Tag Archives: Home Middle

ପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ, ୬ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର…

ଶ୍ରୀନଗର,୧୨।୧୦: ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲାରେ ଜଣେ ଜେସିଓ ଏବଂ ୪ ଜଣ ଯବାନ ଆତଙ୍କବାଦୀଙ୍କ ସହିତ ମୁହାଁମୁହିଁ ହୋଇ ଶହୀଦ୍‌ ହୋଇଥିଲେ। ଏହାର ୨୪ ଘଣ୍ଟା ମଧ୍ୟରେ ମିଳିତ ସୁରକ୍ଷାକର୍ମୀ ପ୍ରତିଶୋଧ ନେଇଛନ୍ତି। ସୁରକ୍ଷାକର୍ମୀଙ୍କ ଅଲ୍‌ ଆଉଟ୍‌ ଅପରେଶନ ସଫଳ...

ପୃଥିବୀକୁ ଅହିଂସା ରାସ୍ତା ଦେଖାଇଛି ଭାରତ…

ନୂଆଦିଲ୍ଲୀ,୧୨।୧୦: ଭାରତ ସମଗ୍ର ପୃଥିବୀକୁ ଅହିଂସାର ରାସ୍ତା ଦେଖାଇଛି। ସମ୍ପ୍ରତି ମହାତ୍ମା ଗାନ୍ଧୀଙ୍କ ଏହି ଆଦର୍ଶକୁ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ ମାନି ନେଇଛନ୍ତି। ପୃଥିବୀ ବିଶ୍ୱ ଯୁଦ୍ଧର ବିଭୀଷିକାରେ ଜଳୁଥିବା ବେଳେ ଭାରତ ଅହିଂସାର ମାର୍ଗକୁ ଗ୍ରହଣ କରିଥିଲା। ଏହା...

୬୦ ପ୍ରତିଶତ ଛୋଟ ପିଲା କରୋନା ଆକ୍ରାନ୍ତ, ଆଇସିଏମ୍‌ଆର୍‌ ସେରୋ ସର୍ଭେ ରିପୋର୍ଟ…

ନୂଆଦିଲ୍ଲୀ,୧୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ବ୍ରେକ୍‌ ଲାଗିଛି। ବିଶେଷଜ୍ଞ ଅକ୍ଟୋବରରେ କରୋନାର ତୃତୀୟ ଲହର ଆସିବାର ଆଶଙ୍କାର ପୂର୍ବାନୁମାନ କରିଥିଲେ। ତେବେ ଏବେ ଏହାର ଆଶଙ୍କା ଧୀରେଧୀରେ କମିବାରେ ଲାଗିଛି। ଏପରିସ୍ଥଳେ ଭାରତୀୟ ମେଡ଼ିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌) ପକ୍ଷରୁ...

କଶ୍ମୀର-ବାବରି-ଜେହାଦକୁ ନେଇ ଅଲ୍‌କାଇଦାର ଆତଙ୍କବାଦ ଜହର,ନୂଆ ଭିଡିଓ ଜାରି…

ନୂଆଦିଲ୍ଲୀ,୧୨।୧୦: ଆତଙ୍କବାଦୀ ସଂଗଠନ ଅଲ୍‌ କାଇଦା ପକ୍ଷରୁ ଏବେ ଏକ ନୂଆ ଭିଡ଼ିଓ ଜାରି ହୋଇଛି। ଏଥିରେ କଶ୍ମୀର-ବାବରୀ-ଜେହାଦକୁ ନେଇ ଆତଙ୍କବାଦ ଜହର ଓଗାଳିଛି ଏହି ସଂଗଠନ। ଅଲ୍‌ କାଏଦାର ମିଡ଼ିଆ ଶାଖା ଆଜ୍‌ ଶାହାବ ପକ୍ଷରୁ ଏହି ବିଦ୍ୱେଷ...

ବାଲ୍ୟ ବିବାହ ବିଲ୍‌, ଗେହଲଟ୍‌ ସରକାରଙ୍କ ୟୁଟର୍ନ…

ଜୟପୁର,୧୨।୧୦: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଗେହଲଟ୍‌ଙ୍କ ସରକାର ବାଲ୍ୟ ବିବାହ ରେଜିଷ୍ଟ୍ରେଶନ ବିଲ୍‌ ନେଇ ୟୁଟର୍ନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୌଣସି ସ୍ଥଳେ ବାଲ୍ୟ ବିବାହକୁ ପ୍ରଶୟ ଦିଆଯିବ ନାହିଁ। ରାଜ୍ୟ ସରକାର ଏନେଇ ସଂକଳ୍ପ ଗ୍ରହଣ କରିଛନ୍ତି। ରାଜ୍ୟ...

ରାଜଧାନୀରୁ ପାକିସ୍ତାନ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ,୧୨ ।୧୦: ରାଜଧାନୀ ଦିଲ୍ଲୀର ଲକ୍ଷ୍ମୀନଗର ଅଞ୍ଚଳରୁ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଜଣେ ପାକିସ୍ତାନୀ ଆତଙ୍କବାଦୀଙ୍କୁ ମଙ୍ଗଳବାର ଗିରଫ କରିଛି । ଭାରତୀୟ ନାଗରିକର ଏକ ଭୁଲ୍ ପରିଚୟ ପତ୍ରରେ ସେ ଦିଲ୍ଲୀରେ ରହୁଥିବା ପୋଲିସ କହିଛି ।...

୧୫ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ଏବେ ସରକାରଙ୍କୁ ଘାରିଛି। ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ...

ମିଶନ ଉତ୍ତରପ୍ରଦେଶ,ମମତା-କେଜ୍ରିଓ୍ବାଲଙ୍କ ଫର୍ମୂଲା ଅନୁସରଣ କରୁଛନ୍ତି ପ୍ରିୟଙ୍କା-ମାୟା-ଅଖିଳେଶ…

ଲକ୍ଷ୍ନୌ,୧୨।୧୦: ଆସନ୍ତା ୨୦୨୨ରେ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଭୋଟରଙ୍କୁ ହାତେଇବା ପାଇଁ କଂଗ୍ରେସ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ବହୁଜନ ସମାଜବାଦୀ ପାର୍ଟିର ମାୟାବତୀ ଏବଂ ସମାଜ ବାଦୀ ପାର୍ଟିର ଅଖିଳେଶ ଯାଦବ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ସୋପିଆନରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୩ ଆତଙ୍କବାଦୀ ମୃତ

ଶ୍ରୀନଗର,୧୨ ।୧୦: ଜମ୍‌ୁ-କଶ୍ମୀରର ସୋପିଆନରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆଇଜିପି କଶ୍ମୀର ବିଜୟ କୁମାର କହିଛନ୍ତି ମୃତ୍ୟୁ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରୁ ଜଣଙ୍କୁ ଚିହ୍ନଟ...

କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିର ଯାଇପାରିବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୧୧।୧୦: ଦଶହରା, ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ପୂର୍ବଭଳି ସବୁ ରବିବାର ମଧ୍ୟ ଦର୍ଶନ ବନ୍ଦ ରହିବ। ତେବେ ୨୦ ତାରିଖ କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ହେବ।...

ଫେରିଯାଉଛି ମୌସୁମୀ

ଭୁବନେଶ୍ବର,୧୧।୧୦(ବ୍ୟୁରୋ): ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଏବଂ ନୂଆପଡ଼ା ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରି ସାରିଥିବା ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର...

ଦୀପାବଳି ପୂର୍ବରୁ ଅନ୍ଧାର ଆଶଙ୍କା…

ନୂଆଦିଲ୍ଲୀ,୧୧।୧୦: ଆଲୋକର ପର୍ବ ଦୀପାବଳିର ପୂର୍ବରୁ ଦେଶରେ ଅନ୍ଧାର ଘୋଟିବାକୁ ଯାଉଛି। ଦେଶରେ ବିଦ୍ୟୁତ ସଙ୍କଟ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି। ଭାରତର ୧୩୫ ତାପଜ ବିଦ୍ୟୁତ କେନ୍ଦ୍ର ରହିଛି। ଏଠାରେ କୋଇଲାରୁ ବିଦ୍ୟୁତ ଉତ୍ପାଦନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri