Tag Archives: Home Middle

ପ୍ରଥମ ପର୍ଯ୍ୟାୟ: ଲୋକ ସଭା ପାଇଁ ୭୫.୧୭%, ବିଧାନସଭା ପାଇଁ ୭୪.୬୫% ମତଦାନ

ଭୁବନେଶ୍ୱର,୧୪ା୫(ଅନିଲ ଦାସ)-ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ମତଦାନ କେନ୍ଦ୍ରରୁ ଇଭିଏମ୍‌ଗୁଡ଼ିକୁ ଅଣାଯାଇ କଡ଼ା ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗ୍‌ରୁମ୍‌ରେ ରଖାଯାଇଛି। ସୋମବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା ଆସନ...

ଜମିବ ନିର୍ବାଚନୀ ପ୍ରଚାର, ଆସନ୍ତକାଲି ଓଡ଼ିଶା ଆସୁଛନ୍ତି ଶାହା-ନଡ୍ଡା-ରାହୁଲ

ଭୁବନେଶ୍ୱର,୧୪।୫: ଓଡ଼ିଶା ଆସୁଛନ୍ତି କେନ୍ଦ୍ରର ହେଭିଓ୍ବେଟ ନେତା। କରିବେ ମାରାଥନ ପ୍ରଚାର ଓ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ। ଓଡ଼ିଶା ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ନିର୍ବାଚନୀ ପ୍ରଚାର ପାଇଁ ବୁଧବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଭାଜପା...

୮ ମାମଲା, ୧୭ କୋଟିର ଋଣ, ୬ କିଲୋ ସୁନା, ୫୦ ଏଲ୍‌ଆଇସି ପଲିସି…ଜାଣନ୍ତୁ ଭାଜପାରୁ ପ୍ରାର୍ଥୀ ସାଜିଥିବା କଙ୍ଗନାଙ୍କ ସମ୍ପତ୍ତିରେ ଅଛି କ’ଣ କ’ଣ?

ନୂଆଦିଲ୍ଲୀ,୧୪।୫: ଚଳିତ ନିର୍ବାଚନରେ ପ୍ରାର୍ଥୀ ସାଜିଥିବା ବଲିଉଡ୍‌ ଅଭିନେତାଙ୍କ ବିରୋଧରେ ଚାଲିଛି ୮ ମାମଲା। ତାଙ୍କ ପାଖରେ ଏକାଧିକ ଫ୍ଲାଟ, ମୁମ୍ବାଇରେ ଘର ଏବଂ ମନାଲିରେ ବଡ଼ ବଙ୍ଗଳା ରହିଛି। କୋଟି କୋଟି ଟଙ୍କାର ଅଚଳାଚଳ ସମ୍ପତ୍ତିର ମାଲିକାଣୀ ସେ।...

ବଢୁଛି ମୋଦିଙ୍କ ସମ୍ପତ୍ତି,ଏବେ ଏତେ କୋଟି ଟଙ୍କାର ମାଲିକ

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବାରାଣସୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ବେଳେ ସେ ତାଙ୍କ ସମ୍ପତ୍ତି ବିବରଣୀ ମଧ୍ୟ ସାର୍ବଜନୀନ କରିଛନ୍ତି। ସତ୍ୟପାଠ ଅନୁସାରେ ପ୍ରଧାନମନ୍ତ୍ରୀ ମୋଦି ୩.୦୨ କୋଟି ଟଙ୍କାର ମାଲିକ।...

ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ସୁଯୋଗ, ୮୧ ହଜାର ଯାଏଁ ଅଛି ଦରମା

ଭୁବନେଶ୍ୱର,୧୪।୫: ଓଡ଼ିଶା ହାଇକୋର୍ଟରେ ୩୫ଟି ଜୁନିୟର ଷ୍ଟେନୋଗ୍ରାଫର ପଦ ପୂରଣ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବିଜ୍ଞପ୍ତି। ଆବେଦନକାରୀମାନେ ମେ’ ୨୦ ତାରିଖ ସକାଳ ୧୦ଟାରୁ ଏଥିପାଇଁ ଅନଲାଇନରେ ଆପ୍ଲାଏ କରିପାରିବେ। ଆବେଦନର ଶେଷ ତାରିଖ ଜୁନ ୧୮ ଯାଏଁ...

ଦୁର୍ଘଟଣାରେ ମୃତ ପ୍ରିିଜାଇଡିଂ ଅଫିସରଙ୍କ ପରିବାରକୁ ମିଳିବ ସହାୟତା, ଇସି କଲେ ଘୋଷଣା

ନୂଆପଡ଼ା/କୋରୁକୋଣ୍ଡା,୧୪।୫: ନିର୍ବାଚନ କାର୍ଯ୍ୟ ସାରି ଘରକୁ ଫେରୁଥିବାବେଳେ ଦୁର୍ଘଟଣାର ଶିକାର ହୋଇ ପ୍ରିିଜାଇଡିଂ ଅଫିସର ପ୍ରସନ୍ନ ନାୟକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିବାରଙ୍କୁ ସହାୟତା ପାଇଁ ଘୋଷଣା କରିଛନ୍ତି ନିର୍ବାଚନ କମିଶନର। ଇସି ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର...

କେଜରିଓ୍ବାଲଙ୍କ ଘରେ ସ୍ବାତୀ ମାଲିୱାଲଙ୍କୁ ମାଡ଼ ମରାଯିବା ଘଟଣା: ସ୍ବୀକାର କଲା ଏଏପି

ନୂଆଦିଲ୍ଲୀ,୧୪।୫:ଦଳର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବାସଭବନରେ ଦୁର୍ବ୍ୟବହାର କରାଯିବା ସହ ମାଡ଼ ମରାଯାଇଥିବା ଘଟଣାକୁ ସ୍ବୀକାର କରିଛି ଆମ ଆଦମୀ ପାର୍ଟି। ତେବେ ଏହାକୁ ମୁଖ୍ୟମନ୍ତ୍ରୀ କେଜରିୱାଲ ଗୁରୁତର ସହ ନେଇ ତାଙ୍କ...

ଏବେ ତିହାର ଜେଲ୍‌କୁ ବୋମାରେ ଉଡାଇ ଦେବାକୁ ଧମକ; ଦିଲ୍ଲୀ ପୋଲିସର ତନାଘନା…

ନୂଆଦିଲ୍ଲୀ,୧୪।୫: ଦିଲ୍ଲୀର ତିହାର ଜେଲ୍‌କୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ମଙ୍ଗଳବାର ଏକ ଇମେଲ ମାଧ୍ୟମରେ ଏହି ଧମକ ମିଳିବା ପରେ ଜେଲ ପ୍ରଶାସନ ପକ୍ଷରୁ ଦିଲ୍ଲୀ ପୋଲିସକୁ ସୂଚନା ଦିଆଯାଇଥିଲା। ଏହାକୁ ନେଇ ପୋଲିସ ଆଲର୍ଟରେ ରହିଛି।...

ସୋର ରାଜନୀତିରେ ଚହଳ, ଗୋଟିଏ ଆସନରୁ ନାମାଙ୍କନ ଭରିଲେ ରାଜୁ ଦାସ ଓ ପର୍ଶୁରାମ ଧଡ଼ା

ବାଲେଶ୍ୱର,୧୪।୫: ରୋଚକ ହେଉଛି ସୋର ରାଜନୀତି । ଭାରତୀୟ ଜନତା ପାର୍ଟି ସୋରରୁ ପ୍ରଥମେ ରାଜୁ ଦାସଙ୍କ ଟିକେଟ ଘୋଷଣା କରିଥିଲା । ଟିକେଟ୍‌ ଦେବା ପରେ ରାଜୁ ଦାସ ଜୋରଦାର ପ୍ରଚାର ଆରମ୍ଭ କରିଥିଲେ । ହେଲେ ମଙ୍ଗଳବାର...

ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୪।୫: ମଇଦାନରେ ଶକ୍ତି ପ୍ରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୬ତାରିଖରେ ରାଜଧାନୀ ଦେଖିବ ବିଜେଡି ସୁପ୍ରିମୋଙ୍କ ଶକ୍ତି ପ୍ରଦର୍ଶନ। କାରଣ ଗୁରୁବାର ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ । ରୋଡ ଶୋ’ ପାଇଁ ସୁରକ୍ଷା ବ୍ୟବସ୍ଥା...

ନିର୍ବାଚନ ଭିତରେ ବଡ଼ ଖବର, ମୁଖ୍ୟମନ୍ତ୍ରୀ ଅସୁସ୍ଥ

ପାଟନା,୧୪।୫: ୨୦୨୪ ସାଧାରଣ ନିର୍ବାଚନ ଭିତରେ ଏକ ବଡ଼ ଖବର ଆସିଛି। ସୂଚନା ମିଳିଛି କି ମୁଖ୍ୟମନ୍ତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ନିର୍ବାଚନ ଭିତରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି ।...

ଭାଜପା ଏକଜୁଟ ହେଉ ବା ନ ହେଉ ମୋଦି ହେବେ ନାହିଁ ପ୍ରଧାନମନ୍ତ୍ରୀ: ସଞ୍ଜୟ ରାଉତ

ନୂଆଦିଲ୍ଲୀ,୧୪।୫: ଅଜିତ ପାୱାର ଦଳର ନେତା ସୁନୀଲ ତଟକରେ ଏକ ଘରୋଇ ଟେଲିଭିଜନ ଚ୍ୟାନେଲର କାର୍ଯ୍ୟକ୍ରମରେ ଦାବି କରିଛନ୍ତି ଯେ ‘ଉଦ୍ଧବ ଠାକରେ ଭାଜପାରେ ଯୋଗଦେବାକୁ ଚାହୁଁଛନ୍ତି’। ଏବେ ଶିବସେନା (ୟୁବିଟି) ଏମପି ସଞ୍ଜୟ ରାଉତ ଏହାକୁ ନେଇ ପ୍ରତିକ୍ରିୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri