Tag Archives: Home Middle

ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନୀ ବିଗୁଲ…

ଲକ୍ଷ୍ନୌ,୨୦।୧୦: ଆସନ୍ତା ୨୦୨୨ର ଫେବୃୟାରୀ-ମାର୍ଚ୍ଚରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟରେ ନିର୍ବାଚନୀ ବିଗୁଲ ବଜାଇଛନ୍ତି। ବୁଧବାର ରାଜ୍ୟର କୁଶୀନଗରଠାରେ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ପ୍ରଧାନନ୍ତ୍ରୀ ଲୋକାର୍ପିତ କରିଛନ୍ତି। ସେହିପରି ୧୮୦.୬୬...

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ରାଜ୍ୟରେ ବୁଧବାର ୫୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୨୧...

ମନ୍ଦିରର ୨,୧୩୮କିଲୋଗ୍ରାମ୍‌ ସୁନା ତରଳାଇବା ଯୋଜନା, ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟରେ ଚ୍ୟାଲେଞ୍ଜ…

ଚେନ୍ନାଇ,୨୦।୧୦: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ ସରକାର ରାଜ୍ୟର ବିଭିନ୍ନ ମନ୍ଦିରରୁ ପ୍ରାୟ ୨,୧୩୮ କିଲୋଗ୍ରାମ ସୁନା ତରଳାଇବାକୁ ଯୋଜନା ପ୍ରସ୍ତୁତ କରିଛନ୍ତି। ଏ ସମ୍ପର୍କରେ ରାଜ୍ୟ ସରକାର ଦେଇଥିବା ଆଦେଶକୁ ମାଡ୍ରାସ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଆବେଦନକାରୀ ଏହାକୁ...

ହାରୁଛି କରୋନା, ସୁସ୍ଥତା ହାର ୯୮.୧୫ ପ୍ରତିଶତ…

ନୂଆଦିଲ୍ଲୀ,୨୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଧୀରେଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୪ ହଜାର ୬୨୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୯୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ...

ବର୍ଷା ବିତ୍ପାତ: ୩୪ ମୃତ

ଡେରାଡୁନ/ନୈନିତାଲ, ୨୦ା୧୦: ଦେବଭୂମି ଉତ୍ତରାଖଣ୍ଡକୁ ବିପତ୍ତିକୁ ଡାକି ଆଣିଛି ଲଗାଣ ବର୍ଷା। ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁ ମଙ୍ଗଳବାର ୨୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ମୃତକଙ୍କ ସଂଖ୍ୟା ୩୪କୁ ବଢ଼ିଛି। ରେସ୍କ୍ୟୁ ଅପରେଶନରେ ନିୟୋଜିତ ଏନ୍‌ଡିଆର୍‌ଏଫ୍‌ ଅଦ୍ୟାବଧି...

ଇଣ୍ଟରନେଟ୍‌କୁ ନୂଆ ରୂପ ଦେବ ମେଟାଭର୍ସ

ଲଣ୍ଡନ, ୨୦ା୧୦: ଦୁନିଆର ସବୁଠୁ ବଡ଼ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଫେସ୍‌ବୁକ୍‌ ପାଇବ ନୂଆ ପରିଚୟ। ସୋସିଆଲ ମିଡିଆ ବଦଳରେ ଫେସ୍‌ବୁକ୍‌କୁ ‘ମେଟାଭର୍ସ’ରେ ପରିଣତ କରିବାକୁ ଯାଉଛନ୍ତି ଏହାର ପ୍ରତିଷ୍ଠାତା ମାର୍କ ଜୁକରବର୍ଗ। ସବୁକିଛି ଯୋଜନା ଅନୁଯାୟୀ ଚାଲିଲେ ଫେସ୍‌ବୁକ୍‌...

‘ଚାଷୀ ଆନ୍ଦୋଳନ ଶେଷ ହେଲେ ଭାଜପା ସହ ମେଣ୍ଟ’

ନୂଆଦିଲ୍ଲୀ,୨୦।୧୦: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ମଙ୍ଗଳବାର ନୂଆ ରାଜନୈତିକ ଦଳ ଗଠନ କରିବେ। ଯଦି ଚାଷୀ ଆନ୍ଦୋଳନର ସମାଧାନ ହୋଇଯାଏ, ତେବେ ସେ ଭାଜପା ଓ ଅକାଳି ଦଳ ସହ ମେଣ୍ଟ କରି ଆସନ୍ତା ବର୍ଷ ହେବାକୁ...

ଉତ୍ତରାଖଣ୍ଡରେ ମୃତ୍ୟୁର ତାଣ୍ଡବ ଜାରି

ନୂଆଦିଲ୍ଲୀ,୧୯।୧୦: ଲଗାଣ ବର୍ଷା କାରଣରୁ ଉତ୍ତରାଖଣ୍ଡର ବିଭିନ୍ନ ଜିଲାରେ ଦେଖିବାକୁ ମିଳିଛି ମୃତ୍ୟୁର ତାଣ୍ଡବ। ପର୍ଯ୍ୟଟନ ସ୍ଥଳ ଭାବେ ଜଣାଶୁଣା ନେନିତାଲ ସମ୍ପୂର୍ଣ୍ଣ ରୂପେ ବାହ୍ୟ ଯୋଗାଯୋଗରୁ ବିଚ୍ଛିନ୍ନ ହୋଇଯାଇଛି। ସୋମବାର ମୁକ୍ତେଶ୍ୱର ଓ ଖାଇର୍ନା ଅଞ୍ଚଳରେ ଘର ଭୁଷୁଡି...

ଶିକ୍ଷୟିତ୍ରୀ ମମିତା ମୃତ୍ୟୁ ମାମଲା: ଆଖୁ କିଆରିରୁ ଧରା ପଡ଼ିଲେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ

ବଲାଙ୍ଗୀର ଅଫିସ,୧୯ା୧୦: ଶିକ୍ଷୟିତ୍ରୀ ମମିତା ମେହେର  ନିଖୋଜ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶେଷରେ ଧରା ପଡ଼ିଛନ୍ତି। ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ଝରିଆଲ ପଞ୍ଚାୟତ ବୁଢ଼ିପଦର ଗାଁର ଏକ ଆଖୁ କିଆରିରେ ଲୁଚି ରହିଥିବା ବେଳେ ପୋଲିସ...

ଭାରତ ଇତିହାସ ରଚିବା ଦ୍ୱାରଦେଶରେ, ୯୯ କୋଟିରୁ ଅଧିକ ଟିକାକରଣ…

ନୂଆଦିଲ୍ଲୀ,୧୯।୧୦: ଭାରତ ନୂଆ ଇତିହାସ ରଚିବାର ଦ୍ୱାରଦେଶରେ ଠିଆ ହୋଇଛି। ଦେଶରେ ଇତିମଧ୍ୟରେ ୯୯ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ଡ.ମନସୁଖ ମାଣ୍ଡବ୍ୟ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦେଇଛନ୍ତିି। ଟିକାକରଣ ଅଭିଯାନରେ ଭାରତ ଇତିହାସ...

ବାଇଡେନଙ୍କୁ ଟ୍ରମ୍ପଙ୍କ ଚ୍ୟାଲେଞ୍ଜ

ଓ୍ବାଶିଂଟନ,୧୯ା୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର କୋର୍ଟରେ ହାଜର ହୋଇ ଜାନୁୟାରୀ ୬ରେ ସଂସଦ ଉପରେ ହୋଇଥିବା ଆକ୍ରମଣର ଡକ୍ୟୁମେଣ୍ଟ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି। ଏହି ପ୍ରସଙ୍ଗରେ ସେ ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନଙ୍କ...

ଜାପାନ ମୁହାଁ ଉତ୍ତର କୋରିଆ କ୍ଷେପଣାସ୍ତ୍ର…

ଟୋକିଓ,୧୯।୧୦: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ବାରଣ ସତ୍ତ୍ୱେ ପୁଣି କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଆମେରିକା ଆଣବିକ ନିରସ୍ତ୍ରୀକରଣ ନେଇ କିମ୍‌ଙ୍କ ତାଗିଦ୍‌ କରିବାର କିଛି ଘଣ୍ଟା ପରେ ମଙ୍ଗଳବାର ଏହି କ୍ଷେପଣାସ୍ତ୍ରକୁ ଜାପାନ ମୁହାଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri