Tag Archives: Home Middle

ବ୍ରିଟେନରେ କମୁଛି ଅରବପତିଙ୍କ ସଂଖ୍ୟା, ଏହାପରେ ବି ବଢୁଛି ସୁନକଙ୍କ ସମ୍ପତ୍ତି

ଲଣ୍ଡନ,୧୮।୫: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୁର୍ତ୍ତୀଙ୍କ ସମ୍ପତ୍ତି ବୃଦ୍ଧି ପାଉଛି। ଦୁଇ ବର୍ଷ ପୂର୍ବେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପତ୍ନୀ ପ୍ରଥମ ଥର ପାଇଁ ବାର୍ଷିକ ‘ରବିବାର ଟାଇମ୍ସ ରିଚ ଲିଷ୍ଟ’ରେ...

୨୦ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଆଜି ସରିବ ପ୍ରଚାର

ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ନିର୍ବାଚନ ପ୍ରଚାର ଶେଷଦିନରେ ବହୁ କେନ୍ଦ୍ରୀୟ ନେତା ପ୍ରଚାର କରିବେ।...

ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ଭାଜପା ୧୫ ଲୋକ ସଭା ଆସନ ଏବଂ ୭୫ଟି ବିଧାନସଭା ଆସନ ଜିତିବ ଭାଜପା। ଶୁକ୍ରବାର ପୁଣିଥରେ ଓଡ଼ିଶା ଗସ୍ତରେ ଆସି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ରାଉରକେଲାର ନିର୍ବାଚନୀ ସଭାରେ...

ସାମ୍ବିଧାନିକ ପୀଠଙ୍କ ରାୟ ଅନ୍ୟ ଖଣ୍ଡପୀଠ ପାଇଁ ମାନ୍ୟ

ନୂଆଦିଲ୍ଲୀ,୧୮ା୫ (ପି.ଟି.): ସାମ୍ବିଧାନିକ ପୀଠଙ୍କ ରାୟକୁ କମ୍‌ କ୍ଷମତା ବିଶିଷ୍ଟ ଖଣ୍ଡପୀଠଗୁଡ଼ିକ ଅନୁସରଣ କରିବା ଅନିବାର୍ଯ୍ୟ ବୋଲି ସୁପ୍ରିମକୋର୍ଟ ଏହାର ୨୦୨୨ ଏପ୍ରିଲର ଏକ ରାୟକୁ ମନେପକାଇଦେଇ କହିଛନ୍ତି। ହରିୟାଣାର ଏକ ଗାଁର ବାସିନ୍ଦା ମିଳିତ ଭାବେ ବ୍ୟବହାର କରୁଥିବା ଜମି...

ଭାଜପା ସମର୍ଥନରେ ଆସିଲା ଆଉ ଏକ ଦଳ, କଲା ଘୋଷଣା

ନୂଆନିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ଚାରୋଟି ପର୍ଯ୍ୟାୟ ମତଦାନ ସରିଯାଇଛି। ରାଜ୍ୟର ୩୯ ଟି ଲୋକ ସଭା ଆସନରେ ଭୋଟ ଶେଷ ହେବା ପରେ ବର୍ତ୍ତମାନ ପଞ୍ଚମ ପର୍ଯ୍ୟାୟରେ ୧୪ ଟି ଆସନରେ ନିର୍ବାଚନ ହେବାକୁ ଯାଉଛି।...

ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି; ଭାବବିହ୍ବଳ ହୋଇ ଏଭଳି କହିଲେ ରାହୁଲ…

ରାଏବରେଲି,୧୭।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଶୁକ୍ରବାର ରାଏବରେଲିରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ପୁଅ ରାହୁଲଙ୍କୁ ଆପଣମାନଙ୍କୁ ଦେଉଛି, ତାଙ୍କ କଥା ବୁଝିବେ ବୋଲି ନିବେଦନ କରିଥିଲେ। ଏହାକୁ ନେଇ ଭାବବିହ୍ବଳ ହୋଇଛନ୍ତି ରାହୁଲ ଗାନ୍ଧୀ। ସେ...

ଫୁଲମାଳ ପକେଇବା ବାହାନାରେ କହ୍ନେୟା କୁମାରଙ୍କୁ ମାଡ଼, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୫: କଂଗ୍ରେସର ଲୋକ ସଭା ପ୍ରାର୍ଥୀ କହ୍ନେୟା କୁମାରଙ୍କ ଉପରେ ହୋଇଛି ଆକ୍ରମଣ। ଉତ୍ତର ପୂର୍ବ ଦିଲ୍ଲୀରେ କହ୍ନେୟା ପ୍ରଚାର କରୁଥିବା ବେଳେ କିଛି ଯୁବକ ତାଙ୍କୁ ମାଡ଼ ମାରିଛନ୍ତି। ସେମାନେ କହ୍ନେୟା କୁମାରଙ୍କୁ ଫୁଲ ମାଳ ପିନ୍ଧାଇବା ନାଁରେ...

ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…

ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର ବିଜେଡି ଭିତରେ ବହୁତ ଫରକ ଅଛି । ସେ ଦଳର ନେତୃତ୍ୱ ନେଇଥିଲେ...

ଟିମ୍‌ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍‌ ହେବେ ଗୌତମ ଗମ୍ଭୀର: ରିପୋର୍ଟ

ନୂଆଦିଲ୍ଲୀ,୧୭।୫: ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ଭାବେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଗୌତମ ଗମ୍ଭୀର ଏହି ପଦ ଗ୍ରହଣ କରିବେ। ବର୍ତ୍ତମାନ ଆଇପିଏଲ୍‌ରେ କୋଲକାତା ନାଇଟ୍‌ ରାଇଡର୍ସର ମେଣ୍ଟର ଥିବା ଗମ୍ଭୀରଙ୍କୁ...

ଭାଜପାର ଏଜେଣ୍ଟ କହିବାରୁ ସ୍ବାତୀ ମାଲିଓ୍ବାଲଙ୍କ କାଉଣ୍ଟର, କେଜରିଓ୍ବାଲଙ୍କୁ କହିଲେ ଗୁଣ୍ଡା

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ଅଡ଼ୁଆ ବଢିବାରେ ଳାଗିଛି। କାରଣ ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ବିବାଦ ଏବେ ଉଗ୍ର ରୂପରେ ମୁଣ୍ଡ ଟେକିବାରେ ଲାଗିଛି। ଶୁକ୍ରବାର ସଂଧ୍ୟାରେ ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ଆତିଶୀ ଏକ ସାମ୍ବାଦିକ ସମ୍ମିଳନୀ...

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୭ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲକ୍ଷ୍ୟ କରି ଭାଜପା ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନ (ଇସି) ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଗତ ୧୫ ତାରିଖରେ ହଳଦିଆଠାରେ ଏକ ସାଧାରଣ...

ନିର୍ବାଚନ ବେଳେ ଓଡ଼ିଶା ଆସନ୍ତି ପଲିଟିକାଲ ଟୁରିଷ୍ଟ: ନବୀନ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ ଟୁରିଷ୍ଟ ବା ରାଜନୈତିକ ପର୍ଯ୍ୟଟକ କହି ନବୀନ ଆକ୍ଷେପ କରିଛନ୍ତି। ଜାତୀୟ ନ୍ୟୁଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri