Tag Archives: Home Middle

୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ ପ୍ରକ୍ରିୟା

ଭୁବନେଶ୍ବର,୨୬।୯: ଆରମ୍ଭ ହୋଇଯାଇଛି ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ବାତ୍ୟା ବର୍ତ୍ତମାନ...

ଉପକୂଳ ଆଡ଼କୁ ମାଡ଼ି ଆସୁଛି ‘ଗୁଲାବ’: ସନ୍ଧ୍ୟା ୬ରୁ ଲ୍ୟାଣ୍ଡଫଲ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଗୁଲାବ’ ଏବେ ଉପକୂଳମୁହାଁ। ରବିବାର ସନ୍ଧ୍ୟା ୫ଟା ସୁଦ୍ଧା ଏହା ଗୋପାଳପୁରଠାରୁ ୯୫ କିମି ଏବଂ ଆନ୍ଧ୍ରର କଳିଙ୍ଗପଟ୍ଟନମଠାରୁ ୮୫ କିମି ଦୂରରେ ରହିଛି। ଏବେ ଘଣ୍ଟା ପ୍ରତି ୨୫ କିମି ବେଗରେ...

ଦିଲ୍ଲୀରେ ଥାଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଦିଲ୍ଲୀରୁ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ଅଧିକ ଗୁରୁତ୍ୱ ଆରୋପ କରିଛନ୍ତି। ବାତ୍ୟାର ମୁକାବିଲା...

ବନ୍ଦିପୋରା ଏନ୍‌କାଉଣ୍ଟର, ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଲା…

ଶ୍ରୀନଗର,୨୬।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ବନ୍ଦିପୋରାର ଓ୍ପତନିରା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ମୃତ ଆତଙ୍କବାଦୀଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ...

୨୭ ସେପ୍ଟେମ୍ବରରେ ଚାଷୀ ସଂଗଠନର ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା…

ନୂଆଦିଲ୍ଲୀ,୨୬।୯: କେନ୍ଦ୍ର ସରକାରଙ୍କ ସଂଶୋଧିତ କୃଷି ଆଇନକୁ ବିରୋଧ କରି ଦେଶର ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ମିଳିତ ଭାବେ ଗତ ୧୦ ମାସ ହେଲା ଆନ୍ଦୋଳନ ଜାରି ରହିଛି। ଏହି ମର୍ମରେ ୨୭ ସେପ୍ଟେମ୍ବରରେ ସଂଗଠନ ପକ୍ଷରୁ ୧୦ ଘଣ୍ଟିଆ...

ନଦୀ ଭାରତୀୟ ସଂସ୍କୃତିର ପାଣ୍ଡୁଲିପି…

ନୂଆଦିଲ୍ଲୀ,୨୬।୯: ଅତି ପ୍ରାଚୀନ କାଳରୁ ନଦୀ ଭାରତୀୟ ସଂସ୍କୃତି ସହିତ ଅତି ଅନ୍ତରଙ୍ଗ ଭାବେ ଜଡ଼ିତ। ଭାରତୀୟ ପରମ୍ପରାରେ ନଦୀକୁ ଏକ ଜଡ଼ ବସ୍ତୁ ପରିବର୍ତ୍ତେ ଜୀବନ୍ତ ଭାବେ ବିବେଚନା କରାଯାଇଥାଏ। ନଦୀଠାରୁ ପରୋପକାର ଭାବନାରେ ଭରପୁର। ତେଣୁ ଭାରତୀୟ...

୧୮୦ କିମି ଦୂରରେ ‘ଗୁଲାବ’: ଗଜପତିରେ ଆରମ୍ଭ ହେଲା ପବନ ସହ ବର୍ଷା

ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ ଗଜପତି ଜିଲାରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ତେବେ ଆଜି ସକାଳୁ କୋହଲା ପାଗ ସହ ଝିପି ଝିପି ବର୍ଷା ହେଉଛି। ପବନର ବେଗ ମଧ୍ୟ...

ପ୍ରଧାନମନ୍ତ୍ରୀ ଆମେରିକାରୁ ଭାରତ ଆଣୁଛନ୍ତି ‘ସ୍ପେଶାଲ-୧୫୭’ ପ୍ରାଚୀନ କଳାକୃତି…

ନୂଆଦିଲ୍ଲୀ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଆମେରିକା ଗସ୍ତ ଶେଷ କରି ଭାରତ ଫେରିବେ। ପ୍ରଧାନମନ୍ତ୍ରୀ ସାଙ୍ଗରେ ଆମେରିକାରୁ ଭାରତକୁ ‘ସ୍ପେଶାଲ-୧୫୭’ ପ୍ରାଚୀନ କଳାକୃତି ମଧ୍ୟ ଆଣୁଛନ୍ତି। ସେଥିମଧ୍ୟରେ ୧୦ମ ଶତାବ୍ଦୀର ବାଲିଆ ପଥରରେ ନିର୍ମିତ ହୋଇଥିବା ସୁନ୍ଦର...

ପୁଣି ବିପଦ, ବିପଜ୍ଜନକ ଆର୍‌-୧ ଭାରିଆଣ୍ଟ୍‌ ସଂକ୍ରମଣ ବଢ଼ିଲା..

ଓ୍ବାଶିଂଟନ,୨୬।୯: ପୁଣି ପୃଥିବୀ ଉପରେ ବିପଦ ଘନେଇବାରେ ଲାଗିଛି। ଆମେରିକାରେ କରୋନା ମହାମାରୀର ବିପଜ୍ଜନକ ଆର୍‌-୧ ଭାରିଆଣ୍ଟ୍‌ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଇତିମଧ୍ୟରେ ଏହି ଭାରିଆଣ୍ଟର ସଂକ୍ରମଣ ୩୫ଟି ଦେଶରେ ହୋଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ...

ଘର ଘର ବୁଲି କରୋନା ମୃତକଙ୍କ ପରିବାରକୁ ଚିହ୍ନଟ କରିବେ ୧୦୦ ଅଧିକାରୀ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୬।୯: କରୋନା ମହାମାରୀ ସଂକ୍ରମଣ ଯୋଗୁଁ ମୃତ୍ୟୁ ଘଟିଥିବା ଆକ୍ରାନ୍ତଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। କାର୍ଯ୍ୟ ବ୍ୟବସ୍ଥା ସହଜ କରିବା ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାରଙ୍କ ପକ୍ଷରୁ ୧୦୦...

ଅସ୍ତ୍ରବିରତି ବନ୍ଦ ହେଲେ ବି ଅନୁପ୍ରବେଶ ଜାରି…

ଶ୍ରୀନଗର,୨୬।୯: ଭାରତ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଛି। ତେବେ ପାକିସ୍ତାନ ଅନ୍ୟ ଉପାୟରେ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ଅସ୍ତ୍ରବିରତି ବନ୍ଦ ଥିଲେ ମଧ୍ୟ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତରେ ଅନୁପ୍ରବେଶ ବୃଦ୍ଧି ପାଇବାରେ...

ଆଜି ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ଗୁଲାବ’; ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହେଲା ବର୍ଷା

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ଏହା ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉପକୂଳକୁ ମାଡ଼ିଆସୁଛି। ବାତ୍ୟା ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୫୦ କି.ମି. ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri