Tag Archives: Home Middle

ମରୁଡ଼ି ଘୋଷଣା ଦାବିରେ ବିରୋଧୀ ଅଟଳ

ଭୁବନେଶ୍ୱର,୨।୯(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣପଶ୍ଚିମ ମୌସୁମୀ ଦୁର୍ବଳ ଯୋଗୁ ରାଜ୍ୟରେ ଅନାବୃଷ୍ଟି ପରିସ୍ଥିତି ସୃଷ୍ଟି ହୋଇଛି। ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ରୁଆ ବେଉଷଣ ପାଇଁ ବିଲରେ ପାଣି ନାହିଁ। ଚାଷୀମାନେ ହା ହୁତାଶରେ ଦିନ କାଟୁଛନ୍ତି।...

ଘନେଇଲା ବିପଦ, ସ୍କୁଲ ଖୋଲିବା ପରେ ୬ ରାଜ୍ୟରେ ବହୁ ପିଲା କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୧।୯: ପୁଣି ବିପଦ ଘନେଇବା ଆରମ୍ଭ କରିଛି। ସ୍କୁଲ ଖୋଲିବା ପରେ ବିହାର, ପଞ୍ଜାବ, ମଧ୍ୟପ୍ରଦେଶ, ଗୁଜୁରାଟ, ଛତିଶଗଡ ଏବଂ ଉତ୍ତରପ୍ରଦେଶ ସମେତ ୬ ରାଜ୍ୟରେ ବହୁ ପିଲା କରୋନା ପଜିଟିଭ୍‌ ହୋଇଛନ୍ତି। ଏନେଇ ସମ୍ପୃକ୍ତ ରାଜ୍ୟ ସରକାରଙ୍‌ ଚିନ୍ତା...

ଆରମ୍ଭ ହେଲା ବିଧାନସଭା; ମରୁଡ଼ି ପ୍ରସଙ୍ଗକୁ ନେଇ କମ୍ପିଲା ଗୃହ

ଭୁବନେଶ୍ୱର,୧।୯(ବ୍ୟୁରୋ): ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ବୁଧବାର ଏହାର ପ୍ରଥମ ଦିନରେ କଂଗ୍ରେସ ସଦସ୍ୟମାନେ ଆରମ୍ଭରୁ ଗୃହରେ ହୋ ହଲ୍ଲା ଦେଖିବାକୁ ମିଳିଛି। ମରୁଡ଼ି ପ୍ରସଙ୍ଗକୁ ନେଇ ସେମାନେ ନାରାବାଜି କରିବା ସହ ଗୃହରେ ରାଜ୍ୟର ମରୁଡି ସ୍ଥିତି...

ଶେଷ ୧୪ ମିନିଟ୍‌ର ଫୋନ୍‌ କଥାବାର୍ତ୍ତାରୁ ବହୁ ଗୁପ୍ତ ରହସ୍ୟ ପର୍ଦ୍ଦାଫାଶ୍‌…

କାବୁଲ/ଓ୍ବାଶିଂଟନ,୧।୯: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ତାଙ୍କ ଆଫଗାନିସ୍ତାନ ପ୍ରତିପକ୍ଷ ଅଶରଫ ଘନିଙ୍କ ମଧ୍ୟରେ ହୋଇଥିବା ଶେଷ ୧୪ ମିନିଟ୍‌ର ଫୋନ୍‌ କଥାବାର୍ତ୍ତାରୁ ବହୁ ଗୁପ୍ତ ରହସ୍ୟର ପର୍ଦ୍ଦାଫାଶ୍‌ ହୋଇଛି। ଘନିଙ୍କୁ ଶେଷ ଫୋନ କଲରେ ବାଇଡେନ୍‌ ଏକ...

ପୁଣି ବିପଦ, କରୋନା ସି-୧-୨ ଭାରିଆଣ୍ଟ ୬ ଦେଶରେ ବ୍ୟାପିଲାଣି…

ଜେନେଭା,୧।୯: କରୋନା ମହାମାରୀ ପୁଣି ସଙ୍କଟ ସୃଷ୍ଟି କରିବାକୁ ଯାଉଛି। କରୋନାର ନୂତନ ପ୍ରକାର ସି-୧-୨ ଭାରିଆଣ୍ଟ ଏବେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ଚିନ୍ତା ବଢାଇଛି। ଡବ୍ଲ୍ୟୁଏଚ୍‌ଓର ବୈଷୟିକ ମୁଖ୍ୟ ଡ. ମାରିଆ ଓ୍ବାନ ଏହି ଭାରିଆଣ୍ଟ ସମ୍ପର୍କରେ ଟୁଇଟ...

ନିଷ୍ପତ୍ତି ଥିଲା ଠିକ, ପ୍ରତ୍ୟାବର୍ତ୍ତନ ବ୍ୟତୀତ ନ ଥିଲା ଅନ୍ୟ ବିକଳ୍ପ…

ଓ୍ବାଶିଂଟନ,୧।୯: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ପ୍ରତ୍ୟାବର୍ତ୍ତନ କରିବା ନିଷ୍ପତ୍ତି ଠିକ ଥିଲା। ଏହା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନ ଥିଲା ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ଏହି ଯୁଦ୍ଧକୁ ଆଉ ବଢ଼ାଯିବାର ଆବଶ୍ୟକତା ନ ଥିଲା।...

ତୃତୀୟ ଲହର ମୁକାବିଲା ନେଇ ଚର୍ଚ୍ଚା, ହସ୍ପିଟାଲର କ୍ଷମତା ବୃଦ୍ଧି ଉପରେ ଗୁରୁତ୍ୱ…

ନୂଆଦିଲ୍ଲୀ,୧।୯: ଦେଶରେ କରୋନା ମହାମାରୀ ପୁଣି ସଙ୍କଟ ସୃଷ୍ଟି କରିବାକୁ ଯାଉଛି। କେରଳ ଏବଂ ଦେଶର ଅନ୍ୟ କେତେକ ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ ରହିଛି। ଏହାକୁ କେତେକ ବିଶେଷଜ୍ଞ କରୋନାର ତୃତୀୟ ଲହର ଭାବେ ଦେଖୁଛନ୍ତି। ଏଭଳି ପରିସ୍ଥିତିରେ...

ଏନ୍‌ଆଇଏ ରାଡାରରେ ୨୫ ଭାରତୀୟ, ଆଇଏସ୍‌ ସହ ସମ୍ପର୍କ ସନ୍ଦେହ…

ନୂଆଦିଲ୍ଲୀ,୧।୯: ଆଫଗାନିସ୍ତାନରେ ରହୁଥିବା ୨୫ ଜଣ ଭାରତୀୟ ନାଗରିକ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ରାଡାରରେ ଅଛନ୍ତି। ଏଜେନ୍ସି ସନ୍ଦେହ କରୁଛି ଯେ ସମସ୍ତେ ଆଇଏସ ଆତଙ୍କବାଦୀ ସଂଗଠନ ସହିତ ଯୋଗାଯୋଗରେ ରହିଥାଇ ପାରନ୍ତି। ସୂଚନାନୁସାରେ, ଏହି ଆତଙ୍କବାଦୀମାନେ ଆଫଗାନିସ୍ତାନ...

ଦୈନିକ ସଂକ୍ରମଣ ପୁଣି ଟପିଲା ୪୦ ହଜାର…

ନୂଆଦିଲ୍ଲୀ,୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪...

ଆଜିଠୁ ବିଧାନସଭା

ଭୁବନେଶ୍ୱର,୧ା୯(ବ୍ୟୁରୋ):ବୁଧବାରଠାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୯ ଯାଏ ଚାଲିବ। ଏହି ଅଧିବେଶନରେ ୮ଟି କାର୍ଯ୍ୟଦିବସ ରହିଛି। ୮ ଦିନରୁ ୭ ଦିନ ସରକାରୀ ଦିବସ ପାଇଁ ସମୟ ନିର୍ଘଣ୍ଟ ହୋଇଥିବା ବେଳେ ଗୋଟିଏ...

ମାସ ଆରମ୍ଭରୁ ରୋଷେଇ ଘରେ ମହଙ୍ଗା ମାଡ଼ …

ନୂଆଦିଲ୍ଲୀ,୧।୯: ମାସ ଆରମ୍ଭରୁ ରୋଷେଇ ଘରେ ମହଙ୍ଗା ମାଡ଼ ହୋଇଛି। ଏଲ୍‌ପିଜି ସିଲିଣ୍ଡର ଦାମ୍‌ ପୁଣି ବଢ଼ିଛି। ଘରେ ବ୍ୟବହୃତ ହେଉଥିବା ସବସିଡ଼ି ଯୁକ୍ତ ସିଲିଣ୍ଡର ଦାମରେ ୨୫ ଟଙ୍କା ବୃଦ୍ଧି ଘଟିଛି। କେବଳ ଘରୋଇ ଏଲପିଜି ସିଲିଣ୍ଡର ନୁହେଁ,...

ଇୟୁ ବୈଠକରେ ଶରଣାର୍ଥୀ ଚିନ୍ତା

ବ୍ରୁସେଲ୍ସ, ୧ା୯: ଆଫଗାନିସ୍ତାନକୁ ତାଲିବାନ୍‌ ନିୟନ୍ତ୍ରଣକୁ ନେବା ପରେ ସେଠାରେ ସୃଷ୍ଟି ହୋଇଥିବା ଅସ୍ଥିରତା ଟାଳିବା ଏବଂ ଆଫଗାନ୍‌ ଶରଣାର୍ଥୀ ସଙ୍କଟ ରୋକିବା ଏବେ ବଡ଼ ଚ୍ୟାଲେଞ୍ଜ ହୋଇଛି। ୨୦୧୫ରେ ସିରିଆ ଗୃହଯୁଦ୍ଧ ପରେ ସୃଷ୍ଟି ହୋଇଥିବା ଶରଣାର୍ଥୀ ସମସ୍ୟାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri