Tag Archives: Home Middle

ତାଲିବାନ୍‌ ସହ ୧୦ ଦେଶର ବୈଠକ

ମସ୍କୋ, ୨୧ା୧୦: ଆଫଗାନିସ୍ତାନ ପ୍ରସଙ୍ଗରେ ତାଲିବାନ୍‌ ପ୍ରତିନିଧିଙ୍କ ଉପସ୍ଥିତିରେ ରୁଷିଆ ବୁଧବାର ଏକ ଅନ୍ତର୍ଜାତୀୟ ବୈଠକ ଆୟୋଜନ କରିଛି। ଆଫଗାନିସ୍ତାନରେ ଶାନ୍ତି ଓ ସ୍ଥିରତା ଆଣିବା ପାଇଁ ତାଲିବାନ୍‌ ଖୁବଶୀଘ୍ର ଏକ ପୂର୍ଣ୍ଣ ସରକାର ଗଢ଼ୁ ବୋଲି ରୁଷିଆ ପରାମର୍ଶ...

ଟିକାକରଣରେ ରେକର୍ଡ ପରେ ଲାଲକିଲାରେ ଉଡିବ ତ୍ରିରଙ୍ଗା

ନୂଆଦିଲ୍ଲୀ,୨୧ ।୧୦: କରୋନା ଟିକାକରଣରେ ସରକାର କେର୍ଡ କରିବାକୁ ଯାଉଛନ୍ତି । ଗୁରୁବାର ଦେଶରେ ୧୦୦କୋଟି ଟିକାକରଣ ପୂରଣ ହେବା ପରେ ମୋଦି ସରକାର ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଥିବା ଜଣାପଡିଛି । ପ୍ରଥମେ ଏହି ଅବସରରେ ଦିଲ୍ଲୀର ଲାଲ...

ଅଷ୍ଟ୍ରେଲିଆକୁ ହରାଇଲା ଟିମ୍‌ ଇଣ୍ଡିଆ

ଦୁବାଇ,୨୦।୧୦: ସ୍ଥାନୀୟ ଆଇସିସି ଏକାଡେମୀରେ ବୁଧବାର ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆକୁ ମିଳିଛି ଜବରଦସ୍ତ ବିଜୟ। ଅଷ୍ଟ୍ରେଲିଆ ଦ୍ୱାରା ଧାର୍ଯ୍ୟ ୧୫୩ରନ୍‌ର ଟାର୍ଗେଟକୁ ଟିମ୍‌ ଇଣ୍ଡିଆ ସହଜରେ ୧୭.୫ ଓଭରରେ ହାସଲ କରି ନେଇଛି। ଲୋକେଶ ରାହୁଲ ଓ...

କେବଳ ୧୦ ବର୍ଷ ଅଭିଜ୍ଞତା ଆଧାରରେ କେବେ ନିଯୁକ୍ତ ହୋଇ ନାହାନ୍ତି ହାଇକୋର୍ଟ ବିଚାରପତି, କେନ୍ଦ୍ର ଦେଲା ଜବାବ୍‌…

ନୂଆଦିଲ୍ଲୀ,୨୦।୧୦: କେବଳ ୧୦ ବର୍ଷ ଆଇନଗତ ଅଭିଜ୍ଞତା ଥିବା କୌଣସି ଆଇନଜୀବୀଙ୍କୁ କେବେ ମଧ୍ୟ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇ ନାହିଁ ବୋଲି ଟ୍ରିବ୍ୟୁନାଲ୍‌ ଆକ୍ଟ-୨୦୨୧ର ସାମ୍ବିଧାନିକ ବୈଧତା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ଜବାବୀ...

ଆର୍ୟନଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଖାରଜ

ମୁମ୍ବାଇ,୨୦।୧୦: ବଲିଉଡ୍‌ ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ୟନଙ୍କୁ ପୁଣି ଝଟ୍‌କା ଲାଗିଛି। କ୍ରୁଜ୍‌ ଡ୍ରଗ୍ସ ମାମଲାରେ ତାଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି। ଆର୍ୟନଙ୍କ ସହ ତାଙ୍କ ଦୁଇ ବନ୍ଧୁ ଅରବାଜ ମର୍ଚ୍ଚାଣ୍ଟ ଏବଂ ମୁନମୁନ ଧମେଚାଙ୍କ...

ଲଖିମପୁରରେ ୨ ଡଙ୍ଗାବୁଡ଼ିି, ୨୫ ନିଖୋଜ…

ଚେନ୍ନାଇ,୨୦।୧୦: ଉତ୍ତରପ୍ରଦେଶ ଲଖିମପୁର ଜିଲାରେ ବୁଧବାର ୨ଟି ଡଙ୍ଗାବୁଡ଼ି ଘଟଣାରେ ୨୫ ଜଣ ନିଖୋଜ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଛି। ସକାଳେ ସ୍ଥାନୀୟ ମିର୍ଜାପୁର ଗାଁର ୧୦ ଜଣ ଲୋକ ଚାଷ ଜମିରେ କଟାହୋଇ ପଡ଼ିଥିବା...

ଜମ୍ମୁ-କଶ୍ମୀରରେ ଶିଖ୍‌-କ୍ଷତ୍ରୀୟ-ମହାଜନ କିଣିପାରିବେ ଚାଷ ଜମି, ସୂଚନା ଦେଲେ ଉପରାଜ୍ୟପାଳ…

ଶ୍ରୀନଗର,୨୦।୧୦: ଜମ୍ମୁ-କଶ୍ମୀରରେ ଚାଷ ଜମି କିଣବା ନେଇ ଉପରାଜ୍ୟପାଳ ମନୋଜ ସିହ୍ନା ନୂଆ ସୂଚନା ଦେଇଛନ୍ତି। ଏବେ ଏଠାରେ ଶିଖ୍‌, କ୍ଷତ୍ରୀୟ ଏବଂ ମହାଜନଙ୍କୁ ଜମି କିଣିବାର ଅଧିକାର ମିଳିଛି। ଅନୁଷ୍ଠିତ ହୋଇଥିବା ରାଜ୍ୟ ପ୍ରଶାସନିକ ପରିଷଦ ବୈଠକରେ ଏସମ୍ପର୍କରେ...

ଲଖିମପୁର ହିଂସାର ରିପୋର୍ଟରେ ବିଳମ୍ବ ନେଇ ସୁପ୍ରିମ୍‌କୋର୍ଟଙ୍କ ଯୋଗୀ ସରକାରଙ୍କୁ ଭର୍ସନା…

ନୂଆଦିଲ୍ଲୀ,୨୦।୧୦: ଉତ୍ତରପ୍ରଦେଶ ଲଖିମପୁର ହିଂସାର ରିପୋର୍ଟରେ ବିଳମ୍ବ ନେଇ ବୁଧବାର ସୁପ୍ରିମ୍‌କୋର୍ଟ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଭର୍ସନା କରିଛନ୍ତି। ରାଜ୍ୟ ସରକାରଙ୍କ ଆଇନନଜୀବୀ ହରିଶ ସାଲଓ୍ବେ ତଦନ୍ତରେ ପ୍ରଗତି ହୋଇଥିବା ରିପୋର୍ଟ ଦାଖଲ କରିଥିବା ଦର୍ଶାଇଥିଲେ। ଶୁଣାଣି...

ଶୋପିଆନ୍‌ରେ ଏନ୍‌କାଉଣ୍ଟର, ପୁଣି ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୨୦।୧୦: ଜମ୍ମୁ-କଶ୍ମୀରରେ ଅପରେଶନ୍‌ ଅଲଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବୁଧବାର ସଫଳତା ମିଳିଛି। ଶୋପିଆନ୍‌ରେ ଜାରି ରହିଥିବା ଏନ୍‌କାଉଣ୍ଟରରେ ପୁଣି ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସର୍ଚ୍ଚ ଅପରେଶନ୍‌ ସମୟରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଆତଙ୍କବାଦୀଙ୍କ ଗୁଳିରେ ସେ...

ସୀମାପାର୍‌ ଷଡ଼ଯନ୍ତ୍ର ପଣ୍ଡ, ଡ୍ରୋନ୍‌ ଆଣିଥିବା ଅସ୍ତ୍ରଶସ୍ତ୍ରରେ ୨୨ ବିଦେଶୀ ପିସ୍ତଲ…

ଚଣ୍ଡିଗଡ଼,୨୦।୧୦: ପଞ୍ଜାବରେ ବଡ଼ ଧରଣର ଆକ୍ରମଣ କରିବା ଲାଗି ହୋଇଥିବା ସୀମାପାର୍‌ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଡ୍ରୋନ୍‌ ଦ୍ୱାରା ପାକିସ୍ତାନ ପଟୁ ଆସିଥିବା ଅସ୍ତ୍ରଶସ୍ତ୍ର ବିଏସ୍‌ଏଫ୍‌ ଯବାନଙ୍କ ହାତରେ ଧରାପଡ଼ିଛି। ଏଥିରେ ଗୋଳାବାରୁଦ ସହିତ ୨୨ ବିଦେଶୀ ପିସ୍ତଲ, ୪୪...

ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସଂହପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ...

ଦୁର୍ନୀତିକୁ ସହ୍ୟ କରାଯିବ ନାହିଁ, ଯେତେ ଶକ୍ତିଶାଳୀ ହେଲେ ମଧ୍ୟ ମିଳିବ ଦଣ୍ଡ…

ନୂଆଦିଲ୍ଲୀ,୨୦।୧୦: ଦେଶରେ କୌଣସି ପ୍ରକାର ଦୂର୍ନୀତିକୁ ସହ୍ୟ କରାଯିବ ନାହିଁ। ଏଭଳି କାର୍ଯ୍ୟ ସହିତ ଲିପ୍ତ ଥିବା ବ୍ୟକ୍ତି ଯେତେ ଶକ୍ତିଶାଳୀ ହେଲେ ମଧ୍ୟ ତାଙ୍କ ପ୍ରତି ଦଣ୍ଡବିଧାନ କରାଯିବାରେ ହେଳା ପ୍ରଦର୍ଶନ କରାଯିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri