Tag Archives: Home Middle

ନିର୍ବାଚନ କମିଶନଙ୍କ ଛାଟ, ବିଜୟ ଉତ୍ସବ ପାଳନ କରିବାକୁ ମନା…

କୋଲକାତା,୩।୧୦: ପଶ୍ଚିମବଙ୍ଗରେ ବିଧାନସଭା ଉପନିର୍ବାଚନ ଫଳାଫଳ ପ୍ରକାଶ ପୂର୍ବରୁ ନିର୍ବାଚନ କମିଶନ ଛାଟ ଦେଖାଇଛନ୍ତି। କୌଣସି ବିଜୟ ଉତ୍ସବ ପାଳନ ନ କରିବାକୁ ରାଜ୍ୟ ସରକାରଙ୍କୁ ତାଗିଦ୍‌ କରାଯାଇଛି। ଏନେଇ ନିର୍ବାଚନ କମିଶନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ଚିଠି...

ପୁଣି ଟୁଇଟର୍‌କୁ ଫେରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌

ଓ୍ବାଶିଂଟନ,୩ା୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ଲୋରିଡାରେ ଜଣେ ସଂଘୀୟ ଜଜ୍‌ଙ୍କୁ ତାଙ୍କ ଟୁଇଟର ଆକାଉଣ୍ଟକୁ ପୁନଃ ଚାଲୁ କରିବାକୁ ଅନୁରୋଧ କରିଛନ୍ତି। ଜାନୁୟାରୀରେ କ୍ୟାପିଟାଲ ହିଂସା (ସଂସଦ ଭବନ) ପରେ ଟୁଇଟର ତାଙ୍କ ଆକାଉଣ୍ଟକୁ ବନ୍ଦ କରି...

ଡ୍ରୋନ୍‌ରୁ ଖସିଲା ଏକେ-୪୭…

ଜମ୍ମୁ,୩।୧୦: ଭାରତ ପାକିସ୍ତାନ ଅନ୍ତର୍ଜାତୀୟ ସୀମା ନିକଟରେ ପାକିସ୍ତାନରୁ ଆସିଥିବା ଡ୍ରୋନରୁ ଖସାଯାଇଥିବା ଅସ୍ତ୍ରଶସ୍ତ୍ରକୁ ପୋଲିସ ଜବତ କରିଛି। ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ କୁହାଯାଇଛି ଯେ, ଜବତ ଅସ୍ତ୍ରଶସ୍ତ୍ର ମଧ୍ୟରେ ଗୋଟିଏ ଏକେ-୪୭, ନାଇଟ ଭିଜନ ଉପକରଣ, ଟେଲିସ୍କୋପ, ୩୦...

ସପ୍ତମ ରାଉଣ୍ଡରେ ୨୫,୦୦୦ ଭୋଟରେ ଆଗୁଆ ମମତା…

କୋଲକାତା,୩।୧୦: ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନ ପାଇଁ ନିର୍ବାଚନର ଭୋଟ ଗଣତି ରବିବାର ପୂର୍ବାହ୍ନ ୯ଟାଠାରୁ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରିୟଙ୍କା ଟିବରେଓ୍ବାଲଙ୍କଠାରୁ ସପ୍ତମ ରାଉଣ୍ଡ ଭୋଟ ଗଣତିରେ ୨୫,୦୦୦ଭୋଟରେ ଆଗୁଆ...

ୟୁରିଆ ଅଭାବ ଉଜାଡ଼ିବ ଚାଷ

ଗଁଦିଆ, ୩।୧୦: ଚଳିତ ବର୍ଷ ଖରିଫ ଧାନ ଉପରେ ଘନେଇବାରେ ଲାଗିଛି ବିପଦ। ପ୍ରଥମେ ସ୍ବଳ୍ପବୃଷ୍ଟି, ଏହାପରେ ଲଘୁଚାପଜନିତ ଲଗାଣ ବର୍ଷା ଏବଂ ଏବେ ଧାନ ଗଛ ବଢ଼ିବା ବେଳକୁ ଦେଖାଦେଇଛି ୟୁରିଆର ଉତ୍କଟ ଅଭାବ। ଠିକ୍‌ ସମୟରେ ସାର ପ୍ରୟୋଗ...

ପିପିଲି ଉପନିର୍ବାଚନ: ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗରେ

ପୁରୀ ଅଫିସ,୩ା୧୦: ପିପିଲି ଉପନିର୍ବାଚନ ଭୋଟ ଗଣତି ଜାରି ରହିଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ଥିବା ବେଳେ ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗୁଆ ରହିଥିବା ସୂଚନା ମିଳିଛି। ଦ୍ୱିତୀୟ ରାଉଣ୍ଡରେ ବିଜେଡି ୨୪୪୧ ଖଣ୍ଡ...

ଭାରତରେ ଅନ୍ଧାର ଘୋଟିବା ଆଶଙ୍କା…

ନୂଆଦିଲ୍ଲୀ,୩।୧୦: ସମ୍ପ୍ରତି ଭାରତ ପଡ଼ୋଶୀ ଚାଇନାରେ ବିଦ୍ୟୁତ୍‌ ସଙ୍କଟ ଦେଖାଦେଇଛି। ଏଭଳି ସ୍ଥିତି ଭାରତରେ ମଧ୍ୟ ସୃଷ୍ଟି ହେବାର ଆଶଙ୍କା ରହିଛି। ଦେଶରେ ବିଦ୍ୟୁତ୍‌ ଚାହିଦା ବୃଦ୍ଧି ଘଟୁଥିବାବେଳେ ଉତ୍ପାଦନ ହ୍ରାସ ପାଉଥିବାରୁ ସମସ୍ୟା ଉପୁଜିଛି। ମୌସୁମୀ ଏବଂ କୋଇଲା...

ଭୋଟ୍‌ ଗଣତି ଆରମ୍ଭ: ପ୍ରଥମ ରାଉଣ୍ଡ୍‌ରେ ବିଜେଡି ଆଗୁଆ

ପୁରୀ ଅଫିସ,୩ା୧୦: କଡ଼ା ସୁରକ୍ଷା ମଧ୍ୟରେ ଆଜି ସକାଳ ୮ଟାରୁ ପିପିଲି ଉପନିର୍ବାଚନ ପାଇଁ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣତି କରାଯାଇଥିଲା। ସାଢ଼େ ୮ଟାରୁ ଇଭିଏମ୍‌ ଭୋଟ୍‌ ଗଣତି କରାଯାଉଛି। ପ୍ରଥମ ରାଉଣ୍ଡ...

ଭବାନୀପୁରରେ ମମତା ଆଗୁଆ…

କୋଲକାତା,୩।୧୦: ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନ ପାଇଁ ନିର୍ବାଚନର ଭୋଟ ଗଣତି ରବିବାର ପୂର୍ବାହ୍ନ ୯ଟାଠାରୁ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରିୟଙ୍କା ଟିବରେଓ୍ବାଲଙ୍କଠାରୁ ୨୫୦୦ ଭୋଟରେ ଆଗୁଆ ରହିଛନ୍ତି। ମମତା ୪୫୪୨...

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ କମିଲେ...

ସମୁଦ୍ର ମଝିରେ ଚାଲିଥିବା ହାଇ ପ୍ରୋଫାଇଲ ଡ୍ରଗ୍ସ ପାର୍ଟି ଉପରେ ଏନ୍‌ସିବିର ଚଢାଉ

ମୁମ୍ବାଇ,୩ ।୧୦: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ମୁମ୍ବାଇରୁ ଗୋଆ ଯାଉଥିବା ଏକ ଜାହାଜ ଉପରେ ଚଢାଉ କରିଛି । ଏଥିରେ ଚାଲିଥିବା ହାଇ ପ୍ରୋଫାଇଲ ଡ୍ରଗ୍ସ ପାର୍ଟି ଉପରେ ଏନ୍‌ସିବି ଚଢାଉ କରି ପ୍ରାୟ ୧୦ ଜଣଙ୍କୁ ଗିରଫ କରିଥିବା...

ଓଡ଼ିଆ ବାୟୁସେନା ଅଧିକାରୀଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଓଡ଼ିଆ ବାୟୁସେନା ଅଧିକାରୀ ଦିଲୀପ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ମିଳିଛି। ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ଏୟାର ଅଫିସର କମାଣ୍ଡିଂ ଇନ୍‌ ଚିଫ୍‌ ଭାବେ ସେ ନିଯୁକ୍ତ ହୋଇଛନ୍ତି। ପ୍ରଥମ ଓଡ଼ିଆ ଭାବେ ଏହି ଦାୟିତ୍ୱ ପାଇଛନ୍ତି ଏୟାର ମାର୍ଶାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri