Tag Archives: Home Middle

ସଂକ୍ରମଣ କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ଦୈନିକ...

କଓ୍ବୋଇସି ଠକେଇ: ସତର୍କ କଲା ଆର୍‌ବିଆଇ

ନୂଆଦିଲ୍ଲୀ,୧୪।୯: ନୋ ୟୋର କଷ୍ଟମର(କଓ୍ବୋଇସି) ଅପ୍‌ଡେଟ୍‌ କରାଇବା ଆଳରେ ଲୋକମାନେ ବ୍ୟାଙ୍କ ଠକେଇର ସାମ୍ନା କରୁଥିବା ଦେଖାଯାଉଛି। ଏହାକୁ ନେଇ ଲୋକଙ୍କୁ ରିଜର୍ଭ ବ୍ୟାଙ୍କ ସତର୍କ କରାଇଛି। ଆକାଉଣ୍ଟ ଲଗ୍‌ଇନ୍‌ ସମ୍ପର୍କିତ ତଥ୍ୟ, ବ୍ୟକ୍ତିଗତ ତଥ୍ୟ, କଓ୍ବୋଇସି ଡକ୍ୟୁମେଣ୍ଟ କପି,...

ତାମିଲ ଈଶ୍ୱରଙ୍କ ଭାଷା: ମାଡ୍ରାସ୍‌ ହାଇକୋର୍ଟ

ଚେନ୍ନାଇ, ୧୪।୯: ତାମିଲ ଈଶ୍ୱରଙ୍କ ଭାଷା। ଅଝଓ୍ବର ଏବଂ ନୟନମାରଙ୍କ ଭଳି ସନ୍ଥ ଲେଖିଥିବା ତାମିଲ ମନ୍ତ୍ର ଦେଶର ମନ୍ଦିରଗୁଡ଼ିକରେ ଆବୃତ୍ତି ହେବା ଆବଶ୍ୟକ ବୋଲି ମାଡ୍ରାସ ହାଇକୋର୍ଟ କହିଛନ୍ତି। ସଂସ୍କୃତ ଭଗବାନଙ୍କ ଭାଷା ବୋଲି ବିଶ୍ୱାସ ରହିଆସିଥିବା ଜଷ୍ଟିସ୍‌...

ବଞ୍ଚିବା ପାଇଁ ବିକି ଦେଉଛନ୍ତି

କାବୁଲ, ୧୪ା୯: ପୂର୍ବ କଷ୍ଟୋପାର୍ଜିତ ଅର୍ଥ ବ୍ୟାଙ୍କରେ ପଡ଼ିଛି। ତାଲିବାନ୍‌ ମୁହଁକୁ ଦେଖି ଅନ୍ତର୍ଜାତୀୟ ସଙ୍ଗଠନଗୁଡ଼ିକ ଆଫଗାନିସ୍ତାନକୁ ପାଣ୍ଠି ଦେବାକୁ ମନା କରିଦେବା ପରେ ଲୋକଙ୍କ ମୁଣ୍ଡ ଉପରେ ପଡ଼ିଛି ଅକାଳ ଚଡ଼କ। କାହା ହାତରେ ଖାଇବାକୁ ଅର୍ଥ ନାହିଁ...

ବିନା ଏନ୍‌ଇଇଟିରେ ଡାକ୍ତରୀ ନାମଲେଖା

ଚେନ୍ନାଇ, ୧୪ା୯: ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି) ନ ଦେଇ ସିଧାସଳଖ ଡାକ୍ତରୀ ପାଠ ପଢ଼ିବା ପାଇଁ ତାମିଲନାଡୁ ସରକାର ସୋମବାର ବିଧାନସଭାରେ ଏକ ବିଲ୍‌ ଆଣିଛନ୍ତି। ଉକ୍ତ ବିଲ୍‌ ଅନୁଯାୟୀ ଜଣେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ...

ତଥ୍ୟ ଦେବାକୁ କେନ୍ଦ୍ର ଅମଙ୍ଗ

ନୂଆଦିଲ୍ଲୀ, ୧୪।୯: ଇସ୍ରାଏଲ କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ର ସ୍ପାଏଓ୍ବେର ପେଗାସସ୍‌କୁ ନେଇ କେନ୍ଦ୍ର ସରକାର ଅଡ଼ୁଆରୁ ମୁକୁଳିପାରୁ ନାହାନ୍ତି। ପେଗାସସ୍‌ ଗୁପ୍ତଚରଗିରି ବିବାଦରେ କେନ୍ଦ୍ର ସରକାରଙ୍କ ସମ୍ପୃକ୍ତି ଥିବା ଅଭିଯୋଗ କରି ବିରୋଧୀ ସଂସଦର ମୌସୁମୀ ଅଧିବେଶନରେ ଘେରିଥିବା ବେଳେ...

ଆନ୍ଦୋଳନ ପାଇଁ ପଞ୍ଜାବ ଛାଡ଼ି ଦିଲ୍ଲୀ ଚାଲିଯାଅ

ଚଣ୍ଡିଗଡ଼,୧୩।୯: ଗତ ବର୍ଷ ଠାରୁ ଚାଲୁଥିବା ଚାଷୀ ଆନ୍ଦୋଳନ ଉପରେ ପ୍ରଥମ ଥର ଚିନ୍ତା ବ୍ୟକ୍ତ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ। ଆନ୍ଦୋଳନ କାରଣରୁ ପଞ୍ଜାବ ଅର୍ଥନୀତି ଆଗେଇ ପାରୁନାହିଁ। କେନ୍ଦ୍ର ସରକାରଙ୍କ ବିରୋଧରେ ଆନ୍ଦୋଳନରେ ଭାଗ ନେଉଥିବା...

‘ମନ୍ତ୍ରୀ ପଦ ପାଇଁ କଂଗ୍ରେସ ଛାଡ଼ି ଭାଜପାରେ ମିଶିଥିଲି’

ବେଲାଗାଭି,୧୩।୯: କର୍ନାଟକରେ କଂଗ୍ରେସ ଓ ଜେଡିଏସ୍‌ ସରକାର ଭାଙ୍ଗିବା ପୂର୍ବରୁ କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେବା ପାଇଁ ମୋତେ ଟଙ୍କା ନେବାକୁ ପ୍ରସ୍ତାବ ଦିଆଯାଇଥିଲା। ରବିବାର ଏଭଳି ଦାବି ସହ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛନ୍ତି ଭାଜପା ବିଧାୟକ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓସ୍କାର ଫର୍ଣ୍ଣାଡେଜଙ୍କ ପରଲୋକ

ମେଙ୍ଗାଲୁରୁ,୧୩ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସ ନେତା ଓସ୍କାର ଫର୍ଣ୍ଣାଡେଜଙ୍କ ସୋମବାର ପରଲୋକ ହୋଇଛି । କର୍ନାଟକର ମେଙ୍ଗାଲୁରୁରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ୮୦ ବର୍ଷିୟ ଫର୍ଣ୍ଣାଡେଜ କିଛି ଦିନ ହେବ ଅସୁସ୍ଥ ଥାଇ...

୧୭ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭୁପେନ୍ଦ୍ର ପଟେଲ

ଗାନ୍ଧିନଗର,୧୩ ।୯: ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ଘାଟଲୋଡିଆ ବିଧାୟକ ଭୁପେନ୍ଦ୍ର ପଟେଲ ଗୁଜରାଟର ୧୭ ତମ ମୁଖ୍ୟମନ୍ତ୍ରୀ ଭାବେ ସୋମବାର ଶପଥ ଗ୍ରହଣ କରିଛନ୍ତି । ଗୁଜରାଟ ନିର୍ବାଚନକୁ ଆଉ ମାତ୍ର ୧୫ ମାସ ବାକି ଥିବା...

ସଙ୍ଗିନ ଅପରାଧୀଙ୍କୁ ମହାମାରୀ ଜାମିନ୍‌ ମନା, ଏଚ୍‌ପିସି…

ନୂଆଦିଲ୍ଲୀ,୧୩।୯: କରୋନା ମହାମାରୀ ଯୋଗୁ ଜେଲ୍‌ରେ ଅପରାଧୀଙ୍କ ଭିଡ଼ କମାଇବା ଲାଗି ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଥିଲେ। ତେବେ ଡକାୟତି, ଲୁଟ୍‌, ଟଙ୍କା ପାଇଁ ଅପହରଣ ଆଦି ସଙ୍ଗିନ ମାମଲା ସହିତ ଜଡ଼ିତ ଥିବା ଅପରାଧୀଙ୍କୁ ମହାମାରୀ ଜାମିନ ମିଳିବ...

ତୃତୀୟ ଲହର ଆଶଙ୍କା କମ୍‌, ସ୍କୁଲ ଖୋଲିବା ନିଷ୍ପତ୍ତି ବୁଝି ବିଚାରି କରିବା ଆବଶ୍ୟକ …

ନୂଆଦିଲ୍ଲୀ,୧୩।୯: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆସିବା ଆଶଙ୍କା କମ୍‌ ରହିଛି। ତେବେ ସ୍କୁଲ ଖୋଲିବା ନେଇ ସରକାର ବୁଝି ବିଚାରି ନିଷ୍ପତ୍ତି ଗ୍ରହଣ କରିବା ଆବଶ୍ୟକ ବୋଲି ଆଇସିଏମ୍‌ଆର୍‌ର ପୂର୍ବତନ ବୈଜ୍ଞାନିକ ଡ. ରମନ ଗଙ୍ଗାଖେଡ଼କର କହିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri