Tag Archives: Home Middle

ବିଚାରପତିଙ୍କୁ ହତ୍ୟା ମାମଲା, ଜାଣି ଅଟୋ ଦେଇଥିଲା ଧକ୍କା, ସିବିଆଇ ରିପୋର୍ଟ..

ରାଞ୍ଚି,୨୩।୯: ଝାଡ଼ଖଣ୍ଡର ବିଚାରପତି ଉତ୍ତମ ଆନନ୍ଦଙ୍କୁ ଜୁଲାଇରେ ହତ୍ୟା କରାଯାଇଥିଲା। ସେ ମର୍ନିଂ ଓ୍ବାର୍କ କରୁଥିବା ସମୟରେ ଏକ ଅଟୋ ତାଙ୍କୁ ଧକ୍କା ଦେଇଥିବା ସିସିଟିଭି ଫୁଟେଜ୍‌ରୁ ଜଣାପଡ଼ିଥିଲା। ଏହାର ଯାଞ୍ଚ୍‌ କରି ସିବିଆଇ ଟିମ୍‌ ପକ୍ଷରୁ ଗୁରୁବାର ହାଇକୋର୍ଟରେ...

ଆସୁଛି ଆଉ ଏକ ଲଘୁଚାପ: ଏସବୁ ଜିଲା ପାଇଁ ରହିଛି ସତର୍କ ସୂଚନା

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଘୂର୍ଣ୍ଣିବଳୟ ମିଆଁମାର ଉପକୂଳ ଓ ତତ୍‌ସଂଲଗ୍ନ ମାର୍ଟାବାନ ଉପକୂଳ ଅଞ୍ଚଳରେ ସକ୍ରିୟ ହେଉଥିବାରୁ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ୨୪ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର-ପୂର୍ବ ଓ...

ଭାରତରେ ଆଫଗାନୀ ଆତଙ୍କବାଦୀ, ସତର୍କ ସୂଚନା ଜାରି..

ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରର ଉରି ସେକ୍ଟର ଦେଇ ଆଫଗାନୀ ଆତଙ୍କବାଦୀ ଦେଶରେ ଅନୁପ୍ରବେଶ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆତଙ୍କବାଦୀମାନେ ସେନା ଶିବିର, ବଡ଼ ସରକାରୀ କାର୍ଯ୍ୟାଳୟ ଉପରେ ଆତ୍ମଘାତୀ ଆକ୍ରମଣ କରିବା ଲାଗି ଷଡ଼ଯନ୍ତ୍ର...

ପେଗାସସ୍‌ ମାମଲାର ଯାଞ୍ଚ୍‌ ପାଇଁ ବିଶେଷଜ୍ଞ କମିଟି ଗଠନ କରିବେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୩।୯: ପେଗାସସ୍‌ ମାମଲାର ଯାଞ୍ଚ୍‌ ପାଇଁ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ବିଶେଷଜ୍ଞ କମିଟି ଗଠନ କରାଯିବ। ଏନେଇ ଶୀର୍ଷ କୋର୍ଟଙ୍କ ପକ୍ଷରୁ ସଙ୍କେତ ଦିଆଯାଇଛି। କମିଟିର ଗଠନ ସମ୍ପର୍କିତ ଆଦେଶ ଆସନ୍ତା ସପ୍ତାହରେ ଆସିବାର ସମ୍ଭାବନା ରହିଛି। କେତେକ ବିଶେଷଜ୍ଞ ବ୍ୟକ୍ତିଗତ...

ଭାରତୀୟ ଆଇଟି କମ୍ପାନୀର ବଦଳିଲା ଭାଗ୍ୟ, କ୍ଷଣିକ ମଧ୍ୟରେ ୫୦୦ ପାଲଟିଲେ କୋଟିପତି…

ଓ୍ବାଶିଂଟନ,୨୩।୯: ଭାରତୀୟ ଆଇଟି କମ୍ପାନୀ ଫ୍ରେଶ୍‌ଓ୍ବାର୍କ ଆମେରିକାର ନାସଡାକ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ରେ ତାଲିକାଭୁକ୍ତ ହୋଇଛି। ଏହାଦ୍ୱାରା କ୍ଷଣିକ ମଧ୍ୟରେ ୫୦୦ ଲୋକ କୋଟିପତି ପାଲଟି ଯାଇଛନ୍ତି। ଫ୍ରେଶ୍‌ଓ୍ବାର୍କ ଆମେରିକା ବଜାରରେ ସୂଚୀବଦ୍ଧ ହୋଇଥିବା ପ୍ରଥମ ସଫ୍ଟଓ୍ବେର ଏଜ୍‌ ଏ ସର୍ଭିସ୍‌...

ପିପିଲି ଉପନିର୍ବାଚନ: ପୋଷ୍ଟାଲ ମତଦାନ ଆରମ୍ଭ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ଗୁରୁବାରଠାରୁ ପୋଷ୍ଟାଲ ମତଦାନ ଆରମ୍ଭ ହୋଇଛି। ଏହି ପୋଷ୍ଟାଲ ବାଲାଟରେ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଭୋଟର, ଦିବ୍ୟାଙ୍ଗ ଏବଂ କୋଭିଡ୍‌ ଆକ୍ରାନ୍ତଙ୍କ ମତ ଗ୍ରହଣ କରାଯାଉଛି। ଏହି ପ୍ରକିୟାରେ ମାଇକ୍ରୋ ଅବ୍‌ଜର୍ଭର, ପ୍ରିଜାଇଡିଂ...

ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୨୩ା୯: ଉପରମୁଣ୍ଡରେ ବର୍ଷା ହେଉଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ଫୁଟ ଥିବା ବେଳେ ଏବେ ଜଳସ୍ତର ରହିଛି ୬୨୯.୭୫ ଫୁଟ । ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୬୭ ହଜାର ୮୫୬...

ଚାଇନାର ବଡ଼ଭାଇ ପଣିଆ, ତାଲିବାନ୍‌ ସରକାରକୁ ମାନ୍ୟତା ଦେବାକୁ ଜୋର୍‌ସୋର୍‌ ଉଦ୍ୟମ…

ବେଜିଂ,୨୩।୯: ଆଫଗାନିସ୍ତାନର ତାଲିବାନ୍‌ ସରକାରକୁ ଅର୍ନ୍ତଜାତୀୟ ମାନ୍ୟତା ଦେବାକୁ ଚାଇନା ବଡ଼ଭାଇ ପଣିଆ ଦେଖାଇବା ଆରମ୍ଭ କରିଛି। ଏନେଇ ଚାଇନା ପକ୍ଷରୁ ଜୋର୍‌ସୋର୍‌ ଉଦ୍ୟମ ଜାରି ରହିଛି। ଚାଇନାର ବିଦେଶ ମନ୍ତ୍ରୀ ଓ୍ବାଙ୍ଗ ୟି କହିଛନ୍ତି ଯେ, ଶୀଘ୍ର ତାଲିବାନ୍‌...

କୋଭିଶିଲ୍ଡ ଟିକାର ସମୟ ବ୍ୟବଧାନ ହେବନି କମ୍‌, ସରକାରଙ୍କ ସୂଚନା…

ନୂଆଦିଲ୍ଲୀ,୨୩।୯: ଦେଶରେ କରୋନା ମହାମାରୀ ବିରୋଧରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ କୋଭିଶିଲ୍ଡ ଟିକାର ୨ ଡୋଜ୍‌ ମଧ୍ୟରେ ଥିବା ୧୨ ସପ୍ତାହ ଅର୍ଥାତ୍‌ ୮୪ ଦିନର ବ୍ୟବଧାନ କମାଇବା ପାଇଁ ବିଭିନ୍ନ ବର୍ଗରୁ ଦାବି କରାଯିବା...

ଉଛୁଳିଲା ଜମ୍ଭୀରା ନଦୀ

ବାରିପଦା ଅଫିସ,୨୩ା୯:  ଲଘୁଚାପ ଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲାର ତିନୋଟି ବ୍ଳକ ଅଞ୍ଚଳ ପ୍ରଭାବିତ ହୋଇଛି। ରାସଗୋବିନ୍ଦପୁର, ଶୁଳିଆପଦା ଓ ମୋରଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ବନ୍ୟାଜଳ ପ୍ରବେଶ କରି ବ୍ୟାପକ କ୍ଷୟକ୍ଷତି ଘଟିଛି। ଧାନ ଓ ପରିବା ଚାଷ...

ପାଣିଘେରରେ ବସ୍ତା ଥାନା,କୋର୍ଟ

ରୂପ୍‌ସା/ବସ୍ତା,୨୩ା୯(ଡି.ଏନ.ଏ.):  ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲା ଜଳକା ନଦୀରେ ବନ୍ୟା ସ୍ଥିତି ଗମ୍ଭୀର ହୋଇପଡ଼ିଛି। ବସ୍ତା ବ୍ଲକର ୧୩ ଓ ସଦର ବ୍ଲକର ୨ଟି ପଞ୍ଚାୟତରେ ପାଣି ପଶିଛି। ବିଭିନ୍ନ ସ୍ଥାନରେ ଗାଁ ଓ ମୁଖ୍ୟ ରାସ୍ତା ବୁଡ଼ି...

ଶୋପିଆନ୍‌ରେ ଏନ୍‌କାଉଣ୍ଟର, ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍‌ର କାଶଓ୍ବା ଚିତ୍ରାଭାମ୍‌ ଅଞ୍ଚଳରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। କିଛି ଆତଙ୍କବାଦୀ ଲୁଚିଥିବା ଗୋଇନ୍ଦା ସୂଚନା ଆଧାରରେ ସ୍ଥାନୀୟ ଅଞ୍ଚଳରେ ମିଳିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri