Tag Archives: Home Middle

ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ, ୨୪ ଘଣ୍ଟାରେ ୪୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୩୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪...

ଡେଲ୍ଟା ଭାରିଆଣ୍ଟ ତାଣ୍ଡବ, ହସ୍ପିଟାଲରେ ବେଡ୍‌ ଅଭାବ…

ଓ୍ବାଶିଂଟନ,୩୦।୮: ଆମେରିକାରେ କରୋନା ମହାମାରୀର ଡେଲ୍ଟା ଭାରିଆଣ୍ଟ ଯୋଗୁ ବିପଦ ସୃଷ୍ଟି ହୋଇଛି। ଡେଲ୍ଟା ତାଣ୍ଡବ ରଚିବା ଦ୍ୱାରା ଇତି ମଧ୍ୟରେ ମୃତ୍ୟୁ ସଂଖ୍ୟା ୫୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି। ଆମେରିକାର ୧୪ଟି ରାଜ୍ୟରେ ଏକ ସପ୍ତାହରେ ମୃତ୍ୟୁ...

ପୋଲିସ ଲାଠିମାଡ଼ରେ ଆହତ ଚାଷୀଙ୍କ ମୃତ୍ୟୁ

ଚଣ୍ଡିଗଡ଼, ୩୦।୮: ହରିୟାଣାର କର୍ନଲ ଜିଲାରେ ଶନିବାର ପୋଲିସ ଲାଠିମାଡ଼ରେ ଆହତ ଜଣେ ଚାଷୀଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ବରିଷ୍ଠ ବିକେୟୁ ନେତା ଗୁରନାମ୍‌ ସିଂ ଚାଡୁନି ଏହି ସୂଚନା ଦେଇଛନ୍ତି। ସୁଶୀଲ କାଜଲ ନାମକ ଉକ୍ତ ଚାଷୀ ୯...

ତୃତୀୟ ଲହର ପାଇଁ ବଢ଼ିପାରେ କଟକଣା

ଭୁବନେଶ୍ୱର,୩୦।୮(ବ୍ୟୁରୋ): କରୋନା ପାଇଁ ଦେଢ଼ବର୍ଷ ହେବ କଟକଣା ଭିତରେ ଜୀବନ ବିତୁଛି। ଦ୍ୱିତୀୟ ଲହର ସଂକ୍ରମଣ ନିମ୍ନସ୍ତରକୁ ଆସିଥିବାବେଳେ ଧୀରେ ଧୀରେ ଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ର ସ୍ବାଭାବିକ ହେଉଛି। ସ୍ଥିତିକୁ ଦେଖି କଟକଣାକୁ କୋହଳ କରାଯାଉଥିବାବେଳେ ଏବେ...

ଏୟାରପୋର୍ଟରେ ଛକାପଞ୍ଝା

ଓ୍ବାଶିଂଟନ୍‌/କାବୁଲ, ୩୦ା୮: ଏପଟେ ତାଲିବାନ୍‌ର ତାଗିଦ୍‌ ସେପଟେ ଦାଉ ସାଧୁଛି ଆଇଏସ୍‌ ଖୋରାସାନ୍‌। ଅଗଷ୍ଟ ୩୧ ଡେଡ୍‌ଲାଇନ ପାଖେଇ ଆସୁଥିବାରୁ ଇଭାକ୍ୟୁଏଶନ ଜୋରଦାର କରିଛି ଆମେରିକା। କାରଣ ଏବେ ବି ଆଫଗାନିସ୍ତାନରେ ଫସି ରହିଛନ୍ତି ୩୦୦ରୁ ଊର୍ଦ୍ଧ୍ୱ ଆମେରିକୀୟ। ଗୁରୁବାର...

ଭାରତକୁ ୩ ପଦକ

ଟୋକିଓ,୩୦।୮: ଜାତୀୟ କ୍ରୀଡ଼ା ଦିବସରେ ଟୋକିଓ ପାରାଲିମ୍ପିକ୍ସରେ ଭାରତର ୩ଜଣ ଖେଳାଳି ପଦକ ଜିତି ଦେଶକୁ ଉପହାର ପ୍ରଦାନ କରିଛନ୍ତି। ଦୁଇ ଜଣ ଆଥ୍‌ଲେଟ ରୌପ୍ୟ ଓ ଜଣେ ବ୍ରୋଞ୍ଜ ପଦକ ହାସଲ କରି ଦେଶ ପାଇଁ ଗୌରବ ଆଣିଦେଇଛନ୍ତି।...

ନାବାଳିକାଙ୍କୁ ଗଣବଳାତ୍କାର: ୭ ଅଭିଯୁକ୍ତ ନାବାଳକ

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ), ୩୦ା୮: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚତ୍ ନିକଟରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ଏହି ଘୃଣ୍ୟ ଅପରାଧ ଭିଆଇଥିବା ସମସ୍ତ ୭ ଅଭିଯୁକ୍ତ ହେଉଛନ୍ତି ନାବାଳକ। ମୁଖ୍ୟ ଅଭିଯୁକ୍ତ ସମ୍ପୃକ୍ତ ନାବାଳିକାଙ୍କୁ ପୂର୍ବରୁ ଜାଣିଥିଲେ। ସେ ତାଙ୍କୁ ବାଇକ୍‌ରେ ବୁଲାଇବା...

କାବୁଲରେ ଆମେରିକାର ଡ୍ରୋନ୍‌ ଷ୍ଟ୍ରାଇକ୍‌

କାବୁଲ, ୩୦ା୮: ଆଫଗାନିସ୍ତାନର କାବୁଲସ୍ଥିତ ହମିଦ୍‌ କାର୍‌ଜାଇ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଆତଙ୍କବାଦୀ ଆକ୍ରମଣ ନେଇ ହାଇଆଲର୍ଟ ଜାରି କରିବା ପରେ ଆମେରିକା ରବିବାର ସେଠାରେ ଡ୍ରୋନ୍‌ ଷ୍ଟ୍ରାଇକ୍‌ କରିଛି। ଏଥିରେ ଜଣେ ଶିଶୁଙ୍କ ସମେତ ୨ ଜଣଙ୍କ ମୃତ୍ୟୁ...

ସେପ୍ଟେମ୍ବର ୩୦ ଯାଏ ଅନ୍ତଃରାଷ୍ଟ୍ରୀୟ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ସରକାର ଅନ୍ତର୍ଜାତୀୟ ବିମାନ ସେବା କଟକଣାକୁ ସେପ୍ଟେମ୍ବର ୩୦ ଯାଏ ବଢ଼ାଇଛନ୍ତି। ଅର୍ଥାତ୍‌ ସେପ୍ଟେମ୍ବର ୩୦ ଯାଏ ବିଦେଶକୁ କମର୍ସିଆଲ ଫ୍ଲାଇଟଗୁଡ଼ିକ ବାତିଲ ରହିବ। କୋଭିଡ୍‌-୧୯ ସ୍ଥିତିକୁ ବିଚାର କରି ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଥିବା...

କାବୁଲରେ ପୁଣି ବିସ୍ଫୋରଣ

କାବୁଲ,୨୯।୮: ଆଫଗାନିସ୍ତାନରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ବିଭିନ୍ନ ଦେଶ ଉଦ୍ୟମ ଚଳାଇଥିବାବେଳେ ରବିବାର କାବୁଲ ବିମାନବନ୍ଦର ନିକଟ ଖୱାଜା ବୁଗ୍‌ରା ଅଞ୍ଚଳରେ ରକେଟ ଆକ୍ରମଣ ହୋଇଥିବାର ସୂଚନା ମିଳିଛି। ଏହି ଆକ୍ରମଣର ଏକ ଭିଡିଓ ମଧ୍ୟ...

ଭାଇରାଲ ଫିଭର୍‌, ସପ୍ତାହେ ମଧ୍ୟରେ ୨୬ ଶିଶୁଙ୍କ ସମେତ ୫୦ ମୃତ…

ଲକ୍ଷ୍ନୌ,୨୯।୮: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାର ନାଁ ଧରୁନି। ଅପରପକ୍ଷରେ ତୃତୀୟ ଲହର ଆତଙ୍କରେ ଲୋକଙ୍କମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ପଶ୍ଚିମ ଉତ୍ତରପ୍ରଦେଶରେ ଭାଇରାଲ ଫିଭର୍‌ରେ ୫୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ...

ଅର୍ଜୁନ ପୁରସ୍କାର ପାଇଁ କେଉଁ ଖେଳାଳି ଦାଖଲ କରିଛନ୍ତି ନୋମିନେଶନ, ଆସନ୍ତୁ ଜାଣିବା…

ନୂଆଦିଲ୍ଲୀ,୨୯।୮: ଅଗଷ୍ଟ ୨୯ରେ ହକି ଯାଦୁକର ମେଜର ଧାନଚାନ୍ଦଙ୍କ ୧୧୯ ତମ ଜନ୍ମ ଦିବସ ଅବସରରେ ରବିବାର ସାରା ଦେଶରେ ଜାତୀୟ କ୍ରୀଡା ଦିବସ ପାଳନ କରାଯାଉଛି। ଏହି ଦିନ ଦେଶର ରାଷ୍ଟ୍ରପତି ଖେଳ ରତ୍ନ, ଅର୍ଜୁନ ପୁରସ୍କାର ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri