Tag Archives: Home Middle

ଦେବାଳିଆ ମାମଲାର ବିଚାର ୩୩୦ ଦିନ ମଧ୍ୟରେ ଶେଷ କରିବାକୁ ଏସ୍‌ସିଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧୩।୯: ଦେବାଳିଆ ମାମଲାର ବିଚାର ୩୩୦ ଦିନ ମଧ୍ୟରେ ଶେଷ କରିବାକୁ ସୁପ୍ରିମ୍‌କୋର୍ଟ (ଏସ୍‌ସି) ସୋମବାର କହିଛନ୍ତି। ନ୍ୟାଶନାଲ କମ୍ପାନୀ ଲ ଆପେଲେଟ୍‌ ଟ୍ରିବ୍ୟୁନାଲକୁ ଏନେଇ କଡ଼ା ପଦକ୍ଷେପ ଗ୍ରହଣ କରିବା ଉପରେ ଶୀର୍ଷ କୋର୍ଟ ଗୁରୁତ୍ୱରୋପ କରିଛନ୍ତି। ଆଇନଗତ...

ସିନେମା ହଲ୍‌ ସ୍ଥିତି ସଙ୍ଗିନ

ଢେଙ୍କାନାଳ ଅଫିସ, ୧୩ା୯: ଓଡ଼ିଆ ସିନେମା ଇତିହାସ ପାଇଁ ଅଭୁଲା ୧୯୩୬। ଏହି ବର୍ଷ ପରଦାକୁ ଆସିଥିଲା ପ୍ରଥମ କଳାଧଳା ଚଳଚ୍ଚିତ୍ର ‘ସୀତାବିବାହ’। ଏହାର ଦୀର୍ଘ ଚାରି ଦଶନ୍ଧି ପରେ ୧୯୭୬ରେ ବଡ଼ ପରଦାରେ ରିଲିଜ୍‌ ହୋଇଥିଲା ପ୍ରଥମ ରଙ୍ଗିନ...

ସୀମା ଉପରେ ରହିଛି କଡ଼ା ନଜର, ସୂଚନା ଦେଲା ବିଏସ୍‌ଏଫ୍‌…

ଶ୍ରୀନଗର,୧୩।୯: ଆଫଗାନିସ୍ତାନରେ ତାଲିବାନ୍‌ କ୍ଷମତା ଦଖଲ ପରେ ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ କଡ଼ା ନଜର ରଖାଯାଇଛି। ଏନେଇ ବିଏସ୍‌ଏଫ୍‌ ପକ୍ଷରୁ କୁହାଯାଇଛି। ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନର ଷଡ଼ଯନ୍ତ୍ରକୁ ରୋକିବା ପାଇଁ ମିଳିତ ସୁରକ୍ଷା କର୍ମୀ ସଜାଗ...

ସନ୍ଦିଗ୍ଧ ବ୍ୟାଗ୍‌ରୁ ୪ ଗ୍ରେନେଡ୍‌ ଜବତ…

ଶ୍ରୀନଗର,୧୩।୯: ଜମ୍ମୁ-କଶ୍ମୀରର ଶ୍ରୀନଗରରୁ ଏକ ସନ୍ଦିଗ୍ଧ ବ୍ୟାଗ୍‌ରୁ ୪ ଗ୍ରେନେଡ୍‌ ଜବତ ହୋଇଛି। ସିଆର୍‌ପିଏଫ୍‌ ଟିମ୍‌ ପକ୍ଷରୁ ସ୍ଥାନୀୟ ବେମିନା ଅଞ୍ଚଳରେ ଥିବା ଏକ ପବ୍ଲିକ୍‌ ସ୍କୁଲ୍‌ ପରିସରରୁ ବ୍ୟାଗ୍‌ଟି ମିଳିଛି। ସ୍କୁଲ୍‌ ନିକଟରେ ଥିବା ରୋଡ୍‌ ଡିଭାଇଡରଠାରେ ବ୍ୟାଗ୍‌...

ଏକଛତ୍ରବାଦୀ ଶାସକ ପରୀକ୍ଷା କଲେ କ୍ରୁଜ୍‌ କ୍ଷେପଣାସ୍ତ୍ର…

ପୋୟଙ୍ଗୟାଙ୍ଗ୍‌,୧୩।୯: ଆମେରିକା ସହିତ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଦୀର୍ଘ ଦୂରଗାମୀ କ୍ରୁଜ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛନ୍ତି। ଏପରି କରି ସେ ଆମେରିକାକୁ ଚେତାବନୀ ଦେଇଛନ୍ତି। ଉତ୍ତରକୋରିଆର ସରକାରୀ ଗଣମାଧ୍ୟମ...

ରୁଷିଆ-ୟୁକ୍ରେନ୍‌ ମୁହାଁମୁହିଁ…

ମସ୍କୋ/କୈବ,୧୩।୯: ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ରାଷ୍ଟ୍ରପତି ଭୋଲ୍ଡାୟମର ଜେଲେନ୍ସିକ୍‌ କହିଛନ୍ତି ଯେ, ରୁଷିଆ ସୈନ୍ୟ ବାହିନୀଙ୍କ ସଂଖ୍ୟା ୟୁକ୍ରେନ୍‌ ସୀମାରେ ଧୀରେଧୀରେ ବଢ଼ିବାରେ ଲାଗିଛି। ଖୁବ୍‌ ଶୀଘ୍ର ରୁଷିଆ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କ...

ଲଗାଣ ବର୍ଷା: ୨ ଦିନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ରାଜ୍ୟରେ ବନ୍ୟା ପରିସ୍ଥିତି ଉପୁଜିଛି। ପ୍ରବଳ ବର୍ଷା ଯୋଗୁ ୧୨ଟି ଜିଲାରେ ୨ ଦିନ (ଆଜି ଓ ଆସନ୍ତାକାଲି) ପାଇଁ ସ୍କୁଲ ଗୁଡିକ ଛୁଟି ଘୋଷଣା କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ...

୨ ଦିନ ଧରି ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨ ଦିନ ଧରି ଦୈନିକ...

କୋହଲି ଦେବେ ଇସ୍ତଫା, ଟି-୨୦ ବିଶ୍ୱକପ ପରେ ରୋହିତ ହେବେ ଅଧିନାୟକ…

କୋଲକାତା,୧୩।୯: ଭାରତୀୟ କ୍ରିକେଟ ଦଳରେ ଆସନ୍ତା କିଛି ଦିନ ମଧ୍ୟରେ ଏକ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଅକ୍ଟୋବର-ନଭେମ୍ବରରେ ସଂଯୁକ୍ତ ଆରବ ଏମିରେଟ୍ସ ଏବଂ ଓମାନରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ପରେ ଦଳର ବର୍ତ୍ତମାନର...

ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେନି

ନୂଆଦିଲ୍ଲୀ, ୧୩।୯(ପି.ଟି.): ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେ ନାହିଁ। ଆବଶ୍ୟକତାକୁ ବିଚାର କରି ନିଯୁକ୍ତିଦାତା କର୍ମଚାରୀଙ୍କୁ ଯେକୌଣସି ସ୍ଥାନକୁ ବଦଳି କରିପାରିବେ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଆଲ୍ଲାହାବାଦ ହାଇକୋର୍ଟଙ୍କ ଏ ସମ୍ପର୍କିତ ୨୦୧୭ ଅକ୍ଟୋବରର ଏକ...

‘ପାଇଲଟଙ୍କ ତ୍ରୁଟିରୁ ହୋଇଥିଲା ଦୁର୍ଘଟଣା’

ମୁମ୍ବାଇ, ୧୩।୯: ପାଇଲଟଙ୍କ ତ୍ରୁଟି ଏବଂ ସମ୍ଭବତଃ ସୁରକ୍ଷା ଗାଇଡ୍‌ଲାଇନ ଅନୁପାଳନ କରିବାରେ ବିଫଳତାରୁ ଗତବର୍ଷ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୨୧ ଜଣ ପ୍ରାଣ ହରାଇଥିଲେ। ୧୦ ବର୍ଷ ମଧ୍ୟରେ ଏହା ଭାରତରେ ସବୁଠୁ ମର୍ମନ୍ତୁଦ...

ପ୍ରବଳ ଗାଳିବ ବର୍ଷା: ୭ ଜିଲାକୁ ରେଡ୍‌ ଓ୍ବର୍ନିଂ

ଭୁବନେଶ୍ବର,୧୨।୯: ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋବସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଛତିଶଗଡ଼ ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ୪୫ରୁ ୫୫ କି.ମି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri