Tag Archives: Home Middle

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୮ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଜଳଭଣ୍ଡାର ୧୪% ଶୁଖିଛି

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଗତ ସପ୍ତାହରେ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି) ଦ୍ୱାରା କରାଯାଇଥିବା ସର୍ଭେ ଅନୁଯାୟୀ ଦେଶର ୧୩୦ ଜଳଭଣ୍ଡାରରେ ଜଳ ଧାରଣ କ୍ଷମତା ୨୫୭.୮୧୨ ବିଲିୟନ କ୍ୟୁବିକ୍‌ ମିଟର (ବିସିଏମ୍‌) ଥିବା ବେଳେ ଗତ ୧୦ ବର୍ଷ ମଧ୍ୟରେ ଏହା...

୩ ଟଙ୍କା ଭାଟ୍‌ କମାଇଲେ ରାଜ୍ୟ ସରକାର

ଭୁବନେଶ୍ୱର, ୬।୧୧(ବ୍ୟୁରୋ): କେନ୍ଦ୍ର ସରକାର ବୁଧବାର ପେଟ୍ରୋଲ ଓ ଡିଜେଲ ଉପରେ ଏକ୍ସାଇଜ ଟିକସ ହ୍ରାସ କରିବା ପରେ ରାଜ୍ୟ ସରକାର ଏହା ଉପରୁ ମୂଲ୍ୟଯୁକ୍ତ ଟିକସ (ଭାଟ୍‌) ହ୍ରାସ କରିଛନ୍ତି। ହୁ ହୁ ହୋଇ ବଢୁଥିବା ଇନ୍ଧନ ମୂଲ୍ୟରୁ...

ନାବାଳିକା ପୀଡ଼ିତାଙ୍କୁ ଗର୍ଭପାତ ଅନୁମତି

ନୂଆଦିଲ୍ଲୀ,୬।୧୧: ଜଣେ ୧୭ ବର୍ଷୀୟା ନାବାଳିକା ବଳାତ୍କାର ପୀଡ଼ିତାଙ୍କୁ ଗର୍ଭପାତ କରିବାକୁ ଅନୁମତି ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ। ଆଇନଗତ ଗର୍ଭପାତ ପାଇଁ କୋର୍ଟର ଦ୍ୱାରସ୍ଥ ହୋଇଥିଲେ ପୀଡ଼ିତା। ଆବେଦନରେ ପୀଡ଼ିତା ଦର୍ଶାଇଥିଲେ ଯେ, ସେ ଜଣେ ନାବାଳିକା। ଛୋଟ ବୟସରେ...

୬.୩ ଓଭରରେ ମ୍ୟାଚ୍‌ ଶେଷ କଲା ଭାରତ

ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ସେମିଫାଇନାଲରେ ସ୍ଥାନ ପକ୍କା କରିବା ଆଶା ଉଜ୍ଜୀବିତ ରଖିଛି ଟିମ୍‌ ଇଣ୍ଡିଆ। ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ପକ୍ଷରୁ ୮୬ ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଏହି ଲକ୍ଷ୍ୟକୁ ହାସଲ କରିବାର ଥିଲା ୭.୧...

୭.୧ ଓଭର ଭିତରେ ଭାରତକୁ ଜିତିବା ଦରକାର

ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡକୁ ୮୫ ରନ୍‌ରେ ରୋକି ଦେଇଛି ଭାରତୀୟ ଦଳ। ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ଶାମି ୩ ଲେଖାଏ ଉଇକେଟ ନେଇ ସ୍କଟଲାଣ୍ଡ ପାଇଁ କାଳ ସାଜିଥିଲେ। ଯଶପ୍ରୀତ ବୁମରା...

ପୁଣି ଆସୁଛି ଏକ ଲଘୁଚାପ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି । ଅନ୍ୟପକ୍ଷେ ଆଗାମୀ କିଛି...

ଘନଶ୍ୟାମ ମହାପାତ୍ର ପାଇବେ ଜୟଦେବ ପୁରସ୍କାର, ଶ୍ରେଷ୍ଠ ଅଭିନେତା ସରୋଜ

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ୩୧ତମ ରାଜ୍ୟ ଚଳଚ୍ଚିତ୍ର ଓ ଅଷ୍ଟମ ଟେଲି ପୁରସ୍କାର ନେଇ ଶୁକ୍ରବାର ଘୋଷଣା କରାଯାଇଛି। ଜଣାଶୁଣା ପ୍ରଯୋଜକ ତଥା ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ରଙ୍କୁ ସମ୍ମାନଜନକ ଜୟଦେବ ପୁରସ୍କାର ପ୍ରଦାନ କରାଯିବ। ସେହିପରି ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା...

ପେଟ୍ରୋଲ, ଡିଜେଲ ପରେ ଶସ୍ତା ହେବ ଖାଇବା ତେଲ

ନୂଆଦିଲ୍ଲୀ,୫।୧୧: ମହଙ୍ଗା ମାଡ଼ରୁ ଆଶ୍ୱସ୍ତି ଦେବାକୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ଉପର ମୁହାଁ ହୋଇ ରହିଥିବା ଖାଇବା ତେଲକୁ ନିୟନ୍ତ୍ରଣ କରିବାକୁ ସରକାର ଶୁକ୍ରବାର ଟିକସ୍‌(ଶୁଳ୍କ) ହ୍ରାସ କରିଛନ୍ତି। ଟିକସ ହ୍ରାସ ହେବାରୁ ବିଭିନ୍ନ ତେଲର ଲିଟର ପିଛା...

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ଦିନ ହେବ ଜନତା କର୍ଫ୍ୟୁ

ଭବାନୀପାଟଣା,୫।୧୧(ସ୍ବ.ପ୍ର.): ମମିତା ମେହେର ହତ୍ୟା ଘଟଣା ରାଜ୍ୟରେ ଏବେ ହଇଚୟ ସୃଷ୍ଟି କରିଛି। ମମିତାଙ୍କୁ ନ୍ୟାୟ ଦେବା ପାଇଁ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଦାସ ଲଢେଇକୁ ଜୋରଦାର କରିଛନ୍ତି। ଆସନ୍ତା ୮ ତାରିଖରେ...

ବିଜେଡିରେ ଯୋଗ ଦେବେ ପ୍ରଦୀପ ମାଝି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ନବରଙ୍ଗପୁରର ପୂର୍ବତନ କଂଗ୍ରେସ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ଯୋଗ ଦେବେ। ନବରଙ୍ଗପୁରରେ ଆସନ୍ତାକାଲି ପ୍ରଦୀପ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେବେ । କିଛି ବରିଷ୍ଠ କଂଗ୍ରେସ ନେତା ଓ କର୍ମୀ ବି ଏହି ଅବସରରେ ବିଜେଡିରେ...

‘ବାବା କେଦାରନାଥଙ୍କ ଦର୍ଶନ ଅନୁଭୂତି ବର୍ଣ୍ଣନା ପାଇଁ ମୋ ପାଖରେ ଭାଷା ନାହିଁ’

ଡେରାଡୁନ,୫।୧୧: ଦେଶର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଆରମ୍ଭ କରି ଦେଇଛନ୍ତି କେନ୍ଦ୍ର ସରକାର। ଶୁକ୍ରବାର ଉତ୍ତରାଖଣ୍ଡ ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମେ କେଦାରନାଥଙ୍କୁ ଦର୍ଶନ କରିଛନ୍ତି ମୋଦି । ସେଠାରେ ୧୩୦ କୋଟି ଟଙ୍କା ମୂଲ୍ୟରେ ନିର୍ମାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri