Tag Archives: Home Middle

ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ବାଇଡେନଙ୍କ ରହିଛି ସମର୍ଥନ…

ଓ୍ବାଶିଂଟନ,୨୫।୯: ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ଜୋ ବାଇଡେନଙ୍କ ସମର୍ଥନ ରହିଛି। ଏନେଇ ଭାରତୀୟ ବହିର୍ବ୍ୟପାର ସଚିବ ହର୍ଷବର୍ଦ୍ଧନ ଶୃଙ୍ଗଳା ଏନେଇ ସୂଚନା ଦେଇଛନ୍ତି। ବାଇଡେନ ସୁରକ୍ଷା ପରିଷଦରେ ଭାରତ ସ୍ଥାୟୀ ସଦସ୍ୟତା ଚାହୁଁଥିବା ସେ କହିଛନ୍ତି। ପ୍ରଧାନମନ୍ତ୍ରୀ...

ପ୍ରଧାନମନ୍ତ୍ରୀଙ୍କ ସମ୍ପତ୍ତି ବର୍ଷରେ ବଢ଼ିଛି ୨୨ ଲକ୍ଷ…

ନୂଆଦିଲ୍ଲୀ,୨୫।୯: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସମ୍ପତ୍ତି ବିଷୟରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନିଜର ବାର୍ଷିକ ଆୟ, ବ୍ୟାଙ୍କ ଆକାଉଣ୍ଟରେ କେତେ ଟଙ୍କା ଜମା ହୋଇଛି ଏନେଇ ତଥ୍ୟ ସାର୍ବଜନୀନ କରିଛନ୍ତି। ସରକାରୀ...

୩୦ ହଜାର ତଳେ ଦୈନିକ ସଂକ୍ରମଣ, ସୁଧୁରୁନି କେରଳ ସ୍ଥିତି…

ନୂଆଦିଲ୍ଲୀ,୨୫।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେଲାଗିଛନ୍ତି। ଦୈନିକ ସଂକ୍ରମଣ ୩୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୨୯୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୯...

ଭାରତର କଡ଼ା ଜବାବ୍‌, ପ୍ରଥମେ ଖାଲି କର ପିଓକେ…

ଜେନେଭା,୨୫।୯: ଜାତିସଂଘ ସାଧାରଣ ସଭା ବୈଠକରେ ପାକିସ୍ତାନ ପୁଣି ଥରେ କାଶ୍ମୀର ପାଇଁ କୁମ୍ଭୀର କାନ୍ଦଣା କାନ୍ଦିଛି। ଏହି ବୈଠକରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କାଶ୍ମୀର ପ୍ରସଙ୍ଗରେ ଗୋଟିଏ ପରେ ଗୋଟିଏ ଭୁଲ ତଥ୍ୟ ରଖି ଭାରତ ସରକାରଙ୍କ...

ଅର୍ଥନୀତି ବଦଳାଇବ ସୌରଶକ୍ତି: ମୋରିସନ

ଓ୍ବାଶିଂଟନ,୨୫।୯: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ୍‌ କହିଛନ୍ତି, ସେ ଓ ତାଙ୍କ ଭାରତ ପ୍ରତିପକ୍ଷ ତଥା ପ୍ରିୟ ବନ୍ଧୁ ନରେନ୍ଦ୍ର ମୋଦି କେତେକ ନୂଆ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସହମତ ହୋଇଛନ୍ତି। ଏହା ମଧ୍ୟରେ ରହିଛି ନିମ୍ନ ଉତ୍ସର୍ଜନ କାରିଗରିରେ ସହଯୋଗିତା...

ସାମୁଦ୍ରିକ ସୁରକ୍ଷାକୁ ଭାରତ-ଜାପାନର ଗୁରୁତ୍ୱ

ଓ୍ବାଶିଂଟନ,୨୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାପାନ ପ୍ରତିପକ୍ଷ ୟୋଶିହିଦେ ସୁଗା ଓ୍ବାଶିଂଟନରେ ପରସ୍ପରକୁ ଭେଟିଛନ୍ତି। ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସାମୁଦ୍ରିକ ସୁରକ୍ଷା, ଆର୍ଥିକ ଦମନ ଓ ଏକତରଫା ଉଦ୍ୟମକୁ ନେଇ ଦୁଇନେତା ଚିନ୍ତା ବ୍ୟକ୍ତ କରିଛନ୍ତି। ଏଭଳି କାର୍ଯ୍ୟକଳାପ...

ନ୍ୟୁୟର୍କରେ ମୋଦି

ନ୍ୟୁୟର୍କ,୨୫ ।୯: ଆମେରିକାର ହ୍ୱାଇଟ ହାଉସରେ ଶୁକ୍ରବାର ହୋଇଥିବା କ୍ୱାଡ ଦେଶର ବୈଠକରେ ଯୋଗଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟୁୟର୍କ ପହଞ୍ଚି ଯାଇଛନ୍ତି । ସେଠାରେ ପହଞ୍ଚିବା ପରେ ମୋଦି ହୋଟେଲ ବାହାରେ ସାଧାରଣ ଜନତାଙ୍କ ସହ କଥା...

ହ୍ବାଇଟ୍‌ ହାଉସ୍‌ରେ ବାଇଡେନ୍‌-ମୋଦି

ଓ୍ବାଶିଂଟନ,୨୪।୯: ଆମେରିକା ଓ ଭାରତ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜଭୁତ ହେବ। ବିଶ୍ୱର ଦୁଇ ବୃହତ୍‌ ଗଣତନ୍ତ୍ର ନିଜ ସମ୍ବନ୍ଧକୁ ଦୃଢ଼, ନିବିଡ଼ ଓ ଘନିଷ୍ଠ କରିବାକୁ ଯାଉଛନ୍ତି ବୋଲି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି।...

ସିଭିଲ ସର୍ଭିସ ପରୀକ୍ଷାରେ ଶୁଭମ୍‌ କୁମାର ଟପ୍ପର

ନୂଆଦିଲ୍ଲୀ,୨୪।୯: ୟୁପିଏସ୍‌ସି ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ୨୦୨୦ ମେନ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ଟପ୍ପର ହୋଇଛନ୍ତି ଶୁଭମ୍‌ କୁମାର। ଦ୍ୱିତୀୟ ସ୍ଥାନରେ ଅଛନ୍ତି ଜାଗୃତି ଆସ୍ବସ୍ଥି ଅଛନ୍ତି। ଶୁଭମ୍‌ କୁମାର ଆଇଆଇଟି ବମ୍ବେର ସିଭିଲ...

ଆସୁଛି ପ୍ରବଳ ବର୍ଷା

ଭୁବନେଶ୍ବର,୨୪।୯: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏନେଇ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ,...

ବୋଟ୍‌ ଦୁର୍ଘଟଣାରେ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ

କଟକ ଅଫିସ,୨୪।୯: ମହାନଦୀର ମୁଣ୍ଡଳି ବ୍ୟାରେଜ୍‌ ନିକଟରେ ଫସି ରହିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ଶୁକ୍ରବାର ଜଣେ ରିପୋର୍ଟର ପ୍ରାଣ ହରାଇଛନ୍ତି। ସେ ହେଲେ ବୈଦୁତିକ ଗଣମାଧ୍ୟମ ଓଟିଭିର ଚିଫ୍‌ ରିପୋର୍ଟର ଅରିନ୍ଦମ ଦାସ। ଏନେଇ କଟକ ଏସ୍‌ସିବି...

ଗଜରାଜ ଅପରେଶନ: ଓଲଟିଲା ଓଡ୍ରାଫ୍‌ ବୋଟ୍‌, ଗଣମାଧ୍ୟମର ଦୁଇ ପ୍ରତିନିଧି ଗୁରୁତର

କଟକ ଅଫିସ,୨୪ା୯: ଦୀର୍ଘ ସମୟ ଧରି ଫସିଯାଇଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ବିପଦରେ ଓଡ୍ରାଫ୍‌ ଟିମ୍‌ ବିପଦରେ ପଡ଼ିଥିଲା। ହାତୀକୁ ଉଦ୍ଧାର ଉଦ୍ୟମ ବେଳେ ମହାନଦୀ ମୁଣ୍ଡଳି ବ୍ୟାରେଜ୍‌ ନିକଟରେ ବୋଟ୍‌ଟି ଓଲଟି ପଡ଼ିଥିଲା । ଏକ ରବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri