Tag Archives: Home Middle

ଭୂପେନ୍ଦ୍ର ପଟେଲଙ୍କ ମୁଣ୍ଡରେ ସୁନା କଳସ, ହେଲେ ମୁଖ୍ୟମନ୍ତ୍ରୀ…

ଗାନ୍ଧିନଗର,୧୨।୯: ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ର ପଟେଲଙ୍କ ମୁଣ୍ଡରେ ସୁନା କଳସ ଢଳାଯାଇଛି। ସର୍ବସମ୍ମତି କ୍ରମେ ତାଙ୍କୁ ବିଧାୟକ ଦଳର ନେତା ଭାବେ ନିର୍ବାଚିତ କରାଯାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଇସ୍ତଫା ଦେବା ପରେ ରାଜ୍ୟର ନୂଆ...

ବିକାଶ ବିଜ୍ଞାପନ ଚିତ୍ର ନେଇ ଅଡୁଆରେ ମୁଖ୍ୟମନ୍ତ୍ରୀ..

ଲକ୍ଷ୍ନୌ,୧୨।୯: ବିକାଶର ଭୁଲ୍‌ ବିଜ୍ଞାପନ ଚିତ୍ର ନେଇ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଏବେ ଅଡୁଆରେ ପଡ଼ିଛନ୍ତି। ଏନେଇ ତୃଣମୂଳ କଂଗ୍ରେସ (ଟିଏମସି) ଏବଂ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପକ୍ଷରୁ ଯୋଗୀ ସରକାରଙ୍କୁୁ ଘେରିବା ଆରମ୍ଭ ହୋଇଛି।...

ମୋଦି ସରକାର ଏଭଳି କଲେ ଯେ, ରବିବାର ସୋମବାର ମଧ୍ୟରେ ରହିଲାନି କିଛି ଫରକ: ରାହୁଲ…

ନୂଆଦିଲ୍ଲୀ,୧୨।୯: କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଲଗାତାର ଘେରିବା ଜାରି ରହିଛି। ଏହି ମର୍ମରେ ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ମୋଦି ସରକାର ଏଭଳି କଲେ ଯେ, ଲୋକଙ୍କ ପାଇଁ ରବିବାର ସୋମବାର ମଧ୍ୟରେ କିଛି...

ଗଣେଶ ପୂଜା ପରେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା, ସ୍ବାସ୍ଥ୍ୟ ଅଧିକାରୀଙ୍କ ସତର୍କ ସୂଚନା…

ମୁମ୍ବାଇ,୧୨।୯: ଗଣେଶ ପୂଜା ପରେ ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏନେଇ ରାଜ୍ୟ ସର୍ଭେଲାନ୍ସ୍‌ ଅଧିକାରୀ ଡ.ପରାଦୀପ୍‌ ଆଓ୍ବଟେ ଚେତାବନୀ ଦେଇଛନ୍ତି। କେରଳରେ ଓନାମ ପର୍ବ ପରେ କରୋନା ସଂକ୍ରମଣ ବଢ଼ିଥିବା ବେଳେ ଏହାର...

ଶିବସେନାର ୟୁଟର୍ନ, ୪୦୩ ନୁହେଁ ୧୦୦ ଆସନରେ ଦେବ ପ୍ରାର୍ଥୀ…

ମୁମ୍ବାଇ,୧୨।୯: ଉତ୍ତରପ୍ରଦେଶରେ କେତେ ସଂଖ୍ୟକ ପ୍ରାର୍ଥୀଙ୍କୁ ଟିକଟ ଦିଆଯିବ ସେ ନେଇ ଗୋଟିଏ ଦିନ ମଧ୍ୟରେ ଶିବସେନା ୟୁଟର୍ନ ଦେଇଛି। ଉତ୍ତରପ୍ରଦେଶରେ ହୋଇଥିବା ଦଳୀୟ କାର୍ଯ୍ୟକାରିଣୀରେ ସମସ୍ତ ୪୦୩ ବିଧାନସଭା ଆସନରେ ପ୍ରାର୍ଥୀ ଦିଆଯିବ ବୋଲି ଘୋଷଣା କରାଯାଇଥିଲା। ମାତ୍ର...

୯/୧୧ ଆକ୍ରମଣ ପଛରେ ସୌଦି ଆରବ ହାତ? ଏଫ୍‌ବିଆଇର ଜାରି କଲା ଗୁପ୍ତ ରିପୋର୍ଟ…

ଓ୍ବାଶିଂଟନ,୧୨।୯: ଆମେରିକାର ଓ୍ବାଲ୍ଡ ଟ୍ରେଡ୍‌ ସେଣ୍ଟରରେ ହୋଇଥିବା ୯/୧୧ ଆକ୍ରମଣରେ କେବଳ ଆତଙ୍କବାଦୀ ସଂଗଠନ ଅଲ୍‌-କାଏଦାର ହାତ ନ ଥିଲା। ଏଥିରେ ସୌଦି ଆରବ ପକ୍ଷରୁ ମଧ୍ୟ ଆବଶ୍ୟକ ସହାୟତା ଯୋଗାଇ ଦିଆଯାଇଥିବା ଜଣାପଡ଼ିଛି। ଏନେଇ ଆମେରିକାର ଫେଡେରାଲ ବ୍ୟୁରୋ...

ଭାଜପାର କୁହୁଳୁଛି ଅସନ୍ତୋଷ, ୬ ମାସରେ ୩ ରାଜ୍ୟରେ ୪ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ନୂଆଦିଲ୍ଲୀ,୧୨।୯: ଭାଜପା ଶାସିତ ରାଜ୍ୟରେ ନେତାଙ୍କ ମଧ୍ୟରେ ଧୀରେଧୀରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ଏହାର ଫଳସ୍ବରୂପ ଗତ ୬ ମାସ ମଧ୍ୟରେ ଦେଶର ୩ ରାଜ୍ୟ ୪ ଜଣ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ଗୁଜରାଟର ବିଧାନସଭା ନିର୍ବାଚନର ପ୍ରାୟ ୧୫...

ପିଲାଙ୍କୁ ଟିକା ଦେବାକୁ ଚାହୁଁଛନ୍ତି ୬୩ ପ୍ରତିଶତ ମାତାପିତା…

ନୂଆଦିଲ୍ଲୀ,୧୨।୯: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମୁଥିବାବେଳେ ତୃତୀୟ ଲହର ଆରମ୍ଭ ହୋଇଥିବା ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଉଛି। ଏପରିସ୍ଥଳେ ଟିକାକରଣ ଏକ ମାତ୍ର ସୁରକ୍ଷା ବିକଳ୍ପ ଭାବେ ଉଭା ହୋଇଛି। ଦେଶରେ ସାର୍ବଜନୀକ ଟିକାକରଣ...

ଦୈନିକ ସଂକ୍ରମଣ ଦେଶରେ ୩୦ ହଜାର ତଳେ…

ନୂଆଦିଲ୍ଲୀ,୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ...

‘ଭର୍ଚୁଆଲରେ ହୋଇପାରିବ ବିବାହ ପଞ୍ଜୀକରଣ’

ନୂଆଦିଲ୍ଲୀ, ୧୨ା୯: ଭିଡିଓ କନଫରେନ୍ସ ମାଧ୍ୟମରେ ଭର୍ଚୁଆଲ ଉପସ୍ଥିତିରେ ମଧ୍ୟ ଦମ୍ପତିଙ୍କ ବିବାହ ପଞ୍ଜୀକରଣ ହୋଇପାରିବ। ଏଥିପାଇଁ ବ୍ୟକ୍ତିଗତ ଉପସ୍ଥିତି ନିମନ୍ତେ ଥିବା କଠୋର ଆଇନ ଯୋଗୁ ଏବେର ସମୟରେ ନାଗରିକମାନଙ୍କୁ ସେମାନଙ୍କ ଅଧିକାରରୁ ବଞ୍ଚିତ କରାଯାଇପାରିବ ନାହିଁ ବୋଲି...

ତାଲିବାନ୍‌ ସପକ୍ଷରେ ମହିଳାଙ୍କ ରାଲି

କାବୁଲ, ୧୨।୯(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନରେ ତାଲିବାନ ଶାସନକୁ ବିରୋଧ କରି ବିକ୍ଷୋଭରେ ସାମିଲ ହେଉଥିବା ମହିଳାମାନଙ୍କ ମାଡ଼ ମରାଯିବା ସହ ହତ୍ୟା ଧମକ ଦିଆଯାଉଛି। ସେମାନଙ୍କ ବିକ୍ଷୋଭ ଉପରେ ଖବର ସଂଗ୍ରହ ପାଇଁ ଯାଇଥିବା ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ତାଲିବାନର...

ଏକତା ଆମେରିକାର ଶକ୍ତି

ଓ୍ବାଶିଂଟନ୍‌, ୧୨ା୯: ଆମେରିକାର ବିଶ୍ୱ ବାଣିଜ୍ୟ କେନ୍ଦ୍ର ବିଲ୍ଡିଂରେ ୨୦୦୧ ସେପ୍ଟେମ୍ବର ୧୧ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ପ୍ରାୟ ୩ ହଜାର ଜୀବନ ଯାଇଥିଲା। ୯/୧୧ ଆକ୍ରମଣକୁ ୨୦ ବର୍ଷ ପୂର୍ତ୍ତି ଅବସରରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri