Tag Archives: Home Middle

ରେକର୍ଡ ଭାଙ୍ଗିଲା ବର୍ଷା: ବିମାନବନ୍ଦରରେ ଆଣ୍ଠୁଏ ପାଣି

ନୂଆଦିଲ୍ଲୀ, ୧୧।୯: ରାଜଧାନୀ ଦିଲ୍ଲୀରେ ୪୬ ବର୍ଷ ମଧ୍ୟରେ ସର୍ବାଧିକ ବର୍ଷା ହୋଇଛି। ଶୁକ୍ରବାରଠାରୁ ପ୍ରବଳ ବର୍ଷା ଲାଗିରହିବାରୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଅଧିକାଂଶ ଅଞ୍ଚଳ ବୁଡ଼ିଯାଇଥିଲା। ଶନିବାର ସକାଳେ ପୁଣି ପ୍ରବଳ ବର୍ଷା ଲାଗି ରହିଥିବାରୁ ୩ଟି...

ଚାଷୀଙ୍କ ଆକାଉଣ୍ଟକୁ ଗଲା ‘କାଳିଆ’ଯୋଜନା ଟଙ୍କା

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ନୂଆଁଖାଇ ଅବସରରେ ଚାଷୀଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର। ରବି ଫସଲ ପାଇଁ ଚାଷୀଙ୍କୁ କାଳିଆ ସହାୟତା ମିଳିଛି। ଆଜି ୩୭ ଲକ୍ଷ ଚାଷୀ ପରିବାରଙ୍କ ବ୍ୟାଙ୍କ ଖାତାକୁ ୭୪୩ କୋଟି ଟଙ୍କା ଯାଇଛି। ପ୍ରତିଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ...

ମନ୍ତ୍ରୀ ପ୍ରତାପ ଜେନା ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ହୃଦ୍‌ଘାତର ଶିକାର ହେବା ପରେ ଶୁକ୍ରବାର ରାତିରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ, ଶୁକ୍ରବାର ଛାତିରେ...

ଋଣ ବୋଝ ତଳେ ଚାଷୀ ପରିବାର, ପ୍ରତ୍ୟକଙ୍କ ଉପରେ ୭୪,୧୨୧ ଟଙ୍କା…

ନୂଆଦିଲ୍ଲୀ,୧୧।୯: ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ସରକାର କିଷାନ ସମ୍ମାନ ନିଧି ଯୋଜନା ମାଧ୍ୟମରେ କୃଷକମାନଙ୍କୁ ଆର୍ଥିକ ସାହାଯ୍ୟ ଜାରି ରଖିଛନ୍ତି। ତଥାପି ଦେଶର ଅଧାରୁ ଅଧିକ କୃଷକ...

ଖାଇବା ତେଲ ଦର କମିଲା, ଏଲ୍‌ପିଜି ଦାମ ବଢ଼ିବା ନିଶ୍ଚିତ…

ନୂଆଦିଲ୍ଲୀ,୧୧।୯: ପାର୍ବଣ ଋତୁ ପୂର୍ବରୁ କେନ୍ଦ୍ର ସରକାର ଖାଇବା ତେଲ ଦର ଉପରୁ ଉତ୍ପାଦନ ଶୁଳ୍କ ହ୍ରାସ କରିଛନ୍ତି। ଉତ୍ପାଦନ ଶୁଳ୍କରେ ଏବେ ୨.୫ ପ୍ରତିଶତ ହ୍ରାସ ହୋଇଛି। ଏହା ପାମ୍‌ ଅଏଲ୍‌, ସୋୟା ଅଏଲ୍‌ ଏବଂ ସନ୍‌ ଫ୍ଲାଓ୍ବାର...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରୂପାନି

ଗାନ୍ଧୀନଗର,୧୧ ।୯: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ମୁଖ୍ୟମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଛନ୍ତି । ଗୁଜରାଟରେ ଆଗକୁ ବିଧାନସଭା ନିର୍ବାଚନ ଥିବା ବେଳେ ରୂପାନି ହଠାତ୍ ଇସ୍ତଫା ଦେବା ସମସ୍ତଙ୍କୁ ଚକିତ କରିଛି । ହେଲେ ସେ କେଉଁ...

ରାଜ୍ୟବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ସମସ୍ତଙ୍କୁ ସମ୍ବଲପୁରୀ ଭାଷାରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ଗଣପର୍ବ ନୂଆଁଖାଇର୍‌ ଲାଗି ସମ୍‌କୁ...

୧୭ ତାଲିବାନୀ ମନ୍ତ୍ରୀଙ୍କ ଉପରେ ଝୁଲୁଛି ସୁରକ୍ଷା ପରିଷଦ ଖଣ୍ଡା…

ଜେନେଭା/କାବୁଲ,୧୧।୯: ତାଲିବାନର ନୂଆ ସରକାରରେ ୩୩ ଜଣ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି। ସେମାନଙ୍କ ମଧ୍ୟରେ ୧୭ ଜଣଙ୍କ ଉପରେ ଜାତିସଂଘ ସୁରକ୍ଷା ପରିଷଦରେ ଅନୁମୋଦିତ ହୋଇଥିବା ୨୫୯୩ତମ ପ୍ରସ୍ତାବର ଖଣ୍ଡା। ସେମାନଙ୍କୁ ସୁରକ୍ଷା ପରିଷଦର ୧୨୬୭ କମିଟି ପ୍ରତିବନ୍ଧିତ ସୂଚୀରେ...

ଆଜି ନୂଆଁଖାଇ: ମା’ଙ୍କ ପାଖରେ ଲାଗିହେଲା ନବାନ୍ନ

ସମ୍ବଲପୁର ଅଫିସ,୧୧।୯: ପଶ୍ଚିମ ଓଡ଼ଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଉତ୍ସାହ ଉଦ୍ଦୀପନାରେ ପାଳନ ହୋଇଛି। ଲଗ୍ନ ଅନୁସାରେ ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବା ପରେ ଘରେଘରେ ଏହି ଉତ୍ସବ ପାଳନ କରାଯାଇଛି। କରୋନା କଟକଣା...

ଆଫଗାନିସ୍ତାନ ଭବିଷ୍ୟତ ତାଲିବାନ ଶାସନ ଉପରେ ନିର୍ଭର କରିବ: ଜାତିସଂଘ…

ଜେନେଭା,୧୧।୯: ଆଫଗାନିସ୍ତାନର ଭବିଷ୍ୟତ ତାଲିବାନ ଶାସନ ଉପରେ ନିର୍ଭର କରିବ ବୋଲି ଜାତିସଂଘ ପକ୍ଷରୁ କୁହାଯାଇଛି। ଜାତିସଂଘ ସୁରକ୍ଷା ପରିଷଦରେ ଆଫଗାନିସ୍ତାନ ସହାୟତା ମିଶନର ପ୍ରମୁଖ ଡେବୋରାହ ଲିୟୋନ୍ସ୍‌ ଏଭଳି କହିଛନ୍ତି। ସ୍ଥାନୀୟ ବାସିନ୍ଦାଙ୍କ ଜୀବନ ଶୈଳୀ ନୂଆ ସରକାରଙ୍କ...

ପୃଥିବୀକୁ ବହୁ ଶିକ୍ଷା ଦେଇଛି ୯/୧୧…

ନୂଆଦିଲ୍ଲୀ,୧୧।୯: ପୃଥିବୀବାସୀଙ୍କୁ ସେପ୍ଟେମ୍ବର ୧୧(୯/୧୧) ବହୁ ଶିକ୍ଷା ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜୁରାଟର ଅହମଦାବାଦଠାରେ ସର୍ଦ୍ଦାରଧାମ ଭବନ ଲୋକାର୍ପଣ ସହିତ ସର୍ଦ୍ଦାରଧାମ ଦ୍ୱିତୀୟ ପର୍ଯ୍ୟାୟ ବାଳିକା ବିଦ୍ୟାଳୟର ଭୁମି ପୂଜନ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂରେ ଯୋଗଦେଇ ପ୍ରଧାନମନ୍ତ୍ରୀ...

ହୋଇଗଲା ବଡ଼ ଭୁଲ, ଆତଙ୍କବାଦୀ ବଦଳରେ ନିରୀହଙ୍କ ଉପରେ ବୋମା ମାଡ଼…

ଓ୍ବାଶିଂଟନ,୧୧।୯: ଆଫଗାନିସ୍ତାନର କାବୁଲ ବିମାନବନ୍ଦରରେ ବିସ୍ଫୋରଣ ପରେ ଆମେରିକା ଏୟାର ଷ୍ଟ୍ରାଇକ କରିଥିଲା। ତେବେ ଏଥିରେ ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାରଙ୍କର ବଡ଼ ଭୁଲ୍‌ ହୋଇଥିଲା। ଅଜାଣତରେ ଆତଙ୍କବାଦୀଙ୍କ ଦଳରେ ନିରୀହଙ୍କ ଉପରେ ବୋମା ମାଡ଼ ହୋଇଥିଲା। ନ୍ୟୁୟର୍କ ଟାଇମ୍ସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri