Tag Archives: Home Middle

ଭୁଲ୍‌ ରକ୍ତ ନେଲା ଜୀବନ, ଡାକ୍ତରଖାନା ପରିସରରେ ଉତ୍ତେଜନା

ରାଉରକେଲା,୧୨ା୧୧(ଡି.ଏନ୍‌.ଏ.): ରାଉରକେଲା ସରକାରୀ ଡାକ୍ତରଖାନାରେ ଏକ ଅଭାବନୀୟ ଘଟଣା ଘଟିଛି। ଭୁଲ ରକ୍ତ ପ୍ରଦାନ ଯୋଗୁ ରାରକେଲା ସରକାରୀ ଡାକ୍ତରଖାନା ମହିଳା ମେଡିଶିନ୍‌ ଓ୍ବାର୍ଡରେ ବେଡ୍‌ ନମ୍ବର ୧୫୮ରେ ଚିକିତ୍ସିତ ସରୋଜିନୀ କାଖ୍‌(୨୫) ଚିକିତ୍ସିତ ହେଉଥିଲେ। ଗତ ୧୦ ତାରିଖରେ...

ଆଜି ରାଜ୍ୟରୁ ୨୬୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ରାଜ୍ୟରେ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ମୟୂରଭଞ୍ଜରୁ...

ବନ୍ଦ ହେବ ଆତ୍ମା

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ):ଦୀର୍ଘ ବର୍ଷ ଧରି ଚାଲି ଆସୁଥିବା ଜିଲା ଗ୍ରାମ୍ୟ ଉନ୍ନୟନ ଏଜେନ୍ସି (ଡିଆରଡିଏ)କୁ ବନ୍ଦ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇସାରିଛି। ଏବେ କୃଷି ବିଭାଗ ଅଧୀନରେ ସମସ୍ତ ଜିଲାରେ କାର୍ଯ୍ୟକାରୀ ହେଉଥିବା କୃଷି ବୈଷୟିକ ପରିଚାଳନା ଏଜେନ୍ସି(ଆତ୍ମା)କୁ ଅନୁଦାନ...

ବିଶ୍ୱକୁ ନୂଆ ଚାମ୍ପିୟନ ଦେବେ ଦୁଇ ପଡ଼ୋଶୀ

ଦୁବାଇ,୧୨।୧୧: ଏଥର ବିଶ୍ୱକୁ ମିଳିବ ନୂଆ ଚାମ୍ପିୟନ। ଚଳିତ ଟି୨୦ ବିଶ୍ୱକପ୍‌ ଫାଇନାଲରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଦୁଇ ପଡ଼ୋଶୀ ଦେଶ ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ। ଗୁରୁବାର ଖେଳାଯାଇଥିବା ସେମିଫାଇନାଲରେ ଅଷ୍ଟ୍ରେଲିଆ ୫ ଉଇକେଟରେ ପାକିସ୍ତାନକୁ ହରାଇ ଦେଇଛି। ଏକଦା...

ପ୍ରାପ୍ତ ବୟସ୍କଙ୍କୁ ଜୀବନ ସାଥୀ ଚୟନରେ ବାଧା ଦେବା ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ…

ଶ୍ରୀନଗର,୧୧।୧୧: ପ୍ରାପ୍ତ ବୟସ୍କମାନେ ନିଜ ପସନ୍ଦର ଜୀବନ ସାଥୀ ଚୟନ କରିପାରିବେ। ଏଥିରେ ବାଧା ସୃଷ୍ଟି କରିବା ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ ବୋଲି ଜମ୍ମୁ-କଶ୍ମୀର ଏବଂ ଲଦାଖ ହାଇକୋର୍ଟଙ୍କ ପକ୍ଷରୁ ଏକ ମାମଲାର ବିଚାର ସମୟରେ ଏଭଳି କୁହାଯାଇଛି। ପ୍ରାପ୍ତ...

ତିହାର ଜେଲର ସ୍ଥିତିରେ ସୁଧାର ପାଇଁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧୧।୧୧: ୟୁନିଟେକ ମାମଲାରେ ଅଭିଯୁକ୍ତଙ୍କ ସହ ଜେଲ କର୍ତ୍ତୃପକ୍ଷଙ୍କ ଜଟିଳତାକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ତିହାର ଜେଲରେ ପରିସ୍ଥିତିକୁ ଦର୍ଶାଇ କହିଛନ୍ତି ଯେ ଜେଲ ପରିଚାଳନାରେ ଉନ୍ନତି ଆଣିବା ପାଇଁ ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ। ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼...

ୟୁପି ବିଜୟ ଲକ୍ଷ୍ୟ, ଭାଜପାର ୧୦୦ ଦିନର ପ୍ରଚାର କାର୍ଯ୍ୟକ୍ରମ…

ଲକ୍ଷ୍ନୌ,୧୧।୧୧: ଆସନ୍ତା ୨୦୨୨ରେ ଉତ୍ତରପ୍ରଦେଶ(ୟୁପି )ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ ଭାଜପା ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ନିର୍ବାଚନ ଲାଗି ଭାଜପା ପକ୍ଷରୁ ୧୦୦ ଦିନର ସ୍ବତନ୍ତ୍ର ପ୍ରଚାର କାର୍ଯ୍ୟକ୍ରମ ରଖାଯାଇଛି। ୟୁପି ବିଜୟ ଲକ୍ଷ୍ୟ ପାଇଁ...

ମାଲଗାଡ଼ିର ୨୧ ବଗି ଓଲଟିଲା…

ଲକ୍ଷ୍ନୌ,୧୧।୧୧: ଉତ୍ତରପ୍ରଦେଶର ଜୈନପୁର ଜିଲାରେ ଗୁରୁବାର ସକାଳେ ଶ୍ରୀକୃଷ୍ଣ ନଗର ରେଳ ଷ୍ଟେସନ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସୁଲତାନପୁରରୁ ଉଦଗପୁର ଘାଟପୁର ନିକଟ ମୁଗଲସରାଇ ଅଭିମୁଖେ ଯାଉଥିବା ଏକ ମାଲଗାଡ଼ିର ୨୧ ଟି ବଗି ଓଲଟି ପଡିଛି।...

ସାଇବର ଠକେଇ ଜାଲରେ ଓକାକ୍‌ର ମୁଖ୍ୟ

ଭୁବନେଶ୍ବର,୧୧।୧୧(ବ୍ୟୁରୋ): ସାଇବର ଠକେଇ ଜାଲରେ ଓକାକ୍‌ର ମୁଖ୍ୟ ମନୋଜ କୁମାର ପଟ୍ଟନାୟକ। ଓଡିଶା କମ୍ପୁଟର ଆପ୍ଲିକେଶନ ସେଣ୍ଟର (ଓକାକ) ମୁଖ୍ୟଙ୍କ ହ୍ବାଟ୍ସଆପ ନମ୍ବର ହ୍ୟାକ କରି ଲକ୍ଷାଧିକ ଟଙ୍କାର ଠକେଇ ହୋଇଥିବା ଅଭିଯୋଗ ହୋଇଛି। ହ୍ବାଟ୍ସଆପ ହ୍ୟାକ କରିବା ପରେ...

ଖୁସି ଖବର, ବଜାରରେ ମିଳିବ ମେଡ୍‌ ଇନ୍‌ ଇଣ୍ଡିଆ ଆଣ୍ଟି କରୋନା କ୍ୟାପସୁଲ୍‌…

ନୂଆଦିଲ୍ଲୀ,୧୧।୧୧: ଖୁସି ଖବର। ଏବେ ବଜାରରେ ମେଡ୍‌ ଇନ୍‌ ଇନ୍‌ ଇଣ୍ଡିଆ ଆଣ୍ଟି କରୋନା କ୍ୟାପସୁଲ୍‌ ମିଳିବ। ଖୁବ୍‌ ଶୀଘ୍ର ଏହାର ବ୍ୟବହାର ଲାଗି ଅନୁମତି ପ୍ରଦାନ କରାଯିବ। ଏହାଦ୍ୱାରା କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଭାରତ ଆଉ ଏକ...

ନାକରେ ନେବାକୁ ପଡ଼ିବ କୋଭାକ୍ସିନ୍‌ ବୁଷ୍ଟର ଡୋଜ୍‌…

ନୂଆଦିଲ୍ଲୀ,୧୧।୧୧: ଭାରତ ବାୟୋଟେକର ମୁଖ୍ୟ ତଥା ଭାରତର ପ୍ରଥମ ଆଣ୍ଟି-କରୋନାଭାଇରସ ଟିକା କୋଭାକ୍ସିନ’ର ବିକାଶକାରୀ କୃଷ୍ଣ ଏଲ୍ଲା କହିଛନ୍ତି ଯେ କୋଭିଡ -୧୯ ଟିକାର ଦ୍ୱିତୀୟ ଡୋଜ୍‌ର ୬ ମାସ ପରେ ତୃତୀୟ ଡୋଜ ଦିଆଯିବା ଉଚିତ। ତେବେ ତୃତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri