Tag Archives: Home Middle

ମୁଷଳଧାରା ବର୍ଷା, ୧୮ଜଣଙ୍କ ମୃତ୍ୟୁ…

ଥିରୁଭାନନ୍ତପୁରମ୍‌,୧୭।୧୦: କରୋନା ମହାମାରୀ ସଂକ୍ରମଣ ଯୋଗୁ କେରଳରେ ସଙ୍କଟ ସୃଷ୍ଟି ହୋଇଥିଲା। ଏବେ ପ୍ରବଳ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ସ୍ଥିିତି ସୃଷ୍ଟି ହୋଇଛି। ମୁଷଳଧାରା ବର୍ଷାରେ ଭାସିଯାଇ ଇତିମଧ୍ୟରେ ରାଜ୍ୟରେ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ଯୁଦ୍ଧକାଳୀନ ଭିତ୍ତିରେ...

ହାଇପରସୋନିକ କ୍ଷେପଣାସ୍ତ୍ର ପରୀକ୍ଷା କଲା ଚାଇନା…

ବେଜିଂ,୧୭।୧୦: ବିସ୍ତାରବାଦୀ ନୀତି ଜାରି ରଖିଥିବା ଚାଇନା ହାଇପରସୋନିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ମହାକାଶରେ ନିଜର ସ୍ଥିତି ସୁଦୃଢ଼ କରିବା ଲାଗି ଚାଇନା ଯୋଜନାବଦ୍ଧ ଭାବେ ଏଭଳି କରିଛି। ଚାଇନା ପାଖରେ ଥିବା ଏହି କ୍ଷମତା ବର୍ତ୍ତମାନ ପୃଥିବୀର ଅନ୍ୟ...

ଭାରତକୁ ପ୍ରଶଂସା କଲା ବିଶ୍ୱ ବ୍ୟାଙ୍କ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୭।୧୦: କରୋନା ମହାମାରୀ ବିରୋଧରେ ସଫଳ ଟିକାକରଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ ଡେଭିଡ ମାଲପାସ ଭାରତକୁ ଅଭିନନ୍ଦନ ଜଣାଇଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସହ ଏକ ବୈଠକରେ ସେ ଟିକା ଉତ୍ପାଦନ ତଥା ବିତରଣରେ ଅନ୍ତର୍ଜାତୀୟସ୍ତରରେ ଗୁରୁତ୍ୱପୂର୍ଣ୍ଣ...

୧୫ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ...

ପାକିସ୍ତାନ ପଛରେ ଭାରତ

ନୂଆଦିଲ୍ଲୀ, ୧୭ା୧୦: ଭାରତରେ କ୍ଷୁଧାହାର ପୂର୍ବାପେକ୍ଷା ଅଧିକ ଚିନ୍ତାଜନକ ରହିଛି। ଏପରି କି ପଡ଼ୋଶୀ ପାକିସ୍ତାନ, ନେପାଳ, ବାଂଲାଦେଶ ଅପେକ୍ଷା ଭାରତର ସ୍ଥିତି ଖରାପ ରହିଥିବା ବିଶ୍ୱ କ୍ଷୁଧା ସୂଚକାଙ୍କ-୨୦୨୧(ଜିଏଚ୍‌ଆଇ)ରୁ ଜଣାପଡ଼ିଛି। ୧୧୬ ଦେଶକୁ ନେଇ ପ୍ରସ୍ତୁତ ତାଲିକାରେ ଭାରତର...

ଧିମେଇଛି ଅପରେଶନ ମୁସ୍କାନ, ପରୀ

ପୁରୀ ଅଫିସ,୧୭।୧୦: ରାଜ୍ୟରେ ଯେପରି କେହି ଶିଶୁ ଶ୍ରମିକ ନ ରହିବେ, ସେଥିପାଇଁ ସରକାରଙ୍କ ପକ୍ଷରୁ ଅପରେଶନ ମୁସ୍କାନ ଓ ପରୀ ଯୋଜନା ହାତକୁ ନିଆଯାଇଛି। ହେଲେ ଏହି ଯୋଜନା ପୁରୀ ଜିଲାରେ ଧିମେଇ ଯାଇଥିବା ନଜରକୁ ଆସିଛି। ପୁରୀ...

୧୮ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ୧୭ରେ ଉପକୂଳ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା...

ପାମ୍ପୋର ଏନକାଉଣ୍ଟର: ଲସ୍କରର ଟପ୍ କମାଣ୍ଡର ସମେତ ଦୁଇ ଆତଙ୍କବାଦୀ ନିହତ

ଜମ୍ମୁ,୧୬ ।୧୦: ଜମ୍ମୁ-କଶ୍ମୀର ପୁଲୱାମାର ପାମ୍ପୋର ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏମାନଙ୍କ ମଧ୍ୟରେ ଲସ୍କର-ଇ-ତୋଏବାର ଆତଙ୍କବାଦୀ ଉମର...

ରାଜ୍ୟରେ ୪୭ ଜଣ ଛୁଆ ପଜିଟିଭ୍‌

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶନିବାର ୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ...

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୮୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼, ପୁରୀ ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର...

ବିଶ୍ୱ ଖାଦ୍ୟ ଦିବସ: ଦେଶରେ ପ୍ରତିବର୍ଷ ନଷ୍ଟ ହେଉଛି ୪୦ ପ୍ରତିଶତ ଖାଦ୍ୟ, ପ୍ରତିଦିନ ଭୋକରେ ଶୋଉଛନ୍ତି ୨୦ କୋଟି

ନୂଆଦିଲ୍ଲୀ,୧୬ ।୧୦: ଅକ୍ଟୋବର ୧୬ ହେଉଛି ବିଶ୍ୱ ଖାଦ୍ୟ ଦିବସ । ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସରେ ୧୧୬ ଦେଶ ତାଲିକାରେ ଭାରତ ୯୧ ସ୍ଥାନରୁ ୧୦୧ତମ ସ୍ଥାନକୁ ଖସି ଆସିଛି । ଜାତିସଂଘର ଖାଦ୍ୟ ଏବଂ କୃଷି ସଙ୍ଗଠନ(ଏଫ୍‌ଏଓ)ର ରିପୋର୍ଟ...

ମାଇଲଷ୍ଟୋନ ସହ ହାତେଇଲେ ଆଇପିଏଲ ଟ୍ରଫି

ଦୁବାଇ,୧୫।୧୦: ୨୦୧୦, ୨୦୧୧ ଓ ୨୦୧୮ ପରେ ୪ର୍ଥ ଥର ପାଇଁ ଆଇପିଏଲ ଟ୍ରଫି ହାତେଇଛି ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ଶୁକ୍ରବାର ଖେଳାଯାଇଥିବା ଫାଇନାଲରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ୨୭ ରନ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri