Tag Archives: Home Middle

ବାରାଣସୀ ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବାରାଣସୀ ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପିଏମ ମୋଦି ୨୦୧୪ ପରଠାରୁ କ୍ରମାଗତ ତୃତୀୟ ଥର ପାଇଁ ବାରାଣସୀରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଇଣ୍ଡିଆ ମେଣ୍ଟ ପ୍ରଧାନମନ୍ତ୍ରୀଙ୍କ ବିପକ୍ଷରେ ଅଜୟ ରାୟଙ୍କୁ...

ମାଆଙ୍କ ମୃତ୍ୟୁ ପରେ ତାଙ୍କ ସ୍ଥାନ ନେଇଛନ୍ତି ମାଆ ଗଙ୍ଗା: ମୋଦି

ବାରାଣସୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବାରାଣସୀ ଲୋକ ସଭା ଆସନରୁ ତୃତୀୟ ଥର ପାଇଁ ନାମାଙ୍କନ ଦାଖଲ କରିବାକୁ ଯାଉଛନ୍ତି। ଏହି ସମୟରେ ସେ ଏକ ସାକ୍ଷାତକାର ଦେଇଥିଲେ। ସେ କହିଛନ୍ତି ଯେ କାଶୀଙ୍କ ସହ ତାଙ୍କର ଭିନ୍ନ...

ସୁପ୍ରିମକୋର୍ଟରୁ ବାବା ରାମଦେବ-ବାଲକ୍ରିଷ୍ଣାଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୫: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ଆଚାର୍ଯ୍ୟ ବାଲକ୍ରିଷ୍ଣା ଏବଂ ବାବା ରାମଦେବ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇଛନ୍ତି। ଯୋଗ ଗୁରୁ ସ୍ବାମୀ ରାମଦେବ ଏବଂ ବାଲକ୍ରିଷ୍ଣାଙ୍କୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ସୁପ୍ରିମକୋର୍ଟ ଛାଡ କରିଛନ୍ତି। କେବଳ ଏତିକି ନୁହେଁ ଯୋଗ...

ଭାରତ ଇରାନ ମଧ୍ୟରେ ଚାବାହାର ଚୁକ୍ତିକୁ ନେଇ ରାଗିଲା ଆମେରିକା, ଦେଲା ଏମିତି ଧମକ

ଓ୍ବାଶିଂଟନ,୧୪।୫: ଇରାନର ଚାବାହାର ବନ୍ଦର ଚଳାଇବା ପାଇଁ ଭାରତ ୧୦ବର୍ଷର ଚୁକ୍ତିନାମା ସ୍ବାକ୍ଷର କରିବା ପରେ ଆମେରିକା ରାଗି ଯାଇଛି। ଆମେରିକା କହିଛି ଯେ ଇରାନ ସହ ବାଣିଜ୍ୟ ଚୁକ୍ତି କରିବାକୁ ଯାଉଥିବା ଦେଶ ଉପରେ କଟକଣା ଲାଗୁ କରାଯାଇପାରିବ।...

୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪।୫(ଅସମାପିକା ସାହୁ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ। ଏଥିପାଇଁ ପାଗ ଅନୁକୂଳ ରହିଛି। ଗତବର୍ଷ ମଧ୍ୟ ଏହି ସମୟରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ...

ମୁମ୍ବାଇରେ ପ୍ରବଳ ବର୍ଷା: ହୋର୍ଡିଂ ପଡି ୪ ମୃତ, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମହାରାଷ୍ଟ୍ର,୧୩।୫: ମହାରାଷ୍ଟ୍ରର ଅନେକ ଅଞ୍ଚଳରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହୋଇଛି। ସୋମବାର ଘାଟକୋପର ଅଞ୍ଚଳରେ ପ୍ରବଳ ବର୍ଷା ସମୟରେ ପେଟ୍ରୋଲ ପମ୍ପ ଉପରେ ଥିବା ଏକ ହୋର୍ଡିଂ ପଡି ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୪ ଜଣ...

ଓଡ଼ିଶା ଆସିବେ ରାହୁଲ-ଖାର୍ଗେ, ଭୁବନେଶ୍ବରରେ କରିବେ ପ୍ରେସମିଟ୍‌

ଭୁବନେଶ୍ୱର,୧୩।୫: ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ। ୧୫ ତାରିଖରେ ରାହୁଲ ବଲାଙ୍ଗୀରରେ ସଭା କରିବାର କାର୍ଯ୍ୟକ୍ରମ ଥିବା ବେଳେ ୧୬ ତାରିଖରେ କନ୍ଧମାଳରେ ସଭାରେ ଯୋଗଦେବେ ଖାର୍ଗେ। ଏନେଇ...

ପାକିସ୍ତାନ ଚୁଡ଼ି ପିନ୍ଧିନାହିଁ ଯଦି ପିନ୍ଧାଇଦେବା: ମୋଦି

ମୁଜାଫରନଗର,୧୩।୫: ବିହାରର ମୁଜାଫରପୁରରେ ଏକ ସାଧାରଣ ସଭାରେ ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ନେତା ମଣି ଶଙ୍କର ଆୟାରଙ୍କ ପାକ ସମର୍ଥକ ବିବୃତ୍ତି ଉପରେ ଆକ୍ରମଣ କରି ଏହାର ଉତ୍ତର ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଯଦି ପାକିସ୍ତାନ ଚୁଡ଼ିା...

ଚାଇନା-ପାକିସ୍ତାନର ଉଡିଲା ନିଦ, ହାତ ମିଳାଇଲେ ଭାରତ-ଇରାନ!

ନୂଆଦିଲ୍ଲୀ,୧୩।୫: ବ୍ୟସ୍ତବହୁଳ ନିର୍ବାଚନ ଋତୁରେ ଭାରତ ଇରାନ ସହ ଏକ ଚୁକ୍ତି କରିବାକୁ ପ୍ରସ୍ତୁତ। ଆସନ୍ତା ଦଶ ବର୍ଷ ପାଇଁ ଚାବାହାର ବନ୍ଦରର ପରିଚାଳନା ଉପରେ ଭାରତ ଦୃଷ୍ଟି ଦେବ। ଏହି ଚୁକ୍ତିନାମା ଭାରତ ଏବଂ ଇରାନ ମଧ୍ୟରେ ଏକ...

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ

ଭୁବନେଶ୍ୱର,୧୩ା୫: ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ ହୋଇଥିବା ନିର୍ବାଚନ କମିଶନ ଆପ୍‌ରୁ ଜଣାପଡ଼ିଛି। ସେହିପରି। ମୋହନାରେ ୨୧.୪୭% ମତଦାନ ହୋଇଥିବା ବେଳେ ନବରଙ୍ଗପୁରରେ ୨୧.୫୦%, ନର୍ଲା ୨୬.୪୬%,...

ଚଳିତ ବର୍ଷ ଦେଶରେ ହେବ ଅଧିକ ବର୍ଷା, ଅଧିକ ଶୀତ

ନୂଆଦିଲ୍ଲୀ,୧୩।୫: ଚଳିତ ବର୍ଷ ଦେଶରେ ମୌସୁମୀ ସାଧାରଣ ଅପେକ୍ଷା ବହୁତ ଭଲ ହେବାକୁ ଯାଉଛି। ପ୍ରଶାନ୍ତ ମହାସାଗରରେ ଖୁବ ଶୀଘ୍ର ଲା ନୀନାର ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଜୁନଠାରୁ ଆରମ୍ଭ ହୋଇଥିବା ମୌସୁମୀରେ...

ଅନୁଗୋଳ ଆସିବେ ମୋଦି

ଅନୁଗୋଳ,୧୩।୫(ଅମିତ କୁମାର ସାମଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଅନୁଗୋଳ ଆସି ଭାଜପାର ନିର୍ବାଚନୀ ସଭାରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବା ପରେ ଜିଲା ଭାଜପା ଶିବିରରେ ଭରପୂର ଉତ୍ସାହ ଦେଖାଦେଇଛି। ଏହି ସଭାରେ ଅନୁଗୋଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri