Tag Archives: Home Middle

‘ଇଣ୍ଡିଆ’ କ୍ଷମତାସୀନ ହେଲେ ବାହାରୁ ସମର୍ଥନ ଦେବେ ମମତା

କୋଲ୍‌କାତା,୧୬ା୫:ବିରୋଧୀଙ୍କ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ) ବ୍ଲକ୍‌ ଲୋକ ସଭା ନିର୍ବାଚନ ପରେ ସରକାର ଗଢ଼ିଲେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏଥିରେ ସାମିଲ ହେବ ନାହିଁ। ଇଣ୍ଡିଆ ବ୍ଲକ୍‌କୁ ଟିଏମ୍‌ସି ବାହାରୁ ସମର୍ଥନ ଦେବ...

ସରକାର ଗଢ଼ିବାର ୬ଘଣ୍ଟାରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବୁ

କଟକ,୧୬ା୫(ଶିଳ୍ପା ପ୍ରିୟଦର୍ଶିନୀ)ଓଡ଼ିଶାରେ ଏଥର ଭାଜପା ନିଶ୍ଚିତ ସରକାର ଗଠନ କରିବ ବୋଲି ଭାଜପାର ବରିଷ୍ଠ ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ବୁଧବାର କଟକରେ ରୋଡ୍‌ ଶୋ’ କରିବା ଅବସରରେ ଶାହା କହିଛନ୍ତି, ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବାର...

ଭାଜପାର ଅଚ୍ଛେଦିନ୍‌ କୁଆଡ଼େ ଗଲା: ନବୀନ

ଭୁବନେଶ୍ୱର,୧୬ା୫ (ଅନିଲ ଦାସ)ଭାଜପା କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛି, ଅଚ୍ଛେଦିନ କୁଆଡ଼େ ଗଲା। ଉତ୍ତର ଦେଉନାହାନ୍ତି କାହିଁକି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭାଜପା ନେତାମାନଙ୍କୁ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବୁଧବାର ସମ୍ବଲପୁର ଲୋକ ସଭା...

କ୍ଷମତାକୁ ଆସିଲେ ପ୍ରଥମେ ଜାତି ଜନଗଣନା: ରାହୁଲ

ବଲାଙ୍ଗୀର,୧୬ା୫(ବୀରେନ୍ଦ୍ର କୁମାର ଝାଙ୍କର)ଦେଶରେ ଗରିବ, ଖଟିଖିଆ, ଦଳିତ, ଆଦିବାସୀ, ସଂଖ୍ୟାଲଘୁ, ଚାଷୀ ମୂଲିଆଙ୍କୁ ଉଚିତ ଭାଗୀଦାରି ମିଳୁନାହିଁ। ସେମାନେ କେବଳ ଜିଏସ୍‌ଟି ଦେଉଛନ୍ତି। ତେବେ ଏହି ପରମ୍ପରାକୁ ବଦଳାଇବାକୁ ହେବ। ୨୦୨୪ ନିର୍ବାଚନରେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ସରକାର...

ବରଗଡ଼ ଆସିବେ ଜେପି ନଡ୍ଡା, ଆସାମ-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବରଗଡ଼,୧୫ା୫(ପ୍ରେମାନନ୍ଦ ଖମାରୀ): ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ପାଇଁ ଗୁରୁବାର ଭାଜପାର ୩ଜଣ ହେଭିଓ୍ବେଟ୍‌ ନେତା ବରଗଡ଼ ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେମାନଙ୍କ ମଧ୍ୟରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା...

ଶେଷ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ

ମସ୍କୋ,୧୫ା୫: ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବୁଧବାର କହିଛନ୍ତି, ତାଙ୍କ ସରକାର ୟୁକ୍ରେନ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ। ଚାଇନା ଗସ୍ତ ପୂର୍ବରୁ ଏକ ସାକ୍ଷାତକାରରେ ସେ ଏହି ମନ୍ତବ୍ୟ ଦେଇଛନ୍ତି। ଏକ ସାକ୍ଷାତକାରରେ ପୁଟିନ କହିଛନ୍ତି, ଯେପର୍ଯ୍ୟନ୍ତ ଅନ୍ୟ...

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱର,୧୫ା୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି। ପରେ ଏକ ହୋଟେଲରେ ଭାଜପା ମହିଳା କାର୍ଯ୍ୟକର୍ତ୍ତାଙ୍କ ସହ  ଏକ ବୈଠକ କରିଛନ୍ତି। ଆସନ୍ତାକାଲି ନଡ୍ଡା ରାଜଧାନୀରେ ରୋଡ୍‌ ଶୋ’ କରିବେ।...

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, ୬ ମୃତ

କେନ୍ଦୁଝର,୧୫ା୫: ବୁଧବାର ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ସିରିଜ ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି। କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁଇଟି ଟ୍ରକ୍ ଧକ୍କା ଦେବା...

ସୁପ୍ରିମକୋର୍ଟରୁ କେଜ୍‌ରିଓ୍ବାଲଙ୍କୁ ରୁଟିନ୍‌ ଜଜ୍‌ମେଣ୍ଟ ନୁହେଁ, ସ୍ପେଶାଲ ଟ୍ରିଟ୍‌ମେଣ୍ଟ ମିଳିଛି: ଶାହା

ନୂଆଦିଲ୍ଲୀ,୧୫।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିବାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବଡ଼ ବୟାନ ଦେଇଛନ୍ତି। ଏଏନ୍‌ଆଇ ସହ ସ୍ବତନ୍ତ୍ର ସାକ୍ଷାତକାରରେ ଶାହା କହିଛନ୍ତି ଯେ ଜାମିନକୁ ନେଇ ସର୍ବୋଚ୍ଚ ଅଦାଲତର ନିଷ୍ପତ୍ତି ଏକ...

ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍‌ ହେବେ ଚିଟ୍‌ଫଣ୍ଡକାରୀ

ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ...

ନବୀନ ବାବୁଙ୍କ ଜିଲାକୁ ଆମେ ୧ ନଂ କରିଦେବୁ: ଶାହା

ସୋରଡ଼ା,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ...

ଓଡ଼ିଶା ଆସୁଛନ୍ତି ହେମାମାଳିନୀ

ଭୁବନେଶ୍ୱର,୧୫ା୫: ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। କେନ୍ଦ୍ରରୁ ଓଡ଼ିଶାକୁ ଭାଜପାର ହେଭିଓ୍ବେଟ୍‌ ନେତା ଘନଘନ ପ୍ରଚାରରେ ଆସୁଛନ୍ତି।  ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି ହେମାମାଳିନୀ ମଧ୍ୟ ଓଡ଼ିଶା ଆସିବେ। ଆସନ୍ତା ୧୭ ତାରିଖରେ ହେମାମାଳିନୀ ଓଡ଼ିଶାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri