Tag Archives: Home Middle

ଫାଇନାଲରେ ମୁକୁଟ ପିନ୍ଧିଲେ ରୁତୁରାଜ

ଦୁବାଇ,୧୫।୧୦: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ବ୍ୟାଟିଂ ସେନସେଶନ ରୁତୁରାଜ ଗାଏକ୍ୱାଡ ଶେଷରେ ଅରେଞ୍ଜ କ୍ୟାପର ଅଧିକାରୀ ହୋଇଛନ୍ତି। ଶୁକ୍ରବାର ଦୁବାଇରେ ଖେଳାଯାଇଥିବା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ବିପକ୍ଷ ଫାଇନାଲରେ ସେ ୩୨ (୩ ଚୌକା ଓ ୧...

୨୦ ଶ୍ରଦ୍ଧାଳୁଙ୍କ ଉପରେ ମାଡ଼ିଗଲା କାର

ନୂଆଦିଲ୍ଲୀ,୧୫।୧୦: ଦଶହରାରେ ଛତିଶଗଡ଼ର ଜାଶପୁର ଜିଲାରୁ ଆସିଛି ଦୁଃଖଦ ଖବର। ମା’ ଦୁର୍ଗାଙ୍କ ଦର୍ଶନ ଲାଗି ଯାଉଥିବା ଶ୍ରଦ୍ଧାଳୁଙ୍କ ଉପରେ ଏକ କାର ମାଡ଼ି ଯାଇଛି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି।...

୭ ନୂଆ ପ୍ରତିରକ୍ଷା କମ୍ପାନୀର ଶୁଭାରମ୍ଭ କଲେ ମୋଦି, ତିଆରି ହେବ ଫାଇଟର ପ୍ଲେନଠାରୁ ପିସ୍ତଲ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧୫ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୭ଟି ନୂଆ ପ୍ରତିରକ୍ଷା କମ୍ପାନୀର ଶୁଭାରମ୍ଭ କରିଛନ୍ତି । ଦେଶକୁ ସଶକ୍ତ କରିବା ପାଇଁ ଏହା ଏକ ପ୍ରୟାସ ବୋଲି ମୋଦି କହିଛନ୍ତି । ମୋଦି କହିଛନ୍ତି ସମୟ ସହିତ ପ୍ରତିରକ୍ଷା...

ଏଥର ମଧ୍ୟ ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଚଳିତ ବର୍ଷ ନିଜର ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ କରୋନା ସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ଶନିବାର ଜନ୍ମଦିନ ପାଳିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। ତେବେ ରାଜ୍ୟବାସୀଙ୍କ ଭଲପାଇବା, ଶୁଭେଚ୍ଛା ଏବଂ ଆଶୀର୍ବାଦ ପାଇଁ...

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସଡ୍‌

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜେଇଇ ଆଡଭାନ୍ସଡ୍‌ ୨୦୨୧ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୩୪୮ ନମ୍ବର ରଖି ଦିଲ୍ଲୀର ମ୍ରିଦୁଲ ଅଗ୍ରଓ୍ବାଲ ଟପ୍‌ ରାଙ୍କରେ ଅଛନ୍ତି। ମହିଳା ବର୍ଗରେ କାବ୍ୟା ଚୋପ୍ରା ଟପର୍‌ ହୋଇଛନ୍ତି। ମୋଟ୍‌ ୧ଲକ୍ଷ ୪୧ ହଜାର ୬୯୯...

ରାଜ୍ୟରେ ୪୬୭ ପଜିଟିଭ୍‌: ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶୁକ୍ରବାର ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ...

ଦେଶବାସୀଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ସବୁଦିନ ପାଇଁ ମନେ ରହିବେ କଲାମ: ମୋଦି

ନୂଆଦିଲ୍ଲୀ,୧୫ ।୧୦: ମିଶାଇଲ ମ୍ୟାନ, ଭାରତ ରତ୍ନ ତଥା ଭାରତର ୧୧ତମ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କ ୯୦ତମ ଜନ୍ମଦିନରେ ଦେଶ ତାଙ୍କୁ ମନେ ପକାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି କହିଛନ୍ତି...

ଫେରିଯିବ ମୌସୁମୀ

ନୂଆଦିଲ୍ଲୀ,୧୫ ।୧୦: ଦେଶର ପ୍ରାୟ ସମସ୍ତ ଭାଗରୁ ମୌସୁମୀ ଫେରି ଯାଇଛି କହିଲେ ଚଳେ । ଓଡ଼ିଶାର କିଛି ଭାଗରେ ଓ ପୂର୍ବ ଭାରତର କିଛି ଅଂଶ ସହ ଦକ୍ଷିଣ ଭାରତରେ ବି ମୌସୁମୀ ଏପଯ୍ୟନ୍ତ ସାମାନ୍ୟ ରହିଛି ।...

ଭାରତକୁ ଦୋହଲାଇ ଦେବାର ଷଡଯନ୍ତ୍ର! ପିଓକେରେ ଆତଙ୍କବାଦୀ ସଙ୍ଗଠନ ସହ ବୈଠକ କଲା ଆଇଏସ୍‌ଆଇ

ନୂଆଦିଲ୍ଲୀ,୧୫ ।୧୦: ପାକିସ୍ତାନ ଗୁଇନ୍ଦା ସଂସ୍ଥା ଇଣ୍ଟର ସର୍ବିସେସ ଇଣ୍ଟଲିଜେନ୍ସ (ଆଇଏସ୍‌ଆଇ) ଓ କିଛି ଆତଙ୍କବାଦୀ ସଙ୍ଗଠନର ମୁଖ୍ୟଙ୍କ ମଧ୍ୟରେ ନିକଟରେ ବୈଠକ ହୋଇଥିବା ସୂଚନା ମିଳିଛି । କୁହାଯାଉଛି କି ଏହି ବୈଠକ ପିଓକେର ମୁଜାଫରାବାଦରେ ହୋଇଛି ।...

କଏଦୀ ନଂ ଏନ୍‌୯୫୬

ମୁମ୍ବାଇ,୧୫।୧୦: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଆର୍ଯ୍ୟନ ଖାନଙ୍କୁ କ୍ୱାରେଣ୍ଟିନରୁ ବାହାରି କରି କଏଦୀଙ୍କ ଭଳି ଆର୍ଥର ରୋଡ୍‌ ଜେଲ ପଠାଇ ଦିଆଯାଇଛି। କଏଦୀ ନଂ ଏନ୍‌୯୫୭। ତାଙ୍କୁ ଯେଉଁମାନଙ୍କ ସହ ରଖାଯାଇଛି, ସେମାନେ ମଧ୍ୟ ସମାନ ମାମଲାରେ ଜଡ଼ିତ।...

ରୋଗୀଙ୍କ ସମ୍ପର୍କୀୟ ଧମକଚମକ ଦେଲେ ଡାକ୍ତରଙ୍କ ପାଇଁ କାମ କରିବା କଷ୍ଟକର ହେବ: କୋର୍ଟ…

ଚଣ୍ଡିଗଡ଼,୧୪।୧୦: ଯଦି ଡାକ୍ତରମାନେ ସବୁବେଳେ ରୋଗୀଙ୍କୁ ସମ୍ପର୍କୀୟଙ୍କ ଦ୍ୱାରା ମାଡ ମାରାଯିବା, ନିର୍ଯାତନା ଦିଆଯିବା ସହ ଧମକ ଚମକ ଦିଆଯାଏ, ତେବେ ସେମାନଙ୍କ କାମ କରିବା କଷ୍ଟକର ହେବ ବୋଲି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ କହିଛନ୍ତି। ବିଚାରପତି ବିକାଶ...

୫ ଦିନରେ ୯ ଟପ୍‌ ଆତଙ୍କବାଦୀ କମାଣ୍ଡରଙ୍କ ମୁଣ୍ଡ ଗଡ଼ିଛି…

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ଅପରେଶନ୍‌ ଅଲ୍‌ ଆଉଟ୍‌ ଅନ୍ତର୍ଗତ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ଧରଣର ସଫଳତା ମିଳିଛି। ଅକ୍ଟୋବର ୮ରୁ ୧୩ ଗତ ୫ ଦିନ ମଧ୍ୟରେ ୯ ଜଣ ଟପ୍‌ ଆତଙ୍କବାଦୀ କମାଣ୍ଡରଙ୍କ ମୁଣ୍ଡ ଗଡ଼ିଛି। ସେମାନେ ମୋଷ୍ଟ ଓ୍ବାଣ୍ଟେଡ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri