Tag Archives: Home Middle

ବାୟୁସେନାର ବଢ଼ିବ ଶକ୍ତି, ସାମିଲ ହେବ ୨୫ ଆଧୁନିକ ହେଲିକପ୍ଟର…

ନୂଆଦିଲ୍ଲୀ,୩୦।୯: ଭାରତୀୟ ବାୟୁସେନାର ଶକ୍ତିରେ ବୃଦ୍ଧି ହେବାକୁ ଯାଉଛି। ଖୁବ୍‌ ଶୀଘ୍ର ୨୫ ଆଧୁନିକ ହାଲକା ହେଲିକପ୍ଟର (ଏଏଲ୍‌ଏଚ୍‌)କୁ ବାୟୁସେନାରେ ସାମିଲ କରାଯିବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ନେତୃତ୍ୱରେ ଡିଫେନ୍ସ ଆକ୍ୟୁଜିଶନ କାଉନସିଲ୍‌ (ଡିଏସି) ହେଲିକପ୍ଟର ସହିତ ଅନ୍ୟ...

କଡ଼ା ସୁରକ୍ଷା ମଧ୍ୟରେ ଭବାନୀପୁରରେ ମତଦାନ ଆରମ୍ଭ…

କୋଲକାତା,୩୦।୯: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରେ ଗୁରୁବାର ମତଦାନ ଆରମ୍ଭ ହୋଇଛି। ନିର୍ବାଚନର ଫଳାଫଳ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭିବିଷ୍ୟତ ନିର୍ଦ୍ଧାରଣ କରିବ। ଭବାନୀପୁରରେ ମୁଖ୍ୟତଃ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ମୁକାବିଲା...

ପିପିଲି ଉପନିର୍ବାଚନ: ଭୋଟଗ୍ରହଣ ଆରମ୍ଭ, ଇଭିଏମ୍‌ ତ୍ରୁଟି ଅଭିଯୋଗ

ଭୁବନେଶ୍ୱର/ପୁରୀ ଅଫିସ୍‌,୩୦।୯: ବହୁଚର୍ଚ୍ଚିତ ପିପିଲି ଉପନିର୍ବାଚନ ପାଇଁ ଗୁରୁବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। କୋଭିଡ ଗାଇଡ୍‌ଇନ ମଧ୍ୟରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସା ୬ଟାରେ ଶେଷ ହେବ। ଭୋଟରମାନେ ବିଭିନ୍ନ ବୁଥ୍‌ରେ ସେମାନଙ୍କ ମତ...

କଂଗ୍ରେସର ମାଷ୍ଟର ଷ୍ଟ୍ରୋକ୍‌, ଅମରିନ୍ଦରଙ୍କ ସ୍ତ୍ରୀ ପରନୀତ୍‌ ଅଧ୍ୟକ୍ଷ ଡୋର ଧରିବା ନେଇ ଚର୍ଚ୍ଚା…

ଚଣ୍ଡିଗଡ଼,୩୦।୯: ପଞ୍ଜାବ କଂଗ୍ରେସରେ ଘଡ଼ିକେ ଘୋଡ଼ା ଛୁଟୁଛି। ଅଧ୍ୟକ୍ଷ ପଦରୁ ନଭଜୋତ ସିଂ ସିଦ୍ଧୁଙ୍କ ଇସ୍ତଫା ପରେ ହାଇକମାଣ୍ଡ ମନାଇବା ସ୍ଥିତିରେ ନାହାନ୍ତିି। ଏବେ ପ୍ଲାନ୍‌-ବି ଉପରେ ଚିନ୍ତା କରାଯାଉଛି। ତେବେ କଂଗ୍ରେସ ହାଇକମାଣ୍ଡ ଗୋଟିଏ ତୀରରେ ଦୁଇଟି ଶିକାର...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୩୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଲଗାତାର...

ଘାତକ ହେବ କୋଇଲା ପ୍ଲାଣ୍ଟ ସମ୍ପ୍ରସାରଣ

ନୂଆଦିଲ୍ଲୀ, ୩୦ା୯: ପରିବେଶ ପ୍ରଦୂଷଣ ସମସ୍ୟାକୁ ବହୁଗୁଣିତ କରି ଅକାଳ ମୃତ୍ୟୁକୁ ଡାକି ଆଣିବ କୋଇଲା ପ୍ଲାଣ୍ଟ ସମ୍ପ୍ରସାରଣ। ଭାରତୀୟ ମେଟ୍ରୋଗୁଡ଼ିକ ଏହା ଦ୍ୱାରା ସର୍ବାଧିକ ପ୍ରଭାବିତ ହେବା ଯୋଗୁ ସମୟ ପୂର୍ବରୁ ମୃତ୍ୟୁ ସଂଖ୍ୟା ୬୦ ପ୍ରତିଶତ ବୃଦ୍ଧି...

୪୯,୨୭୯ ଛାତ୍ରୀଛାତ୍ରଙ୍କୁ ର଼୍ୟାଙ୍କ୍‌

ଭୁବନେଶ୍ୱର, ୨୯।୯(ବ୍ୟୁରୋ) : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ-୨୦୨୧) ଫଳ ବୁଧବାର ପ୍ରକାଶ ପାଇଛି। ମୋଟ ୪୯,୨୭୯ଜଣ ଛାତ୍ରୀଛାତ୍ରଙ୍କୁ ର଼୍ୟାଙ୍କ୍‌ ମିଳିଛି। ବି.ଟେକ୍‌ରେ ପୀୟୂଷ ଚନ୍ଦୁକା ଟପ୍ପର ହୋଇଥିବାବେଳେ ଏଲ୍‌ଇ.ଟେକ୍‌ (ଡିପ୍ଲୋମା)ରେ ପିଙ୍କିରାଣୀ ସାହୁ, ଏଲ୍‌ଇ.ଟେକ୍‌ (ବିଏସ୍‌ସି)ରେ ଦୀପକ...

ବିଜୁ ଗଁ। ଗାଡ଼ି ଅଗଡ଼

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଗ୍ରାମାଞ୍ଚଳକୁ ଉତ୍ତମ ଯୋଗାଯୋଗ ଲକ୍ଷ୍ୟ ନେଇ ୨୦୧୪ ଫେବୃୟାରୀ ୨୨ରେ ରାଜ୍ୟରେ ଗଡ଼ିଥିଲା ‘ବିଜୁ ଗଁ। ଗାଡ଼ି’। ହେଲେ ରାଜ୍ୟ ସରକାରଙ୍କ ଏହି ଜନକଲ୍ୟାଣକାରୀ ଯୋଜନାରେ ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ)ମାନେ ବାଧକ ସାଜିଛନ୍ତି। ସେମାନଙ୍କ ଘରୋଇ ବସ୍‌...

ବଦଳାଇ ଦେଲେ ମଧ୍ୟାହ୍ନଭୋଜନର ନାଁ

ନୂଆଦିଲ୍ଲୀ,୨୯।୯: କେନ୍ଦ୍ର ସରକାର ଜାତୀୟ ମଧ୍ୟାହ୍ନଭୋଜନ ଯୋଜନାର ନାମକୁ ବଦଳାଇ ପିଏମ୍‌ ପୋଷଣ ଯୋଜନା କରିଛନ୍ତି। ଏହି ଯୋଜନାରେ ଏଣିକି ସ୍କୁଲଗୁଡ଼ିକରେ ବାଳ ବିକାଶ ଓ ପ୍ରି-ପ୍ରାାଇମେରି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଦିଆଯିବ। ଏହି ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟର...

‘ବାଲ୍‌ ସନ୍ୟାସ’ ଆଇନ ସମ୍ମତ, ହାଇକୋର୍ଟଙ୍କ ରାୟ…

ବେଙ୍ଗାଲୁରୁ,୨୯।୯: ଛୋଟ ବୟସରୁ ‘ବାଲ୍‌ ସନ୍ୟାସ’ ହେବା ପରମ୍ପରା ଆଇନ ସମ୍ମତ। ଜଣେ ନାବାଳକ ସନ୍ୟାସ ଗ୍ରହଣ କରିବାକୁ ବିରୋଧ କରାଯାଇ ପାରିବ ନାହିଁ। ଏସମ୍ପର୍କିତ ମାମଲାର ବିଚାର କରି କର୍ନାଟକ ହାଇକୋର୍ଟ ଏଭଳି ରାୟ ପ୍ରଦାନ କରିଛନ୍ତି। ଏହାକୁ...

ସର୍ବସାଧାରଣଙ୍କ ସମ୍ପତ୍ତି ନଷ୍ଟ କରୁଥିବା ରାଜନୈତିକ ଦଳ ବିରୋଧରେ ହେଉ କଡ଼ା କାର୍ଯ୍ୟାନୁଷ୍ଠାନ…

ଚେନ୍ନାଇ,୨୯।୯: ପ୍ରଦର୍ଶନ ସମୟରେ ସର୍ବସାଧାରଣଙ୍କ ସମ୍ପତ୍ତିକୁ ନଷ୍ଟ କରିବା ଦୋଷାବହ। ଏଭଳି କରୁଥିବା ରାଜନୈତିକ ଦଳଗୁଡ଼ିକ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଜରୁରୀ ବୋଲି ମାଡ୍ରାସ୍‌ ହାଇକୋର୍ଟଙ୍କ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ୨୦୧୩ରେ ରାଜନୈତିକ ଦଳ ପାଟ୍ଟଲି ମାକ୍କାଲ...

ଭାରତ ସରକାରଙ୍କୁ ତାଲିବାନ୍‌ର ଚିଠି…

ନୂଆଦିଲ୍ଲୀ/କାବୁଲ,୨୯।୯: ଆଫଗାନିସ୍ତାନରେ କ୍ଷମତା ଦଖଲ ପରେ ତାଲିବାନ୍‌ ପ୍ରଥମ ଥର ପାଇଁ ଭାରତ ସରକାରଙ୍କ ସହିତ ଆଲୋଚନା ପାଇଁ ପ୍ରୟାସ କରିଛି। ତାଲିବାନ୍‌ ଭାରତ ସରକାରଙ୍କ ସହିତ ଔପଚାରିକ ଭାବେ କଥାବାର୍ତ୍ତା ଆରମ୍ଭ ପାଇଁ ଚିଠି ଲେଖିଛି। ଦୁଇ ଦେଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri