Tag Archives: Home Middle

ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।...

୨୬୬ ଦିନ ପରେ ସକ୍ରିୟ ମାମଲା ସର୍ବନିମ୍ନ…

ନୂଆଦିଲ୍ଲୀ,୧୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୩ ହଜାର ୯୧ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ...

ରାଜ୍ୟରେ ୨୭୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ୧୧୩...

ଚାଇନା ନାଗରିକଙ୍କୁ ଇ-ଭିଜା ମନା, ତାଲିକାରୁ ବ୍ରିଟେନ୍‌-କାନାଡ଼ା-ସୌଦି ବାହାର…

ନୂଆଦିଲ୍ଲୀ,୧୧।୧୧: ସୀମାରେ ଜିଦଖୋର ତଥା ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରୁଥିବା ଚାଇନାକୁ ଭାରତନିଜ ଭାଷାରେ ଜବାବ ଦେଇଛି। ଏହା ଦ୍ୱାରା ଚାଇନାକୁ ବଡ଼ ଝଟ୍‌କା କିନ୍ତୁ ନୀରବ ଭାବେ ଲାଗିବ। ଭାରତ ୧୫୨ ଦେଶ ପାଇଁ ଇ-ଭିଜା ସୁବିଧା ପୁଣି...

ମହାମାରୀରେ ୮ ନିୟୁତ ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟ

ଏସ୍‌ ଏଞ୍ଜେଲ୍ସ, ୧୧ା୧୧: କୋଭିଡ୍‌ ମହାମାରୀ ଯୋଗୁ ପରିବେଶ ଉପରେ ବ୍ୟାପକ ପ୍ରଭାବ ପଡ଼ିଛି। ଏହି ସମୟରେ ୮ ନିୟୁତ ଟନ୍‌ରୁ ଅଧିକ ପ୍ଲାଷ୍ଟିକ୍‌ ଆବର୍ଜନା ସୃଷ୍ଟି ହୋଇଛି। ସେଥିମଧ୍ୟରୁ ୨୫ ହଜାର ଟନ୍‌ରୁ ଊର୍ଦ୍ଧ୍ୱ ଅଳିଆ ସମୁଦ୍ରରେ ମିଶିଛି...

ଆତଙ୍କବାଦୀଙ୍କ ମାଟି ହୋଇପାରିବନି ଆଫଗାନ୍‌

ନୂଆଦିଲ୍ଲୀ, ୧୧।୧୧(ପି.ଟି.): ଆତଙ୍କବାଦୀ ସୃଷ୍ଟି ଲାଗି ଆଫଗାନିସ୍ତାନର ମାଟିକୁ ବ୍ୟବହାର କରିବାକୁ ଦିଆଯିବ ନାହିଁ। ନୂଆଦିଲ୍ଲୀରେ ବୁଧବାର ଭାରତ ସମେତ ୮ ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ)ଙ୍କ ବୈଠକ ପରେ ମିଳିତ ଘୋଷଣାନାମାରେ ଏହା କୁହାଯାଇଛି। ଆଲୋଚନାରେ ଭାରତର...

ପୁଣି ଆରମ୍ଭ ହେବ ଏମ୍‌ପିଲାଡ୍‌

ନୂଆଦିଲ୍ଲୀ, ୧୧।୧୧(ପି.ଟି.): କୋଭିଡ୍‌-୧୯ ମହାମାରୀ ଯୋଗୁ ବନ୍ଦ କରିଦିଆଯାଇଥିବା ଏମ୍‌ପିମାନଙ୍କ ଆଞ୍ଚଳିକ ବିକାଶ ଯୋଜନା (ଏମ୍‌ପିଲାଡ୍‌)କୁ ପୁନର୍ବାର କାଏମ ଓ ଜାରି ରଖିବା ଲାଗି ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ୨୦୨୧-୨୨ ଆର୍ଥିକ ବର୍ଷର ଅବଶିଷ୍ଟ ସମୟ...

ଏଥର ନ୍ୟୁଜିଲାଣ୍ଡକୁ ରୋକି ପାରିଲାନି ଇଂଲଣ୍ଡ

ଆବୁଧାବି,୧୦।୧୧: ଗତ ଦୁଇ ଥର ଭଳି ଏଥର ଇଂଲଣ୍ଡ ପାଖରେ ହାରିନାହିଁ ନ୍ୟୁଜିଲାଣ୍ଡ। ଚଳିତ ଟି୨୦ ବିଶ୍ୱକପ୍‌ରେ ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ୫ ଉଇକେଟରେ ଇଂଲଣ୍ଡକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ଗତ ଥର ୨୦୧୯ରେ କେନ ଓ୍ବିଲିୟମସନଙ୍କ ଦଳକୁ...

୧୫ରୁ ଖୋଲିବ ଷଷ୍ଠ-ସପ୍ତମ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ନଭେମ୍ବର ୧୫ରୁ ଷଷ୍ଠ ଏବଂ ସପ୍ତମ ଶ୍ରେଣୀ  ସ୍କୁଲ ଖୋଲିବ। ଏନେଇ ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ତେବେ ସ୍କୁଲରେ କୋଭିଡ ଗାଇଡ୍‌ଲାଇନ୍‌ ଅନୁଯାୟୀ ପାଠପଢ଼ା ହେବ ବୋଲି ସେ...

ବଳାତ୍କାର ପୀଡ଼ିତାଙ୍କ କମ୍‌ ବୟସ ମୃତ୍ୟୁଦଣ୍ଡାଦେଶ ପାଇଁ ପର୍ଯ୍ୟାପ୍ତ ନୁହେଁ…

ନୂଆଦିଲ୍ଲୀ,୧୦।୧୧: ବଳାତ୍କାର ପୀଡ଼ିତାଙ୍କ କମ୍‌ ବୟସ ମୃତ୍ୟୁଦଣ୍ଡାଦେଶ ପାଇଁ କେବଳ ଏକ ମାତ୍ର ଅବା ପର୍ଯ୍ୟାପ୍ତ କାରଣ ନୁହେଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ବିଚାରପତି ଏଲ୍‌.ନାଗେଶ୍ୱର ରାଓ, ସଞ୍ଜୀବ୍‌ ଖାନ୍ନା ଏବଂ ବି.ଆର୍‌.ଗାଭାଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି ରାୟ...

ନିମ୍ନ ଅଦାଲତରେ ୪ କୋଟିରୁ ଅଧିକ ବିଚାରାଧୀନ ମାମଲା…

ନୂଆଦିଲ୍ଲୀ,୧୦।୧୧: ଦେଶର ବିଭିନ୍ନ ନିମ୍ନ ଅଦାଲତରେ ୪ କୋଟିରୁ ଅଧିକ ବିଚାରଧୀନ ମାମଲାର ରହିଛି। ତେବେ ଆବଶ୍ୟକ ଭିତ୍ତିଭୂମି ଅଭାବରୁ ମାମଲାଗୁଡ଼ିକର ଫଇସଲାରେ ବାଧା ସୃଷ୍ଟି ହେଉଛି। ତେବେ ଏନେଇ ସରକାରଙ୍କ ପକ୍ଷରୁ ଆବଶ୍ୟକ ଭିତ୍ତିଭୂମି ବିକାଶ ପାଇଁ ପଦକ୍ଷେପ...

ବିରାଟ କୋହଲିଙ୍କ ଝିଅକୁ ବଳାତ୍କାର ଧମକ ଦେଇଥିବା ଯୁବକ ଗିରଫ

ମୁମ୍ବାଇ: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲିଙ୍କ ଝିଅ ଭାମିକାଙ୍କୁ ବଳାତ୍କାର ଧମକ ଦେଇଥିବା ଯୁବକ ବୁଧବାର ଗିରଫ ହୋଇଛନ୍ତି। ସେହି ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ରାମନାଗେଶ ଅଲିବଥିନି (୨୩) । ହାଇଦ୍ରାବାଦରୁ ମୁମ୍ବାଇର ସାଇବର ସେଲ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri