Tag Archives: Home Middle

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୬।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଲଗାତାର ୨ ଦିନ ଧରି ୩୦ ହଜାର ତଳେ ରହିଛି। ସଂକ୍ରମଣ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ସୀମାରେ ଚାଇନା ନିର୍ମାଣ କଲାଣି ୬୮୦ ଗ୍ରାମ

ଗାନ୍ଧୀନଗର, ୨୬।୯: ଭାରତ ସୀମାରେ ଚାଇନା ୬୮୦ଟି ସମୃଦ୍ଧ ଓ ଅତ୍ୟାଧୁନିକ ଗ୍ରାମ ନିର୍ମାଣ କରିଛି, ଯାହାକୁ ନେଇ ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। ବେଜିଂର ଗ୍ରାମ ନିର୍ମାଣ ସମ୍ପର୍କରେ ବିଶ୍ୱ ଆତଙ୍କବାଦ ନିରୋଧୀ ପରିଷଦର ଉପଦେଷ୍ଟା ବୋର୍ଡ ସୂଚନା...

ରାସ୍ତାରେ ମୃତଦେହ ଝୁଲାଇଲା ତାଲିବାନ୍‌

ହେରତ୍‌, ୨୬ା୯: ଆଫଗାନିସ୍ତାନରେ ତାଲିବାନ୍‌ କ୍ରୁର ଶାସନର ଆଉ ଏକ ଉଦାହରଣ ଦେଖିବାକୁ ମିଳିଛି। ୪ ଅପହରଣ ଅଭିଯୁକ୍ତଙ୍କୁ ହତ୍ୟା କରି ସେମାନଙ୍କ ମୃତଦେହକୁ ତାଲିବାନ୍‌ ବିଭିନ୍ନ ସହରର ମୁଖ୍ୟ ରାସ୍ତାରେ ଝୁଲାଇ ଦେଇଛି। ସେଥିମଧ୍ୟରୁ ଗୋଟିଏ ମୃତଦେହ ହେରତ୍‌...

ବିସ୍ତାରବାଦ ବିରୋଧରେ ଏକାଠି ହେବାକୁ ଆହ୍ବାନ

ଜାତିସଂଘ, ୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତିସଂଘର ୭୬ତମ ସାଧାରଣ ସଭାରେ ଉଦ୍‌ବୋଧନ ଦେଇ ଆତଙ୍କବାଦକୁ ରାଜନୈତିକ କରିଥିବା ରାଷ୍ଟ୍ରଗୁଡ଼ିକୁ ସମାଲୋଚନା କରିବା ସହ ବିସ୍ତାରବାଦୀଙ୍କ ବିରୋଧରେ ଏକଜୁଟ୍‌ ହେବାକୁ ଆହ୍ବାନ ଦେଇଛନ୍ତି। ନକାରାତ୍ମକ ଚିନ୍ତାଧାରାର କେତେକ ରାଷ୍ଟ୍ର...

ମାଡ଼ି ଆସୁଛି ବାତ୍ୟା

ଭୁବନେଶ୍ୱର,୨୫ା୯(ବ୍ୟୁରୋ)- ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ଏହା ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉପକୂଳକୁ ମାଡ଼ିଚାଲିଛି। ବାତ୍ୟା ଗୋପାଳପୁରଠାରୁ ପୂର୍ବ ଦକ୍ଷିଣ ପୂର୍ବ ଦିଗରେ...

‘ପାକିସ୍ତାନକୁ କଡ଼ା ଚେତାବନୀ’

ଜାତିସଂଘ,୨୫।୯: ବିକାଶ ବିରୋଧୀ ଚିନ୍ତାଧାରାର କେତେକ ଦେଶ ଆତଙ୍କବାଦକୁ ରାଜନୈତିକ ଅସ୍ତ୍ର କରିଛନ୍ତି। ଏହା ସେମାନଙ୍କ ପାଇଁ ସମାନ ବିପଦ, ଏକଥାକୁ ଉକ୍ତ ରାଷ୍ଟ୍ରଗୁଡ଼ିକ ହୃଦୟଙ୍ଗମ କରିବା ଉଚିତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତିସଂଘ ସାଧାରଣ ସଭାର...

ବଂଶଧାରା ଜଳ ବିବାଦ: ଦୀପାବଳି ପରେ ଚୂଡ଼ାନ୍ତ ଶୁଣାଣି…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୯: ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ମଧ୍ୟରେ ଜାରି ରହିଥିବା ବଂଶଧାରା ଜଳ ବିବାଦ ମାମଲାରେ ଶନିବାର ସୁପ୍ରିମ୍‌କୋର୍ଟ ସ୍ବତନ୍ତ୍ର ଲିଭ୍‌ ପିଟିଶନ ଜାରି କରିଛନ୍ତି। ୨୦୧୭ ସେପ୍ଟେମ୍ବର ୧୩ରେ ବଂଶଧାରା ଜଳ ବିବାଦ ଟ୍ରିବ୍ୟୁନାଲ ପକ୍ଷରୁ ପ୍ରଦାନ କରାଯାଇଥିବା ରାୟରେ...

ଟ୍ରିବ୍ୟୁନାଲ ଓ୍ବେବସାଇଟ୍‌ରୁ ହଟିବ ମୋଦିଙ୍କ ଫଟୋ-ସରକାରୀ ସ୍ଲୋଗାନ୍‌…

ନୂଆଦିଲ୍ଲୀ,୨୫।୯: ଟ୍ରିବ୍ୟୁନାଲ ଓ୍ବେବସାଇଟ୍‌ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ସରକାରୀ ସ୍ଲୋଗାନ୍‌ ହଟାଇବା ଲାଗି ସୁପ୍ରିମ୍‌କୋର୍ଟ ନ୍ୟାଶନାଲ୍‌ ଇନଫରମେଟିକ୍ସ୍‌ ସେଣ୍ଟର(ଏନ୍‌ଆଇସି)କୁ ନିର୍ଦ୍ଦେଶ ଦିଆଯାଇଛି। ଏନ୍‌ଆଇସି ଶୀର୍ଷକୋର୍ଟଙ୍କ ଅଫିସିଆଲ୍‌ ଡୋମେନ୍‌ ପରିଚାଳିତ କରିଥାନ୍ତି। କୋର୍ଟଙ୍କ ଅଫିସିଆଲ ଇ-ମେଲ୍‌ ଫୁଟରରେ ମୋଦିଙ୍କ ଫଟୋ...

ଆସୁଛି ବାତ୍ୟା: ସତର୍କ କରାଇଲେ ଗଞ୍ଜାମ ଜିଲାପାଳ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ କରାଇଛନ୍ତି ଗଞ୍ଜାମ ଓ ଗଜପତି ଜିଲା ପ୍ରଶାସନ। ବାତ୍ୟା ଗୋପାଳପୁର ଓ ବିଶାଖାପାଟଣା ମଝି ପୂର୍ବ କଳିଙ୍ଗପଟନମ୍‌ ଦେଇ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ଥିବାରୁ ଏବେଠାରୁ ସତର୍କ ହୋଇଛି ଜିଲା ପ୍ରଶାସନ। ବାତ୍ୟା...

୨୬/୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ସଂଗଠନଙ୍କ ପ୍ରତି ହେଉ ଦଣ୍ଡବିଧାନ, ଭାରତ-ଆମେରିକା…

ଓ୍ବାଶିଂଟନ,୨୫।୯: ଭାରତ ଏବଂ ଆମେରିକା ମିଳିତ ଭାବେ ୨୬/୧୧ ମୁମ୍ବାଇ ଆକ୍ରମଣକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ଆତଙ୍କବାଦୀ ସଂଗଠନ ତଥା ଅପରାଧୀଙ୍କ ପ୍ରତି କଠୋର ଦଣ୍ଡ ବିଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଦକ୍ଷିଣ ଏସିଆରେ ଟେରର ପ୍ରକ୍ସି, କ୍ୱାଡ୍‌ ନେତାଙ୍କ ମିଳିତ ମତ…

ଓ୍ବାଶିଂଟନ,୨୫।୯: ଦକ୍ଷିଣ ଏସିଆରେ ଟେରର ପ୍ରକ୍ସି ଜାରି ରହିଛି। ଏନେଇ କ୍ୱାଡ୍‌ ନେତାମାନେ ପାକିସ୍ତାନ ଉଦ୍ଦେଶ୍ୟରେ ଏଭଳି ମିଳିତ ମତ ପ୍ରଦାନ କରିଛନ୍ତି। ଆତଙ୍କବାଦ ଉପରେ କ୍ୱାଡ ନେତା ମତପୋଷଣ କରିଛନ୍ତି ଯେ, ଆତଙ୍କବାଦୀ ପ୍ରକ୍ସି ବ୍ୟବହାରକୁ ଆମେ ନିନ୍ଦା...

ଜୀବନ ନେଲା ଶେଷ ପରୀକ୍ଷା,ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ମୃତ୍ୟୁ…

ଜୟପୁର,୨୫।୯: ଆର୍‌ଇଇଟି ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ସମତେ ୬ ମୃତ୍ୟୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟିଛି। ରାଜସ୍ଥାନର ଚାକସୁରସ୍ଥିତ ନିମୋଡ଼ିଆ ରୋଡ଼ରେ ଘଟିଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଛାତ୍ରମାନଙ୍କ ଜୀବନର ଏହା ଶେଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri