Tag Archives: Home Middle

ଭାରତ-ପାକିସ୍ତାନ-ଚାଇନା ରୁଷିଆରେ କରିବେ ଯୁଦ୍ଧାଭ୍ୟାସ…

ନୂଆଦିଲ୍ଲୀ/ମସ୍କୋ, ୨।୯: ଭାରତ, ପାକିସ୍ତାନ, ଚାଇନା ସମେତ ୧୭ ଦେଶ ମିଳିତ ଭାବେ ରୁଷିଆରେ ଆୟୋଜିତ ହେବାକୁ ଥିବା ଜାପାଡ-୨୦୨୧ ଯୁଦ୍ଧାଭ୍ୟାସ୍‌ରେ ସାମିଲ ହେବେ। ସେପ୍ଟେମ୍ବର ୩ ଠାରୁ ଏହି ମିଳିତ ଯୁଦ୍ଧାଭ୍ୟାସ ଆରମ୍ଭ ହେବାକୁ ଯାଉଛି। ରୁଷିଆର ନିଝନିୟ...

ଅଟକି ରହିଛି ଇଭିଏମ୍‌, ୟୁପି-ପଞ୍ଜାବ-ଗୋଆ-ମଣିପୁରରେ ବିଧାନସଭା ନିର୍ବାଚନ ହେବା ନେଇ ଆଶଙ୍କା …

ନୂଆଦିଲ୍ଲୀ,୨।୯: ଆସନ୍ତା ବର୍ଷ ଉତ୍ତରପ୍ରଦେଶ (ୟୁପି), ପଞ୍ଜାବ, ଗୋଆ ଏବଂ ମଣିପୁରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ଏନେଇ ଆଶଙ୍କା ସୃଷ୍ଟି ହୋଇଛି। ଇଭିଏମ୍‌ ଏବଂ ଭିଭିପାଟ୍‌ ଅଭାବ ଯୋଗୁ ନିର୍ବାଚନ କରାଇବାକୁ ନିର୍ବାଚନ ଆୟୋଗ (ଇସି)ଙ୍କ ପକ୍ଷରୁ...

ଗଣେଶ ପୂଜା ପାଇଁ ଜାରି ହେଲା ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨ା୯(ବ୍ୟୁରୋ): ଗଣେଶ ପୂଜା ପାଇଁ ବିଏମ୍‌ସି ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ନିୟମ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ହୋଇଛି। ପୂଜା ଅବସରରେ ମଣ୍ଡପରେ ସର୍ବସାଧାରଣଙ୍କୁ ଅନୁମତି ଦିଆଯିବ ନାହିଁ। କମିଶନରେଟ ପୋଲିସର ଅନୁମତି ନେଇ ପୂଜା କମିଟିର ସଦସ୍ୟମାନେ...

ସମସ୍ୟା ବଢ଼ାଉଛି ମାଟି ସଡ଼କ

ଛେଣ୍ଡିପଦା,୨ା୯(ସ୍ବ.ପ୍ର.):  ଗାଁର ମୁଖ୍ୟ ସମସ୍ୟା ଗମନାଗମନରେ ଅସୁବିଧା। ବର୍ଷାଦିନେ ମାଟି ରାସ୍ତାରେ ଯାତାୟାତ ଗ୍ରାମବାସୀଙ୍କ ପକ୍ଷେ ଅତି କଷ୍ଟକର। ଏପରି କି ରୋଗୀଙ୍କୁ ଡାକ୍ତରଖାନା ଯାଏ ନେବାକୁ ଆମ୍ବୁଲାନ୍ସ ପଶିପାରୁନି ଗ୍ରାମରେ। ତେଣୁ ପକ୍କା ସଡ଼କଟିଏ ନିର୍ମାଣ ନିମନ୍ତେ ଗାଁଲୋକେ ଅନେକଥର...

ଚାଷୀଙ୍କ ଦୁଃଖ କପାଳି

ବନ୍ତ,୨।୯(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଦେଇ ୩ ନଦୀ ସାଳନ୍ଦୀ, କପାଳି ଓ ସରୁସାଗର ପ୍ରବାହିତ। ସାଳନ୍ଦୀ ବ୍ୟତୀତ ସରୁସାଗର ଓ କପାଳିକୁ ସରକାରୀ ଖାତାରେ ଅଦ୍ୟାବଧି ନଦୀର ମାନ୍ୟତା ମିଳିନାହିଁ। ପ୍ରତ୍ୟେକ ବର୍ଷ ବର୍ଷାଋତୁରେ ଏହି ୨ ନଦୀର...

ଆରମ୍ଭରୁ ହଟ୍ଟଗୋଳ: ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁୁବନେଶ୍ୱର,୨ା୯(ବ୍ୟୁରୋ): ଷୋଡ଼ଶ ବିଧାନସଭାର ସପ୍ତମ(ମୌସୁମୀ) ଅଧିବେଶନ ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି ବିରୋଧୀ ବିଭିନ୍ନ ପ୍ଲା କାର୍ଡ ଧରି ଗୃହରେ ନାରାବାଜି କରିଥିଲେ। ଏପରିକି ବାଚସ୍ପତିି...

କରୋନାରୁ ସୁସ୍ଥ ପରେ ବି ବିପଦ, ବିନା ଯନ୍ତ୍ରଣାରେ କିଡ୍‌ନୀ ହେଉଛି ଅକାମୀ …

ଓ୍ବାଶିଂଟନ,୨।୯: କରୋନା ଅକ୍ରାନ୍ତଙ୍କ ଉପରେ ବିପଦ ପରେ ବିପଦ ମାଡ଼ି ଆସୁଛି। ସୁସ୍ଥ ହେବା ପରେ ସେମାନଙ୍କଠାରେ କିଡ୍‌ନୀ ସମସ୍ୟା ଦେଖା ଦେଉଛି। ସେମାନଙ୍କ ଅଜାଣତରେ ବିନା ଯନ୍ତ୍ରଣାରେ କିଡ୍‌ନୀ ଅକାମୀ ହୋଇଯାଉଛି। ଏନେଇ ହୋଇଥିବା ଏକ ସର୍ଭେ ରିପୋର୍ଟରେ...

ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣ ଉପର ମୁହାଁ…

ନୂଆଦିଲ୍ଲୀ,୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ...

ପରଲୋକରେ ଚନ୍ଦନ ମିତ୍ର, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨।୯: ରାଜ୍ୟ ସଭାର ପୂର୍ବତନ ଏମ୍‌ପି ତଥା ଗଣମାଧ୍ୟମ ପ୍ରତିନିଧି ଚନ୍ଦନ ମିତ୍ରଙ୍କର ବୁଧବାର ବିଳମ୍ବିତ ରାତିରେ ରାଜଧାନୀ ଦିଲ୍ଲୀରେ ପରଲୋକ ଘଟିଛି। ତାଙ୍କ ପୁଅ କୁଶନ ମିତ୍ର ଏ ବିଷୟରେ ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କ ୬୫...

ଆଫଗାନ୍‌ ବାୟୋମେଟ୍ରିକ୍‌ ବିପଜ୍ଜନକ

କାବୁଲ/ଓ୍ବାଶିଂଟନ,୨ା୯: ଆଫଗାନିସ୍ତାନ ଛାଡ଼ି ସ୍ବଦେଶ ଫେରିଯାଇଛନ୍ତି ଆମେରିକୀୟ ସୈନ୍ୟ। ୨୦ ବର୍ଷ ଭିତରେ ସେମାନେ ବ୍ୟବହାର କରିଥିବା ଅନେକ ଅତ୍ୟାଧୁନିକ ପ୍ରୋଗ୍ରାମ ବା ସଫ୍ଟଓ୍ବେର ଛାଡ଼ିଯାଇଛନ୍ତି। ଇତିମଧ୍ୟରେ ଆମେରିକାର ଏକ ବାୟୋମେଟ୍ରିକ୍‌ ଡିଭାଇସ୍‌ ତାଲିବାନ ହାତରେ ଲାଗିଛି। ଏହାକୁ ନେଇ...

୯ ବର୍ଷ ଆୟୁଷ କମାଇପାରେ ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ, ୨।୯: ଭାରତ ବିଶ୍ୱର ଅନ୍ୟତମ ସର୍ବାଧିକ ପ୍ରଦୂଷିତ ଦେଶରେ ପରିଣତ ହୋଇଛି। ୨୦୧୯ ସ୍ଥିତି ଭଳି ବାୟୁ ପ୍ରଦୂଷଣ ଲାଗି ରହିଲେ ଉତ୍ତର ଭାରତୀୟଙ୍କ ଆୟୁଷ ୯ ବର୍ଷ କମିଯାଇପାରେ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି। ଉତ୍ତର ଭାରତର...

ପଞ୍ଚାୟତ, ପୌର ନିର୍ବାଚନରେ ୫୦% ସ୍ଥାନ ସଂରକ୍ଷଣ ରହିବ

ଭୁବନେଶ୍ୱର, ୨।୯(ବ୍ୟୁରୋ): ସ୍ଥାନ ସଂରକ୍ଷଣକୁ ନେଇ ଗତ ୩ ବର୍ଷ ହେବ ପୌର ନିର୍ବାଚନ ହୋଇପାରୁନାହିଁ। ଏହା ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ହୋଇଥିବାରୁ ସରକାର ଅଡୁଆରେ ପଡ଼ିଥିଲେ। ଏଥିଯୋଗୁ ସମ୍ପୂର୍ଣ୍ଣ ପ୍ରସ୍ତୁତି ସତ୍ତ୍ୱେ ପୌର ନିର୍ବାଚନ ହୋଇପାରି ନ ଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri