Tag Archives: Home Middle

ପୁଣି ଆତଙ୍କ, ଭାରତରେ ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌-ଏଓ୍ବାଇ.୪.୨

ନୂଆଦିଲ୍ଲୀ,୨୫।୧୦: ଭାରତରେ କରୋନା ମହାମାରୀର ଏକ ନୂତନ ଭାରିଆଣ୍ଟ୍‌ ଡେଲଟା ପ୍ଲସ- ଏଓ୍ବାଇ.୪.୨ ଚିହ୍ନଟ ହୋଇଛି। ଏହା ବ୍ରିଟେନରେ ତାଣ୍ଡବ ରଚିସାରିଛି। ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ସାର୍ସ କୋଭ୍‌-୨ର ଡେଲଟା ଭାରିଆଣ୍ଟର ସବ୍‌ଲାଇନ ମାମଲା ଚିହ୍ନଟ ହେବା ପରେ ଭାରତର...

ଚନ୍ଦ୍ରରେ ସୁପର ହାଇଓ୍ବେ ତିଆରି କରିବ ଆମେରିକା ସୈନ୍ୟ ବାହିନୀ…

ଓ୍ବାଶିଂଟନ,୨୫।୧୦: ମହାକାଶରେ ଭିତ୍ତି ଭୂମି ବିକାଶ ପାଇଁ ଏବେ ବିଭିନ୍ନ ଦେଶ ମଧ୍ୟରେ ପ୍ରତିଯୋଗିତା ଆରମ୍ଭ ହୋଇଛି। ଚାଇନା ମହାକାଶ ଅଭିଯାନ ଜାରି ରଖିଥିବାବେଳେ ଆମେରିକା ସୈନ୍ୟ ବାହିନୀ ଚନ୍ଦ୍ର ଯାତ୍ରାକୁ ସହଜ କରିବା ଲାଗି ସୁପର ହାଇଓ୍ବେ ନିର୍ମାଣ...

କେବଳ ସ୍ତ୍ରୀ-ପୁରୁଷଙ୍କ ମଧ୍ୟରେ ବିବାହକୁ ସ୍ବୀକୃତି…

ନୂଆଦିଲ୍ଲୀ,୨୫।୧୦: ସମଲିଙ୍ଗୀ ବିବାହ ଉପରେ ଦିଲ୍ଲୀ ହାଇକୋର୍ଟ ରାୟ ଦେଇଛନ୍ତିି ଯେ, କେବଳ ସ୍ତ୍ରୀ-ପୁରୁଷଙ୍କ ମଧ୍ୟରେ ହୋଇଥିବା ବିବାହକୁ ସ୍ବୀକୃତି ମିଳିବ। ଏହା ସହିତ ଏଭଳି ବିବାହକୁ ପଞ୍ଜିକରଣ ମଧ୍ୟ କରାଯାଇ ପାରିବ। ବିଚାରପତି ଡି.ଏନ୍‌. ପଟେଲ ଏବଂ ଜ୍ୟୋତି...

ନିଟ୍‌ ପିଜି କାଉନସେଲିଂ ଉପରେ ରୋକ…

ନୂଆଦିଲ୍ଲୀ,୨୫।୧୦: ଓବିସି ଏବଂ ଇଡବ୍ଲ୍ୟୁଏସ୍‌ ସଂରକ୍ଷଣ ବୈଧତା ନିଶ୍ଚିତ ନ ହେବା ପର୍ଯ୍ୟନ୍ତ ନିଟ୍‌ ପିଜି କାଉନସେଲିଂ ଉପରେ ରୋକ ଲଗାଯାଇଛି। ଏନେଇ ସୋମବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। କେନ୍ଦ୍ରର ନିଷ୍ପତ୍ତି ନ ଆସିବା ପର୍ଯ୍ୟନ୍ତ କାଉନସେଲିଂ ହୋଇ...

ନିର୍ବାଚନ ପୂର୍ବରୁ ରାଜ୍ୟବାସୀଙ୍କୁ ୯ ମେଡ଼ିକାଲ କଲେଜ ଉପହାର…

ଲକ୍ଷ୍ନୌ,୨୫।୧୦: ଉତ୍ତରପ୍ରଦେଶରେ ୨୦୨୨ ଫେବୃୟାରୀ-ମାର୍ଚ୍ଚରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ୯ଟି ମେଡ଼ିକାଲ କଲେଜ ଉପହାର ଦେଇଛନ୍ତି। ଏହା ଦ୍ୱାରା ରାଜ୍ୟରେ ସାଧାରଣ ସ୍ବାସ୍ଥ୍ୟ ସେବାରେ ବିକାଶ ହୋଇପାରିବ। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା...

ଶେଷ ହୋଇନି ମହାମାରୀ, ସତର୍କତା ଜରୁରୀ…

ବର୍ଲିନ,୨୫।୧୦: ପୃଥିବୀରୁ କରୋନା ମହାମାରୀ ଶେଷ ହୋଇନି। ଯେଭଳି ସଂକ୍ରମଣ ନ ହେବ ସେ ନେଇ ସଭିଏଁ ସତର୍କ ରହିବା ଜରୁରୀ। କରୋନା ମାର୍ଗଦର୍ଶିକା ପାଳନ ସହିତ ସଚେତନ ରହିବା ଗୁରୁତ୍ୱପୂର୍ଣ୍ଣ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ଟେଡ୍ରୋସ ଆଧାନୋମ...

ବିଦ୍ରୋହୀ ନେତାଙ୍କ ପ୍ରତି କଂଗ୍ରେସ ସାବଧାନ, ସଦସ୍ୟତା ପତ୍ରରେ ସତ୍ୟପାଠ ସାମିଲ…

ନୂଆଦିଲ୍ଲୀ,୨୫।୧୦: ଦଳରେ ବଢୁଥିବା ବିଦ୍ରେରାହୀ ନେତାଙ୍କୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ସତର୍କତା ପଦକ୍ଷେପ ଗ୍ରହଣ କରାଯାଇଛି। ଏଭଳି ନେତାଙ୍କ ପ୍ରତି ସାବଧାନ ରହିବା ଲାଗି ଦଳର ସଦସ୍ୟତା ପତ୍ରରେ କେତେକ ପରିବର୍ତ୍ତନ କରାଯାଇଛି। ସାର୍ବଜନୀକ ମଞ୍ଚରେ ଦଳ ବିରୋଧରେ...

କେରଳ ଯୋଗୁ ବଢୁଛି ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ,୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୪ ହଜାର ୩୦୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ...

ଭୋକିଲା ଲୋକଙ୍କ ଉପରେ ଗୁଳି ବର୍ଷା କଲା ପାକିସ୍ତାନ…

ଇସଲାମାବାଦ୍‌,୨୫।୧୦: ଆଫଗାନର ପସ୍ତୁନ ସମ୍ପ୍ରଦାୟଙ୍କ ବନ୍ଧୁ ବୋଲାଉଥିବା ପାକିସ୍ତାନର ବନ୍ଧୁ ଚେହେରା ପଦାରେ ପଡ଼ିଛି। ରବିବାର ଆଫଗାନିସ୍ତାନ ସୀମାରେ ଭୋକିଲା ଶୋଷିଲା ପାସ୍ତୁନଙ୍କ ଉପରେ ପାକିସ୍ତାନ ସୁରକ୍ଷାକର୍ମୀ ଗୁଳି ଚଳାଇଛନ୍ତି। ଦୁଇଦେଶ ମଧ୍ୟରେ ଥିବା ଚମନ ସୀମା କ୍ରସିଂ ବାଟେ...

ଭାରତରେ ବଢ଼ୁଛି ଘୃଣା ମନ୍ତବ୍ୟ

ନ୍ୟୁୟର୍କ,୨୫।୧୦: ଭାରତ ହେଉଛି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଫେସ୍‌ବୁକ୍‌ ପାଇଁ ବିଶ୍ୱର ସବୁଠୁ ବଡ଼ ବଜାର। ତେବେ ଦେଶରେ ବିଭ୍ରାନ୍ତିକର ତଥ୍ୟ, ଘୃଣା ମନ୍ତବ୍ୟ ଓ ମୁସଲମାନ ବିରୋଧୀ କଣ୍ଟେଣ୍ଟଗୁଡ଼ିକର ବନ୍ୟା ଛୁଟିବାରେ ଲାଗିଛି। ଏହାର ମୁକାବିଲା ପାଇଁ ଫେସ୍‌ବୁକ୍‌କୁ...

ନିର୍ବାଚନ ପୂର୍ବରୁ ରାଜ୍ୟ ମାନ୍ୟତା ଫେରାଅ: ଗୁଲାମ ନବୀ

ନୂଆଦିଲ୍ଲୀ, ୨୫।୧୦: ନିର୍ବାଚନ ପୂର୍ବରୁ ଜମ୍ମୁ-କଶ୍ମୀରକୁ ପ୍ରଥମେ ରାଜ୍ୟ ମାନ୍ୟତା ପ୍ରଦାନ କରିବା ପାଇଁ ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ରବିବାର କେନ୍ଦ୍ର ସରକାରଙ୍କୁ ଆହ୍ବାନ ଦେଇଛନ୍ତି। ପ୍ରଥମେ ନିର୍ବାଚନ ମଣ୍ଡଳୀ ସୀମା ପୁନଃନିର୍ଦ୍ଧାରଣ ଓ ନିର୍ବାଚନ...

‘୧୨-୦’ ରେକର୍ଡକୁ ଭୁଲାଇ ଦେଲା ପାକିସ୍ତାନ

ଦୁବାଇ,୨୪।୧୦: କ୍ରିକେଟ ବିଶ୍ୱକପ୍‌ରେ ପ୍ରଥମ ଥର ପାଇଁ ପାକିସ୍ତାନଠାରୁ ପରାସ୍ତ ହୋଇଛି ଭାରତ। ଏଥିପୂର୍ବରୁ ବିଶ୍ୱକପ୍‌ରେ ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ କଦାପି ହାରି ନ ଥିଲା। ରେକର୍ଡ ୧୨-୦ ଥିଲା। ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri