Tag Archives: Home Middle

‘ଜିଏସ୍‌ଟିରେ ସାମିଲ କରିବାର ସମୟ ଆସିନାହିଁ’

ନୂଆଦିଲ୍ଲୀ,୧୭।୯: କେରଳ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ପେଟ୍ରୋଲ, ଡିଭେଲ ଭଳି ଇନ୍ଧନକୁ ଦ୍ରବ୍ୟ ଓ ସେବା କର (ଜିଏସ୍‌ଟି) ତାଲିକାରେ ସାମିଲ କରିବା ପାଇଁ କାଉନ୍ସିଲରେ ଆଲୋଚନା ହୋଇଥିଲା। କିନ୍ତୁ କାଉନ୍ସିଲର ସଦସ୍ୟମାନେ ସମ୍ପୂର୍ଣ୍ଣ ରୂପେ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ।...

ଦିନକରେ ୨ କୋଟି କୋଭିଡ୍‌ ଟିକା

ନୂଆଦିଲ୍ଲୀ, ୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୭୧ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସରକାରଙ୍କ ପକ୍ଷରୁ କୋଭିଡ୍‌ ଟିକାକରଣର ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଥିଲା। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଦେଶରେ ୨.୨ କୋଟିରୁ ଊର୍ଦ୍ଧ୍ୱ ଡୋଜ୍‌ ଟିକା...

ଘର ଉତ୍ତରପ୍ରଦେଶ, ଦିଲ୍ଲୀରୁ ଅପହରଣ, ମଧ୍ୟପ୍ରଦେଶରେ ହତ୍ୟା, ଅନ୍ୟ ରାଜ୍ୟରେ ଫୋପାଡ଼ି ଦେଲେ ପ୍ରେମୀ ଯୁଗଳଙ୍କ ମୃତଦେହ

ନୂଆଦିଲ୍ଲୀ,୧୭।୯: ଉତ୍ତରପ୍ରଦେଶରୁ ପଳାଇ ଆସିଥିବା ପ୍ରେମୀ ଯୁଗଳଙ୍କୁ ପ୍ରଥମେ ଦିଲ୍ଲୀରୁ ଅପହରଣ କରାଯାଇଥିଲା। ସେମାନଙ୍କୁ ମଧ୍ୟପ୍ରଦେଶରେ ହତ୍ୟା କରିବା ପରେ ତାଙ୍କ ମୃତଦେହକୁ ଫୋପାଡ଼ି ଦିଆଯାଇଥିଲା ଅନ୍ୟ ରାଜ୍ୟରେ। ଯୁବକଙ୍କ ମୃତଦେହ ମଧ୍ୟପ୍ରଦେଶରୁ ମିଳିଥିବା ବେଳେ ରାଜସ୍ଥାନରୁ ଯୁବତୀଙ୍କ ମୃତଦେହ...

୧୮ରୁ ପୁଣି ବର୍ଷା: ୨୦,୨୧ ଛେଚିବ

ଭୁବନେଶ୍ବର,୧୭।୯: ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗବ ୧ବ ଓ ୧୩ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିଲା ବନ୍ୟା ପରିସ୍ଥିତି। ଏବେ ପରିସ୍ଥିତ ନ...

ମୂର୍ତ୍ତି ଉଚ୍ଚତା ବିବାଦ: ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୧୭ା୯: ଦଶହରାରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦର ରାୟ ଆଜି ପ୍ରକାଶ ପାଇଛି। ମୂର୍ତ୍ତି ଉଚ୍ଚତା ବୃଦ୍ଧିକୁ ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ସରକାରୀ ନିୟମରେ ଆଉ ପରିବର୍ତ୍ତନ ହେବ ନାହିଁ ବୋଲି ରୋକ୍‌ଠୋକ୍‌...

ଭାଜପାର ସେବା, ସମର୍ପଣ ଅଭିଯାନ, ଗୋଟିଏ ଦିନରେ ଦ୍ୱିପ୍ରହର ସୁଦ୍ଧା ଦିଆ ସରିଲାଣି ୧ କୋଟିରୁ ଊର୍ଦ୍ଧ୍ୱ କରୋନା ଟିକା

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ ଉପଲକ୍ଷେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ସେବା ଓ ସମର୍ପଣ ଅଭିଯାନ ଆରମ୍ଭ କରାଯାଇଛି । ଏଥିରେ ଗୋଟିଏ ଦିନ ମଧ୍ୟରେ ଅର୍ଥାତ୍ ଶୁକ୍ରବାର ଦ୍ୱିପ୍ରହର ସୁଦ୍ଧା ୧...

ନିଲାମ ହେବ ପ୍ରଧାନମନ୍ତ୍ରୀଙ୍କ ଉପହାର

ନୂଆଦିଲ୍ଲୀ,୧୭ ।୯: ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାରା ବିଶ୍ୱରେ ଯେତେପ୍ରକାର ଉପହାର ମିଳିଛି ତା’ର ନିଲାମି କରାଯିବ ବୋଲି କହିଛି । ଏହାର ଇ-ନିଲାମି କରାଯିବ । ଏଥିରୁ ଯେଉଁ ଅର୍ଥ ମିଳିବ ତାହା...

ଚାଇନାକୁ ଘେରିବା ପାଇଁ ‘ଅକସ୍‌’

ଓ୍ବାଶିଂଟନ/ଲଣ୍ଡନ,୧୭ା୯ସେପ୍ଟେମ୍ବର ୧୦ରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ତାଙ୍କ ଚାଇନା ପ୍ରତିପକ୍ଷ ଶି ଜିନ୍‌ପିଙ୍ଗ୍‌ଙ୍କ ସହ ଫୋନ୍‌ରେ ଆଫଗାନିସ୍ତାନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଦୁଇ ନେତାଙ୍କ ମଧ୍ୟରେ ଏହା ଥିଲା ୭ ମାସ ପରେ କଥାବାର୍ତ୍ତା। ଦୁଇ ଦେଶ ପରସ୍ପର...

ମୋଦିଙ୍କ ଜନ୍ମଦିନରେ ଭାଜପାର ମେଗା ପ୍ଲାନ

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାଡନଗରରେ ୧୭ ସେପ୍ଟେମ୍ବର ୧୯୫୦ରେ ଜନ୍ମଗ୍ରହଣ କରିଥିଲେ । ଆଜି ସେ ତାଙ୍କର ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି । ସାରା ଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀମାନେ ମୋଦିଙ୍କ...

ଥରିଲା ଚାଇନା

ବେଜିଂ, ୧୬।୯: ଚାଇନାର ସିଚୁଆନ୍‌ ପ୍ରଦେଶରେ ଗୁରୁବାର ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୬୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଚୋଙ୍ଗକିଙ୍ଗ ସହରଠାରୁ ଦକ୍ଷିଣ-ପଶ୍ଚିମ ଦିଗରେ୧୨୦ କି.ମି ଦୂର ଓ ୧୦...

ଅଧିନାୟକ ପଦ ଛାଡ଼ିବେ କୋହଲି

ନୂଆଦିଲ୍ଲୀ,୧୬।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଟି୨୦ ବିଶ୍ୱକପ୍‌ ପରେ ସେ ଟି୨୦ ଫର୍ମାଟର ଅଧିନାୟକ ପଦରୁ ଇସ୍ତଫା ଦେବେ। ତେବେ ଦିନିକିଆ ଓ ଟେଷ୍ଟ ଫର୍ମାଟରେ ସେ ଦଳର ନେତୃତ୍ୱ...

ମିଶନ ୨୦୨୨, ଭୂପେନ୍ଦ୍ରଙ୍କ ଟିମ୍‌ରେ ୨୪ ନୂଆ ମନ୍ତ୍ରୀ…

ଅହମଦାବାଦ,୧୬।୯: ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ କ୍ୟାବିନେଟ୍‌ ଟିମ୍‌ରେ ୨୪ ଜଣ ନୂଆ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି। ଗୁରୁବାର ମନ୍ତ୍ରୀମାନଙ୍କୁ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ୨୪ ଜଣ ମନ୍ତ୍ରୀଙ୍କ ମଧ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri