Tag Archives: Home Middle

ସଂସ୍କୃତ ଭାଷା ଦେଶକୁ ଏକତା ସୂତ୍ରରେ ବାନ୍ଧିବାକୁ ସକ୍ଷମ…

ନୂଆଦିଲ୍ଲୀ,୨୯।୮: ସଂସ୍କୃତ ଭାଷା ଦେଶକୁ ଏକତା ସୂତ୍ରରେ ବାନ୍ଧିବାକୁ ସକ୍ଷମ। ଏହା ଜାତୀୟ ଏକତାକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ। ସଂସ୍କୃତ ଜ୍ଞାନର ପରିସୀମା ବୃଦ୍ଧି କରି ପାରିଥାଏ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮୦ ତମ ମନ୍‌ କି ବାତ୍‌...

ତାଲିବାନ ନେଇ ଜାତିସଂଘ ସୁରକ୍ଷା ପରିଷଦର ୟୁ ଟର୍ନ…

ଜେନେଭା/ନୂଆଦିଲ୍ଲୀ,୨୯।୮: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ଆତଙ୍କବାଦୀ ବିରୋଧୀ ଲଢ଼େଇରେ ଏକ ଗୁରୁତ୍ୱପୂର୍ଣ୍ଣ ତଥା ଆଶ୍ଚର୍ଯ୍ୟଜନକ ୟୁ ଟର୍ନ ନେଇଛି। ଏହା ଆତଙ୍କବାଦୀ ଷ୍ଟେଟ୍‌ମେଣ୍ଟ୍‌ରୁ ତାଲିବାନ ନାମକୁ ହଟାଇ ଦେଇଛି। ଆଫଗାନିସ୍ତାନରେ ଦୁଇ ଦଶନ୍ଧି ପରେ ଫେରିିଥିବା ତାଲିବାନ ନିୟମ...

ଦେଶର ଯୁବ ଶକ୍ତି ଏବେ ବିକାଶ ମୁହାଁ…

ନୂଆଦିଲ୍ଲୀ,୨୯।୮: ଦେଶର ଯୁବ ଶକ୍ତି ଏବେ ବିକାଶ ମୁହାଁ ହୋଇଛନ୍ତି। ଯୁବ ବର୍ଗ ନିଜର ସର୍ବଶ୍ରେଷ୍ଠ ଲକ୍ଷ୍ୟ ପଥରେ ଅଗ୍ରସର ହେଉଛନ୍ତି। ଏବେ ଭାରତ ପ୍ରତିଟି କ୍ଷେତ୍ରରେ ସଫଳତା ହାସଲ ଜାରି ରଖିଛନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮୦...

ଆଫଗାନୀଙ୍କୁ ଅନାଥ କଲା ତାଲିବାନ ଶାସନ…

କାବୁଲ,୨୯।୮: ଆଫଗାନିସ୍ତାନରେ ତାଲିବାନର କ୍ଷମତା ଦଖଲ ପରେ ଏବେ ଆଫଗାନୀମାନେ ଅନାଥ ହୋଇ ପଡ଼ିଛନ୍ତି। ଜୀବନ ଭୟ ଏବଂ ତାଲିବାନୀ କଟକଣାକୁ ସହ୍ୟ ନ କରିବା ଚିନ୍ତାରେ ଲକ୍ଷ ଲକ୍ଷ ଲୋକେ ଭିଟାମାଟି ଛାଡ଼ିବା ଆରମ୍ଭ କରିଛନ୍ତି। ଏବେ ସେମାନଙ୍କର...

ଇତିହାସ ରଚିଲେ ଭାରତର ଭାବିନାବେନ

ଟୋକିଓ,୨୯।୮: ଇତିହାସ ରଚିଲେ ଭାରତର ମହିଳା ଟେବୁଲ ଟେନିସ ତାରକା ୩୪ ବର୍ଷୀୟା ଭାବିନାବେନ ପଟେଲ। ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ଫାଇନାଲରେ ସେ ରବିବାର ରୌପ୍ୟ ପଦକ ଜିତି ଇତିହାସ ରଚିଛନ୍ତି। ପାରାଲିମ୍ପିକ୍ସରେ ପଦକ ଜିତିବାରେ ସେ ହେଉଛନ୍ତି ଦ୍ୱିତୀୟ...

୧୫ ଲକ୍ଷରୁ ଅଧିକ ଆଫଗାନୀଙ୍କ ଗୁପ୍ତ ତଥ୍ୟ ଲିକ୍‌…

ନୂଆଦିଲ୍ଲୀ,୨୯।୮: ଲକ୍ଷ ଲକ୍ଷ ଆଫଗାନିସ୍ତାନ ନାଗରିକଙ୍କ ଗୁପ୍ତ ତଥ୍ୟ ଲିକ ହୋଇଛି। ଆମେରିକା ଏସବୁ ତଥ୍ୟକୁ ଗତ ୨୦ ବର୍ଷ ମଧ୍ୟରେ ଏକତ୍ରିତ କରିଥିଲା। ଏବେ ତାଲିବାନ ଏସବୁ ସୂଚନାକୁ ବ୍ୟବହାର କରୁଛି। ତାଲିବାନର ସ୍ବତନ୍ତ୍ର ୟୁନିଟ ଅଲ ଇଶା...

ଦୈନିକ ସଂକ୍ରମଣ ୪୦ ହଜାର ଉପରେ, କେରଳ ବଢ଼ାଇଲା ଚିନ୍ତା…

ନୂଆଦିଲ୍ଲୀ,୨୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪...

ଆଇଏସ୍‌କେ ବନାମ ତାଲିବାନ୍‌

ନୂଆଦିଲ୍ଲୀ, ୨୯ା୮: ଆଫଗାନିସ୍ତାନର କାବୁଲ ବିମାନବନ୍ଦରରେ ଗୁରୁବାର ସନ୍ଧ୍ୟାର ବିସ୍ଫୋରଣ ଚଳିତ ବର୍ଷର ସବୁଠାରୁ ଭୟଙ୍କର ଆକ୍ରମଣ ମଧ୍ୟରୁ ଅନ୍ୟତମ। ୧୩ ଆମେରିକୀୟ ସୈନ୍ୟଙ୍କ ସମେତ ଶତାଧିକ ଆଫଗାନ୍‌ ଏଥିରେ ପ୍ରାଣ ହରାଇଥିବାବେଳେ ଆହତ ହୋଇଛନ୍ତି ୨ ଶହରୁ ଊର୍ଦ୍ଧ୍ୱ।...

ଚାଷୀଙ୍କୁ ପୋଲିସର ଲାଠିମାଡ଼

ଚଣ୍ଡିଗଡ଼, ୨୯।୮: ହରିୟାଣାର କର୍ନଲ ଜିଲାରେ ଶନିବାର ଭାଜପାର ଏକ ବୈଠକକୁ ବିରୋଧ କରି କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସେମାନଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲାଠିଚାଳନା କରିବାରୁ ୧୦ ଜଣ ଚାଷୀ ଆହତ ହୋଇଛନ୍ତି। ହରିୟାଣା...

କପିଶାରେ ଜୋର୍‌ଦାର ଲଢ଼େଇ

କାବୁଲ, ୨୯।୮ : ପୂର୍ବତନ ଉପରାଷ୍ଟ୍ରପତି ଅମ୍‌ରୁଲ୍ଲା ସାଲେହଙ୍କ ନେତୃତ୍ୱରେ ପ୍ରତିରୋଧୀ ବାହିନୀ ଆଫଗାନିସ୍ତାନର କପିଶା ପ୍ରଦେଶରେ ତାଲିବାନ ବିରୋଧରେ ଜୋର୍‌ଦାର ଲଢ଼େଇ ଜାରି ରଖିଛି। ଏଥିରେ ବହୁସଂଖ୍ୟାରେ ତାଲିବାନ ଆତଙ୍କବାଦୀ ନିହତ ହେଲେଣି। କପିଶା ପ୍ରଦେଶର ସାଞ୍ଜନ ଏବଂ...

ସରକାରଙ୍କ ମିଛ ଧରାଇବା ନାଗରିକଙ୍କ କର୍ତ୍ତବ୍ୟ

ନୂଆଦିଲ୍ଲୀ, ୨୯।୮: ସତ୍ୟ ପାଇଁ କେବଳ ସରକାରଙ୍କ ଉପରେ ନିର୍ଭର କରିହେବ ନାହିଁ। ଶାସନରେ ରହିବାକୁ ସରକାରଗୁଡ଼ିକ ଅନେକ ସମୟରେ ମିଥ୍ୟାର ଆଶ୍ରୟ ନେଉଥିବା ଦେଖାଯାଇଥାଏ। ତେଣୁ ସରକାରଙ୍କ ମିଥ୍ୟାକୁ ଲୋକଲୋଚନକୁ ଆଣିବା ସହ ଏହା ବିରୋଧରେ ସ୍ବର ଉତ୍ତୋଳନ...

କାବୁଲ ବିସ୍ଫୋରଣ: ଷଡ଼ଯନ୍ତ୍ରକାରୀ ନିହତ

ଓ୍ବାଶିଂଟନ, ୨୯।୮: ଆଫଗାନିସ୍ତାନର କାବୁଲ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ଇସ୍‌ଲାମିକ ଷ୍ଟେଟ୍‌ ଖୋରାସାନ (ଆଇଏସ୍‌-କେ) ବିସ୍ଫୋରଣ ଘଟାଇବାର ୪୮ ଘଣ୍ଟା ନ ପୂରୁଣୁ ଆମେରିକା ଜବାବୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଆମେରିକା ସୈନ୍ୟବାହିନୀ ଉକ୍ତ ଆତଙ୍କବାଦୀ ସଂଗଠନକୁ ଟାର୍ଗେଟ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri