Tag Archives: Home Middle

ତୈଳ ରାଜନୀତି, ଭାଜପା ଶାସିତ ରାଜ୍ୟରେ କମିଲା ପେଟ୍ରୋଲ-ଡିଜେଲ ଦାମ…

ନୂଆଦିଲ୍ଲୀ,୪।୧୧: ଦେଶରେ ଏବେ ଆରମ୍ଭ ହୋଇଛି ତୈଳ ରାଜନୀତି। ଦେଶର ଭାଜପା ଶାସିତ ୧୦ ରାଜ୍ୟରେ ପେଟ୍ରୋଲ-ଡିଜେଲ ଦାମ୍‌ କମିଛି। ଆସାମ, ତ୍ରିପୁରା, ମଣିପୁର, କର୍ନାଟକ, ଗୋଆ, ଉତ୍ତରପ୍ରଦେଶ, ଗୁଜୁରାଟ, ହିମାଚଳ ପ୍ରଦେଶ ଏବଂ ଉତ୍ତରପ୍ରଦେଶରେ ପେଟ୍ରୋଲ ଏବଂ ଡିଜେଲ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ...

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୫୧ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଆମେରିକାରେ ହେବ ଦୀପାବଳି ଛୁଟି…

ଓ୍ବାଶିଂଟନ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ଏବେ ଆମେରିକାରେ ବି ଛୁଟି ହେବ। ନ୍ୟୁୟର୍କ ସାଂସଦ କାରୋଲିନ ବି ମାଲୋନିଙ୍କ ନେତୃତ୍ୱରେ ସଦସ୍ୟମାନେ କହିଛନ୍ତି ଯେ ଦୀପାବଳି ଅବସରରେ ସଂଘୀୟ ଅବକାଶ ଘୋଷଣା କରାଯାଉ। ଏନେଇ ପ୍ରତିନିଧି ସଭାରେ ଏକ...

ଦୀପାବଳିର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି, ପରିବେଶ ସୁରକ୍ଷା ପ୍ରତି ସଚେତନ ରହିବାକୁ ଦେଲେ ପରାମର୍ଶ…

ନୂଆଦିଲ୍ଲୀ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଆଲୋକର ପର୍ବ ସୁଖ ଶାନ୍ତି ଏବଂ ସମୃଦ୍ଧି ଆଣୁ ବୋଲି ସେ କହିଛନ୍ତି। କଳୁଷିତ ଅନ୍ଧକାର ଦୂରେଇ ଯାଇ ସବୁଠାରେ ପବିତ୍ର ପ୍ରକାଶ...

ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୧୧: ଆଜି ସାରା ଦେଶରେ ଆଲୋକର ପର୍ବ ଦୀପାବଳି ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ ଯୋଗେ କହିଚନ୍ତି, ଦୀପାବଳିର ଶୁଭ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।...

ସେନାଙ୍କ ସହ ଦୀପାବଳି ପାଳିବେ ମୋଦି

ନୂଆଦିଲ୍ଲୀ,୪ ।୧୧: ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ଦେଶର ବୀର ଯବାନଙ୍କ ସହ ଦୀପାବଳି ପାଳନ କରିବେ । ଏଥର ସେ ଜମ୍ମୁ-କଶ୍ୱୀର ରଜୌରି ଜିଲା ନୌସେରା ସେକ୍ଟରରେ ସେନାଙ୍କ ସହ ଦୀପାବଳି ପାଳନ କରିପାରନ୍ତି । ମୋଦିଙ୍କ ଗସ୍ତକୁ ଦେଖି...

ନୂଆବର୍ଷ ସୁଦ୍ଧା ଖୋଲିଯିବ ସବୁ ଶ୍ରେଣୀ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ଚିନ୍ତା କରିଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା...

କମିଲା ପେଟ୍ରୋଲ ୫, ଡିଜେଲ ୧୦ ଟଙ୍କା

ନୂଆଦିଲ୍ଲୀ,୩।୧୧: ଲଗାତାର ୭ ଦିନ ଧରି ତୈଳ ଦର ବୃଦ୍ଧି ଘଟିବା ପରେ ବୁଧବାର ଦେଶବାସୀଙ୍କୁ କିଛିଟା ଆଶ୍ୱସ୍ତୀ ଦେଇଛନ୍ତି କେନ୍ଦ୍ର ସରକାର। ପେଟ୍ରୋଲ ଓ ଡିଜେଲ ଉପରେ ଲଗାଯାଉଥିବା ଏକ୍ସାଇଜ୍‌ ଡ୍ୟୁଟିକୁ ଯଥାକ୍ରମେ ୫ ଓ ୧୦ ଟଙ୍କା...

ଶେଷରେ କୋଭାକ୍ସିନକୁ ମିଳିଲା ‘ହୁ’ର ମାନ୍ୟତା

ନୂଆଦିଲ୍ଲୀ,୩।୧୧: ଭାରତ ବାୟୋଟେକ ପ୍ରସ୍ତୁତ କରିଥିବା କରୋନା ଟିକା ‘କୋଭାକ୍ସିନ’କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ହୁ)ର ମଞ୍ଜୁରୀ ମିଳିଛି। ଜରୁରିକାଳୀନ ବ୍ୟବହାର ପାଇଁ ବୈଷୟିକ କମିଟି ଅନୁମତି ଦେଇଥିବା ନେଇ ବୁଧବାର ହୁ’ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ପୂର୍ବରୁ...

ବିଜେଡିରୁ ସଞ୍ଜୀବ ସାହୁଙ୍କ ଇସ୍ତଫା

ଅନୁଗୋଳ ଅଫିସ,୩।୧୧: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସଞ୍ଜୀବ ସାହୁ। ବୁଧବାର ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ବ୍ୟକ୍ତିଗତ ସମସ୍ୟା ଯୋଗୁ...

ଆର୍ଥିକ ଅନଟନରୁ ସାଜିଲେ ହତ୍ୟାକାରୀ: ସ୍ତ୍ରୀ-ପୁଅଙ୍କୁ ନିଶା ଔଷଧ ଦେଇ ତଣ୍ଟି ଚିପି ମାରିଦେଲେ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜଧାନୀ ଉପକଣ୍ଠ ତମାଣ୍ଡୋ ଥାନା ଅନ୍ତର୍ଗତ କଳିଙ୍ଗନଗର ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଡବଲ୍‌ ମର୍ଡର ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ତେବେ ଏହି ହତ୍ୟାକାଣ୍ଡ ପଛରେ ମହିଳାଙ୍କ ସ୍ବାମୀ ଅବନ୍ତୀ ମଙ୍ଗରାଜ ଥିବା ଜଣାପଡ଼ିଛି। ଆର୍ଥିକ ସମସ୍ୟା ପାଇଁ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri