Tag Archives: Home Middle

ପୁଣି ଆତଙ୍କ, ଫେରୁଛି କରୋନା…

ନୂଆଦିଲ୍ଲୀ,୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ...

ଶିଶୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି: ଗତ ୨୪ ଘଣ୍ଟାରେ ୧୩୧ ପିଲା କରୋନା ସଂକ୍ରମିତ

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ଙ୍କ ବୟସ ୧୮ ବର୍ଷ ମଧ୍ୟରେ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୭ ଜଣ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୩୩୮ଟି ଲୋକାଲ...

ପାରାଲିମ୍ପିକ କ୍ରିଷ୍ଣା ନାଗରଙ୍କୁ ସ୍ବର୍ଣ୍ଣ ପଦକ…

ଟୋକିଓ,୫।୯: ଟୋକିଓ ପାରାଲିମ୍ପିକ ଗେମ୍ସରେ ଶେଷ ଦିନରେ କିଷ୍ଣା ନାଗର ହଂକଂର ଚୁ ମାନ୍‌ କେଙ୍କୁ ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ୍ସ ଏସ୍‌ଏଚ୍‌୍‌-୬ ଇଭେଣ୍ଟରେ ପରାଜିତ କରି ସ୍ବର୍ଣ୍ଣ ପଦକର ଗୌରବ ଆଣିଛନ୍ତି। ୪୩ ମିନିଟ୍‌ ଧରି ଚାଲିଥିବା ଖେଳରେ ସେ...

ସୁହାସଙ୍କୁ ବ୍ୟାଡମିଣ୍ଟନରେ ରୌପ୍ୟ ପଦକ…

ଟୋକିଓ,୫।୯: ଟୋକିଓ ପାରାଲିମ୍ପିକ ଗେମ୍ସରେ ରବିବାର ଶେଷ ଦିନରେ ନୋଏଡାର ଡି.ଏମ. ସୁହାସ ଏଲ ୟଥିରାଜ ଭାରତ ପାଇଁ ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ୍ସ ଏସ୍‌ଏଲ୍‌-୪ ଇଭେଣ୍ଟରେ ରୌପ୍ୟ ପଦକ ଆଣିଛନ୍ତି। ସେ ଫ୍ରାନ୍ସର ଏଲ ମାଜୁରଙ୍କଠାରୁ ୨୧-୧୫,୧୭-୨୧, ୧୫-୨୧ରେ ପରାଜିତ...

ଆଇଏସ୍‌ ଆତଙ୍କବାଦୀଙ୍କ ବିରୋଧରେ ଏନ୍‌ଆଇଏ ଚାର୍ଜଶିଟ୍‌

ବେଙ୍ଗାଲୁରୁ, ୫।୯(ଆଇଏଏନ୍‌ଏସ୍‌): ଅଲ୍‌-ହିନ୍ଦ୍‌ ମଡ୍ୟୁଲ୍‌ ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଜଣେ ଇସ୍‌ଲାମିକ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀଙ୍କ ବିରୋଧରେ ସ୍ବତନ୍ତ୍ର କୋର୍ଟରେ ଅତିରିକ୍ତ ଚାର୍ଜଶିଟ୍‌ ଦାଖଲ କରିଛି। ଅଭିଯୁକ୍ତ ଶିହାବୁଦ୍ଦିନଙ୍କ ବିରୋଧରେ ଆଇପିସିର ଧାରା ୧୨୦ବି,...

ସ୍ବର୍ଣ୍ଣ ବିଜେତା ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୯(ବ୍ୟୁରୋ): ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ଦେଶର ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀ ଡାନ୍‌ ବେଥେଲଙ୍କୁ ହରାଇ ପ୍ରମୋଦ ସ୍ବର୍ଣ୍ଣ ପଦକ ଆଣି ଓଡ଼ିଶାକୁ...

ସ୍ବର୍ଣ୍ଣ ଆଣିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ

ଟୋକିଓ,୪ା୯: ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ସ୍ବର୍ଣ୍ଣ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀ ଡାନ୍‌ ବେଥେଲଙ୍କୁ ହରାଇ ପ୍ରମୋଦ ସ୍ବର୍ଣ୍ଣ ପଦକ ଆଣିଛନ୍ତି। ଫାଇନାଲରେ ପ୍ରମୋଦ ତାଙ୍କ ବ୍ରିଟେନ...

୭ ଘଣ୍ଟାରେ ୧୦୧ ମହିଳାଙ୍କ ବନ୍ଧ୍ୟାକରଣ, ସରକାର ଦେଲେ ତଦନ୍ତ ନିର୍ଦ୍ଦେଶ…

ରାୟପୁର,୪।୯: ଏକ ଶିବିରରେ ମାତ୍ର ୭ ଘଣ୍ଟାରେ ୧୦୧ ମହିଳାଙ୍କର ବନ୍ଧ୍ୟାକରଣ କରାଯାଇଛି। ଏଭଳି ଘଟଣା ଛତିଶଗଡ଼ର ରାୟପୁରଠାରୁ ୩୦୦ କିଲୋମିଟର ଦୂରରେ ଥିବା ମୈନପତ୍‌ ବ୍ଲକ୍‌ର ନର୍ମଦାପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଅଗଷ୍ଟ ୨୭ରେ ଘଟିଛି। ବନ୍ଧ୍ୟାକରଣ ଶିବିରରେ...

କର୍ମଚାରୀଙ୍କୁ ୫ ମିନିଟ ଯୋଗ ବ୍ରେକ୍‌…

ନୂଆଦିଲ୍ଲୀ,୪।୯: ଏବେ ସରକାରୀ ତଥା ବେସରକାରୀ କାର୍ଯ୍ୟାଳୟରେ ସମସ୍ତ କର୍ମଚାରୀଙ୍କୁ ୫ ମିନିଟର ଯୋଗ ବ୍ରେକ୍‌ ମିଳିବ। ଏନେଇ କାର୍ମିକ ଏବଂ ପ୍ରଶିକ୍ଷଣ ବିଭାଗ ପକ୍ଷରୁ ସମସ୍ତ ମନ୍ତ୍ରଣାଳୟକୁ ଓ୍ବାଇ-ବ୍ରେକ୍‌ ଆପ୍‌ ସମ୍ପର୍କରେ ସଚେତନତା ସୃଷ୍ଟି କରିବାକୁ ପରାମର୍ଶ ଦିଆଯାଇଛି।...

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚାଞ୍ଚଲ୍ୟକର ବୟାନ ଦେଲେ ରାତି ଜଗୁଆଳି, କହିଲେ ରାତିରେ ସୌମ୍ୟଙ୍କ ଘରକୁ ଯାଆନ୍ତି ଡିଏଫ୍‌ଓ

ଗଜପତି,୪ା୯(ଡି.ଏନ୍‌.ଏ.): ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା ଯେତିକି ବିଳମ୍ବ ହେଉଛି ସେତିକି ଅଡୁଆ ବଢୁଛି। ମୃତ୍ୟୁ ମାମଲାର ତଦନ୍ତ ପ୍ରଥମେ ପୋଲିସ ଏବଂ ପରେ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏବେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସୌମ୍ୟଙ୍କ ମୃତ୍ୟୁର...

୩ ଆତଙ୍କବାଦୀ ଜମ୍ମୁ-କଶ୍ମୀର ମୁହାଁ, ଆତଙ୍କ ରଚିବା ଷଡ଼ଯନ୍ତ୍ର…

ଶ୍ରୀନଗର/କାବୁଲ,୪।୯: ଆଫଗାନିସ୍ତାନରୁ ୩ ଆତଙ୍କବାଦୀ ଜମ୍ମୁ-କଶ୍ମୀର ମୁହାଁ ହୋଇଛନ୍ତି। ସେମାନେ ବଡ଼ ଧରଣର ଆକ୍ରମଣ କରି ଆତଙ୍କ ରଚିବା ଷଡ଼ଯନ୍ତ୍ର କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଇଏସ୍‌ ଖୋରାସାନ୍‌ ସଂଗଠନର ଏହି ସଦସ୍ୟମାନେ ଭାରତରେ...

ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୪ା୯(ବ୍ୟୁରୋ): ଚଳିତମାସ ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଶନିବାର ଘୋଷଣା କରିଛନ୍ତି। ତେବେ କରୋନା ଯୋଗୁ ଏହା ସ୍ଥଗିତ ଥିଲା। ଆସନ୍ତା ୨୦ ତାରିଖରୁ ନିର୍ବାଚନ ପ୍ରଚାର ହେବ। ଅକ୍ଟୋବର ୩ରେ ଭୋଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri