Tag Archives: Home Middle

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୧୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୮ ମାସ ପରେ ଦୈନିକ ସଂକ୍ରମଣ ୧୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ...

ଚାଇନା ସୈନ୍ୟଙ୍କ ମୁକାବିଲା ପାଇଁ ବଜ୍ର, ତ୍ରିଶୂଳ

ନୂଆଦିଲ୍ଲୀ, ୧୯।୧୦: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଗତବର୍ଷ ଜୁନ୍‌ରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଥିଲା, ଯେଉଁଥିରେ ଭାରତର ୨୦ ଯବାନ ଶହୀଦ ହୋଇଥିଲେ। ଏହି ସଂଘର୍ଷରେ ଚାଇନା ସୈନ୍ୟ ଅଣମାରାତ୍ମକ ଅସ୍ତ୍ର ବ୍ୟବହାର...

ନିଯୁକ୍ତି ଲକ୍ଷ୍ୟ ୨ଗୁଣ କଲେ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୧୯।୧୦: ଟିସିଏସ୍‌, ଇନ୍‌ଫୋସିସ, ଓ୍ବିପ୍ରୋ ଏବଂ ଏଚ୍‌ସିଏଲ୍‌ ଭଳି ଦେଶର ୪ ପ୍ରମୁଖ ଆଇଟି କମ୍ପାନୀ ଚଳିତ ଆର୍ଥତ୍କ ବର୍ଷ ଲାଗି ସେମାନଙ୍କ ନିଯୁକ୍ତି ପ୍ରଦାନ ଲକ୍ଷ୍ୟକୁ ୨ ଗୁଣ କରିଛନ୍ତି। ଏହି କମ୍ପାନୀଗୁଡ଼ିକ ୧.୬୦ ଲକ୍ଷ ଫ୍ରେସର୍ସଙ୍କୁ ଚାକିରି...

ଗୁରୁବାର ଯାଏ ବନ୍ଦ ରହିବ ବ୍ୟାଙ୍କ୍‌

ଭୁବନେଶ୍ୱର,୧୯।୧୦: ରାଜ୍ୟରେ ମଙ୍ଗଳବାର ଏବଂ ବୁଧବାର ଦୁଇ ଦିନ ବନ୍ଦ ରହିବ ବ୍ୟାଙ୍କ୍‌ । ମୁସଲିମ ପର୍ବ ଇଦ-ମିଲାଦ ଏବଂ ହିନ୍ଦୁ ମହୋତ୍ସବ ‘ଗଜଲକ୍ଷ୍ମୀ ପୂଜା’କୁ ଦୃଷ୍ଟିରେ ରଖି ଓଡିଶାରେ କାର୍ଯ୍ୟ କରୁଥିବା ବ୍ୟାଙ୍କ୍‌ ଏବଂ ବ୍ୟାଙ୍କିଙ୍ଗ୍‌ ସଂସ୍ଥା ଏହି...

ଚାଷୀଙ୍କୁ ଦଳି ଦେଇଥିବା ଏସ୍‌ୟୁଭିରେ ଥିଲେ ଭାଜପା ନେତା

ଲକ୍ଷ୍ନୌ,୧୯।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ଚଳିତ ମାସ ୩ ତାରିଖରେ ଆନ୍ଦୋଳନରତ କୃଷକଙ୍କ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ଏସ୍‌ୟୁଭି ମାଡ଼ି ଯାଇଥିଲା। ଏଥିରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଘଟଣା ବେଳେ ଏସ୍‌ୟୁଭି ଭିତରେ...

ଖୋଲିବ ସ୍କୁଲ; ୨ ଦିନ ପାଠ ପଢ଼ା ଯିବନି

ଭୁବନେଶ୍ୱର,୧୮।୧୦ (ବ୍ୟୁରୋ): ଆସନ୍ତା ୨୧ରୁ ଏକାଦଶ ଓ ୨୫ ତାରିଖରୁ ଅଷ୍ଟମ ଶ୍ରେଣୀ ଖୋଲିବ। ଏ ନେଇ ସ୍କୁଲ ଓ ଗଣ ଶିକ୍ଷା ବିଭାଗ ମାର୍ଗଦର୍ଶିକା ଜାରି କରିଛି। ଅଷ୍ଟମ ଶ୍ରେଣୀ ପାଇଁ ୧୭ରୁ ୨୪ ତାରିଖ ମଧ୍ୟରେ ଶିକ୍ଷକ...

ରାମ ରହିମ୍‌ଙ୍କୁ ଆଜୀବନ ଜେଲ୍‌

ନୂଆଦିଲ୍ଲୀ,୧୮।୧୦: ରଣଜିତ ସିଂ ହତ୍ୟା ମାମଲାରେ ସୋମବାର ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ ଡେରାମୁଖୀ ରାମ ରହିମଙ୍କ ସମେତ ୫ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ରାମ ରହୀମଙ୍କ ଉପରେ ୩୧...

ଆସାମରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର, ହାଇ ଆଲର୍ଟ ଜାରି…

ଶ୍ରୀନଗର,୧୮।୧୦: ଆସାମରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାକିସ୍ତାନ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ନିର୍ଦ୍ଦେଶରେ ଆତଙ୍କବାଦୀ ସଂଗଠନ ଅଲ୍‌-କାଇଦା ପକ୍ଷରୁ ଏନେଇ ଷଡ଼ଯନ୍ତ୍ର ରଚାଯାଇଛି। ଆର୍‌ଏସ୍‌ଏସ୍‌ କ୍ୟାଡର ଏବଂ...

ଆଉ ଫେରିବୁନି କଶ୍ମୀର, ପ୍ରବାସୀ ଶ୍ରମିକଙ୍କ ଘର ବାହୁଡ଼ା କୋହ…

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଟାର୍ଗେଟ୍‌ କିଲିଂ ଯୋଗୁ ପ୍ରବାସୀ ଶ୍ରମିକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ସେମାନେ ଏବେ ଘର ମୁହାଁ ହୋଇଛନ୍ତି। ଘରକୁ ଫେରିବା ଲାଗି ଷ୍ଟେଶନରେ ପ୍ରବାସୀ ଶ୍ରମିକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ସେମାନେ ଆଉ କଶ୍ମୀର...

ପୋଲିସ ମୁଣ୍ଡରେ ଅଠା, ହିଂସା ପାଇଁ ଦାୟୀ କଲେ ମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସା ମାମଲାରେ ପୋଲିସ ମୁଣ୍ଡରେ ଅଠା ବୋଳିଛନ୍ତି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରା। ସେ କହିଛନ୍ତି ଟିକୁନିଆ ଗାଁରେ ଘଟିଥିବା ହିଂସା ଲାଗି ସ୍ଥାନୀୟ ପୋଲିସ ଦାୟୀ। ସେ କହିଛନ୍ତି ଶ୍ରମିକ ଶ୍ୟାମ ସୁନ୍ଦର...

ଚନ୍ଦ୍ରରେ ଓ୍ବାଇ-ଫାଇ ନେଟ୍‌ଓ୍ବାର୍କ ସ୍ଥାପନ ପାଇଁ ନାସାର ଯୋଜନା…

ଓ୍ବାଶିଂଟନ,୧୮।୧୦: ଆମେରିକାର ସ୍ପେସ ଏଜେନ୍ସି ନାସା ଚନ୍ଦ୍ରରେ ୱାଇ-ଫାଇ ନେଟୱାର୍କ ସ୍ଥାପନ କରିବାକୁ ଚିନ୍ତା କରୁଛି। ନିକଟରେ ହୋଇଥିବା ଏକ ଅଧ୍ୟୟନରେ ଏହା ପ୍ରକାଶ ପାଇଛି। ଏହା ଦ୍ୱାରା ଆମେରିକାର କେତେକ ଅଞ୍ଚଳରେ ଇଣ୍ଟରନେଟ ସମସ୍ୟାକୁ ଦୂର କରାଯାଇ ପାରିବ।...

ଚାଇନାରେ ଅସଲି ସ୍କ୍ବିଡ୍‌ ଗେମ୍‌, ବର୍ଷକୁ ଲକ୍ଷେ ଲୋକଙ୍କର ହାର୍ଟ-ଲିଭର-କିଡ୍‌ନୀ କାଢ଼ି ନେଉଛନ୍ତି ସରକାର…

ବେଜିଂ,୧୮।୧୦: ଦକ୍ଷିଣ କୋରିଆର ହରର ଡ୍ରାମା ସିରିଜ ସ୍କ୍ବିଡ୍‌ ଗେମ୍‌ ନେଟଫ୍ଲିକ୍ସରେ ସମସ୍ତ ରେକର୍ଡ ଭାଙ୍ଗିଛି। ଏହି ଶୋ’ରେ, ଯେଉଁମାନେ ଋଣଗ୍ରସ୍ତ ହୋଇଥିବା ଲୋକଙ୍କୁ ଟଙ୍କାର ପ୍ରଲୋଭନ ଦିଆଯାଇଛି। ଫଳରେ ପରସ୍ପର ମଧ୍ୟରେ ରକ୍ତାକ୍ତ ଲଢ଼େଇ କରି ୪୫୫ ଜଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri