Tag Archives: Home Middle

ଖାଉଟି ମୁଣ୍ଡରେ ତେଲ ବୋଝ

ଭୁବନେଶ୍ୱର/ନୂଆଦିଲ୍ଲୀ,୨।୧୦: ନିକଟରେ ଅନୁଷ୍ଠିତ ୪୫ତମ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ପରିଷଦ ବୈଠକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟବୃଦ୍ଧିରେ ଅଙ୍କୁଶ ଲଗାଇବା ପାଇଁ ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଥିଲା। ହେଲେ କେନ୍ଦ୍ର ଏବଂ ରାଜ୍ୟ ସରକାର ମଧ୍ୟରେ...

ବ୍ରିଟେନରୁ ଭାରତ ଆସୁଥିବା ନାଗରିକଙ୍କୁ ୧୦ ଦିନ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧ ।୧୦: କରୋନା ମହାମାରୀ ଯୋଗୁଁ ବ୍ରିଟେନ ଭାରତୀୟ ନାଗରିକଙ୍କ ଉପରେ ଯେଉଁ ପ୍ରତିବନ୍ଧକ ଲଗାଇ ଥିଲା ଭାରତ ଏବେ ଏହାର ଜବାବ ଦେଉଛି । ଭାରତ ଏବେ ସ୍ଥିର କରିଛି ବ୍ରିଟନରୁ ଆସୁଥିବା ସମସ୍ତ ନାଗରିକ ଭାରତରେ ପହଞ୍ଚିବା...

ମୋଦିଙ୍କୁ ଭେଟିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚନ୍ନୀ

ନୂଆଦିଲ୍ଲୀ,୧ ।୧୦:ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀ ସ୍ଥିତ ତାଙ୍କ ବାସଭବନରେ ସାକ୍ଷାତ୍ କରିଛନ୍ତି । ପ୍ରାୟ ୧ ଘଣ୍ଟା ଧରି ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ଚନ୍ନୀ ଆଲୋଚନା କରିଥିଲେ ।...

କୃଷକମାନେ ସହରର ଶ୍ୱାସରୁଦ୍ଧ କରୁଛନ୍ତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧ ।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ରାଜରାସ୍ତାରେ ବିରୋଧ ପ୍ରଦର୍ଶନ କରୁଥିବା କୃଷକଙ୍କୁ ଆଜି କିଛି କଟୁ ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ । କୋର୍ଟ ଏକ କୃଷକ ସଙ୍ଗଠନର ଓକିଲଙ୍କୁ କହିଛନ୍ତି, ‘ସମସ୍ତ ନାଗରିକଙ୍କର ରାସ୍ତା...

ଫେରିଲା ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର,୩୦।୯(ବ୍ୟୁରୋ): ରାଜ୍ୟ ସରକାର ଅକ୍ଟୋବର ମାସ ପାଇଁ ନୂତନ ଗାଇଡ୍‌ଲାଇନ ଆଣିଛନ୍ତି। ଏସ୍‌ଆର୍‌ସି ପ୍ରଦୀପ ଜେନା ଗୁରୁବାର ଏହି ନୂତନ ଗାଇଡ୍‌ଲାଇନ ଘୋଷଣା କରିଛନ୍ତି। ଗାଇଡ୍‌ଲାଇନରେ ଅକ୍ଟୋବର ୧ରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ପୌରାଞ୍ଚଳରେ ନାଇଟ୍‌...

ହକିରୁ ସନ୍ୟାସ ନେଲେ ବୀରେନ୍ଦ୍ର ଲାକ୍ରା

ଭୁବନେଶ୍ୱର,୩୦।୯(ବ୍ୟୁରୋ): ଭାରତୀୟ ପୁରୁଷ ହକି ଦଳର ତାରକା ଖେଳାଳି ତଥା ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜେତା ଦଳର ଅଂଶ ଥିବା ବୀରେନ୍ଦ୍ର ଲାକ୍ରା ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି। ହକି ଇଣ୍ଡିଆ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।...

ଛଟ୍‌ ପୂଜାକୁ ନା….

ନୂଆଦିଲ୍ଲୀ,୩୦।୯: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଡିଡିଏମ୍‌ଏ)ଙ୍କ ପକ୍ଷରୁ ଘୋଷଣା କରାଯାଇଛି ଯେ, ସାର୍ବଜନୀକ ସ୍ଥାନରେ ଛଟ୍‌ ପୂଜା କରିହେବ ନାହିଁ। ଫଳରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଛଟ୍‌...

ଚାଷୀ ଆନ୍ଦୋଳନ ନେଇ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍‌, ସବୁବେଳ ପାଇଁ ବନ୍ଦ କରିହେବନି ରାଜରାସ୍ତା…

ନୂଆଦିଲ୍ଲୀ,୩୦।୯: ଚାଷୀ ଆନ୍ଦୋଳନ ନେଇ ସୁପ୍ରିମ୍‌କୋର୍ଟ ତାଗିଦ୍‌ କରିଛନ୍ତି। ସବୁବେଳ ପାଇଁ ଅଥବା ଦୀର୍ଘ ସମୟ ଲାଗି ରାଜରାସ୍ତାକୁ ବନ୍ଦ କରାଯାଇ ପାରିବ ନାହିଁ ବୋଲି କହିଛନ୍ତି। ସ୍ଥାୟୀ ଭାବେ ରାଜରାସ୍ତା ବନ୍ଦ ରହିଥିଲେ ମଧ୍ୟ ସରକାର ଏହାକୁ ଖୋଳିବାରେ...

ଭାଜପାରେ ଯୋଗ ଦେବିନି, ଶୀଘ୍ର ଛାଡ଼ିବି କଂଗ୍ରେସ…

ଚଣ୍ଡିଗଡ଼,୩୦।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ କଂଗ୍ରେସ ଛାଡ଼ିବା ସମ୍ପର୍କରେ ଘୋଷଣା କରିଛନ୍ତି। ଏକ ନ୍ୟୁଜ୍‌ ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ ସେ କହିଛନ୍ତି ଯେ, ଭାଜପାରେ ଯୋଗ ଦେବିନି, କିନ୍ତୁ ଶୀଘ୍ର କଂଗ୍ରେସ ଛାଡ଼ିବି। ଏହାକୁ ନେଇ...

କେଜ୍ରିଓ୍ବାଲଙ୍କ ମିଶନ ପଞ୍ଜାବ, ସମସ୍ତଙ୍କୁ ମିଳିବ ମାଗଣା ସ୍ବାସ୍ଥ୍ୟସେବା…

ଚଣ୍ଡିଗଡ଼,୩୦।୯: ପଞ୍ଜାବରେ ୨୦୨୨ରେ ହେବାକୁଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତି ଜାରି ରଖିଛି। ମିଶନ ପଞ୍ଜାବ ଅନ୍ତର୍ଗତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏକ ଗଣମାଧ୍ୟମ ସମ୍ମିଳନୀରେ ଭୋଟରଙ୍କୁ ଆକର୍ଷିତ କରିବା...

ପିପିଲି ଉପନିର୍ବାଚନ: ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ୨୪.୭୬% ମତଦାନ

ପୁରୀ ଅଫିସ,୩୦ା୯: ଆଜି ଅନୁଷ୍ଠିତ ହେଉଛି ପିପିଲି ଉପନିର୍ବାଚନ। ଏନେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ପିପିଲିବାସୀ। ବିଭିନ୍ନ ବୁଥ୍‌ରେ ସକାଳୁ ମତଦାନ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ତଥା କୋଭିଡ୍‌ କଟକଣା ମଧ୍ୟରେ ଭୋଟରମାନେ ସେମାନଙ୍କର ମତଦାନ ସାବ୍ୟସ୍ତ...

କ୍ୟାପଟେନ୍‌ଙ୍କ ହାତରେ ବଲ ଧରାଇଲା ଭାଜପା…

ଚଣ୍ଡିଗଡ଼,୩୦।୯: ପଞ୍ଜାବର ବିଦାୟୀ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଭାଜପା ପକ୍ଷରୁ କ୍ୟାପଟେନ୍‌ଙ୍କ ହାତରେ ବଲ୍‌ ଧରାଇ ଦିଆଯାଇଛି ବୋଲି ଚର୍ଚ୍ଚା ହେଉଛି। କ୍ୟାପଟେନ୍‌ଙ୍କୁ ୨ଟି ବିକଳ୍ପ ଦିଆଯାଇଛି। ପ୍ରଥମଟି ହେଉଛି ଯଦି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri