Tag Archives: Home Middle

୭ ମେଡିକାଲରେ ୧୮ ଡାକ୍ତର ପଦବୀ ଖାଲି

ଲଙ୍ଗଳେଶ୍ୱର, ୭।୧୧(ଡି.ଏନ.ଏ.) ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ରୋଗୀମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ସହ ବିନା ମୂଲ୍ୟରେ ଔଷଧ ଯୋଗାଇ ଦେଉଛନ୍ତି। ହେଲେ ବାଲିଆପାଳ ବ୍ଲକର ବିଭିନ୍ନ ଚିକିତ୍ସାଳୟରେ ଭିତ୍ତିଭୂମି ଥିଲେ ମଧ୍ୟ ଆବଶ୍ୟକ ସଂଖ୍ୟକ ଡାକ୍ତର...

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ...

ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ ନଭେମ୍ବର ୧୯ରେ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୭।୧୧: ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ନଭେମ୍ବର ୧୯ରେ ହେବାକୁ ଯାଉଛି। ଆମେରିକାର ସ୍ପେସ ଏଜେନ୍ସି ନାସା କହିଛି ଯେ ଏହା ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ। ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ଏହା ହେବ। ଏହି ଅବସରରେ ପୃଥିବୀ ସୂର୍ଯ୍ୟ ଏବଂ...

ଭାଗବଣ୍ଟା ଛିଣ୍ଡୁନି, ପ୍ରକଳ୍ପ ବିଳମ୍ବିତ

ଯାଜପୁର ଅଫିସ, ୭ା୧୧: ଖର୍ଚ୍ଚ ଭାଗବଣ୍ଟା (କଷ୍ଟ ଶେୟାରିଂ) ସମ୍ପୂର୍ଣ୍ଣ ହୋଇପାରୁ ନ ଥିବାରୁ ଓଡ଼ିଶାର ୩ ରେଳ ପ୍ରକଳ୍ପ କାର୍ଯ୍ୟ ଠିକଭାବେ ଆଗକୁ ବଢ଼ିପାରୁନାହିଁ। ଏଥିରେ ଖୋର୍ଦ୍ଧା ରୋଡ-ବଲାଙ୍ଗୀର, ଜୟପୁର-ମାଲକାନଗିରି ଓ ଜୟପୁର-ନବରଙ୍ଗପୁର ନୂଆ ରେଳଲାଇନ ପ୍ରକଳ୍ପ ରହିଛି।...

ମୋଦି ପୁଣି ଲୋକପ୍ରିୟ ତାଲିକାର ଶୀର୍ଷରେ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବେ ଶୀର୍ଷରେ ରହିଛନ୍ତି। ମର୍ନିଂ କନ୍ସଲ୍ଟ ଦ୍ୱାରା ପ୍ରକାଶିତ ଗ୍ଲୋବାଲ ଲିଡର ଆପ୍ରୁଭାଲ୍‌ ମୂଲ୍ୟାୟନରେ ମୋଦି ୭୦ ପ୍ରତିଶତ ଆପ୍ରୁଭାଲ ସହ ଶୀର୍ଷ ସ୍ଥାନ ହାସଲ...

ରାଜ୍ୟରେ ୩୧୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ୫ ଶହ ଟପିଲା…

ନୂଆଦିଲ୍ଲୀ,୭।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ୫ ଶହ ଟପିଛି। ଏହି ସମୟ ମଧ୍ୟରେ ଦୈନିକ...

ଆଷ୍ଟରଏଡ୍‌କୁ ନଷ୍ଟ କରିବ ନାସା

ଓ୍ବାଶିଂଟନ, ୭ା୧୧: ପୃଥିବୀ ଉପରେ ଅନେକ ସମୟରେ ବିପଦ ହୋଇ ଉଭା ହେଉଥିବା କ୍ଷୁଦ୍ର ଗ୍ରହପିଣ୍ଡ ବା ଆଷ୍ଟରଏଡ୍‌କୁ ନଷ୍ଟ କରିବାକୁ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ଯୋଜନା କରିଛି। ଏଥିଯୋଗୁ ଆମ ଗ୍ରହକୁ କ୍ଷତିଗ୍ରସ୍ତ ହେବାରୁ ବଞ୍ଚାଇବାକୁ...

ତେଲ ଟ୍ୟାଙ୍କର ବିସ୍ଫୋରଣରେ ୯୨ ମୃତ

ଫ୍ରିଟାଉନ (ସିଏରା ଲିଓନେ), ୭ା୧୧: ଦକ୍ଷିଣ ଆଫ୍ରିକୀୟ ରାଷ୍ଟ୍ର ସିଏରା ଲିଓନେ ରାଜଧାନୀ ନିକଟରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ହେବାରୁ ୯୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଛନ୍ତି। ଶୁକ୍ରବାର ରାତିରେ ଫ୍ରିଟାଉନ ନିକଟସ୍ଥ ଓ୍ବେଲିଙ୍ଗଟନ୍‌ରେ...

ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ରାଜ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଛି। ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ମାସଠାରୁ ଏହି ବର୍ଦ୍ଧିତ ଦରମା ଲାଗୁ ହେବ ବୋଲି ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ,...

ଶଙ୍ଖ ଧରିଲେ ପ୍ରଦୀପ ମାଝି

ଭୁବନେଶ୍ୱର,୬ା୧୧(ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଇଥିବା ନବରଙ୍ଗପୁରର ପୂର୍ବତନ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ,ଏମ୍‌ପି ରମେଶ ମାଝି, ବିଜେଡିର ନବରଙ୍ଗପୁର ଜିଲା ପ୍ରଭାରୀ ତଥା କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି...

ରାଜ୍ୟରେ ଆଖି ବୁଜିଲେ ଆଉ ୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୪ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅନୁଗୋଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri