Tag Archives: Home Middle

ପ୍ରତିଶୋଧ ନେଲା ଆମେରିକା, ଆଇଏସ୍‌ ଗଡ଼ରେ ବୋମାମାଡ଼…

ଓ୍ବାଶିଂଟନ/କାବୁଲ,୨୮।୮: ଆଫଗାନିସ୍ତାନର ଆଇଏସ୍‌ ଗଡ଼ରେ ଆମେରିକା ପକ୍ଷରୁ ବୋମାମାଡ଼ କରାଯାଇଛି। ଏପରି କରି ଆମେରିକା କାବୁଲ ଆକ୍ରମଣର ପ୍ରତିଶୋଧ ନେଇଛି। କାବୁଲରେ ଆଇଏସ୍‌ ଦ୍ୱାରା ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆମେରିକାର ୧୩ ସୈନ୍ୟଙ୍କ ମୃତ୍ୟୁ ଘଟିବାର କିଛି ଘଣ୍ଟା ମଧ୍ୟରେ...

କୋର୍ଟଙ୍କର ଅବମାନନା କଲେ ଆଉ ଛାଡ଼ ପାଇବେନି ନେତା…

ନୂଆଦିଲ୍ଲୀ,୨୮।୮: ନେତାମାନେ କୋର୍ଟଙ୍କର ଅବମାନନା କଲେ ସେମାନଙ୍କଉ ଛଡ଼ାଯିବ ନାହିଁ। ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୁପ୍ରିମ୍‌କୋର୍ଟ (ଏସ୍‌ସି)ଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାଚନ ଆୟୋଗ (ଇସି)ଙ୍କ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ସୁପ୍ରିମକୋର୍ଟ ପୂର୍ବରୁ ରାଜନୈତିକ...

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ଉପରେ…

ନୂଆଦିଲ୍ଲୀ,୨୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪...

ଆମେରିକାକୁ ଆଇଏସ୍‌ ବିପଦ

କାବୁଲ/ଓ୍ବାଶିଂଟନ,୨୮ା୮: ଅଗଷ୍ଟ ୩୧ ସୈନ୍ୟ ଅପସାରଣ ଡେଡ୍‌ଲାଇନ୍‌ ପୂର୍ବରୁ କାବୁଲ ବିମାନବନ୍ଦରରେ ଆମେରିକା ନେତୃତ୍ୱାଧୀନ ବିଦେଶୀ ସାମରିକ ମେଣ୍ଟ ଉପରେ ଆଉ ଏକ ଆତଙ୍କବାଦୀ ଆକ୍ରମଣ ହୋଇପାରେ। ତାଲିବାନ ଶାସନ ଭୟରେ ଆଫଗାନିସ୍ତାନ ଛାଡ଼ି ପଳାୟନ କରୁଥିବା ଆଫଗାନ୍‌ ଓ...

ଆଜି ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୨୮।୮(ବ୍ୟୁରୋ) : ଉତ୍ତର-ପଶ୍ଚିମ ତଥା ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଶନିବାର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି।...

କରୋନାରେ ଆଉ ୨ ଶିଶୁ ମୃତ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ତୃତୀୟ ଲହର ନ ଆସୁଣୁ ରାଜ୍ୟରେ ଶିଶୁଙ୍କ ପାଇଁ ଘାତକ ହେଉଛି କରୋନା।ଦୈନିକ ସଂକ୍ରମଣ ନିମ୍ନସ୍ତରରେ ଥିଲେ ମଧ୍ୟ ଆକ୍ରାନ୍ତ ପିଲାଙ୍କ ସଂଖ୍ୟା ଶହେ ଉପରେ ରହୁଛି। ଏପରିସ୍ଥଳେ ଜଣଙ୍କ ପରେ ଆଉଜଣେ ଶିଶୁ କରୋନାରେ ଆଖି...

ଇ-ଯାନ ନୀତିକୁ ମୋହର

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ପେଟ୍ରୋଲ, ଡିଜେଲର ଦରବୃଦ୍ଧି ଏବଂ ବାୟୁ ପ୍ରଦୂଷଣ ଦେଶ ପାଇଁ ପ୍ରମୁଖ ଚିନ୍ତାର ବିଷୟ। ଗୋଟିଏ ପଟେ ଦରଦାମ ବୃଦ୍ଧି, ଅନ୍ୟପଟେ ପରିବେଶ ଏବଂ ସ୍ବାସ୍ଥ୍ୟଗତ ସମସ୍ୟା ଉପୁଜିଛି। ତେଣୁ ଇଲେକ୍ଟ୍ରିକ୍‌ ଭେହିକିଲ (ଇ-ଯାନ)ର ବ୍ୟବହାର ଜରୁରୀ ହୋଇପଡ଼ିଛି,...

ବୋଲରଙ୍କୁ ଥକେଇ ଦେଲେ ପୂଜାରା, କୋହଲି

ଲିଡ୍ସ,୨୭।୮: ସ୍ଥାନୀୟ ଲିଡ୍ସ ଗ୍ରାଉଣ୍ଡରେ ଚାଲିଥିବା ତୃତୀୟ ଟେଷ୍ଟକୁ ୩ୟ ଦିନରେ ଜିତି ନେବାକୁ ଆଶା ରଖିଥିଲା ଇଂଲଣ୍ଡ। କିନ୍ତୁ ଘରୋଇ ବୋଲରଙ୍କୁ ଥକେଇ ଦେଇଛନ୍ତି ଟିମ୍‌ ଇଣ୍ଡିଆର ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଓ ଅଧିନାୟକ ବିରାଟ କୋହଲି।...

‘ପାଳି ସରକାର କଥା ଉଠୁ ନାହିଁ’

ନୂଆଦିଲ୍ଲୀ,୨୭।୮: “ ପାଳି ସରକାର କଥା ଉଠୁ ନାହିଁ। ମୋ ସପକ୍ଷରେ ଛତିଶଗଡ଼ର କଂଗ୍ରେସ ଇନଚାର୍ଜ ପି ଏଲ ପୁନିଆ ଅଛନ୍ତି। ମୋର ଯାହା କହିବାର ଥିଲା, ତାହା ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ କହିଛି। ଦଳର ସ୍ଥିତି...

ପାରାଲିମ୍ପିକ୍ସରେ ପ୍ରଥମ ପଦକ ନିଶ୍ଚିତ କଲା ଭାରତ

ଟୋକିଓ,୨୭।୮: ଭାଭିନାବେନ ପଟେଲ ଶୁକ୍ରବାର ଇତିହାସ ରଚିଛିନ୍ତି। ପାରାଲିମ୍ପିକ୍ସର ମହିଳା ଟେବୁଲ ଟେନିସ ଇଭେଣ୍ଟରେ ପଦକ ନିଶ୍ଚିତ କରିବାରେ ଭାବିନା ପ୍ରଥମ ଭାରତୀୟ ଖେଳାଳି। ୨୦୧୬ ରିଓ ପାରାଲିମ୍ପିକ୍ସ ଚାମ୍ପିୟନ ବୋରିସ୍ଲାଭା ପେରିସ-ରାଙ୍କୋଭିକ୍‌ଙ୍କୁ ସିଧାସଳଖ ଗେମ୍‌ରେ ହରାଇ ଭାଭିନା ସେମିଫାଇନାଲରେ...

କାବୁଲ ବିମାନ ବନ୍ଦର ପରେ ଏବେ କାଜକସ୍ତାନ ଅସ୍ତ୍ର ଭଣ୍ଡାରରେ ବିସ୍ଫୋରଣ: ୯ ମୃତ

ନୁର-ସୁଲତାନ,୨୭ ।୮: କାବୁଲ ବିମାନ ବନ୍ଦରରେ ଗୁରୁବାର ହୋଇଥିବା ବୋମା ବିସ୍ଫୋରଣ ସମସ୍ତଙ୍କୁ ଚକିତ କରିଦେଇଥିଲା । ଏହାପରେ ଶୁକ୍ରବାର କାଜାକସ୍ତାନର ଅସ୍ତ୍ର ଭଣ୍ଡାରରେ ବିସ୍ଫୋରଣ ହୋଇଥିବା ଖବର ମିଳିଛି । ସମାଚାର ଏଜେନ୍ସି ଏଏଫ୍‌ପିର ସୂଚନା ଅନୁଯାୟୀ ଏହି...

ଉତ୍ତରାଖଣ୍ଡରେ ଲଗାଣ ବର୍ଷା: ଭାଙ୍ଗିଲା ପୋଲ, ଭାସିଗଲା ଗାଡି

ଡେରାଡୁନ,୨୭ ।୮: ଉତ୍ତରାଖଣ୍ଡରେ ଲଗାଣ ବର୍ଷା ଫଳରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବର୍ଷା ଯୋଗୁଁ ଜାତୀୟ ରାଜପଥ ସହ ଅନ୍ୟ ସଡ଼କ ବି ବନ୍ଦ ହୋଇଯାଇଛି । ପ୍ରବଳ ବର୍ଷା ଯୋଗୁ ଡେରାଡୁନ-ରିଷିକେଶ ହାଇୱେରେ ଥିବା ପୋଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri