Tag Archives: Home Middle

ଭବାନୀପୁର ଉପ ନିର୍ବାଚନକୁ ବନ୍ଦ କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…

କୋଲକାତା,୨୮।୯: ପଶ୍ଚିମବଙ୍ଗ ଭବାନୀପୁରରେ ସେପ୍ଟେମ୍ବର ୩୦ରେ ଉପନିର୍ବାଚନ କରାଯିବ। ଏହାକୁ କୌଣସି ବନ୍ଦ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର କୋଲକାତା ହାଇକୋର୍ଟ ରାୟ ଦେଇଛନ୍ତି। ଉପ ନିର୍ବାଚନର ସାମ୍ବିଧାନିକ ଆବଶ୍ୟକତା କ’ଣ ରହିଛି ବୋଲି ପ୍ରଶ୍ନ କରି କରାଯାଇଥିବା...

୩ ଲୋକ ସଭା-୩୦ ବିଧାନସଭା ଆସନରେ ଉପ ନିର୍ବାଚନ ଅକ୍ଟୋବର ୩୦ରେ…

ନୂଆଦିଲ୍ଲୀ,୨୮।୯: ଦେଶର ୩ ଲୋକ ସଭା ଏବଂ ୩୦ ବିଧାନସଭା ଆସନରେ ଉପ ନିର୍ବାଚନ ଅକ୍ଟୋବର ୩୦ରେ କରାଯିବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ଏହା ସହିତ ନିର୍ବାଚନ ସମ୍ପର୍କିତ ନୋଟିସ୍‌ ମଧ୍ୟ ଜାରି ହୋଇଛି।...

ଜାତିସଂଘକୁ ମଧ୍ୟ ବେଖାତିର, ଏକଛତ୍ରବାଦୀ ଶାସକ କଲେ ପୁଣି କ୍ଷେପଣାସ୍ତ୍ର ପରୀକ୍ଷା…

ପୋୟଙ୍ଗୟାଙ୍ଗ୍‌,୨୮।୯: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ବହୁ ଅନ୍ତର୍ଜାତୀୟ ବାରଣ ସତ୍ତ୍ୱେ ଆଣବିକ ଅସ୍ତ୍ରଶସ୍ତ୍ର ପରୀକ୍ଷା ଜାରି ରଖିଛନ୍ତି। ମଙ୍ଗଳବାର ଉତ୍ତର କୋରିଆର ଜାଗାଙ୍ଗ ପ୍ରଦେଶର ଉପକୂଳ ଅଞ୍ଚଳର ସମୁଦ୍ରରେ ଶର୍ଟ ରେଞ୍ଜ୍‌ ବାଲାଷ୍ଟିକ୍‌ ମିଜାଇଲ୍‌...

ପୁଣି ବାତ୍ୟା ଆଶଙ୍କା, ‘ଗୁଲାବ’ ପରେ ଏବେ ‘ଶାହିନ୍‌’ ଭୟ…

ନୂଆଦିଲ୍ଲୀ,୨୮।୯: ସାମୁଦ୍ରିକ ଝଡ଼ ଗୁଲାବ ଏବେ ଉତ୍ତର ତେଲେଙ୍ଗାନା ଏବଂ ବିଦର୍ଭ ଉପରେ ଦେଇ ଅତିକ୍ରମ କରିବା ସହିତ ଦୁର୍ବଳ ହୋଇସାରିଛି। ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ମଙ୍ଗଳବାର ସକାଳେ ତେଲେଙ୍ଗାନା ଏବଂ ମରାଠୱାଡା ଏବଂ ବିଦର୍ଭ ଅଞ୍ଚଳରେ ପ୍ରବେଶ...

ପିଓକେରେ ୧୫୦ରୁ ଅଧିକ ଆତଙ୍କବାଦୀ, ଅନୁପ୍ରବେଶ ଷଡ଼ଯନ୍ତ୍ର…

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି)ରେ ଉତ୍ତେଜନା ହ୍ରାସ ପାଇଁ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଛି। ତେବେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତରେ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଲାଗି ଷଡ଼ଯନ୍ତ୍ର କରିଛି। ଫଳରେ ଲଗାତାର...

୨୦୧ ଦିନ ପରେ ୨୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଲଗାତାର ୩ ଦିନ ଧରି...

‘ଡାକ୍ତରଙ୍କୁ ଫୁଟ୍‌ବଲ ଭଳି ବ୍ୟବହାର କରନାହିଁ’

ନୂଆଦିଲ୍ଲୀ, ୨୮।୯: ଚଳିତ ବର୍ଷ ହେବାକୁ ଥିବା ନ୍ୟାଶନାଲ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକ ପରୀକ୍ଷା ପୋଷ୍ଟଗ୍ରାଜୁଏଟ୍‌ ସୁପର ସ୍ପେଶିଆଲିଟି (ଏନ୍‌ଇଇଟି ଏସ୍‌ଏସ୍‌)ରେ ଶେଷ ମୁହୂର୍ତ୍ତରେ ପରିବର୍ତ୍ତନ କରାଯାଇଥିବାରୁ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କ୍ଷମତା ଖେଳରେ...

ବ୍ରିଟେନରେ ତୈଳ ସଙ୍କଟ

ଲଣ୍ଡନ, ୨୮ା୯: ବ୍ରିଟେନରେ ପେଟ୍ରୋଲ, ଡିଜେଲର ଘୋର ସଙ୍କଟ ଦେଖାଦେଇଛି। ଟ୍ରକ୍‌ ଡ୍ରାଇଭରଙ୍କ ଅଭାବ ଯୋଗୁ ଯୋଗାଣ ଶୃଙ୍ଖଳ ବାଧାପ୍ରାପ୍ତ ହୋଇଛି। ଫଳରେ ବ୍ରିଟେନର ପ୍ରମୁଖ ସହରଗୁଡ଼ିକରେ ପ୍ରାୟ ୫୦ରୁ ୯୦ ପ୍ରତିଶତ ପର୍ଯ୍ୟନ୍ତ ପେଟ୍ରୋଲ ପମ୍ପ ଖାଲି ପଡ଼ିଛି।...

ସଙ୍ଗଠିତ କ୍ଷେତ୍ରରେ ନିଯୁକ୍ତି ୪% ବଢ଼ିଛି

ନୂଆଦିଲ୍ଲୀ,୨୮ା୯: ଦେଶର ସଙ୍ଗଠିତ କ୍ଷେତ୍ରର ନିଯୁକ୍ତି ଗତ ୭ ବର୍ଷରୁ ଚଳିତ ଆର୍ଥିକ ବର୍ଷ ପ୍ରଥମ ତ୍ରୈମାସ ସୁଦ୍ଧା ୪% ହାରରେ ବୃଦ୍ଧି ପାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ସୋମବାର ନୂତନ ଭାବେ ପ୍ରକାଶିତ ତ୍ରୈମାସିକ ନିଯୁକ୍ତି ସର୍ଭେ (କ୍ୟୁଇଏସ୍‌)ରେ...

ଉଲଗ୍ନ କରି ଚଲାଇଥିଲେ

ଭୁବନେଶ୍ୱର,୨୮ା।୯(ବ୍ୟୁରୋ) ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଉତ୍କଳ ଆଲୁମିନା କମ୍ପାନୀ ସ୍ଥାନୀୟ ଲୋକଙ୍କୁ ପ୍ରଶାସନିକ ଅଧିକାରୀଙ୍କ ସହାୟତାରେ ପ୍ରତିଦିନ କିପରି ନିର୍ଯାତନା ଦେଇଆସୁଛି ସେନେଇ ୨୬ ତାରିଖ ରବିବାର ଧରିତ୍ରୀରେ ‘ଲୋଭ ଦେଖାଇ ଲୁଟିନେଲା’ ଶୀର୍ଷକ ଖବର ମାଧ୍ୟମରେ ଯାହା ଜଣାଇଛୁ...

ଯେ କୌଣସି ସ୍ଥିତିରେ ଶତ୍ରୁକୁ ବିନାଶ କରିବ ‘ଆକାଶ ପ୍ରାଇମ୍‌’

ବାଲେଶ୍ୱର,୨୭।୯: ଡିଆର୍‌ଡିଓ ଦ୍ୱାରା ପରିଚାଳିତ ଚାନ୍ଦିପୁରସ୍ଥିତ ଆଇଟିଆର୍‌ କ୍ଷେପଣାସ୍ତ୍ର ଘାଟିରୁ ସୋମବାର ‘ଆକାଶ ପ୍ରାଇମ’ର ସଫଳ ପରୀକ୍ଷଣ ହୋଇଛି। ଆକାଶ ସିଷ୍ଟମର ଏହା ଏକ ଅପଡେଟ୍‌ ଭର୍ସନ। ଅପରାହ୍ନ ୪ଟା ୩୦ରେ ଏହାର ପରୀକ୍ଷା କରାଯାଇଥିଲା। ଆକାଶରେ ଉଡୁଥିବା ମାନବ...

କୋଚି-ଲକ୍ଷ୍ମୀଦ୍ୱୀପ ଦ୍ୱୀପପୁଞ୍ଜ ଅପ୍ଟିକ ଫାଇବର ପ୍ରକଳ୍ପରେ ଭାରତୀୟ ସଂସ୍ଥାଗୁଡ଼ିକ ପାଇଁ ବାଧାସୃଷ୍ଟି: ନୀତି ଆୟୋଗ ସଦସ୍ୟ…

ନୂଆଦିଲ୍ଲୀ,୨୭।୯: କୋଚି-ଲକ୍ଷ୍ମୀଦ୍ୱୀପ ଦ୍ୱୀପପୁଞ୍ଜ (କେଏଲ୍‌ଆଇ) ଅପ୍ଟିକ ଫାଇବର ପ୍ରକଳ୍ପ ପାଇଁ ଟେଣ୍ଡର ଡକା ଯାଇଛି। ତେବେ ୧,୦୭୨ କୋଟି ଟଙ୍କାର ଏହି ପ୍ରକଳ୍ପ ଭାରତୀୟ ସଂସ୍ଥାଗୁଡ଼ିକ ପ୍ରତି ବାଧା ସୃଷ୍ଟି କରିବା ପାଇଁ ଡିଜାଇନ ହୋଇଥିବା ବୈଜ୍ଞାନିକ ତଥା ନୀତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri