Tag Archives: Home Middle

ନବୀନ ବାବୁଙ୍କ ଜିଲାକୁ ଆମେ ୧ ନଂ କରିଦେବୁ: ଶାହା

ସୋରଡ଼ା,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ...

ଓଡ଼ିଶା ଆସୁଛନ୍ତି ହେମାମାଳିନୀ

ଭୁବନେଶ୍ୱର,୧୫ା୫: ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। କେନ୍ଦ୍ରରୁ ଓଡ଼ିଶାକୁ ଭାଜପାର ହେଭିଓ୍ବେଟ୍‌ ନେତା ଘନଘନ ପ୍ରଚାରରେ ଆସୁଛନ୍ତି।  ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି ହେମାମାଳିନୀ ମଧ୍ୟ ଓଡ଼ିଶା ଆସିବେ। ଆସନ୍ତା ୧୭ ତାରିଖରେ ହେମାମାଳିନୀ ଓଡ଼ିଶାର...

ଗରିବ ମହିଳା, ବେକାରୀଙ୍କ ପାଇଁ ମାସକୁ ୮୫୦୦ ଟଙ୍କା ଘୋଷଣା କଲେ ରାହୁଲ

ବଲାଙ୍ଗୀର,୧୫ା୫(ସୁନୀଲ ମହାନ୍ତି): ଯେଉଁ ସମ୍ବିଧାନ ଦେଶର ଅଗଣିତ ଚାଷୀ, ଗରିବ, ଖଟିଖିଆ, ମଜଦୂର, ମହିଳା, ଯୁବକ, ଯୁବତୀଙ୍କୁ ବଞ୍ଚିବାର ଅଧିକାର ଦେଇଛି, ସେଇ ସମ୍ବିଧାନକୁ ଭାଜପା ଫାଡ଼ି ଦେବ ବୋଲି ଘୋଷଣା କରିଛି। ଭାରତର ଜନସାଧାରଣ ଓ କଂଗ୍ରେସ ଥିବା...

ଆମେରିକାର ଚେତାବନୀ ଉପରେ ଜୟଶଙ୍କରଙ୍କ କଡ଼ା ଜବାବ

ନୂଆଦିଲ୍ଲୀ,୧୫ା୫: କିଛି ଦିନ ପୂର୍ବରୁ ଚାବାହର ବନ୍ଦରର ଏକ ଅଂଶର ସହ-ପରିଚାଳନା ପାଇଁ ଭାରତୀୟ ଏବଂ ଇରାନ କମ୍ପାନୀଗୁଡ଼ିକ ମଧ୍ୟରେ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଏହି ଚୁକ୍ତିରୁ ଭାରତ, ଇରାନ ଏବଂ ଅନେକ ଦେଶ ଉପକୃତ ହେବେ। ତେବେ...

CAA ଅଧୀନରେ ୧୪ ଜଣଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୫ା୫: ନାଗରିକତା (ସଂଶୋଧନ) ଅଧିନିୟମ(ସିଏଏ) ଅନୁଯାୟୀ ବୁଧବାର ଗୃହ ମନ୍ତ୍ରଣାଳୟ ୧୪ ଜଣଙ୍କୁ ନାଗରିକତ୍ୱ ପ୍ରମାଣପତ୍ର ପ୍ରଦାନ କରିଛନ୍ତି। “ନାଗରିକତା (ସଂଶୋଧନ) ନିୟମ, ୨୦୨୪ ର ବିଜ୍ଞପ୍ତି ପରେ ପ୍ରଥମ ସେଟ୍ ନାଗରିକତ୍ୱ ପ୍ରମାଣପତ୍ର ବୁଧବାର ସରକାର ଜାରି କରିଛନ୍ତି।...

ଭାଜପା ସରକାର ଜନବିରୋଧୀ ସରକାର: ପାଣ୍ଡିଆନ

ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମୟରେ ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଭାଜପା ସରକାର...

ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏହି ୩ ବଡ଼ ପ୍ରତିଶ୍ରୁତି, କହିଲେ…

ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ଜୋର୍‌ଦାର୍‌ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନା ଯଥା ବିଏସ୍‌କେଓ୍ବାଇ  , ମିଶନ ଶକ୍ତି, ଲକ୍ଷ୍ମୀ ବସ୍‌, ମମତା ଯୋଜନା, ୫-ଟିସ୍କୁଲ, ନୂଆ ଓ...

ରାହୁଲଙ୍କ ବଡ଼ ଘୋଷଣା, ଜୁଲାଇ ୪ରୁ ଅକାଉଣ୍ଟକୁ ଆସିବ ଟଙ୍କା, ଅଙ୍ଗନବାଡି କର୍ମୀଙ୍କୁ ମିଳିବ…

ବଲାଙ୍ଗୀର,୧୫।୫: ବଲାଙ୍ଗୀରରେ କଂଗ୍ରେସ କରିଛି ତଗଡା ପ୍ରଚାର। କୋଶଳ କଳାମଣ୍ଡଳ ସମାବେଶରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ରାହୁଲ ଗାନ୍ଧୀ । ଜନସଭାକୁ ସମ୍ବୋଧିତ କରି ରାହୁଲ କହିଛନ୍ତି, ଏ ଯେଉଁ ଲଢେଇ ଚାଲିଛି ତାହା ୨...

ଲଞ୍ଚ ହେଲା ମୋ ବୁଥ ଆପ୍‌, ଏମିତି ଜାଣିବେ କେଉଁଠି ଦେବେ ଭୋଟ୍‌

ଭୁବନେଶ୍ୱର,୧୫।୫: ଲଞ୍ଚ ହେଲା ମୋ ବୁଥ ଆପ୍‌ । ଆପ୍‌ ଉନ୍ମୋଚନ କରିଛନ୍ତି ଓଡିଶାର ନିର୍ବାଚନ ଅଧିକାରୀ । ଏହି ଆପ ଏବଂ ୱେବସାଇଟରୁ ଭୋଟରମାନେ ବୁଥ ସମ୍ପର୍କରେ ଜାଣି ପାରିବେ । ସେମାନେ ଗୁଗୁଲ ମ୍ୟାପ ଜରିଆରେ କେଉଁଠି...

ବଲାଙ୍ଗୀରରେ ବଡ଼ ବୟାନ ଦେଲେ ରାହୁଲ, କହିଲେ ଆମେ ସରକାରକୁ ଆସିଲେ…

ବଲାଙ୍ଗୀର,୧୫।୫: ବଲାଙ୍ଗୀରରେ ପହଞ୍ଚଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ପହଞ୍ଚିବା ପରେ ବଲାଙ୍ଗୀର ଜନ ଆଶୀର୍ବାଦ ସଭାରେ ରାହୁଲ ସାମିଲ ହୋଇ ଜନସାଧାରଣଙ୍କୁ ସମ୍ବୋଧନ କରୁଛନ୍ତି। ଏହି ସମୟରେ ସେ ବଡ଼ ବୟାନ ଦେଇଛନ୍ତି। ରାହୁଲ କହିଛନ୍ତି, ପ୍ରଥମ ଥର...

କଂଗ୍ରେସର ବଡ଼ ପ୍ଲାନ, ଓଡ଼ିଶାରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୫: ଓଡ଼ିଶାରେ ପହଞ୍ଚିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଝାରସୁଗୁଡାରେ ପହଞ୍ଚିଛନ୍ତି ରାହୁଲ । ବର୍ତ୍ତମାନ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ବଲାଙ୍ଗୀର ଅଭିମୁଖେ ବାହାରିଛନ୍ତି। ସେଠାରେ କୋଶଳ କଳାମଣ୍ଡଳ ସମାବେଶରେ ଯୋଗ ଦେବେ । ଦିନ ୧୧ଟା...

ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଅମିନ

ମହାକାଳପଡ଼ା,୧୫।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲ ଅଫିସ ଅମିନ ଉମାକାନ୍ତ ବେହେରା ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜିଲା ଭିଜିଲାନ୍ସ ଟିମ ଅମିନଙ୍କୁ ଉଠାଇ ଜିଲା କାର୍ଯ୍ୟଳୟକୁ ନେଇଛି। ମିଳିଥିବା ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri