Tag Archives: Home Middle

କାର୍ଟୁନିଷ୍ଟ୍‌ କିଶୋର ରଥଙ୍କ ପରଲୋକ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜ୍ୟର ବିଶିଷ୍ଟ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ହୃଦ୍‌ଘାତରେ  ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସେ ଦୁଇ ଦିନ ହେଲା ଅସୁସ୍ଥ ଥିଲେ। ରବିବାର ରାତିରେ ଶ୍ୱାସ ଜନିତ...

ପ୍ରତିଦିନ ବୁଲେଟିନରେ ପ୍ରସାରିତ ହେବ ପାକିସ୍ତାନର ମ୍ୟାପ୍‌

ଇସଲାମାବାଦ୍‌,୮।୧୧: ପାକିସ୍ତାନରେ ପ୍ରତିଦିନ ରାତି ୯ଟା ବୁଲେଟିନରେ ଜାତୀୟ ଓ ଆଞ୍ଚଳିକ ନ୍ୟୁଜ ଚ୍ୟାନେଲରେ ଦେଶର ନୂଆ ମ୍ୟାପ୍‌ ପ୍ରଦର୍ଶିତ କରାଯିବ। ଏ ନେଇ ପାକିସ୍ତାନ ଇଲେକ୍‌ଟ୍ରୋନିକ୍‌ ମିଡିଆ ରେଗୁଲେଟର ଅଥରିଟି (ପେମରା) ନିର୍ଦ୍ଦେଶ ଜାରି କରିଛି। ଉଲ୍ଲେଖଯୋଗ୍ୟ, ପାକିସ୍ତାନର...

ଆର୍ଯ୍ୟନଙ୍କ ଅପହରଣ ଯୋଜନାକୁ ଫେଲ୍‌ କରିଦେଇଥିଲା ସେଲ୍‌ଫି

ମୁମ୍ବାଇ,୭।୧୧: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କୁ ଟଙ୍କା ପାଇଁ ଅପହରଣ କରାଯାଇଥିଲା। କିନ୍ତୁ ଏହି ଯୋଜନାରେ ସବୁ କିଛି ଭଣ୍ଡୁର କରି ଦେଇଥିଲା ସେଲ୍‌ଫି। ଭାଜପା ନେତା ମୋହିତ କାମ୍‌ବୋଜ ରଚିଥିବା ଅପହରଣ ଯୋଜନାର ଅଂଶ ଥିଲେ...

ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ରାତି ୧୧ଟା ପରେ କୁହୁଡ଼ି ସହିତ ଥଣ୍ଡା ଅନୁଭୂତ ହେଉଛି। ଆସନ୍ତା ୩ରୁ ୪ ଦିନ ଭିତରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

୧୩୦ କୋଟି ଭାରତୀୟଙ୍କୁ ନିରାଶ କଲା ନ୍ୟୁଜିଲାଣ୍ଡ

ଆବୁଧାବି,୭।୧୧: ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଭଳି ଚଳିତ ଟି୨୦ ବିଶ୍ୱକପ୍‌ରେ ମଧ୍ୟ ୧୩୦ କୋଟି ଭାରତୀୟ ନିରାଶ କରିଛି ନ୍ୟୁଜିଲାଣ୍ଡ। ରବିବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଆଫଗାନିସ୍ତାନକୁ ହରାଇ ଦେଇଛି। ଏହି ବିଜୟ ସହ...

ରାଜ୍ୟରେ ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ ଲୋକ ନେଲେଣି କରୋନା ଟିକା

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଟିକାକରଣ ଅଭିଯାନରେ ଶନିବାର ୨୮ ଲକ୍ଷ ୩୧ ହଜାର ୪୩୭ ଜଣ ଟିକା ନେଇସାରିଲେଣି। ଏହାକୁ ମିଶାଇ ରାଜ୍ୟର ଟିକାକରଣ ସଂଖ୍ୟା ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ରେ ପହଞ୍ଚିଛି।...

୬ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଅପହରଣ କଲେ ପାକିସ୍ତାନୀ ତଟରକ୍ଷୀ…

ଗାନ୍ଧୀନଗର,୭।୧୧: ଜମ୍ମୁ-କଶ୍ମୀରର ଏଲ୍‌ଓସି ପରେ ଏବେ ପାକିସ୍ତାନ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରତ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଷଡ଼ଯନ୍ତ୍ର ରଚିଛି। ରବିବାର ପାକିସ୍ତାନୀ ତଟରକ୍ଷୀ କର୍ମଚାରୀ ଭାରତୀୟ ବୋଟ ସହିତ ୬ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଅପହରଣ କରି...

ନ୍ୟୁଜିଲାଣ୍ଡ୍‌ରେ ଲାଗୁ ହେଲା ଇଛାମୃତ୍ୟୁ ଆଇନ…

ଓ୍ବିଲିଂଟନ୍‌,୭।୧୧: ନ୍ୟୁଜିଲାଣ୍ଡରେ ରବିବାରଠାରୁ ଇଛାମୃତ୍ୟୁ (ୟୁଥାନ୍ସିିଆ) ଆଇନ କାର୍ଯ୍ୟକାରୀ ହୋଇଛି। ଏହି ଆଇନ ପ୍ରଣୟନ ହେବା ସହିତ ନ୍ୟୁଜିଲାଣ୍ଡ ୟୁଥାନ୍ସିିଆକୁ ଏକ ଆଇନଗତ ମାନ୍ୟତା ପ୍ରଦାନ କରିଥିବା ଦେଶଙ୍କ ସହିତ ସାମିଲ ହୋଇଛି। ପୂର୍ବରୁ କେବଳ ସ୍ବିଜରଲାଣ୍ଡ, ନେଦରଲାଣ୍ଡ, ସ୍ପେନ,...

୧୦୦ କୋଟି ଟିକା ଲକ୍ଷ୍ୟ ହାସଲ ପାଇଁ ପ୍ରଧାନମନ୍ତ୍ରୀ ହେଲେ ସମ୍ମାନୀତ…

ନୂଆଦିଲ୍ଲୀ,୭।୧୧: ରାଜଧାନୀ ନୂଆଦିଲ୍ଲୀ ମ୍ୟୁନିସିପାଲିଟି ପରିଷଦ (ଏନଡିଏମସି) ର ସମ୍ମିଳନୀ କକ୍ଷରେ ଭାଜପାର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାନ୍ତ୍ରୀ ରାଜନାଥ ସିଂ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ...

ମହାମାରୀ ଲଢ଼େଇରେ ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ, କହିଲେ ନଡ୍ଡା…

ନୂଆଦିଲ୍ଲୀ,୭।୧୧: ଭାରତୀୟ ଜନତା ପାର୍ଟି ଭାଜପାର ଜାତୀୟ କାର୍ଯ୍ୟକାରିଣୀ ଦିଲ୍ଲୀରେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ଲାଲକୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀଙ୍କ ସମେତ ସମସ୍ତ...

କଏଦୀଙ୍କ ଢେଲା ମାଡ଼ରେ ଜେଲରଙ୍କ ସମେତ ୩୦ ପୋଲିସ ଆହତ…

ଫତେଗଡ଼,୭।୧୧: ଉତ୍ତରପ୍ରଦେଶର ଫତେହଗଡ ଜିଲା ଜେଲରେ କଏଦୀମାନଙ୍କ ଢେଲା ମାଡ଼ରେ ଜେଳରଙ୍କ ସମେତ ୩-ୟ୦ ପୋଲିସ ଆହତ ହୋଇଛନ୍ତି। କଏଦୀ ଆକ୍ରମଣ, ଫାୟାରିଂ ଏବଂ ଅଗ୍ନିକାଣ୍ଡ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଏକ ସୁରକ୍ଷାକମୀଙ୍କ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଜିଲାପାଳ...

ଦିଦିଙ୍କ ନୂଆ ରଣନୀତି, କଂଗ୍ରେସ-ସିପିଏମକୁ କରୁଛନ୍ତି ସଶକ୍ତ…

କୋଲକାତା,୭।୧୧: ପଶ୍ଚିମବଙ୍ଗର ନିକଟରେ ୪ଟିି ଆସନରେ ବିଧାନସଭା ଉପ-ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସେଥିରୁ ତିନୋଟି ଆସନରେ ଭାଜପା ପ୍ରାର୍ଥୀଙ୍କ ଅମାନତ ଉଡ଼ିଯାଇଛି। ବର୍ତ୍ତମାନ ଏହି ପରାଜୟକୁ ନେଇ ଦଳ ଭିତରେ ଏକ ଚର୍ଚ୍ଚା ଆରମ୍ଭ ହୋଇଛି। ସବୁଠୁ ବଡ କଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri