Tag Archives: Home Middle

ତାସ ଭଳି ଅଲଗା ହୋଇଗଲେଣି ବିରୋଧୀ, ବାରାବାଙ୍କିରେ ମୋଦିଙ୍କ ଟାର୍ଗେଟ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରପ୍ରଦେଶର ବାରବାଙ୍କି ଠାରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି। ଏଠାରେ ସେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ କଡା ଟାର୍ଗେଟ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣର ଆରମ୍ଭରେ କହିଛନ୍ତି ଯେ...

‘ମୋଦି ଦେଲେ ଚାଉଳ, ନବୀନ ଦେଲେ ଅଖା’

ଭୁବନେଶ୍ୱର,୧୭।୫: ଓଡ଼ିଶାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଘନ ଘନ ପ୍ରଚାର। ଶୁକ୍ରବାର ହିମନ୍ତ କବି ସୂର୍ଯ୍ୟନଗରରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ହମନ୍ତ। ସେ କହିଛନ୍ତି, ଓଡ଼ିଶାରେ ମୋଦି ମାଗଣା...

ରତନ ଟାଟାଙ୍କ ଏୟାର ଇଣ୍ଡିଆ ବିରୋଧରେ ମାମଲା ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୫: ଏୟାର ଇଣ୍ଡିଆ ଲିମିଟେଡ ସମ୍ବନ୍ଧରେ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମେ’ ୧୬ରେ ସୁପ୍ରିମକୋର୍ଟ କହିଛନ୍ତି, ଜାନୁଆରୀ ୨୦୨୨ରେ ଏୟାର ଇଣ୍ଡିଆର ବିନିଯୋଗ ଏବଂ ଟାଟା ଗ୍ରୁପ ଦ୍ୱାରା ନିଆଯିବା ପରେ ଏୟାର ଇଣ୍ଡିଆ...

ଭାରତୀୟ ମସଲା ଉପରେ ପ୍ରତିବନ୍ଧକ ଲଗାଇଲା ନେପାଳ, ଯାଞ୍ଚ ଆରମ୍ଭ

କାଠମାଣ୍ଡୁ,୧୭।୫: ନେପାଳ ଦୁଇଟି ଭାରତୀୟ ବ୍ରାଣ୍ଡର ମସଲା – ଏମଡିଏଚ ଏବଂ ଏଭରେଷ୍ଟର ଆମଦାନୀ, ବ୍ୟବହାର ଏବଂ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି ମସଲାରେ କୀଟନାଶକ ଏବଂ ଇଥିଲିନ ଅକ୍ସାଇଡ ହେବାର ସମ୍ଭାବନା ସମ୍ପର୍କରେ ରିପୋର୍ଟ ମଧ୍ୟରେ ନେପାଳର...

ଓଡ଼ିଶା ପାଇଁ ଭାଜପା ଖୋଜୁଛି ମୁଖ୍ୟମନ୍ତ୍ରୀ ଫେସ୍‌, ଆଗରେ ଅଛନ୍ତି ଧର୍ମେନ୍ଦ୍ରଙ୍କ ସମେତ ଏସବୁ ନେତା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭।୫: ଲୋକ ସଭା ନିର୍ବାଚନ ସହିତ ଓଡ଼ିଶାରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଉଛି। ରାଜ୍ୟରେ ନିର୍ବାଚନରେ ଭାଜପା ଜୋରଦାର ପ୍ରତିଦ୍ୱନ୍ଦ୍ୱିତା କରୁଛି। କାରଣ ବିଜୁ ଜନତା ଦଳ (ବିଜେଡି)୨୦୦୦ରୁ ଓଡ଼ିଶାରେ କ୍ଷମତାରେ ଅଛି ଏବଂ ନବୀନ ପଟ୍ଟନାୟକ କ୍ରମାଗତ...

ଜାଣନ୍ତୁ କେଉଁ ରାଜନେତା କେତେ ପଢ଼ିଛନ୍ତି, କାହାର ଶିକ୍ଷାଗତ ଯୋଗ୍ୟତା ଅଧିକ, କାହାର କମ୍‌

ଆମର ଅନେକ ରାଜନେତା ଅଛନ୍ତି, ଯେଉଁମାନଙ୍କ ହାତରେ ଆମ ଦେଶ ଏବଂ ରାଜ୍ୟ ପରିଚାଳିତ ହେଉଛି। ତେବେ ଏମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଅଧିକାଂଶ ଲୋକ ଜାଣି ନ ଥିବେ। ଜାଣନ୍ତୁ ଏ ସମ୍ପର୍କରେ… ମନମୋହନ ସିଂଙ୍କ ଶିକ୍ଷାଗତ ଯୋଗ୍ୟତା:...

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ମମତା ବାନାର୍ଜୀ

କୋଲକତା,୧୭।୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ୨୪ ଘଣ୍ଟା ମଧ୍ୟରେ ତାଙ୍କ ବିବୃତ୍ତିକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନିକଟରେ ସେ କହିଥିଲେ ଯଦି ଇଣ୍ଡିଆ ମେଣ୍ଟ ସରକାର ଗଠନ ହୁଏ ତେବେ ସେ ଏହାକୁ ବାହାରୁ...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ ଚର୍ଚ୍ଚା ଜୋର ଧରିଛି। ହିମନ୍ତ କହିଛନ୍ତି, ରତ୍ନଭଣ୍ଡାର ଚାବି ପାଣ୍ଡିଆନ ଲୁଚାଇ ରଖିଛନ୍ତି।...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା ପତ୍ରକୁ ଦଳୀୟ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପଠାଇଛନ୍ତି। ଗତ ମାସ ରାଜୁ...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା ରାଜୁଙ୍କୁ ସୋରରୁ ପ୍ରାର୍ଥୀ କରି ଟିକେଟ୍‌ ଫେରାଇ ନେଇଥିଲା। ଯାହା ପରେ ସେ...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ ଯୋଗ ଦେଇ ମୋଦି ସରକାରଙ୍କ ସଫଳତା ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି...

ସ୍ଲୋଭାକିଆର ପ୍ରଧାନମନ୍ତ୍ରୀଙ୍କ ଉପରକୁ ଗୁଳି ଚଳାଇବାର ପ୍ରଥମ ଭିଡିଓ ଆସିଲା ସାମ୍ନାକୁ

ବ୍ରେଟିସ୍ଲାଭା,୧୬ା୫:  ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋ  ଗୁଳି ବିନିମୟରେ ଗୁରୁତର ହୋଇଛନ୍ତି। ଫିକୋଙ୍କ ଉପରେ ହୋଇଥିବା ଗୁଳି ବିନିମୟକୁ ବିଶ୍ୱର ନେତାମାନେ ନିନ୍ଦା କରିଛନ୍ତି ଏବଂ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଏହି ସମୟରେ ଫିକୋଙ୍କ ଉପରେ ଗୁଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri