Tag Archives: Home Middle

୨୦୨୪ ନିର୍ବାଚନରେ କଂଗ୍ରେସ ପାଇଁ ପିକେ ଭରସା, ପ୍ରସ୍ତୁତ ହେବ ସ୍ବତନ୍ତ୍ର ରଣନୀତି…

ନୂଆଦିଲ୍ଲୀ,୮।୯: ନିର୍ବାଚନ ରଣନୀତିଜ୍ଞ ଭାବରେ ପରିଚିତି ହାସଲ କରିଥିବା ପ୍ରଶାନ୍ତ କିଶୋର(ପିକେ)ଙ୍କୁ କଂଗ୍ରେସରେ ସାମିଲ କରିବା ପାଇଁ ଦଳରେ ଆଲୋଚନା ଚାଲିଛି। ୨୦୨୪ ନିର୍ବାଚନରେ କଂଗ୍ରେସ ପାଇଁ ପିକେ ଭରସା ସାଜିବେ। ଯଦି ତାଙ୍କ ପ୍ରବେଶକୁ ସହମତି ମିଳେ, ତେବେ...

ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ବୁଷ୍ଟର ଡୋଜ୍‌…

ନୂଆଦିଲ୍ଲୀ,୮।୯: କରୋନା ମହାମାରୀରୁ କରୋନା ଯୋଦ୍ଧାଙ୍କୁ ସୁରକ୍ଷା ଦେବା ପାଇଁ ଖୁବ୍‌ ଶୀଘ୍ର କେନ୍ଦ୍ର ସରକାର ନିଷ୍ପତ୍ତିି ଗ୍ରହଣ କରିବେ। ଏହି ଯୋଜନା ଅନ୍ତର୍ଗତ ଦେଶର ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ଲାଗି ବୁଷ୍ଟର ଡୋଜ୍‌ ଦିଆଯିବ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆରମ୍ଭ ହୋଇଥିବା କୁହାଯାଉଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ...

ସାଙ୍କେତିକ ଭାଷା ଅଭିଧାନ, ଅଡିଓ ବୁକ୍‌ସ ଶୁଭାରମ୍ଭ

ନୂଆଦିଲ୍ଲୀ, ୮ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ‘ଶିକ୍ଷକ ପର୍ବ-୨୦୨୧’ ଉଦ୍‌ଘାଟନୀ ସମ୍ମିଳନୀରେ ଶିକ୍ଷାକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଭାରତର ଶିକ୍ଷା ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଏବଂ ଶିକ୍ଷାଦାନ-ଶିକ୍ଷା ପ୍ରକ୍ରିୟାକୁ କ୍ରମାଗତ ଆଧୁନିକୀକରଣ କରାଯିବା ଉପରେ ମୋଦି ଗୁରୁତ୍ୱ ଦେଇଛନ୍ତି।...

କର୍ନାଲରେ କୃଷକଙ୍କ ଶକ୍ତି ପ୍ରଦର୍ଶନ

କର୍ନାଲ,୮।୯: ଅଗଷ୍ଟ ୨୮ରେ ଅଧିକାର ମାଗୁଥିଲେ, ଲାଠିମାଡ଼ ଖାଇଲେ। ପୋଲିସ ପ୍ରହାରରେ ଜଣେ ଚାଷୀଙ୍କ ଜୀବନ ଚାଲିଗଲା। ଏହାର ପ୍ରତିବାଦରେ ହରିୟାଣାର କର୍ନାଲ ସ୍ଥିତ ମିନି ସେକ୍ରେଟାରିଏଟ୍‌ ଘେରାଓ ପାଇଁ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆହ୍ବାନ ଦିଆଯାଇଥିଲା। ଏହି...

ସରକାର ଘୋଷଣା କଲା ତାଲିବାନ୍‌

କାବୁଲ,୭।୯: ଆତଙ୍କବାଦୀ ଗୋଷ୍ଠୀ ତାଲିବାନ୍‌ ଏହାର ବରିଷ୍ଠ ଅଧିକାରୀଙ୍କୁ ନେଇ ମଙ୍ଗଳବାର ଆଫଗାନିସ୍ତାନ ସରକାର ଗଠନ କରିଛି। ତାଲିବାନ୍‌ର ନେତୃତ୍ୱ ପରିଷଦ ମୁଖ୍ୟ ମୁଲା ମହମ୍ମଦ ହାସନଙ୍କୁ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭାବେ ଚୟନ କରାଯାଇଛି। ଏ ନେଇ ଆୟୋଜିତ ଖବରଦାତା...

ନିପା ଭାଇରସ୍‌ ଆତଙ୍କ, ୧୧ ଜଣଙ୍କଠାରେ ଲକ୍ଷଣ, ୨୫୧ ଜଣ ଆଇସୋଲେଶନ୍‌ରେ…

ଥିରୁଭାନନ୍ତପୁରମ୍‌,୭।୯: କେରଳରେ କରୋନା ମହାମାରୀ ସହିତ ନିପା ଭାଇରସ ସଂକ୍ରମଣ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ୧୧ ଜଣଙ୍କଠାରେ ନିପା ଲକ୍ଷଣ ପ୍ରକାଶ ପାଇଛି। ସେହିପରି ମାଓ୍ବୁରରେ ନିପା ଯୋଗୁ ମୃତ୍ୟୁ ଘଟିଥିବା ୧୨ ବର୍ଷର ଶିଶୁଙ୍କ ସଂସ୍ପର୍ଶରେ ଆସିଥିବା...

ହକିକୁ ଜାତୀୟ ଖେଳ ଘୋଷଣା ପ୍ରସଙ୍ଗରେ ଶୁଣାଣି କରିବାକୁ ମନା କଲେ ଏସ୍‌ସି…

ନୂଆଦିଲ୍ଲୀ,୭।୯: ହକିକୁ ଜାତୀୟ ଖେଳର ମାନ୍ୟତା ଦେବା ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟ(ଏସ୍‌ସି) ଶୁଣାଣି କରିବାକୁ ମନା କରିଛନ୍ତି। ବର୍ତ୍ତମାନ ସୁଦ୍ଧା ହକିକୁ ଅଧିକାରିକ ଭାବେ ଜାତୀୟ ଖେଳର ମାନ୍ୟତା ମିଳି ନାହିଁ। ଦେଶର ଲୋକଙ୍କ ମଧ୍ୟରେ ପ୍ରଚଳିତ ଧାରଣା ରହିଛି ଯେ,...

ନାଗପୁରରେ କରୋନାର ତୃତୀୟ ଲହର, ପୁଣି ହେବ କଟକଣା ଜାରି…

ନାଗପୁର,୭।୯: ପୁଣି ବିପଦ ମାଡ଼ି ଆସୁଛି। ମହାରାଷ୍ଟ୍ରର ନାଗପୁରରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଛି। ରାଜ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ନୀତିନ ରାଉତ ଏନେଇ ସୂଚନା ଦେଇଛନ୍ତି। ନାଗପୁରରେ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ...

ମନ୍ଦିରର ମାଲିକ କିଏ, ଭଗବାନ ନା ପୁରୋହିତ, ଏସ୍‌ସିଙ୍କ ଫଇସଲା…

ନୂଆଦିଲ୍ଲୀ,୭।୯: ମନ୍ଦିରରେ ପ୍ରତିଷ୍ଠିତ ଦେବତା ହେଉଛନ୍ତି ମନ୍ଦିର ସହିତ ସଂଲଗ୍ନ ହୋଇଥିବା ଜମିର ମାଲିକ। ପୁରୋହିତ କେବଳ ପୂଜା କରିବା ଏବଂ ଦେବତାଙ୍କର ସମ୍ପତ୍ତିର ଜଗାରଖା ପାଇଁ ନିୟୋଜିତ ଅଛନ୍ତି। ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ମନ୍ଦିର ସମ୍ପତ୍ତି ସମ୍ବନ୍ଧୀୟ ରାଜସ୍ବ...

ମନ୍ତ୍ରୀଙ୍କୁ ମୋଦିଙ୍କ ତାଗିଦ୍‌, ନିର୍ବାଚନ ହେଉଥିବା ରାଜ୍ୟକୁ ଦିଅ ପ୍ରାଥମିକତା…

ନୂଆଦିଲ୍ଲୀ,୭।୯: ଆସନ୍ତା ବର୍ଷ ଉତ୍ତରପ୍ରଦେଶ,ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର ଏବଂ ଗୋଆ ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସମସ୍ତ ମନ୍ତ୍ରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେବା ସହିତ ତାଗିଦ୍‌...

୯/୧୧ରେ ସରକାର ଗଠନ କରିପାରେ ତାଲିବାନ୍‌…

କାବୁଲ,୭।୯: ତାଲିବାନ୍‌ ଆଫଗାନିସ୍ତାନରେ ଏକ ନୂତନ ସରକାର ଗଠନ ପାଇଁ ଜୋରଦାର ପ୍ରୟାସ ଆରମ୍ଭ କରିଛି। ସରକାରୀ ଗଠନକୁ ନେଇ ନିରନ୍ତର ବୈଠକ ଜାରି ରହିଛିି। ସେପ୍ଟେମ୍ବର ୧୧(୯/୧୧)ରେ ଆମେରିକାର ଓ୍ବାଲ୍ଡ ଟ୍ରେଡ୍‌ ସେଣ୍ଟର ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri