Tag Archives: Home Middle

ଗୌତମ ଦାସ ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୬।୯(ବ୍ୟୁରୋ) : ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସିଂ(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ(ମେନ୍‌)-୨୦୨୧ ଫଳ ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରକାଶ ପାଇଛି। ୪୪ଜଣ ପରୀକ୍ଷାର୍ଥୀ ୧୦୦ ପର୍ସେଣ୍ଟାଇଲ ମାର୍କ ହାସଲ କରିଛନ୍ତି। ତେବେ ପ୍ରଥମ ର଼୍ୟାଙ୍କରେ ମିଳିତ ଭାବେ ୧୮ ପରୀକ୍ଷାର୍ଥୀ ସ୍ଥାନ...

ଗୁପ୍ତ ତଥ୍ୟ ପ୍ରଘଟରେ ହନିଟ୍ରାପ୍‌ ଲିଙ୍କ୍‌

ବାଲେଶ୍ୱର ଅଫିସ,୧୬।୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଗୁପ୍ତ ତଥ୍ୟ ପ୍ରଘଟ ପଛରେ ହନିଟ୍ରାପ୍‌ (ମଧୁର ଜାଲ)ର ଲିଙ୍କ୍‌ ଥିବା ସୂଚନା ମିଳିଛି।...

ମହାକାଶକୁ ଗଲେ ୪ ସାଧାରଣ ନାଗରିକ

ଫ୍ଲୋରିଡା,୧୬ ।୯: ମହାକାଶକୁ ଯାତ୍ରା କରିବାକୁ ଇଚ୍ଛା ରଖିଥିବା ଅରବପତିଙ୍କ ଆଶା ଏବେ ପୂରଣ ହେବାକୁ ଯାଉଛି । ଭାରତୀୟ ସମୟଅନୁସାରେ ଗୁରୁବାର ଭୋର ପ୍ରାୟ ୫ଟା ୩୩ ମିନିଟରେ ଆମେରିକାର ଫ୍ଲୋରିଡା ସ୍ଥିତ କେନେଡି ସ୍ପେସ ସେଣ୍ଟରରୁ ୪...

ଖୋଲିଲା ୨୮ ଗେଟ୍‌

ସମ୍ବଲପୁର,୧୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍‌ କର୍ତ୍ତୃପକ୍ଷ ବୁଧବାର ରାତି ୮ଟା ସୁଦ୍ଧା ୨୮ଟି ଗେଟ୍‌ ଖୋଲା ଯାଇଥିବା ସୂଚନା...

ସୋନୁ ସୁଦଙ୍କ ଘରେ ଆଇଟି ଚଢ଼ାଉ

ନୂଆଦିଲ୍ଲୀ,୧୫।୯: ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କ ମୁମ୍ବାଇ ସ୍ଥିତ ବାସଭବନରେ ଓ ତାଙ୍କ ଲିଙ୍କ୍‌ରେ ଥିବା ଲକ୍ଷ୍ନୌର ଏକ କମ୍ପାନୀ ଉପରେ ବୁଧବାର ଆୟକର ବିଭାଗ (ଆଇଟି) ଚଢ଼ାଉ କରିଛି। ନିକଟରେ ସୋନୁଙ୍କ କମ୍ପାନୀ ଓ ଲକ୍ଷ୍ନୌସ୍ଥିତ ରିଅଲ ଇଷ୍ଟେଟ୍‌...

ଅଷ୍ଟମ ପର୍ଯ୍ୟନ୍ତ ସ୍କୁଲ୍‌ ଏବେ ଖୋଲିବା ମନା…

ନୂଆଦିଲ୍ଲୀ,୧୫।୯: କରୋନା ମହାମାରୀର ଦ୍ୱିତୀୟ ଳହର ଦେଶରେ ଥମିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ନବaମରୁ ଦ୍ୱାଦଶ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ଉପରେ ନିଷ୍ପତ୍ତି ଗ୍ରହଣ ହୋଇଥିଲା। ସ୍କୁଲଗୁଡ଼ିକ ୫୦ ପ୍ରତିଶତ କ୍ଷମତାରେ କାର୍ଯ୍ୟ କରିବ ବୋଲି ପୂର୍ବରୁ ଦିଲ୍ଲୀ ବିପର୍ଯ୍ୟୟ...

ଅଟୋ ସେକ୍ଟରକୁ ପିଏଲ୍‌ଆଇ ପ୍ୟାକେଜ, ୭.୫ ଲକ୍ଷଙ୍କୁ ମିଳିବ ନିଯୁକ୍ତି…

ନୂଆଦିଲ୍ଲୀ,୧୫।୯: ଅଟୋ ଏବଂ ଡ୍ରୋନ୍‌ ସେକ୍ଟର ପାଇଁ ପ୍ରଡକଶନ୍‌ ଲିଙ୍କ୍‌ ଇନସେନଟିଭ୍‌ (ପିଏଲ୍‌ଆଇ) ଯୋଜନା ଅନ୍ତର୍ଗତ ୫୭,୦୪୩ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରାଯାଇଛି। ବୁଧବାର ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଏହାକୁ ମଞ୍ଜୁରୀ ମିଳିଛି। ଧାର୍ଯ୍ୟ ପ୍ୟାକେଜ ମଧ୍ୟରୁ...

ଦୀପାବଳିରେ ରାଜଧାନୀରେ ଫୁଟିବନି ବାଣ, ସରକାର ଜାରି କଲେ କଟକଣା…

ନୂଆଦିଲ୍ଲୀ,୧୫।୯: ଚଳିତ ଦୀପାବଳିରେ ଗତ ବର୍ଷ ଭଳି ମଧ୍ୟ ରାଜଧାନୀ ଦିଲ୍ଲୀରେ ବାଣ ଫୁଟାଇବା ଏବଂ ବିକ୍ରି ଉପରେ ସରକାର କଡ଼ା କଟକଣା ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏନେଇ ବୁଧବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗତ...

କେନ୍ଦ୍ରକୁ ଏସ୍‌ସିଙ୍କ ଛାଟ, ସରକାର କରୁଛନ୍ତି ଧର୍ଯ୍ୟ ପରୀକ୍ଷା,କହିଲେ ପ୍ରଧାନ ବିଚାରପତି…

ନୂଆଦିଲ୍ଲୀ,୧୫।୯: ଦେଶର ବିଭିନ୍ନ ଟ୍ରିବ୍ୟୁନାଲରେ ଖାଲିଥିବା ପଦବୀରେ ନିଯୁକ୍ତି ନେଇ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ (ଏସ୍‌ସି) ଛାଟ ଦେଖାଇଛନ୍ତି। ଟ୍ରିବ୍ୟୁନାଲ ସଂସ୍କାର ଅଧିନିୟମ ୨୦୨୧ ର ସାମ୍ବିଧାନିକ ବୈଧତା ଏବଂ ଟ୍ରିବ୍ୟୁନାଲରେ ଖାଲିଥିବା ପଦବୀ ପୂରଣକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ...

ଦିଲ୍ଲୀରୁ ଖୁସି ଖବର, ୨ ମାସ ମଧ୍ୟରେ ଶତ ପ୍ରତିଶତ ବୟସ୍କଙ୍କୁ କରୋନା ଟିକା…

ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶର...

ପାଖରେ ନାହିଁ କାଣି କଉଡ଼ି, ସହାୟତା ଭରସାରେ ତାଲିବାନ୍‌…

କାବୁଲ,୧୫।୯: ତାଲିବାନ୍‌ କ୍ଷମତା ଦଖଲ କରିବା ପରେ ଏବେ ଆଫଗାନିସ୍ତାନର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ଆର୍ଥିକ ଅବସ୍ଥା ଖରାପ ହେବାରେ ଲାଗିଛି। ବନ୍ଧୁକ ମୂନରେ ଦେଶକୁ କବ୍‌ଜା କରିଥିବା ତାଲିବାନ୍‌ ପାଖରେ କାଣି କଉଡ଼ି ନାହିଁ।...

ସଂକ୍ରମଣ ଶୀର୍ଷ ଅତିକ୍ରମ କରି ସାରିଛି କେରଳ: ଏମ୍ସ୍‌…

ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଆତଙ୍କ ସୃଷ୍ଟି ହୋଇଛି। କେରଳରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଯୋଗୁ ଦେଶର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ କୁହାଯାଇଛି ଯେ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri