Tag Archives: Home Middle

ବେରୋଜଗାର ଯୁବବର୍ଗଙ୍କ ହାତରେ ଘଣ୍ଟା ଧରାଇଛି ଭାଜପା: ଶିବସେନା…

ମୁମ୍ବାଇ,୪।୯:  ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନ ପୂର୍ବେ ଦେଶର ଜିଡିପି ଅଭିବୃଦ୍ଧି ୨୦ ପ୍ରତିଶତରୁ ଅଧିକ ବୋଲି କହିଥିଲେ। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଭାରତର ଅର୍ଥନୀତିକୁ ଏକ ଉଚ୍ଚସ୍ତରକୁ ଆଣିଛନ୍ତି ବୋଲି ଭାଜପା...

ଗଣତନ୍ତ୍ରର ସୁରକ୍ଷା ଦାୟିତ୍ୱ ପୋଲିସ ବାହିନୀ ହାତରେ: ସ୍ବରାଷ୍ଟ୍ରମନ୍ତ୍ରୀ…

ନୂଆଦିଲ୍ଲୀ,୪।୯: ଗଣତନ୍ତ୍ର ହେଉଛି ଭାରତର ସ୍ବଭାବ। ଏହା ଦେଶବାସୀଙ୍କର ମଧ୍ୟ ସ୍ବଭାବ। ଯଦି କେହି କୁହନ୍ତି ଯେ ଗଣତନ୍ତ୍ର ୧୫ ଅଗଷ୍ଟ ୧୯୪୭ ପରେ କିମ୍ବା ୧୯୫୦ରେ ସମ୍ବିଧାନ ପ୍ରଣୟନ ପରେ ଆସିଥିଲା, ତେବେ ଏହା ଭୁଲ । ଆଇନ...

ସିବିଆଇକୁ ଭର୍ସନା, କେତେଜଣଙ୍କୁ ଦଣ୍ଡ ଦେଇଛ ପଚାରିଲେ ଏସ୍‌ସି…

ନୂଆଦିଲ୍ଲୀ,୪।୯: ସିବିଆଇର କାର୍ଯ୍ୟ ଶୈଳୀ ନେଇ ସୁପ୍ରିମକୋର୍ଟ (ଏସ୍‌ସି) ଶନିବାର ଏକ ମାମଲାର ଶୁଣାଣି ସମୟରେ ଭର୍ସନା କରିବା ସହିତ କଠୋର ପ୍ରଶ୍ନ ପଚାରିଛନ୍ତି। ସୁପ୍ରିମକୋର୍ଟ ସିବିଆଇକୁ ମାମଲା ସମାଧାନର ସଫଳତା ହାର ପଚାରିଛନ୍ତି। ଇତିମଧ୍ୟରେ କେତେ ମାମଲା ସମାଧାନ...

ଆମେରିକା-ୟୁରୋପ ମଧ୍ୟରେ ବଢ଼ିଲା ଫାଟ…

ଓ୍ବାଶିଂଟନ,୪।୯: ଆଫଗାନିସ୍ତାନରୁ ସେନା ପ୍ରତ୍ୟାହାର ନିଷ୍ପତ୍ତି ଯୋଗୁ ଆମେରିକା ଏବଂ ୟୁରୋପ ମଧ୍ୟରେ ଫାଟ ବଢ଼ିବାରେ ଲାଗିଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ଏଭଳି ପଦକ୍ଷେପକୁ ୟୁରୋପର କେତେକ ଦେଶ ନାପସନ୍ଦ କରିଛନ୍ତି। ଉପରେ ଓଜନ କରୁଥିବା ଜଣାପଡିଛି। ଆମେରିକାରେ ତାଙ୍କ...

୧୨ ହାଇକୋର୍ଟ ପାଇଁ ୬୮ ବିଚାରପତିଙ୍କ ନାମ ସୁପାରିଶ…

ନୂଆଦିଲ୍ଲୀ,୪।୯: ଦେଶର ୧୨ଟି ହାଇକୋର୍ଟରେ ବିଚାରପତିଙ୍କୁ ନିଯୁକ୍ତ କରାଯିବାଲାଗି ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ଗଠିତ ହୋଇଥିବା ୩ ଜଣିଆ କଲେଜିୟମ୍‌ ୬୮ଜଣଙ୍କ ନାମ ସୁପାରିଶ କରିଛନ୍ତି। ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ନେତୃତ୍ୱରେ ଏକ ତିନି ଜଣିଆ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ...

ଅତ୍ୟାବଶ୍ୟକ ତାଲିକାରେ ୩୯ ନୂଆ ଔଷଧ…

ନୂଆଦିଲ୍ଲୀ,୪।୯: ଅତ୍ୟାବଶ୍ୟକ ଔଷଧ ତାଲିକାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେତେକ ପରିବର୍ତ୍ତନ ଆଣାଯାଇଛି। ଏହା ସହିତ ୩୯ ଟି ନୂଆ ଔଷଧକୁ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ବହୁ ପରିମାଣରେ ବ୍ୟବହୃତ ହେଉଥିବା ଏହି ସମସ୍ତ ଔଷଧର ମୂଲ୍ୟ ହ୍ରାସ କରିବା...

ଶୁଟିଂରେ ଭାରତକୁ ସ୍ବର୍ଣ୍ଣ-ରୌପ୍ୟ ପଦକ…

ଟୋକିଓ ,୪।୯: ଟୋକିଓ ପାରାଲିମ୍ପିକ ଗେମ୍ସରେ ଶନିବାର ଭାରତକୁ ଶୁଟିଂରେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ମିଳିଛି। ଶୁଟର ମନୀଷ ନରୱାଲ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଆଣିଥିବାବେଳେ ସିଂହରାଜ ରୌପ୍ୟ ପଦକ ଜିତିବାରେ ସଫଳ ହୋଇଛନ୍ତି। ଏହି ଦୁଇ...

ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ…

ନୂଆଦିଲ୍ଲୀ,୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ...

ପର୍ଯ୍ୟଟକଙ୍କ ପାଇଁ ଆରମ୍ଭ ହେଲା ‘ନିମନ୍ତ୍ରଣ’

ଭୁବନେଶ୍ୱର, ୪।୯ (ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)ର ୪୨ତମ ପ୍ରତିଷ୍ଠା ଦିବସ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାଣ୍ଟି ଓଡ଼ିଆ ବ୍ୟଞ୍ଜନ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଓଟିଡିସିକୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହିତ...

ଆତଙ୍କରେ ୨୫୦ ମହିଳା ବିଚାରପତି

ହେଗ୍‌/କାବୁଲ,୪।୯: ଆଫଗାନିସ୍ତାନରେ ପାଶ୍ଚାତ୍ୟ ସମର୍ଥତ୍ତ ନାଗରିକ ସରକାର ଚାଲିଥିବା ପର୍ଯ୍ୟନ୍ତ ମହିଳା ବିଚାରପତିମାନେ କୋର୍ଟକୁ ଯାଇ ଶୁଣାଣି କରୁଥିଲେ। ତାଲିବାନ୍‌ର କାବୁଲ ଦଖଲ ସହ ବିଦେଶୀ ସୈନ୍ୟ ଫେରିଯିବା ପରେ ସେମାନେ ଆତଙ୍କରେ ଜୀବନ ବିତାଉଛନ୍ତି। କାରଣ ମହିଳା ଜଜ୍‌ମାନେ...

ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ତାରିଖ ପରିବର୍ତ୍ତନ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ ହୋଇଛି। ଏହା ସେପ୍ଟେମ୍ବର ୧୩ରୁ ଆରମ୍ଭ ୧୬ ପର୍ଯ୍ୟନ୍ତ ଚାଲିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୧୧ରୁ ୧୫ ଯାଏଁ ନିର୍ଦ୍ଧାରିତ ହୋଇଥିଲା। ଯୁକ୍ତ ୩...

ତାଲିବାନ୍‌ ଦଖଲରେ ପଞ୍ଜଶିର

କାବୁଲ, ୪।୯: ଆଫଗାନିସ୍ତାନରେ ସରକାର ଗଠନ କରିବାର କିଛି ଘଣ୍ଟା ପୂର୍ବରୁ ତାଲିବାନ ବାହିନୀ ଶୁକ୍ରବାର ରାତିରେ ପଞ୍ଜଶିର ଦଖଲ କରିଛି। ଏଥିସହିତ ଆଫଗାନିସ୍ତାନର ସମସ୍ତ ୩୪ ପ୍ରଦେଶ ଏବେ ତାଲିବାନ ନିୟନ୍ତ୍ରଣକୁ ଆସିଯାଇଛି। ଏହି ସଂଗଠନ ସମଗ୍ର ଦେଶକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri