Tag Archives: Home Middle

ରାଜ୍ୟ ସରକାରଙ୍କୁ ରାସ୍ତାରେ ବୁଲୁଥିବା ବେଘର-ରୋଗାକ୍ରାନ୍ତଙ୍କ ରିପୋର୍ଟ ତଲବ…

ଚେନ୍ନାଇ,୧୪।୧୦: ରାସ୍ତାରେ ବୁଲୁଥିବା ବେଘର ମାନସିକ ରୋଗୀ ତଥା ରୋଗାକ୍ରାନ୍ତଙ୍କ ରିପୋର୍ଟ ସରକାରଙ୍କୁ ତଲବ କରିଛନ୍ତି ମାଡ୍ରାସ୍‌ ହାଇକୋର୍ଟ। ଏହା ସହିତ ସରକାରୀ ଆଶ୍ରୟ ଶିବିରର ନବୀକରଣ ଏବଂ ନିର୍ମାଣ ସମ୍ପର୍କିତ ସବିଶେଷ ତଥ୍ୟ ରାଜ୍ୟ ସରକାରଙ୍କଠାରୁ ମାଗିଛନ୍ତି। ଏସବୁ...

ସୁରକ୍ଷା ପାଇଁ ଲାଇସେନ୍ସ୍‌ ବନ୍ଧୁକ ରଖିବା ଆଇନଜୀବୀଙ୍କ ଲାଗି ଉଚିତ ନୁହେଁ…

ଲକ୍ଷ୍ନୌ,୧୪।୧୦: ଜଣେ ଆଇନଜୀବୀ ନିଜ ସୁରକ୍ଷା ପାଇଁ ପାଖରେ ଲାଇସେନ୍ସ୍‌ ବନ୍ଧୁକ ରଖିବାକୁ କରିଥିବା ଆବେଦନକୁ ଆହ୍ଲାବାଦ ହାଇକୋର୍ଟ ଖାରଜ କରଛନ୍ତି। କୋର୍ଟ କହିଛନ୍ତି ଯେ, ବିନା କାରଣରେ ଲାଇସେନ୍ସପ୍ରାପ୍ତ ଅସ୍ତ୍ରଶସ୍ତ୍ର ରଖିବାର ଜଣେ ଆଇନଜୀବୀଙ୍କ ଲାଗି ଠିକ ନୁହେଁ।...

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୫ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଗୁରୁବାର ୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ...

ଘର ଖାଲି କରିବାକୁ ଏୟାର ଇଣ୍ଡିଆ କର୍ମଚାରୀଙ୍କୁ ନିର୍ଦ୍ଦେଶ, ହରତାଳ କରିବେ କର୍ମଚାରୀ…

ନୂଆଦିଲ୍ଲୀ,୧୪।୧୦: ଏୟାର ଇଣ୍ଡିଆର ନିଲାମ ପରେ ଏହାର କର୍ମଚାରୀଙ୍କ ଉପରେ ଏବେ ସଙ୍କଟ ଘନେଇବାରେ ଲାଗିଛି। ଏୟାର ଇଣ୍ଡିଆ ଟାଟା ସନ୍ସଙ୍କ ହାତକୁ ଯିବା ପରେ ବର୍ତ୍ତମାନ ଏୟାର ଇଣ୍ଡିଆର ୟୁନିଅନ ଧର୍ମଘଟ କରିବାକୁ ଯୋଜନା କରିଛି। ଏୟାର ଇଣ୍ଡିଆର...

୩ ରାଜ୍ୟ ସୀମାରେ ବିଏସ୍‌ଏଫ୍‌ର କ୍ଷମତା ବୃଦ୍ଧି, ପଶ୍ଚିମବଙ୍ଗ-ପଞ୍ଜାବ କଲେ ବିରୋଧ…

ନୂଆଦିଲ୍ଲୀ,୧୪।୧୦: ପାକିସ୍ତାନ ଏବଂ ବାଂଲାଦେଶ ସହିତ ଆନ୍ତର୍ଜାତୀୟ ସୀମା ରହିଥିବା ତିନୋଟି ରାଜ୍ୟ ମଧ୍ୟରେ ୫୦ କିଲୋମିଟର ପର୍ଯ୍ୟନ୍ତ ବିଏସ୍‌ଏଫ୍‌ କ୍ଷମତା ବୃଦ୍ଧି ପାଇବ। ଆସାମ, ପଞ୍ଜାବ, ପଶ୍ଚିମବଙ୍ଗ ସୀମାରେ ବିଏସଏଫର ଅଧିକାର ବୃଦ୍ଧି ହେବ। ଏବେ ୧୫ କିଲୋମିଟର...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଗତ ୨୪...

ଅରୁଣାଚଳକୁ ନେଇ ଚାଇନାର ଦାଦାଗିରି

ନୂଆଦିଲ୍ଲୀ, ୧୪ା୧୦: ବିସ୍ତାରବାଦୀ ଚିନ୍ତାଧାରା ରଖି ଦାଦାଗିରି ଦେଖାଇବାରେ ଲାଗିଛି ଚାଇନା। ଭାରତ ସୀମାରେ ବେଆଇନ ପ୍ରବେଶକୁ ନେଇ ଉଭୟ ଦେଶର ସୈନ୍ୟ ବାରମ୍ବାର ମୁହାଁମୁହିଁ ହେଉଛନ୍ତି। ଲଦାଖ ସୀମାରେ ବିବାଦ ସମାଧାନ ପାଇଁ କମାଣ୍ଡସ୍ତରୀୟ ବୈଠକ ବସୁଛି। ହେଲେ...

ଗର୍ଭପାତ ସମୟ ସୀମା ବଢ଼ିଲା

ନୂଆଦିଲ୍ଲୀ, ୧୪ା୧୦: ଗର୍ଭପାତ ସମ୍ପର୍କରେ କେନ୍ଦ୍ର ସରକାର ନିୟମରେ ସଂଶୋଧନ ଆଣିଛନ୍ତି। ଏଥିରେ କିଛି ନିର୍ଦ୍ଦିଷ୍ଟ ଶ୍ରେଣୀର ମହିଳାଙ୍କ ନିମନ୍ତେ ଗର୍ଭପାତ ସମୟ ୨୦ରୁ ୨୪ ସପ୍ତାହକୁ ବୃଦ୍ଧି କରାଯାଇଥିବା ନେଇ ବୁଧବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ମେଡିକାଲ...

କନ୍ୟା ବିକି ଚଳୁଛନ୍ତି ଆଫଗାନ୍‌

କାବୁଲ, ୧୪ା୧୦: ଦାରିଦ୍ର୍ୟ, ବେରୋଜଗାରୀ, ଗମ୍ଭୀର ଅର୍ଥନୀତି ସଙ୍କଟ ଯୋଗୁ ଆଫଗାନିସ୍ତାନର ଘୁର୍‌ ପ୍ରାନ୍ତରେ ସ୍ଥିତି ଉଦ୍‌ବେଗଜନକ ରହିଛି। ଅର୍ଥ, ଘରୋଇ ସାମଗ୍ରୀ, ଅସ୍ତ୍ରଶସ୍ତ୍ର ଆଦି ବଦଳରେ ନିଜ ନାବାଳିକା ଝିଅ ଏପରିକି ଶିଶୁକନ୍ୟାଙ୍କୁ ମଧ୍ୟ ବିକି ଦେଉଛନ୍ତି ସେଠାକାର...

ଫେରିଲା ସାବରକର ବିବାଦ

ନୂଆଦିଲ୍ଲୀ/ମୁମ୍ବାଇ,୧୪।୧୦: ହିନ୍ଦୁ ମହାସଭା ନେତା ବୀର ସାବରକର ଆଣ୍ଡାମାନର ସେଲ୍ୟୁଲାର ଜେଲରେ ଥିବାବେଳେ ମହାମତ୍ା ଗାନ୍ଧୀଙ୍କ ପରାମର୍ଶକ୍ରମେ ବ୍ରିଟିଶ ସରକାରଙ୍କ ନିକଟରେ ରାଜକ୍ଷମା ମାଗିଥିଲେ। କିନ୍ତୁ କେତେକ ନିର୍ଦ୍ଦିଷ୍ଟ ଚିନ୍ତାଧାରାର ଲୋକେ ସ୍ବାଧୀନତା ସଂଗ୍ରାମ ପ୍ରତି ତାଙ୍କ ଅବଦାନକୁ କଳଙ୍କିତ...

ସିଡବ୍ଲୁସି ବୈଠକରେ ଯୋଗଦେବେ ଗେହଲଟ: ଦୀପାବଳି ମଧ୍ୟରେ ହୋଇପାରେ ଅଦଳବଦଳ

ନୂଆଦିଲ୍ଲୀ,୧୪ ।୧୦: ପଞ୍ଜାବ କଂଗ୍ରେସରେ ଉତ୍‌ଥାନ ପତନ ପରେ ଏବେ ରାଜସ୍ଥାନ ସରକାରଙ୍କୁ ନେଇ ଚାଲିଛି ଆଲୋଚନା । ଅକ୍ଟୋବର ୧୬ରେ କଂଗ୍ରେସ କାର୍ଯ୍ୟକାରିଣୀ(ସିଡବ୍ଲୁସି) ବୈଠକ ଥିବା ବେଳେ ସେଥିରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଯୋଗ ଦେବେ ବୋଲି ଜଣାପଡିଛି...

ଏନ୍‌ସିବିର ପ୍ରତ୍ୟେକ୍ଷଦର୍ଶୀଙ୍କ ପାଇଁ ଲୁକଆଉଟ୍‌

ପୁଣେ,୧୪।୧୦: କ୍ରୁଜ ଯାହଜରୁ ଡ୍ରଗ୍ସ ଜବତ ମାମଲାରେ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଅନ୍ୟତମ ସ୍ବାଧୀନ ପ୍ରତ୍ୟେକ୍ଷଦର୍ଶୀ କେ ପି ଗୋସାବିଙ୍କୁ ଖୋଜୁଛି ପୁଣେ ପୋଲିସ। ତାଙ୍କ ପାଇଁ ବୁଧବାର ଲୁକ୍‌ଆଉଟ୍‌ ଜାରି କରାଯାଇଛି। ଏହାର ଅର୍ଥ ସେ ବିମାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri