Tag Archives: Home Middle

ଟିକା ପ୍ରମାଣପତ୍ରରୁ ହଟିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ଥିରୁଭାନନ୍ତପୁରମ୍‌,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। କରୋନା ବିରୋଧୀ ଲଢ଼େଇରେ ଟିକାକରଣ ଅଭିଯାନରେ ନାଗରିକମାନଙ୍କୁ ଦିଆଯାଇଥିବା ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟାଇବା ନେଇ କରାଯାଇଥିବା ଏକ ଆବେଦନକୁ କେରଳ ହାଇକୋର୍ଟ ଖାରଜ କରିଦେଇଛନ୍ତି।...

କରୋନାକୁ ହରାଇବା ଲାଗି ଘରଘର ବୁଲି ଟିକାକରଣ କର, ପ୍ରଧାନମନ୍ତ୍ରୀଙ୍କ ନୂଆ ମନ୍ତ୍ର…

ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କରୋନା ମହାମାରୀ ଲଢ଼େଇରେ ଘର ଘର ବୁଲି ଟିକା ଦାନ ଅଭିଯାନକୁ ସଫଳ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଜନ୍ମଦିନରେ କୋଟିଏ ଟିକା,ଅନ୍ୟଦିନ ନୁହେଁ କାହିଁକି ? ପ୍ରଧାନମନ୍ତ୍ରୀଙ୍କୁ ସୋନିଆଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କରୋନା ମହାମାରୀ ବିରୋଧରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପକୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ କରୋନା...

ଆଧାର କାର୍ଡର ବେଆଇନ ବ୍ୟବହାର କଲେ ଦେବାକୁ ପଡ଼ିବ ୧ କୋଟି ପର୍ଯ୍ୟନ୍ତ ଜରିମାନା…

ନୂଆଦିଲ୍ଲୀ,୩।୧୧: ଆଧାର କାର୍ଡର ବେଆଇନ ବ୍ୟବହାର କଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଏନେଇ ଭାରତ ସରକାରଙ୍କ ପକ୍ଷରୁ ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ ଇଣ୍ଡିଆ (ୟୁଆଇଡିଏଆଇ)କୁ କ୍ଷମତା ପ୍ରଦାନ କରିଛନ୍ତି। ଯେଉଁମାନେ ଆଧାର ଅନ୍ତର୍ଗତ...

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ, ଏବଂ ନୂଆପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର...

କ୍ଷେପଣାସ୍ତ୍ର ବଙ୍କର ନିର୍ମାଣ କରିଛି ଚାଇନା, ଆମେରିକା ଏଫ୍‌ଏଏସ୍‌ କଲା ପର୍ଦ୍ଦାଫାଶ୍‌…

ଓ୍ବାଶିଂଟନ,୩।୧୧: ଚାଇନା ତିନୋଟି ସ୍ଥାନରେ କ୍ଷେପଣାସ୍ତ୍ର ସିଲୋ ଫିଲ୍ଡ (ବଙ୍କର) ନିର୍ମାଣ କରିଛି। ଚାଇନା ଜାଣିଶୁଣି ଆଣବିକ ପ୍ରତିଯୋଗୀତାକୁ ପ୍ରୋତ୍ସାହିତ କରୁଥିବା କୁହାଯାଇଛଇ। ପାଶ୍ଚାତ୍ୟ ବିଶେଷଜ୍ଞମାନେ ଏହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ଏହି ତିନୋଟି ସ୍ଥାନ ଉତ୍ତର କେନ୍ଦ୍ରୀୟ...

ଟିକାକରଣ ଯୋଗୁ ଦେଶରେ ସୃଷ୍ଟି ହୋଇଛନ୍ତି ୨ ଭିନ୍ନ ଭିନ୍ନ ବର୍ଗ, କହିଲେ ହାଇକୋର୍ଟ…

କୋଚି,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ମହାମାରୀ ବିରୋଧରେ ଲଢ଼େଇ ଅନ୍ତର୍ଗତ ଟିକାକରଣ ଅଭିଯାନ ଦେଶବ୍ୟାପୀ ଜାରି ରହିଛ। ଏପରିସ୍ଥଳେ କେରଳ ହାଇକୋର୍ଟ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଟିକାକରଣ ଯୋଜନା ଦେଶରେ ନାଗରିକଙ୍କ ଦୁଇଟି...

ପାରାମିଲିଟାରୀ କର୍ମଚାରୀଙ୍କୁ ମାଗଣା ସ୍ବାସ୍ଥ୍ୟସେବା…

ନୂଆଦିଲ୍ଲୀ,୩।୧୧: ଦେଶର ସମସ୍ତ କେନ୍ଦ୍ରୀୟ ପାରାମିଲିଟାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତରେ ମାଗଣା ଏବଂ ନଗଦ ବିହୀନ ଚିକିତ୍ସା ଉପଲବ୍ଧ ହେବ। ଆୟୁଷ୍ମାନ ଭାରତ ଅଧୀନରେ ସ୍ବୀକୃତିପ୍ରାପ୍ତ ଯେ କୌଣସି ସିଜିଏଚ୍‌ଏସ୍‌ ହସ୍ପିଟାଲ...

ରାଜ୍ୟରେ ୩୨୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ହକ୍କାନି ନେଟ୍‌ଓ୍ବାର୍କ କମାଣ୍ଡରଙ୍କୁ ହତ୍ୟା, ପାକିସ୍ତାନ-ତାଲିବାନ୍‌କୁ ଝଟ୍‌କା…

କାବୁଲ,୩।୧୧: ଆଫଗାନିସ୍ତାନରେ ତାଲିବାନ ଶାସନ କ୍ଷମତା ଦଖଲ କରିବା ପରେ ଏକ ବଡ ଅସୁବିଧାର ସମ୍ମୁଖୀନ ହୋଇଛି। ମଙ୍ଗଳବାର ଏକ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ସଂଗଠନ ହକ୍କାନି ନେଟୱାର୍କର ମୁଖ୍ୟ ରଣନୀତିଜ୍ଞ ତଥା ତାଲିବାନ ସରକାରଙ୍କ...

ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୯୦୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ...

ଆଇଆର୍‌ଆଇଏସ୍‌ ଶୁଭାରମ୍ଭ କଲେ ମୋଦି

ଗ୍ଲାସ୍‌ଗୋ, ୩ା୧୧: ଗ୍ଲାସ୍‌ଗୋ ଜଳବାୟୁ ସମ୍ମିଳନୀର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଛୋଟ ଦ୍ୱୀପପୁଞ୍ଜଗୁଡ଼ିକରେ ଭିତ୍ତିଭୂମି ବିକାଶ ନିମନ୍ତେ ମଙ୍ଗଳବାର ଏକ ଉଚ୍ଚାଭିଳାଷୀ ପଦକ୍ଷେପର ଶୁଭାରମ୍ଭ କରିଛନ୍ତି। ଇନ୍‌ଫ୍ରାଷ୍ଟ୍ରକଚର ଫର୍‌ ରେଜିଲିଏଣ୍ଟ ଆଇଲାଣ୍ଡ୍‌ ଷ୍ଟେଟ୍‌ସ(ଆଇଆର୍‌ଆଇଏସ୍‌) ଜଳବାୟୁ ପରିବର୍ତ୍ତନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri