Tag Archives: Home Middle

ଅବସର ନେବେ ଚନ୍ଦ୍ରଚୂଡ଼, ଜାଣନ୍ତୁ କିଏ ହେବେ ପରବର୍ତ୍ତୀ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୧୩ା୫: ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ଆସନ୍ତା ନଭେମ୍ବର ୧୦ରେ ତାଙ୍କ ପଦରୁ ଅବସର ନେବେ। ସେ ୯ ନଭେମ୍ବର ୨୦୨୨ରେ ଭାରତର ୫୦ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ ଏବଂ ୨ ବର୍ଷ ପର୍ଯ୍ୟନ୍ତ...

ସକାଳ ୯ଟା ସୁଦ୍ଧା ୯.୨୫% ମତଦାନ

ଭୁବନେଶ୍ୱର,୧୩ା୫: ସୋମବାର ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ତେବେ ସକାଳ ୯ଟା ସୁଦ୍ଧା ମୋଟ୍‌ ୯.୨୫ ପ୍ରତିଶତ ମତଦାନ ନେଇ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ଗଜପତିରେ ୧୦.୨୦ ପ୍ରତିଶତ ମତଦାନ ହୋଇଥିବା ବେଳେ ନୂଆପଡ଼ାରେ ୯.୯୮%,...

ଆପଣମାନଙ୍କ ପ୍ରତିଟି ଭୋଟ୍‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେଉଛି । ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେଉଛି। ଗଣତନ୍ତ୍ରର ଏହି...

ମତଦାନ ସାବ୍ୟସ୍ତ କଲେ ମନ୍ତ୍ରୀ ଜଗନ୍ନାଥ ସାରକା

ବିଷମକଟକ,୧୩ା୫(ବିଭୂତି ଭୂଷଣ ନାୟକ): ସୋମବାର ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ନିର୍ଗୁଣ୍ଡି ମତଦାନ କେନ୍ଦ୍ରରେ ଭୋଟ୍‌ ଦେବାକୁ ଲୋକମାନେ ସକାଳୁ ଧାଡ଼ିରେ ଠିଆ ହୋଇଥିଲେ। ତେବେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଠାରେ ମତଦାନ ପ୍ରକ୍ରିୟା ୩୦ ମିନଟ୍‌ ବିଳମ୍ବରେ...

ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଭାଜପା, ସୂଚନା ଦେଲେ ପ୍ରଣବ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ବିଜୁ ଜନତା ଦଳ ବାରମ୍ବାର ପ୍ରଶ୍ନ କରୁଥିଲା ବେଳେ ଏହାକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ସୋମବାର ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର...

ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି

ନୂଆଦିଲ୍ଲୀ,୧୩ା୫: ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଓଡ଼ିଶାବାସୀଙ୍କୁ ମତଦାନ କରିବାକୁ ଅପିଲ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ...

ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୧୩ା୫: ସୋମବାର ସକାଳୁ ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ଆଜି ମତଦାନ ଆରମ୍ଭ ହୋଇଛି। ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ଚାଲିଛି। ଆନ୍ଧ୍ର ଓ ତେଲଙ୍ଗାନାର...

ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ, ଜାଣନ୍ତୁ କେଉଁଠି ମତଦାନ…

ଭୁବନେଶ୍ୱର,୧୩।୫(ଅସମାପିକା ସାହୁ): ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ...

ଇତିହାସ ରଚିଲେ ମୋଦି

ପାଟନା,୧୨।୫: ବିହାରର ରାଜଧାନୀ ପାଟନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ରୋଡ ଶୋ ଆରମ୍ଭ ହୋଇଛି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ରବିବାର ସନ୍ଧ୍ୟା ପ୍ରାୟ ୬ଟା ୩୦ରେ ପାଟନା ବିମାନବନ୍ଦରରେ ପହଞ୍ଚି ସେଠାରୁ ପାଟଣାର ଭଟ୍ଟାଚାର୍ଯ୍ୟ ରୋଡରେ ପହଞ୍ଚିଥିଲେ। ତାଙ୍କ ରୋଡ...

ମୋଦି କହିଲେ ରାଜକୁମାରଙ୍କୁ ତାଙ୍କ ବୟସଠାରୁ ବି ମିଳିବ କମ ଆସନ, ଜବାବ ରଖିଲେ ଶଶି ଥରୁର

ନୂଆଦିଲ୍ଲୀ,୧୨।୫: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟସ ସମ୍ପର୍କରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଆରମ୍ଭ କରିଥିବା ବିତର୍କକୁ ନେଇ ରାଜନୈତିକ ବାତାବରଣ ସରଗରମ ହୋଇଛି। ଏବେ ରାହୁଲ ଗାନ୍ଧୀଙ୍କ ବୟସ ବିଷୟରେ...

ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୧୨।୫: ରାଜଧାନୀ ଦିଲ୍ଲୀରେ ବୋମା ଧମକ ଦେବାର ଧାରା ବନ୍ଦ ହେଉନାହିଁ। କିଛି ଦିନ ପୂର୍ବରୁ ଦିଲ୍ଲୀର ଅନେକ ବଡ ବିଦ୍ୟାଳୟକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଥିଲା। ଏବେ ରବିବାର ଦିଲ୍ଲୀର ଦୁଇଟି ଡାକ୍ତରଖାନା ପରେ ବର୍ତ୍ତମାନ ଇନ୍ଦିରା...

ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ ମାଝି

ଭୁବନେଶ୍ୱର,୧୨ା୫: ବିଜେଡିରୁ ନିଲମ୍ବିତ ହୋଇଛନ୍ତି ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ରବିବାର ଦଳରୁ ନିଲମ୍ବନ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ କରିଥିବାରୁ ତାଙ୍କୁ ଦଳରୁ ବହିଷ୍କାର କରାଯାଇଥିବା ଜଣାପଡ଼ିଛି।

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri