Tag Archives: Home Middle

ଆମେରିକା-ବ୍ରାଜିଲ-ସୌଦି ମୁଣ୍ଡରେ ଅଠା ବୋଳିଲା ଚାଇନା…

ବେଜିଂ,୩୧।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀର ଉତ୍ପତ୍ତି ନେଇ ଚାଇନା ଅନ୍ୟ ମୁଣ୍ଡରେ ଅଠା ବୋଳିବା ଲାଗି ଅଣ୍ଟା ଭିଡ଼ିଛି। ଆମେରିକା ତଦନ୍ତକାରୀ ସଂସ୍ଥା ପକ୍ଷରୁ କରୋନା ସୃଷ୍ଟି ଆଉ କେବେ ଜଣାପଡ଼ିବ...

ଟ୍ରେନ୍‌ ଦୁର୍ଘଟଣାରେ ୧୨ ହଜାରଙ୍କ ଜୀବନ ଯାଇଛି, ଏନ୍‌ସିଆର୍‌ବି ରିପୋର୍ଟ..

ନୂଆଦିଲ୍ଲୀ,୩୧।୧୦: ଦେଶରେ ଗତ ୨୦୨୦ ବର୍ଷରେ ଟ୍ରେନ୍‌ ଦୁର୍ଘଟଣାରେ ୧୨ ହଜାର ଲୋକଙ୍କ ଜୀବନ ଯାଇଛି। ସାରା ଦେଶରେ ଗତ ବର୍ଷ ୧୩ ହଜାରରୁ ଅଧିକ ଟ୍ରେନ ଦୁର୍ଘଟଣା ଘଟିଥିଲା। ଏନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ଦ୍ୱାରା...

ସୁସ୍ଥତା ହାର ୯୮.୨୦ ପ୍ରତିଶତ…

ନୂଆଦିଲ୍ଲୀ,୩୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨ ହଜାର ୮୩୦ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୪୬...

‘ସହମତିରେ ଯୌନ ସମ୍ପର୍କ ଅପରାଧ ନୁହେଁ’

ପ୍ରୟାଗରାଜ, ୩୧।୧୦(ଆଇଏଏନ୍‌ଏସ୍‌): ସହମତିରେ ପ୍ରାପ୍ତବୟସ୍କଙ୍କ ମଧ୍ୟରେ ଯୌନ ସମ୍ପର୍କ ଅପରାଧ ନୁହେଁ କିନ୍ତୁ ଏହା ଅନୈତିକ ଏବଂ ଭାରତୀୟ ପରମ୍ପରା ବିରୋଧୀ ବୋଲି ଆଲ୍ଲାହାବାଦ ହାଇକୋର୍ଟ ଶନିବାର କହିଛନ୍ତି। ଏକ ଗଣବଳାତ୍କାର ମାମଲାରେ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ଅଦାଲତ ଖାରଜ...

୫ରୁ ୧୧ ବର୍ଷର ପିଲା ନେବେ ଫାଇଜର ଟିକା

ଓ୍ବାଶିଂଟନ, ୩୧।୧୦: ଆମେରିକାର ଖାଦ୍ୟ ଓ ଔଷଧ ପ୍ରଶାସନ (ଏଫ୍‌ଡିଏ) ଫାଇଜର-ବାୟୋଏନ୍‌ଟେକ୍‌ ପ୍ରସ୍ତୁତ କୋଭିଡ୍‌ ଟିକାକୁ ୫ରୁ ୧୧ ବର୍ଷ ବୟସ ବର୍ଗର ପିଲାମାନଙ୍କ ନିମନ୍ତେ ଜରୁରୀ ବ୍ୟବହାର ପାଇଁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବୟସବର୍ଗର ପିଲାଙ୍କୁ କୋଭିଡ୍‌...

ଇ-ଯାନ ପାଇଁ ଦେବାକୁ ପଡ଼ିବନି ଟିକସ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ)-ପେଟ୍ରୋଲ ଓ ଡିଜେଲ ଲିଟର ୧୦୦ ଟଙ୍କା ଟପି ଥିବାରୁ ଗାଡି ଚଳାଇବା ଜନସାଧାରଣଙ୍କ ପକ୍ଷେ ଅସହ୍ୟ ହେଲାଣି। ଏଥିସହିତ ଯାନବାହନ ଜନିତ ପ୍ରଦୂଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାଟେରୀ ଚାଳିତ ଇଲେକ୍ଟ୍ରୋନିକ ଯାନ(ଇ-ଭେହିକିଲ)କୁ ପ୍ରୋତ୍ସାହନ ଦେଇଛନ୍ତି। ଇ-ଭେହିକଲ...

ବଢୁଛି କରୋନା ସଂକ୍ରମଣ : ନିୟମ କଡ଼ାକଡ଼ି କରିବାକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦ା୧୦: ଆସାମ ଏବଂ ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ  ବଢୁଛି। ସାପ୍ତାହିକ ସଂକ୍ରମଣ ହାର ବୃଦ୍ଧି ହେବାର ଲକ୍ଷଣକୁ ସୂଚାଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ କୋଭିଡ୍‌ ନିୟମକୁ କଡ଼ାକଡ଼ି ଲାଗୁ କରିବାକୁ କହିଛନ୍ତି। କେବଳ ଏତିକି ନୁହେଁ, ପ୍ରତିଷେଧକ ପଦକ୍ଷେପଗୁଡ଼ିକର...

ପୋପ୍‌ଙ୍କୁ ଭେଟି ଭାରତ ଆସିବାକୁ ଆମନ୍ତ୍ରଣ କଲେ ପ୍ରଧାନମନ୍ତ୍ରୀ…

ଭଟିକାନ୍‌ ସିଟି/ନୂଆଦିଲ୍ଲୀ,୩୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭଟିକାନ୍‌ ସିଟିରେ ପୋପ୍‌ ଫ୍ରାନ୍ସିସ୍‌ଙ୍କୁ ଭେଟିଛନ୍ତି। ଏହି ବନ୍ଧୁତ୍ୱପୂର୍ଣ୍ଣ ପରିବେଶରେ ସେ ପୋପ୍‌ଙ୍କୁ ଭାରତ ଆସିବାକୁ ଆମନ୍ତ୍ରଣ ଜଣାଇଛନ୍ତି। ଏହି ଅବସରରେ ଦୁହିଁଙ୍କ ମଧ୍ୟରେ ବିଭିନ୍ନ ସମସ୍ୟା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି।...

ନଦୀ ଜଳ ହଠାତ୍‌ ହେଲା କଳା, ଭାସୁଛନ୍ତି ଶହ ଶହ ମଲା ମାଛ…

ଇଟାନଗର,୩୦।୧୦: ଚାଇନାର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଅରୁଣାଚଳ ପ୍ରଦେଶର ପୂର୍ବ କାମେଙ୍ଗ ନଦୀର ଜଳ ହଠାତ୍‌ କଳା ହୋଇଯାଇଛି। ଫଳରେ ନଦୀରେ ଶହ ଶହ ମଲା ମାଛ ଏବଂ ଅନ୍ୟ ଜଳଜୀବ ମରି ଭାସୁଛନ୍ତି॥ ଜିଲା ମତ୍ସ୍ୟ...

ଉଭୟ ଡୋଜ୍‌ ବି କରୋନାରୁ ସୁରକ୍ଷା ଦେବାରେ ବିଫଳ, ଲାସେଣ୍ଟ୍‌ ରିପୋର୍ଟ…

ଲଣ୍ଡନ/ନୂଆଦିଲ୍ଲୀ,୩୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୀପାବଳି ପୂର୍ବରୁ ଦେଶରେ ପୁଣି ଥରେ କରୋନା ସଂକ୍ରମଣର ଘଟଣା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି।...

ରହସ୍ୟରେ ରହିଯିବ କରୋନା ଉତ୍ପତ୍ତି, ଆମେରିକା ବି ପଛେଇଲା…

ଓ୍ବାଶିଂଟନ,୩୦।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ରୁଷିଆ ଏବଂ ଚାଇନାରେ ସଂକ୍ରମଣ ବଢୁଥିବାରୁ ପୁଣି ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣ କିଭଳି ବ୍ୟାପିଲା ଏବଂ ଏହାର ଉତ୍ପତ୍ତି ହେଲା କିପରି ତାହା ବୋଧହୁଏ ରହସ୍ୟରେ...

ଡ୍ରଗ୍ସ୍‌ ଯାଞ୍ଚ୍‌ ନେଇ ଏନ୍‌ସିବି ଉପରେ ପ୍ରଶ୍ନ ଚିହ୍ନ, ବର୍ଷେରେ ୫ ମାମଲା, ସବୁଥିରେ ଜଣେ ସାକ୍ଷୀ…

ନୂଆଦିଲ୍ଲୀ,୩୦।୧୦: ମୁମ୍ବାଇ କ୍ରୁଜ ଡ୍ରଗ ମାମଲାରେ ଜାମିନ ପାଇବା ପରେ ଶାହାରୁଖ ଖା୍ୟଙ୍କ ପୁଅ ଆର୍ୟନ ଖାଁ ଶନିବାର ଜାମିନ୍‌ରେ ଜେଲରୁ ମୁକୁଳିଛନ୍ତି। ମୁମ୍ବାଇ ଡ୍ରଗ ମାମଲା ବର୍ତ୍ତମାନ ଦୁଇ ଭାଗରେ ବିଭକ୍ତ ହୋଇଛି। ଗୋଟିଏ ପଟେ ଆର୍ୟନଙ୍କ ମାମଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri