Tag Archives: Home Middle

ଏନ୍‌ଏଚ୍‌ରେ ଅବତରଣ କରିବ ବାୟୁସେନା ବିମାନ, ସେପ୍ଟେମ୍ବର ୮ରେ ମିଳିବ ପ୍ରଥମ ଏନ୍‌ଏଚ୍‌…

ନୂଆଦିଲ୍ଲୀ,୬।୯: ଦେଶରେ ଏପରି ଏକ ପ୍ରଥମ ଜାତୀୟ ରାଜପଥ ବାୟୁସେନାକୁ ପ୍ରଦାନ କରାଯିବ। ଯେଉଁଠାରେ ଯୁଦ୍ଧ ବିମାନ ଅବତରଣ କରହେବ। ସଡକ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ୮ ସେପ୍ଟେମ୍ବରରେ ରାଜସ୍ଥାନର...

ନର୍ଦନ ଆଲାଏନ୍ସ୍‌ ମୁଖ୍ୟ କମାଣ୍ଡରଙ୍କ ମୃତ୍ୟୁ…

କାବୁଲ,୬।୯: ପଞ୍ଜଶିରର ରକ୍ତାକ୍ତ ସଂଘର୍ଷରେ ନର୍ଦନ ଆଲାଏନ୍ସ୍‌ ମୁଖ୍ୟ କମାଣ୍ଡର ସାଲେହ ମହମ୍ମଦଙ୍କ ମୃତ୍ୟୁ ଘଟିଛି। ତାଲିବାନ୍‌ କହିଛି ଏବେ ପଞ୍ଜଶିର ପୂର୍ଣ୍ଣ ଦଖଲରେ ରହିଛି। ପଞ୍ଜଶିରରେ ଆତଙ୍କବାଦୀ ସଂଗଠନ ତାଲିବାନର ପତାକା ଲଗାଯାଇଛି। ଏଥିରୁ ତାଲିବାନର ଦାବି ସତ୍ୟ...

ଦୈନିକ ମୃତ୍ୟୁ ସଂଖ୍ୟା ୩ ଶହ ତଳେ…

ନୂଆଦିଲ୍ଲୀ,୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ...

ରେଜିଷ୍ଟାନ୍ସ ଫ୍ରଣ୍ଟ ତାଲିବାନ ସହିତ ବୁଝାମଣା ପାଇଁ ରାଜି…

କାବୁଲ,୬।୯: ଆଫଗାନିସ୍ତାନର କାବୁଲର ଉତ୍ତରରେ ଥିବା ପଞ୍ଜଶିର ଉପତ୍ୟକାରେ ତାଲିବାନ ବାହିନୀକୁ ବିରୋଧ କରୁଥିବା ଆଫଗାନିସ୍ତାନ ବିରୋଧୀ ଦଳର ନେତା ଯୁଦ୍ଧ ବନ୍ଦ କରିବା ସହିତ ବୁଝାମଣା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହା ଦ୍ୱାରା ଗୃହଯୁଦ୍ଧରୁ ଦେଶ ରକ୍ଷା ପାଇ...

ରାହୁଲ ନେଉଛନ୍ତି ସବୁ ନିଷ୍ପତ୍ତି

ନୂଆଦିଲ୍ଲୀ, ୬।୯(ଆଇଏଏନ୍‌ଏସ୍‌): ୨୦୧୯ ସାଧାରଣ ନିର୍ବାଚନ ସମେତ ଏକାଧିକ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ରାହୁଲ ଗାନ୍ଧୀ ଦଳ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ସୋନିଆ ଦଳର ମଙ୍ଗ ଧରିଥିଲେ। ସେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ...

ବରାଦରଙ୍କୁ ହକ୍କାନି ଗୁଳି

କାବୁଲ,୬।୯: ପଡ଼ୋଶୀ ଆଫଗାନିସ୍ତାନରେ ପାଶ୍ଚାତ୍ୟ ସମର୍ଥତ୍ତ ଅଶ୍ରଫ୍‌ ଗନିଙ୍କ ନାଗରିକ ସରକାରଙ୍କୁ କ୍ଷମତାଚ୍ୟୁତ କରିଦେଲା ସିନା, ନିଜେ ସରକାର ଗଠନ କରିପାରି ନାହିଁ ତାଲିବାନ୍‌। ଦୁଇ ସପ୍ତାହ ବିତିଯାଇଥିଲେ ସୁଦ୍ଧା ତାଲିବାନ୍‌ ଓ ହକ୍କାନି ନେଟ୍‌ଓ୍ବର୍କ ମଧ୍ୟରେ ଭାଗବଣ୍ଟା ଛିଣ୍ଡି...

କିଭଳି ଖୋଲା ଯିବ ସ୍କୁଲ, ସୂଚନା ଦେଲେ ଏମ୍ସ୍‌ ନିର୍ଦ୍ଦେଶକ…

ନୂଆଦିଲ୍ଲୀ,୫।୯: କରୋନା ମହାମାରୀର ଦ୍ୱିତୀୟ ଲହର ଥମିବା ପରେ ପ୍ରାୟ ବହୁ ରାଜ୍ୟରେ ପିଲାମାନଙ୍କ ପାଇଁ ସ୍କୁଲ ଖୋଲା ଯାଇଛି। ତେବେ ଦେଶରେ ଦୈନିକ ସଂକ୍ରମଣ ୪୦ ହଜାରରୁ ଅଧିକ ରହିଛି। ସରକାରଙ୍କ ସ୍କୁଲ ଖୋଲା ନିଷ୍ପତ୍ତିକୁ ନେଇ ଏକ...

୨୭ ସେପ୍ଟେମ୍ବର ଭାରତ ବନ୍ଦ, ଚାଷୀ ସଂଗଠନର ଡାକରା…

ଲକ୍ଷ୍ନୌ,୫।୯: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାର ଜିଆଇସି ଗ୍ରାଉଣ୍ଡରେ କିଷାନ ମହାପଞ୍ଚାୟତରେ ସେପ୍ଟେମ୍ବର ୨୭ରେ ଭାରତ ବନ୍ଦ ଡାକରା ଦିଆଯାଇଛି। କିଷାନ ମହାପଞ୍ଚାୟତରେ ୩୦୦ରୁ ଅଧିକ ଚାଷୀ ସଂଗଠନ ଯୋଗଦେଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୨୫ରେ ଭାରତ ବନ୍ଦ ପାଇଁ ମିଳିତ କୃଷକ...

ଭାକ୍ସିନ୍‌ ଅସଲି କି ନକଲି ଜାଣିବେ କିପରି, କେନ୍ଦ୍ର ସରକାର ଦେଲେ ସୂଚନା…

ନୂଆଦିଲ୍ଲୀ,୫।୯: କରୋନା ମହାମାରୀ ବିରୋଧରେ ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦିଆଯାଉଥିବା ଭାକ୍ସିନ୍‌ ଅସଲି କି ନକଲି ତାହା କିପରି ଜାଣିବେ ସେ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଦେଶରେ କେତେକ...

ନେହେରୁଙ୍କୁ କାହିଁକି ଘୃଣା କରୁଛନ୍ତି କେନ୍ଦ୍ର ସରକାର, ସଞ୍ଜୟଙ୍କ ପ୍ରଶ୍ନ…

ମୁମ୍ବାଇ,୫।୯: ଶିବସେନା ଏମ୍‌ପି ସଞ୍ଜୟ ରାଉତ ରବିବାର କେନ୍ଦ୍ର ସରକାରଙ୍କ ବିରୋଧରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଭାରତର ସ୍ବାଧିନତାର ୭୫ ତମ ବାର୍ଷିକୀ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ଏକ ଅନୁଷ୍ଠାନ ଦ୍ୱାରା ଜାରି ହୋଇଥିବା...

ରକ୍ତାକ୍ତ ସଂଘର୍ଷ, ୬୦୦ ତାଲିବାନୀ ନିହତ, ୧୦୦୦ରୁ ଅଧିକଙ୍କ ଆତ୍ମସମର୍ପଣ…

କାବୁଲ,୫।୯: ଆଫଗାନିସ୍ତାନର ପଞ୍ଜଶିରରେ ନର୍ଦନ ଆଲାଏନ୍ସ୍‌ ଏବଂ ତାଲିବାନ ଆତଙ୍କବାଦୀଙ୍କ ମଧ୍ୟରେ ଭୟଙ୍କର ରକ୍ତାକ୍ତ ସଂଘର୍ଷ ଜାରି ରହିଛି। କ୍ଷମତା ଦଖଲ ନେଇ ପଞ୍ଜଶିର ଏବେ ରକ୍ତରେ ଲାଲ ହୋଇଯାଇଛି। ପଞ୍ଜଶିରର ଉତ୍ତର-ପୂର୍ବ ଅଞ୍ଚଳରେ ୬୦୦ ତାଲିବାନୀଙ୍କ ମୃତ୍ୟୁ ଘଟିଛି।...

ଗୁରୁଦିବସର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୫।୯: ଗୁରୁ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତିି। ଦେଶର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିନ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟୁଇଟ କରି ଶ୍ରଦ୍ଧାଞ୍ଜଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri