ଭୁବନେଶ୍ୱର,୩।୧୦: ମୁଁ ପୁଣି ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ଏପରି କହି ଯାଜପୁର ରାଜନୀତିକୁ ସରଗରମ କରିଛନ୍ତି ବିଜେଡିର ବଡ଼ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ। ଆଜି ବିଜେଡିର ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ ଅବସରରେ ବବି...

ଅର୍ଥ ହେରଫେର ମାମଲାରେ ପୂର୍ବତନ ଭାରତୀୟ ଅଧିନାୟକଙ୍କୁ ସମନ ପଠାଇଲା ଇଡି

ହାଇଦ୍ରାବାଦ୍‌,୩।୧୦: ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ଆର୍ଥିକ ଘୋଟାଲା ସହ ଜଡିତ ଅର୍ଥ ହେରଫେର ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପୂର୍ବତନ କ୍ରିକେଟର ତଥା କଂଗ୍ରେସ ନେତା ମହମ୍ମଦ ଆଜାହରୁଦ୍ଦିନଙ୍କୁ ସମନ ପଠାଇଛି। ତାଙ୍କୁ ଆଜି ଅର୍ଥାତ୍‌ ଗୁରୁବାର ପଚରାଉଚରା ପାଇଁ...

୪ରେ ଲଘୁଚାପ ସମ୍ଭାବନା: ବାତ୍ୟା ଆଶଙ୍କାକୁ ନେଇ ଆସିଲା ବଡ଼ ଅପଡେଟ୍‌…

ଭୁବନେଶ୍ୱର,୩ା୧୦(ଅନିଲ ଦାସ ):ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଏହା ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର...

ଜରୁରୀ ନ ଥିଲେ ଇରାନ ଯାଅନି: ଭାରତ

ନୂଆଦିଲ୍ଲୀ,୩ା୧୦: କୌଣସି ଅଣଜରୁରୀ କାର୍ଯ୍ୟରେ ଇରାନ ଯାତ୍ରା ନ କରିବାକୁ ଭାରତୀୟମାନଙ୍କୁ ନୂଆଦିଲ୍ଲୀ ପରାମର୍ଶ ଦେଇଛି। ଇରାନର ଇସ୍ରାଏଲ୍‌ ଆକ୍ରମଣ ପରିପ୍ରେକ୍ଷୀରେ ବୁଧବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ଏକ ବିବୃତି ଜାରି କରି କହିଛି ଯେ, ଇରାନରେ ବସବାସ କରୁଥିବା ସମସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri